ରୋହିତ ଶର୍ମାଙ୍କ ସ୍ବାସ୍ଥ୍ୟାବସ୍ଥା ବିଷୟରେ ସୂଚନା ଦେଲେ ଝିଅ: ଦେଖନ୍ତୁ ଭିଡିଓ
ଲଣ୍ଡନ,୨୯।୬: ଭାରତୀୟ ଅଧିନାୟକ ରୋହିତ ଶର୍ମା ଏଜବାଷ୍ଟନ ଟେଷ୍ଟ ପୂର୍ବରୁ କରୋନା ସଂକ୍ରମିତ ହୋଇଛି। ରୋହିତ ଏବେ ଦଳ ଏବଂ ପରିବାର ସଦସ୍ୟଙ୍କଠାରୁ ଅଲଗା ଅଛନ୍ତି। ଏହି ସମୟରେ ସୋସିଆଲ ମିଡିଆରେ ତାଙ୍କ ଝିଅ ସମାଇରାଙ୍କ ଏକ ଭିଡିଓ ଭାଇରାଲ ହେଉଛି।…
ଉମ୍ରାନଙ୍କୁ କାହିଁକି ଦେଇଥିଲେ ଶେଷ ଓଭର? ହାର୍ଦ୍ଦିକ କହିଲେ…
ଡବଲିନ,୨୯।୬: ଭାରତ ମଙ୍ଗଳବାର ଆୟର୍ଲାଣ୍ଡ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍ରେ ରୋମାଞ୍ଚକର ବିଜୟ ସହ ୨ ମ୍ୟାଚ୍ ବିଶିଷ୍ଟ ସିରିଜକୁ କ୍ଲିନ୍ ସୁଇପ୍ କରିଛି। ଦୀପକ ହୁଦା(୧୦୪) ଏବଂ ସଞ୍ଜୁ ସାମସନ୍(୭୭)ଙ୍କ ରେକର୍ଡ ପାର୍ଟନରଶିପ୍ ଯୋଗୁ ଦଳ ୨୨୫/୭ ସ୍କୋର କରିଥିଲା।…
ଟି-୨୦ ବିଶ୍ୱକପ୍ ପରେ ନ୍ୟୁଜିଲାଣ୍ଡ ଗସ୍ତ କରିବ ଭାରତ
ନୂଆଦିଲ୍ଲୀ,୨୮।୬: ଅକ୍ଟୋବରରେ ଅଷ୍ଟ୍ରେଲିଆରେ ଟି୨୦ ବିଶ୍ୱକପ୍ ଖେଳାଯିବ। ଏହାପରେ ଭାରତୀୟ ଦଳ ସୀମିତ ଓଭର କ୍ରିକେଟ ସିରଜ ପାଇଁ ନ୍ୟୁଜିଲାଣ୍ଡ ଗସ୍ତ କରିବ। ଭାରତୀୟ ଦଳ ଏହି ଗସ୍ତରେ ଘରୋଇ ନ୍ୟୁଜିଲାଣ୍ଡ ସହ ପ୍ରଥମେ ୩ ମ୍ୟାଚ୍ ବିଶିଷ୍ଟ ଟି୨୦ ସିରିଜ୍…
ମୋର୍ଗାନ ଯୁଗ ଶେଷ
ଲଣ୍ଡନ,୨୮।୬: ସମସ୍ତ ଚର୍ଚ୍ଚାରେ ଲାଗିଲା ପୂର୍ଣ୍ଣଚ୍ଛେଦ। ଅନ୍ତର୍ଜାତୀୟ କ୍ରିକେଟକୁ ଅଲ୍ବିଦା କହିଲେ ଇଂଲଣ୍ଡର ବିଶ୍ୱକପ୍ ବିଜେତା ଅଧିନାୟକ ଇଓନ ମୋର୍ଗାନ। ମଙ୍ଗଳବାର ସେ ସମସ୍ତ ଫର୍ମାଟରୁ ଅବସର ନେଇ ଘୋଷଣା କରିଛନ୍ତି। ୩୫ ବର୍ଷୀୟ ଏହି କ୍ରିକେଟର ଫର୍ମ ଏବଂ ଫିଟ୍ନେସ…
ଟସ୍ ଜିତିଲା ଭାରତ, ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି…
ଡବଲିନ୍, ୨୮।୬ : ଭାରତ ଏବଂ ଆୟର୍ଲାଣ୍ଡ ମଧ୍ୟରେ ଚାଲିଥିବା ଦୁଇ ଟି -୨୦ ମ୍ୟାଚ ସିରିଜର ଦ୍ୱିତୀୟ ତଥା ଶେଷ ମ୍ୟାଚ ମଙ୍ଗଳବାର ଡବଲିନ୍ରେ ଆରମ୍ଭ ହୋଇଛି। ଭାରତୀୟ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ…
ଏହି ମହିଳା କ୍ରିକେଟର୍ଙ୍କ ସହ ଲଞ୍ଚ୍ ଡେଟ୍ରେ ଗଲେ ସଚିନ ତେନ୍ଦୁଲକରଙ୍କ ପୁଅ
ଲଣ୍ଡନ,୨୮।୬: ଟିମ ଇଣ୍ଡିଆ ଆଜିକାଲି ଇଂଲଣ୍ଡରେ ଅଛି। ଏଠାରେ ଟେଷ୍ଟ, ଟି-୨୦ ଏବଂ ଦିନିକିଆ ସିରିଜ ଖେଳିବାକୁ ପ୍ରସ୍ତୁତି ଚାଲିଛି। ପୂର୍ବତନ କ୍ରିକେଟର ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ତେନ୍ଦୁଲକର ମଧ୍ୟ ଆଜିକାଲି ଇଂଲଣ୍ଡରେ ଅଛନ୍ତି। ଇଂଲଣ୍ଡ ମହିଳା ଦଳର କ୍ରିକେଟର…
ଟି-୨୦ ବିଶ୍ୱକପ୍ ପରେ ନ୍ୟୁଜିଲାଣ୍ଡ ଗସ୍ତରେ ଯିବ ଭାରତୀୟ ଦଳ
ଅକଲାଣ୍ଡ,୨୮।୬: ଅଷ୍ଟ୍ରେଲିଆରେ ହେବାକୁ ଥିବା ଟି-୨୦ ବିଶ୍ୱକପ ପରେ ଟିମ ଇଣ୍ଡିଆ ତିନିଟି ଦିନିକିଆ ଏବଂ ତିନୋଟି ଟି-୨୦ ମ୍ୟାଚ ପାଇଁ ନ୍ୟୁଜିଲାଣ୍ଡ ଗସ୍ତ କରିବ। ମଙ୍ଗଳବାର ନ୍ୟୁଜିଲାଣ୍ଡ କ୍ରିକେଟ ବୋର୍ଡ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହି ସିରିଜ ନଭେମ୍ବର…
ଭାରତ ବିପକ୍ଷ ଟେଷ୍ଟ ପାଇଁ ଇଂଲଣ୍ଡ ଦଳ ଘୋଷଣା
ଲଣ୍ଡନ,୨୮।୬: ଭାରତ ବିପକ୍ଷରେ ଏକମାତ୍ର ଟେଷ୍ଟ ପାଇଁ ଇଂଲଣ୍ଡ କ୍ରିକେଟ ବୋର୍ଡ (ଇସିବି) ଦଳ ଘୋଷଣା କରିଛି। ନ୍ୟୁଜିଲାଣ୍ଡ ବିପକ୍ଷରେ ଶେଷ ହୋଇଥିବା ଟେଷ୍ଟ ସିରିଜରେ ଖେଳୁଥିବା ସମାନ ଖେଳାଳିଙ୍କୁ ଦଳରେ ସାମିଲ କରାଯାଇଛି। ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଟେଷ୍ଟ…
କ୍ଲିନ୍ସୁଇପ୍ ଲକ୍ଷ୍ୟରେ ପଡ଼ିଆକୁ ଓହ୍ଲାଇବ ଭାରତ
ଡବଲିନ୍,୨୮।୬: ଭାରତ ଏବଂ ଆୟାରଲାଣ୍ଡ ମଧ୍ୟରେ ଦୁଇ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଶେଷ ମ୍ୟାଚ ମଙ୍ଗଳବାର ଅର୍ଥାତ୍ ଆଜି ଖେଳାଯିବ। ଟିମ ଇଣ୍ଡିଆ ଏହି ସିରିଜରେ ୧-୦ରେ ଅଗ୍ରଣୀ ହାସଲ ଏଭଳି ପରିସ୍ଥିତିରେ ଭାରତ ଏହି ସିରିଜ ଜିତିବା ପାଇଁ…
ଅବସର ନେବେ ମୋର୍ଗାନ
ଲଣ୍ଡନ,୨୭।୬: ଇଂଲଣ୍ଡର ବିଶ୍ୱକପ୍ ବିଜେତା ଅଧିନାୟକ ଇଆନ ମୋର୍ଗାନ ମଙ୍ଗଳବାର ଅନ୍ତର୍ଜାତୀୟ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେବାକୁ ଯାଉଛନ୍ତି। ୩୫ ବର୍ଷୀୟ ମୋର୍ଗାନ ଚଳିତ ବର୍ଷ ପରବର୍ତ୍ତୀ ଭାଗରେ ହେବାକୁ ଥିବା ଟି୨୦ ବିଶ୍ୱକପ୍ରେ ଇଂଲଣ୍ଡ ଦଳର ନେତୃତ୍ୱ ନେବାକୁ…
କ୍ଲିନ୍ ସୁଇପ୍ ହାତଛଡ଼ା କଲା ଭାରତ
ଡାମ୍ବୁଲା,୨୭।୬: ଏଠାରେ ସୋମବାର ଖେଳାଯାଇଥିବା ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍ରେ ଭାରତୀୟ ମହିଳା ଦଳକୁ ୭ ଉଇକେଟରେ ଶ୍ରୀଲଙ୍କା ହରାଇ ଦେଇଛି। ଟିମ୍ ଇଣ୍ଡିଆ ପକ୍ଷରୁ ଧାର୍ଯ୍ୟ ୧୩୯ ରନ୍ର ଚ୍ୟାଲେଞ୍ଜିଂ ସ୍କୋରକୁ ଅଧିନାୟିକା ଚାମିରା ଆଟାପାଟୁଙ୍କ ବିସ୍ଫୋରକ ୮୦…
ରୋହିତଙ୍କ ବଦଳରେ ଟେଷ୍ଟ ସିରିଜ୍ ଖେଳିବେ ମୟଙ୍କ
ନୂଆଦିଲ୍ଲୀ,୨୭।୬: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଜୁଲାଇ ୧ ତାରିଖରେ ଟେଷ୍ଟ ମ୍ୟାଚ୍ ଆରମ୍ଭ ହେବାକୁ ଯାଉଛି। ଏହା ପୂର୍ବରୁ ଅଧିନାୟକ ରୋହିତ ଶର୍ମା କରୋନା ସଂକ୍ରମିତ ହୋଇଥିଲେ। ତେବେ ସେ ଟେଷ୍ଟ ମ୍ୟାଚ୍ ଖେଳିବେ କି ନାହିଁ ଆଶଙ୍କା ଲାଗି…

