ଡେବ୍ୟୁ ଟେଷ୍ଟରେ ମୁଣ୍ଡରେ ଲାଗିଲା ବଲ୍: ହସ୍ପିଟାଲ୍ରେ ଏହି କ୍ରିକେଟର୍
ଗଲ,୨୧।୧୧: ୱେଷ୍ଟଇଣ୍ଡିଜ ଦଳ ୨ ଟେଷ୍ଟ ସିରିଜ ପାଇଁ ଶ୍ରୀଲଙ୍କା ଗସ୍ତରେ ଯାଇଛନ୍ତି। ସିରିଜର ପ୍ରଥମ ଟେଷ୍ଟ ଦୁଇ ଦେଶ ମଧ୍ୟରେ ଆଜିଠାରୁ ଗଲରେ ଆରମ୍ଭ ହୋଇଛି । କିନ୍ତୁ ପ୍ରଥମ ଦିନରେ ପଡ଼ିଆରେ ଏକ ବଡ଼ ଦୁର୍ଘଟଣା ଘଟିଛି।...
ସମୁଦ୍ର ମଝିରେ ଗର୍ଲଫେଣ୍ଡଙ୍କୁ ମୁଦି ପିନ୍ଧାଇଲେ ଏହି କ୍ରିକେଟର୍
ନୂଆଦିଲ୍ଲୀ,୨୧।୧୧: ଟି -୨୦ ବିଶ୍ୱକପ ୨୦୨୧ ଶେଷ ହୋଇଛି। ଏହାର କିଛି ଦିନ ପରେ ଇଂଲଣ୍ଡ କ୍ରିକେଟର ସାମ ବିଲିଙ୍ଗସ ତାଙ୍କ ଗର୍ଲଫ୍ରେଣ୍ଡ ସାରା କେଣ୍ଟଲିଙ୍କ ସହ ନିର୍ବନ୍ଧ ଶେଷ କରିଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷରେ ଟି -୨୦ ବିଶ୍ୱକପର ସେମିଫାଇନାଲ...
ଆଜି ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ତୃତୀୟ ଟି-୨୦: ଜାଣନ୍ତୁ କେଉଁଠି, କେମିତି ଦେଖିବେ ମ୍ୟାଚ୍
କୋଲକତା,୨୧।୧୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚ ଆଜି କୋଲକତାରେ ଖେଳାଯିବ। ଭାରତୀୟ ଦଳ ତିନି ମ୍ୟାଚ ବିଶିଷ୍ଟ ସିରିଜ ଜିତିସାରିଛି। ଏବେ ସିରିଜ୍ କ୍ଲନ୍ସୁଇପ୍ କରିବା ଉଦ୍ଦେଶ୍ୟରେ ପଡ଼ିଆକୁ ଓହ୍ଲାଇବ। ସାରେ କାକରର ଭୂମିକା ଗୁରୁତ୍ୱପୂର୍ଣ୍ଣ...
ସିନ୍ଙ୍କ ଚମତ୍କାର କାରନାମା: ମାତ୍ର ୩୬ ରନ୍ରେ ନେଲେ ୧୦ ଉଇକେଟ
କେପ୍ଟାଉନ୍,୨୧।୧୧: ଭାରତର ମହାନ ସ୍ପିନର୍ ଅନିଲ କୁମ୍ବଲେ ଟେଷ୍ଟ ମ୍ୟାଚ୍ର ଗୋଟିଏ ଇନିଂସରେ ୧୦ ଉଇକେଟ ନେଇଥିବା ସ୍ମୃତି ଆଜିବି ସମସ୍ତଙ୍କ ହୃଦୟରେ ସତେଜ ରହିଛି। ୧୯୯୯ରେ ସେ ପାକିସ୍ତାନ ବିପକ୍ଷ ଟେଷ୍ଟର ଗୋଟିଏ ଇନିଂସରେ ୧୦ ଉଇକେଟ ନେଇଥିଲେ।...
କ୍ରିକେଟର୍ ଟିମ୍ ପେନ୍ଙ୍କ ଖରାପ କାର୍ଯ୍ୟ ଦେଖି ମୁହଁ ଖୋଲିଲେ ସ୍ତ୍ରୀ
ସିଡନୀ,୨୨।୧୧: ଆଶେସ ସିରିଜ ପୂର୍ବରୁ ଅଷ୍ଟ୍ରେଲିଆର ଉଇକେଟ କିପର ତଥା ପୂର୍ବତନ ଅଧିନାୟକ ଟିମ ପେନ୍ଙ୍କୁ ଝଟ୍କା ଲାଗିଛି। ପେନ୍ଙ୍କ ନାଁରେ ଜଣେ ଯୁବତୀଙ୍କୁ ତାଙ୍କ ଅଶ୍ଳୀଳ ଫଟୋ ଏବଂ ମେସେଜ୍ ପଠାଇବା ଅଭିଯୋଗ ହୋଇଛି। ଫଳରେ ତାଙ୍କୁ ଅଧିନାୟକ...
ଗୁଡ଼ାଏ ଏକ୍ସପେରିମେଣ୍ଟ କରିପାରନ୍ତି ଡ୍ରାଭିଡ୍
କୋଲକାତା,୨୧।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ଚଳିତ ଟି୨୦ ସିରିଜରେ କ୍ଲିନ୍ ସୁଇପ୍ କରିବା ଲକ୍ଷ୍ୟରେ ରହିଛି ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ। ଐତିହାସିକ ଇଡେନ ଗାର୍ଡେନ ଷ୍ଟାଡିୟମରେ ରବିବାର ଦୁଇ ଦଳ ମଧ୍ୟରେ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍...
ଛକା ମାରିବାରୁ ବ୍ୟାଟରଙ୍କ ଉପରକୁ ଫୋପାଡ଼ିଲେ ବଲ
ଢାକା,୨୦।୧୧: ପାକିସ୍ତାନ ବିପକ୍ଷ ଦ୍ୱିତୀୟ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍ରେ ବାଂଲାଦେଶ ବ୍ୟାଟର ଅଫିଫ ହୋସେନ ଆହତ ହୋଇଛନ୍ତି। ହେଲେ ତାଙ୍କ ଆହତ ହେବାର କାରଣ ସାଧାରଣ ନ ଥିଲା। ମ୍ୟାଚ୍ର ୩ୟ ଓଭରରେ ଅଫିଫ ପାକିସ୍ତାନୀ ପେସର ଶାହିନ ଶାହ...
‘ଆଶା କରୁଛି, ଚେନ୍ନାଇରେ ଅନ୍ତିମ ଟି୨୦ ଖେଳିବି’
ଚେନ୍ନାଇ,୨୦।୧୧: ଚେନ୍ନାଇରେ ଅନ୍ତିମ ଟି୨୦ ଖେଳିବାକୁ ଚାହେଁ। କିନ୍ତୁ ଏଥିଲାଗି ବର୍ଷେ ଲାଗିବ କି ୫ ବର୍ଷ ସମୟ ଲାଗିବ କହିହେବ ନାହିଁ। ଆଇପିଏଲ ଭବିଷ୍ୟତ ଉପରେ ଏଭଳି କହିଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ) ଅଧିନାୟକ ମହେନ୍ଦ୍ର ସିଂ...
‘ଆଇପିଏଲରେ ଖେଳିବା ନେଇ ଚିନ୍ତା କରିବି’
ଚେନ୍ନାଇ,୨୦।୧୧: ଆଇପିଏଲର ଆଗାମୀ ସଂସ୍କରଣରେ ଖେଳିବା ଲାଗି ଚିନ୍ତା କରିବି। ଏଥିଲାଗି ଯଥେଷ୍ଟ ସମୟ ଅଛି। ଏଣୁ ତରତର ହୋଇ ନିଷ୍ପତ୍ତି ନେବାର ଆବଶ୍ୟକତା ନାହିଁ। ଏଭଳି କହିଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ) ଅଧିନାୟକ ମହେନ୍ଦ୍ର ସିଂ ଧୋନୀ।...
ଅନ୍ତିମ ଓଭରରେ ନେଲେ ଲଗାତାର ୪ ଉଇକେଟ
ନୂଆଦିଲ୍ଲୀ,୨୦।୧୧: କର୍ନାଟକ ବିପକ୍ଷରେ ଶନିବାର ଖେଳାଯାଇଥିବା ସୟଦ ମୁସ୍ତାକ ଅଲି ଟି୨୦ ଟୁର୍ନାମେଣ୍ଟର ଦ୍ୱିତୀୟ ସେମିଫାଇନାଲରେ ବିଦର୍ଭ ପେସର ଦର୍ଶନ ନାଲକାଣ୍ଡେ ଅନ୍ତିମ ଓଭରରେ ଲଗାତାର ୪ ବଲରେ ୪ ଉଇକେଟ ନେଇଛନ୍ତି। ଏଭଳି ସଫଳତା ପାଇବାରେ ଅଭିମନ୍ୟୁ ମିଥୁନଙ୍କ...
କାମ ଦେଉଛି ଗୁରୁମନ୍ତ୍ର; ହେଲେ ୧୪୦ କିମିରୁ ଅଧିକ ବେଗରେ ବୋଲିଂ କରିପାରୁନି
ରାଞ୍ଚି, ୨୦।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟି୨୦ ମୁକାବିଲାରେ ଅନ୍ତର୍ଜାତୀୟ ଡେବ୍ୟୁ କରିଛନ୍ତି ଆଇପିଏଲ୍ରେ ଚମତ୍କାର ପ୍ରଦର୍ଶନ କରିଥିବା ହର୍ଶଲ ପଟେଲ। ଚଳିତ ବର୍ଷ ସେ ଆଇପିଏଲ୍ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପାଇଁ ଇତିହାସ ରଚି ୩୨ ଉଇକେଟ ନେଇ...
ବିରାଟଙ୍କ ସମକକ୍ଷ ହେଲେ ରୋହିତ, ପଛରେ ପଡ଼ିଲେ ବାବର
ରାଞ୍ଚି, ୨୦।୧୧: ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍ରେ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିଲା ଭାରତ। ଦଳ ଏହି ମ୍ୟାଚ୍ରେ ଅତିଥି ଟିମ୍କୁ ପରାସ୍ତ କରି ସିରିଜ୍କୁ ଆଗୁଆ ଜିତି ନେଇଛି। ଭାରତୀୟ ଅଧିନାୟକ ରୋହିତ ଶର୍ମା ନିଜର ୨୫ତମ...
Archives


