ଖେଳ

‘ସହଜରେ ମିଳି ନ ଥିଲା ବିଜୟ’

ଜେୟପୁର,୧୮।୧୧: ସଓ୍ବାଇ ମାନ ସିଂ ଷ୍ଟାଡିୟମରେ ବୁଧବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡକୁ ୫ ଉଇକେଟରେ ହରାଇ ଭାରତୀୟ ଦଳ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ରେ ବିଜୟ ସହ ଅଭିଯାନ ଆରମ୍ଭ କରିଛି। କିନ୍ତୁ ମ୍ୟାଚ୍‌ରେ ଦଳକୁ ସହଜରେ ବିଜୟ ମିଳି...

ବୋଲ୍ଟ ମୋର ଦୁର୍ବଳତା ଜାଣନ୍ତି, ଜାଣି ନ ପାରି ଫସିଗଲି

ନୂଆଦିଲ୍ଲୀ,୧୮।୧୧: ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତୀୟ ଟି୨୦ ଟିମ୍‌ ବୁଧବାର ନ୍ୟୁଜିଲାଣ୍ଡ ବିପକ୍ଷରେ ପ୍ରଥମ ବିଜୟ ହାସଲ କରିଥିଲା। ଏହି ମ୍ୟାଚ୍‌ରେ ରୋହିତ ବିସ୍ଫୋରକ ପାଳି ଖେଳିଥିଲେ ହେଁ ଅର୍ଦ୍ଧଶତକ କରିପାରି ନ ଥିଲେ। ଟ୍ରେଣ୍ଟ ବୋଲ୍ଟ ତାଙ୍କୁ...

୧୪୩୬ କିମି ଚାଲି ଚାଲି ରାଞ୍ଚିରେ ପହଞ୍ଚିଲେ ଏହି ଯୁବକ: ଧୋନୀଙ୍କୁ ଭେଟି କହିଲେ…

ରାଞ୍ଚି,୧୮।୧୧:ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ କୋଟି କୋଟି ପ୍ରଶଂସକ ଅଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟ୍‌ରୁ ଅବସର ଦେଇସାରିଥିଲେ ମଧ୍ୟ ତାଙ୍କ କ୍ରେଜ୍‌ କମିନାହିଁ। ନିକଟରେ ତାଙ୍କର ଜଣେ ନିଆରା ପ୍ରଶଂସକଙ୍କୁ ଦେଖିବାକୁ ମିଳିଥିଲା। ଧୋନୀଙ୍କ...

ସ୍ତ୍ରୀଙ୍କୁ ‘ସ୍ବତନ୍ତ୍ର ଉପହାର’ ଦେଲେ ସୂର୍ଯ୍ୟକୁମାର

ଜୟପୁର,୧୮।୧୧: ଭାରତୀୟ କ୍ରିକେଟର ନୂଆ ଯୁଗ ବିଜୟରୁ ଆରମ୍ଭ ହୋଇଥିଲା। ଟି -୨୦ ବିଶ୍ୱକପ୍‌ର ଖରାପ ପ୍ରଦର୍ଶନର ଦୁଃଖକୁ ଭୁଲି ନୂଆ କୋଚ ରାହୁଲ ଦ୍ରାବିଡ଼ ଏବଂ ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତ ଏକ ବିଜୟରୁ ଆରମ୍ଭ ହୋଇଥିଲା।...

ରୋହିତ ଶର୍ମା କଲେ ଏମିତି କାମ, ପ୍ରଶଂସକ ଆଶ୍ଚର୍ଯ୍ୟ: ଦେଖନ୍ତୁ ଭିଡିଓ

ଜୟପୁର,୧୮।୧୧: ରୋହିତ ଶର୍ମା ଟି -୨୦ ଅଧିନାୟକ ଭାବରେ ପ୍ରଥମ ମ୍ୟାଚରେ ଭାରତ ନ୍ୟୁଜିଲାଣ୍ଡ ବିପକ୍ଷରେ ୫ ଉଇକେଟ୍‌ରେ ଜିତିଥିଲା। ଏହାସହ ତିନି ମ୍ୟାଚ ବିଶିଷ୍ଟ ଟି -୨୦ ସିରିଜରେ ଭାରତ ୧-୦ରେ ଅଗ୍ରଣୀ ହାସଲ କରିଛି। ଏହି ମ୍ୟାଚ...

ଇତିହାସ ରଚିଲା ଭାରତ

ଜୟପୁର,୧୮।୧୧: ରୋହିତ ଶର୍ମା ଟି -୨୦ ଅଧିନାୟକ ଭାବରେ ପ୍ରଥମ ମ୍ୟାଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଚମତ୍କାର ବିଜୟ ହାସଲ କରିଥିଲେ। ବୁଧବାର ଜୟପୁରରେ ଖେଳାଯାଇଥିବା ଏହି ମ୍ୟାଚରେ ଭାରତ ନ୍ୟୁଜିଲାଣ୍ଡକୁ ୫ ଉଇକେଟରେ ପରାସ୍ତ କରି ତିନି ମ୍ୟାଚ ବିଶିଷ୍ଟ...

ପନ୍ତଙ୍କ ପାଇଁ ଶୁଭ ୧୭ ନମ୍ବର

ଜୟପୁର,୧୮।୧୧:ଅଧିନାୟକ ରୋହିତ ଶର୍ମା ଏବଂ ସୂର୍ଯ୍ୟକୁମାର ଯାଦବଙ୍କ ଚମତ୍କାର ଇନିଂସ ଆଧାରରେ ପ୍ରଥମ ଟି -୨୦ ମ୍ୟାଚରେ ଭାରତୀୟ ଦଳ ନ୍ୟୁଜିଲାଣ୍ଡକୁ ୫ ଉକେଟରେ ପରାସ୍ତ କରିଛି। ରିଷଭ ପନ୍ତ ଚୌକା ମାରି ଭାରତକୁ ବିଜୟ ପ୍ରଦାନ କରିଥିଲେ। ୨୪...

ଘରେ ବି ସଂଘର୍ଷ କରୁଛି ଟିମ୍‌ ଇଣ୍ଡିଆ

ଜୟପୁର,୧୭।୧୧: ଟି୨୦ ବିଶ୍ୱକପ୍‌ରେ ନୈରାଶ୍ୟଜନକ ପ୍ରଦର୍ଶନ କରିଥିବା ଟିମ୍‌ ଇଣ୍ଡିଆ ସ୍ବଦେଶ ଫେରିବା ପରେ ମଧ୍ୟ ସଂଘର୍ଷ କରୁଛି। ଅବଶ୍ୟ ବୁଧବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡକୁ ୫ ଉଇକେଟରେ ହରାଇ ଦେଇଛି ଭାରତ। କିନ୍ତୁ ୧୬୫ ରନ୍‌ର ପିଛା କରୁଥିବା...

ଟିମ୍‌ ଇଣ୍ଡିଆର ଧୂରନ୍ଦରଙ୍କ ଆଗରେ ୧୬୫ ରନ୍‌ର ଟାର୍ଗେଟ

ଜୟପୁର,୧୭।୧୧: ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ଟିମ୍‌ ଇଣ୍ଡିଆକୁ ନ୍ୟୁଜିଲାଣ୍ଡ ବିପକ୍ଷରେ ବିଜୟ ଅଭିଯାନ ଆରମ୍ଭ କରିବା ଲାଗି ୧୬୫ ରନ୍‌ ଦରକାର। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭ୍ରମଣକାରୀ ଦଳ ୨୦ ଓଭରରେ ୬ ଉଇକେଟ ହରାଇ ୧୬୪...

ଭେଙ୍କଟଶଙ୍କୁ ମିଳିଲା ପଦାର୍ପଣ ସୁଯୋଗ

ଜୟପୁର,୧୭।୧୧: ଏଠାରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ଟସ୍‌ ଜିତି ନୂଆ ଅଧିନାୟକ ରୋହିତ ଶର୍ମା ପ୍ରଥମେ ଫିଲ୍ଡିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଭଲ ପିଚ୍‌ ଓ କାକରକୁ ଦୃଷ୍ଟିରେ ଏଭଳି ନିଷ୍ପତ୍ତି ନେଇଥିବା...

ଅଷ୍ଟ୍ରେଲିଆରେ ଇତିହାସ ରଚିଲେ ମନ୍ଧାନା

କୁଇନ୍ସଲାଣ୍ଡ,୧୭।୧୧: ମହିଳା ବିଗ୍‌ ବାଶ ଲିଗ୍‌ (ଡବ୍ଲ୍ୟୁବିବିଏଲ୍‌)ରେ ପ୍ରଥମ ଭାରତୀୟ ଖେଳାଳି ଭାବେ ଶତକ ହାସଲ କରିଛନ୍ତି ସ୍ମ୍ରିତି ମନ୍ଧାନା। କୁଇନ୍ସଲାଣ୍ଡର ହାରପ ପାର୍କଠାରେ ବୁଧବାର ସିଡ୍‌ନୀ ଥଣ୍ଡର ଓ ମେଲବୋର୍ନ ରେନେଗାଡେସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ରେ ଭାରତୀୟ ଓପନର...

ତଳକୁ ଖସିଲା ରାହୁଲଙ୍କ ମାନ୍ୟତା

ଦୁବାଇ,୧୭।୧୧: ଅନ୍ତର୍ଜାତୀୟ ଟି୨୦ ବ୍ୟାଟରଙ୍କ ତାଲିକାରେ ଭାରତୀୟ ଓପନର ଲୋକେଶ ରାହୁଲ ଗୋଟିଏ ସ୍ଥାନ ତଳକୁ ଖସିଛନ୍ତି। ପୂର୍ବରୁ ୫ମରେ ଥିବା ରାହୁଲ ଏବେ ୬ଷ୍ଠ ସ୍ଥାନକୁ ଖସିଥିବା ବେଳେ ପୂର୍ବ ଭଳି ୮ମ ସ୍ଥାନ ବଜାୟ ରଖିଛନ୍ତି ବିରାଟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri