ଖେଳ

ଗୋଟିଏ ଦିନ ୩୦୯ ରନ୍‌ କରି ଚମକାଇ ଥିଲେ ଏହି ବ୍ୟାଟ୍ସମ୍ୟାନ୍‌: ୯୧ ବର୍ଷ ହେଲାଣି ଭାଙ୍ଗିନି ରେକର୍ଡ

ବ୍ରିସ୍‌ବେନ୍‌,୧୯।୧୧: ଭାରତୀୟ କ୍ରିକେଟ ଟିମ୍‌ ବିପକ୍ଷରେ ଅଷ୍ଟ୍ରେଲିୟ ଦଳ ସଂଘର୍ଷ କରିବା ଭଳି ଘଟଣା ବହୁତ୍‌ କମ୍‌ ଦେଖିବାକୁ ମିଳିଛି। ଉଭୟ ଦଳର ମ୍ୟାଚ୍‌ ଭିତରେ ଅନେକ ରେକର୍ଡ କରି ଚର୍ଚ୍ଚାକୁ ଆସିଛନ୍ତି। ସେଭଳି ଜଣେ ହେଲେ ସାର୍‌ ଡନ୍‌...

ପଦାର୍ପଣରେ କମାଲ କଲେ

ରାଞ୍ଚି,୨୦।୧୧: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଚମତ୍କାର ପ୍ରଦର୍ଶନ କରିଥିବା ହର୍ଶଲ ପଟେଲ ଅନ୍ତର୍ଜାତୀୟ ଟି୨୦ ପଦାର୍ପଣ କରି ପୂର୍ବତନ ଦ୍ରୁତ ବୋଲର ଅଜିତ ଅଗରକରଙ୍କଠାରୁ ଭାରତୀୟ କ୍ୟାପ୍‌ ଗ୍ରହଣ କରିଥିଲେ। କ୍ରମାଗତ ଦ୍ୱିତୀୟଥର ପାଇଁ ଟସ୍‌ ଜିତି ଫିଲ୍ଡିଂ...

ସିରିଜ ଜିତିଲା ଟିମ୍‌ ଇଣ୍ଡିଆ

ରାଞ୍ଚି,୧୯।୧୧: ଚଳିତ ଟି୨୦ ବିଶ୍ୱକପରେ ନୈରାଶ୍ୟଜନକ ପ୍ରଦର୍ଶନ କରିଥିବା ଟିମ୍‌ ଇଣ୍ଡିଆ ସ୍ବଦେଶରେ ୩ ମ୍ୟାଚ ବିଶିଷ୍ଟ ଟି୨୦ ସିରିଜକୁ ୨-୦ରେ ଜିତି ନେଇଛି। ସ୍ଥାନୀୟ ଜେଏସ୍‌ସିଏ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଶୁକ୍ରବାର ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭...

ସିରିଜ ଜିତିବା ଲାଗି ୧୫୪ ରନ୍‌ର ଟାର୍ଗେଟ

ରାଞ୍ଚି,୧୯।୧୧: ସ୍ଥାନୀୟ ଜେଏସ୍‌ସିଏ ଆନ୍ତର୍ଜାତୀୟ ଷ୍ଟାଡିୟମରେ ଶୁକ୍ରବାର ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ବ୍ୟାଟିଂ କରି ୨୦ ଓଭରରେ ୬ ଉଇକେଟ ହରାଇ ୧୫୩ ରନ୍‌ କରିଛି। ଟିମ୍‌ ଇଣ୍ଡିଆ ଆଗରେ ସିରିଜ ଜିତିବା ଲାଗି ୧୫୪ ରନ୍‌ର...

ଟସ୍‌ ଜିତି ବୋଲିଂ କରିବ ଇଣ୍ଡିଆ

ରାଞ୍ଚି,୧୯।୧୧: ସ୍ଥାନୀୟ ଜେଏସ୍‌ସିଏ ଆନ୍ତର୍ଜାତୀୟ ଷ୍ଟାଡିୟମରେ ଶୁକ୍ରବାର ଖେଳାଯାଉଛି ଭାରତ-ନ୍ୟୁଜିଲାଣ୍ଡ ଦ୍ୱିତୀୟ ଟି୨୦ ମ୍ୟାଚ। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଅଧିନାୟକ ରୋହିତ ଶର୍ମା ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛନ୍ତି। ୩ ମ୍ୟାଚ ବିଶିଷ୍ଟ ଶୃଙ୍ଖଳାରେ ଭାରତ ପ୍ରଥମ ମ୍ୟାଚ...

ବହୁ କଷ୍ଟରେ ଜିତିଲା ପାକିସ୍ତାନ

ଢାକା,୧୯।୧୧: ସ୍ଥାନୀୟ ନ୍ୟାସନାଲ କ୍ରିକେଟ ଷ୍ଟାଡିୟମରେ ଶୁକ୍ରବାର ଖେଳାଯାଇଥିବା ଟି୨୦ ମ୍ୟାଚରେ ପାକିସ୍ତାନ ୪ ଉଇକେଟରେ ବାଂଲାଦେଶକୁ ପରାସ୍ତ କରିଛି। ଟସ୍‌ ଜିତି ବ୍ୟାଟିଂ କରିଥିବା ବାଂଲାଦେଶ ୨୦ ଓଭରରେ ୭ ଉଇକେଟ ହରାଇ ୧୨୭ ରନ୍‌ କରିଥିଲା। ପାକିସ୍ତାନ...

ଏକ ଯୁଗର ସମାପ୍ତି!

କେପଡାଉନ୍‌,୧୯।୧୧:ଦକ୍ଷିଣ ଆଫ୍ରିକାର କିମ୍ବଦନ୍ତୀ ଏବି ଡି ଭିଲିୟର୍ସ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଡି ଭିଲିୟର୍ସ ମଧ୍ୟ ଆଇପିଏଲ୍‌ ୨୦୨୨ ରେ ଅଂଶଗ୍ରହଣ କରିବେ ନାହିଁ । ଡି ଭିଲିୟର୍ସ ତାଙ୍କ ଦ୍ରୁତ ବ୍ୟାଟିଂ ସହିତ ପ୍ରଶଂସକଙ୍କ ହୃଦୟ ଜିତିଥିଲେ,...

ସମସ୍ତ ଫର୍ମାଟରୁ ସନ୍ୟାସ ଘୋଷଣା କଲେ ଏହି ଷ୍ଟାର କ୍ରିକେଟର; ଆର୍‌ସିବି ସହ ବି ଯାତ୍ରା ସମାପ୍ତ

ନୂଆଦିଲ୍ଲୀ,୧୯।୧୧: ଦକ୍ଷିଣ ଆଫ୍ରିକା ଷ୍ଟାର୍‌ କ୍ରିକେଟର ଏ ବି ଡିଭିଲିୟର୍ସ ଖେଳର ସବୁ ଫର୍ମାଟକୁ କହିଛନ୍ତି ଅଲ୍‌ବିଦା। ପୂର୍ବରୁ ସେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଥିଲେ। ହେଲେ ସେ ଆଇପିଏଲ୍‌ ସହ ଅନ୍ୟ ସମସ୍ତ ଘରୋଇ ଟୁର୍ନାମେଣ୍ଟ ଖେଳୁଥିଲେ।...

୬୫ ବର୍ଷ ପରେ କ୍ରିକେଟ୍‌ରେ ଘଟିବ ଏମିତି

ସିଡନୀ,୧୯।୧୧: ଟିମ ପେନ୍‌ ଅଧିନାୟକତ୍ୱ ଛାଡିବା ପରେ ଅଷ୍ଟ୍ରେଲିଆ କ୍ରିକେଟରେ ଏକ ଐତିହାସିକ ପରିବର୍ତ୍ତନ ହେବାକୁ ଯାଉଛି। ଏବେ ଆଶେସ ସିରିଜ ପାଇଁ ଅଷ୍ଟ୍ରେଲିଆ ଏକ ନୂଆ ଅଧିନାୟକ ଦାୟିତ୍ୱ ନେବେ। ନୂତନ ଅଧିନାୟକଙ୍କ ପାଇଁ ଦୌଡ଼ରେ ପ୍ୟାଟ କମିନ୍ସଙ୍କ...

ପୁଣି ହେବ ଭାରତ-ପାକିସ୍ତାନ ମୁକାବିଲା!

ନୂଆଦିଲ୍ଲୀ,୧୯।୧୧: ଦୀର୍ଘ ଦିନ ହେବ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଦ୍ୱିପାକ୍ଷିକ ସିରିଜ ଖେଳାଯାଉନାହିଁ। ଶେଷ ଥର ପାଇଁ ୨୦୧୨-୧୩ ରେ ଉଭୟ ଦେଶ ମଧ୍ୟରେ ସିରିଜ ଖେଳାଯାଇଥିଲା । ନିକଟରେ ଭାରତ ଏବଂ ପାକିସ୍ତାନର ଦଳ ଟି -୨୦...

ଇସ୍ତଫା ଦେଲେ ଅଧିନାୟକ

ସିଡନୀ,୧୯।୧୧: ଆଶେସ ସିରିଜ ପୂର୍ବରୁ ଅଷ୍ଟ୍ରେଲିଆ ଅଧିନାୟକ ଟିମ ପେନ୍‌ ଅଧିନାୟକତ୍ୱରୁ ଇସ୍ତଫା ଦେଇଛନ୍ତି। କଙ୍ଗାରୁ ଅଧିନାୟକ ପେନ୍‌ ଝିଅକୁ ଅଶ୍ଳୀଳ ବାର୍ତ୍ତା ପଠାଇଥିବା ଅଭିଯୋଗ ହୋଇଛି। ୨୦୧୭ରେ, ପେନ ନିଜର ଅଶ୍ଳୀଳ ଫଟୋ ଏକ ଝିଅଙ୍କୁ ପଠାଇଥିଲେ, ଏହା...

ଆଜି ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଦ୍ୱିତୀୟ ଟି-୨୦: ଜାଣନ୍ତୁ କେଉଁଠି, କେମିତି ଦେଖିବେ ମ୍ୟାଚ୍‌

ଜୟପୁର,୧୯।୧୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚ ଆଜି ରାଞ୍ଚିରେ ଖେଳାଯିବ। ଭାରତୀୟ ଦଳ ତିନି ମ୍ୟାଚ ବିଶିଷ୍ଟ ସିରିଜ ଜିତିବା ଉଦ୍ଦେଶ୍ୟରେ ପଡ଼ିଆକୁ ଓହ୍ଲାଇବ। ଜୟପୁରର ପ୍ରଥମ ଟି-୨୦ରେ ନ୍ୟୁଜିଲାଣ୍ଡକୁ ୫ ଉଇକେଟରେ ପରାସ୍ତ କରିଥିଲା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri