ଖେଳ

ଓ୍ବାର୍ମଅପ୍‌ ମ୍ୟାଚ: ଭାରତ ୮୨ ରନ୍‌ରେ ଅଗ୍ରଣୀ

ଲିସେଷ୍ଟର,୨୫।୫: ସ୍ଥାନୀୟ ଗ୍ରେସ୍‌ ରୋଡଠାରେ ଭାରତ ଓ ଲିସେଷ୍ଟର ମଧ୍ୟରେ ଗୁରୁବାରଠାରୁ ୪ ଦିନିଆ ଓ୍ବାର୍ମଅପ୍‌ ମ୍ୟାଚ୍‌ରେ ଭାରତ ଅଗ୍ରଣୀ ହାସଲ କରିଛି। ଭାରତ ଏହାର ପ୍ରଥମ ଇନିଂସକୁ ୨୪୬/୮ରେ ଘୋଷଣା କରିଥିଲା। ଦଳ ପକ୍ଷରୁ ଶ୍ରୀକର ଭରତ ସର୍ବାଧିକ ୭୦…

ବିସିସିଆଇ ଲଗାଇଥିଲା ବ୍ୟାନ୍‌; ଏବେ ଜୋତା ବିକୁଛନ୍ତି ଅମ୍ପାୟାର

ଲାହୋର,୨୪।୬: ପାକିସ୍ତାନର ସର୍ବୋତ୍ତମ ଅମ୍ପାୟାରଙ୍କ ମଧ୍ୟରୁ ଆସାଦ ରାଉଫ ଜଣେ। ସେ ତାଙ୍କ ୧୩ ବର୍ଷ କ୍ୟାରିୟରରେ ୪୯ ଟେଷ୍ଟ, ୯୮ ଦିନିକିଆ ଏବଂ ୨୩ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ଅମ୍ପାୟାରିଂ କରିଛନ୍ତି। ହେଲେ ତାଙ୍କ ଉପରେ ବିସିସିଆଇ ବ୍ୟାନ୍‌ ଲଗାଇବା…

ରୁଟ୍‌ଙ୍କୁ କପି କରି ଟ୍ରୋଲ ହେଲେ କୋହଲି

ଲିସେଷ୍ଟର,୨୪।୬: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ବିରାଟ କୋହଲି ଇଂଲଣ୍ଡ ଗସ୍ତରେ ଲିସେଷ୍ଟରଶାୟାର୍‌ ବିପକ୍ଷ ଚାରି ଦିନିଆ ଅଭ୍ୟାସ ମ୍ୟାଚର ପ୍ରଥମ ଇନିଂସରେ କିଛି ବିଶେଷ କରିପାରି ନ ଥିଲେ। ଅଭ୍ୟାସ ମ୍ୟାଚର ପ୍ରଥମ ଇନିଂସରେ ବିରାଟ ୬୯ ବଲରେ…

ଭାଙ୍ଗିଲା ଧୋନୀଙ୍କ ୧୭ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୪।୬:ଇଂଲଣ୍ଡର ତାରକା ଉଇକେଟ କିପର ବ୍ୟାଟ୍ସମ୍ୟାନ ଜୋସ ବଟଲର୍‌ ତାଙ୍କ କ୍ୟାରିୟରର ସର୍ବଶ୍ରେଷ୍ଠ ଫର୍ମରେ ଅଛନ୍ତି। ସେ ଆଇପିଏଲର ୧୫ତମ ସିଜନରେ ୮୬୩ ରନ ସ୍କୋର କରିବା ପରେ ଅନ୍ତର୍ଜାତୀୟ କ୍ରିକେଟରେ ନିଜର ଫର୍ମ ମଧ୍ୟ ବଜାୟ ରଖିଛନ୍ତି। ନେଦରଲ୍ୟାଣ୍ଡ ବିପକ୍ଷ…

ଅଜବ ଢଙ୍ଗରେ ଆଉଟ୍‌ ହେଲେ ବ୍ୟାଟ୍ସମ୍ୟାନ୍‌, ସମସ୍ତେ ଆଶ୍ଚର୍ଯ୍ୟ: ଦେଖନ୍ତୁ ଭିଡିଓ

ଲିଡ୍ସ,୨୪।୬: ଇଂଲଣ୍ଡ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ହୋଇଥିବା ତିନି ଟେଷ୍ଟ ସିରିଜର ତୃତୀୟ ତଥା ଅନ୍ତିମ ମ୍ୟାଚ ଲିଡ୍ସରେ ଆରମ୍ଭ ହୋଇଛି। ମ୍ୟାଚର ପ୍ରଥମ ଦିନରେ ନ୍ୟୁଜିଲାଣ୍ଡ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। କିୱି ଦଳର ପ୍ରଥମ…

ବିଶ୍ୱ କପ ଫୁଟବଲରେ ରୋମାନ୍ସ ମନା, ଉଲ୍ଲଂଘନ କଲେ ୭ ବର୍ଷ ଜେଲ…

ଦୋହା, ୨୪।୬ : ଚଳିତ ବର୍ଷ ନଭେମ୍ବରରେ ଆରବ ଦେଶ କାତାରରେ ଫିଫା ଫୁଟବଲ ବିଶ୍ୱକପ ୨୦୨୨ ଆୟୋଜିତ ହେଉଛି। ଏହି ସମୟ ମଧ୍ୟରେ, ବିଶ୍ୱର ବହୁ ସଂଖ୍ୟକ ଫୁଟବଲ ପ୍ରେମୀ ଏଠାରେ ପହଞ୍ଚିବେ। ତେବେ ଏଠାରେ ଫିଫା ବିଶ୍ୱକପ ଫୁଟବଲ…

ରୋହିତ ଶର୍ମା ଆଉଟ୍‌ ହେବା ପରେ ସେଲିବ୍ରେଶନ କଲେ ପନ୍ତ, ବୁମ୍‌ରା

ଲିସେଷ୍ଟର,୨୪।୬: ଭାରତ ଏବଂ ଲିସେଷ୍ଟରଶାୟାର୍‌ ମଧ୍ୟରେ ଖେଳାଯାଉଥିବା ଅଭ୍ୟାସ ମ୍ୟାଚ୍‌ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଏକ ନିଆରା ଦୃଶ୍ୟ ଦେଖିବାକୁ ମିଳିଥିଲା। ଭାରତର ଖେଳାଳିମାନେ ରୋହିତ ଶର୍ମାଙ୍କ ଆଉଟ୍‌ ପରେ ସେଲିବ୍ରେସନ କରୁଥିବା ଦେଖାଯାଇଥିଲା। ଗ୍ରେସ ରୋଡରେ ଚାରି ଦିନିଆ ୱାର୍ମ…

ସମ୍ମାନ ବଞ୍ଚାଇଲେ ଭରତ

ଲିସେଷ୍ଟର,୨୩।୬: ସ୍ଥାନୀୟ ଗ୍ରେସ ରୋଡଠାରେ ଭାରତ ଓ ଲିସେଷ୍ଟର ମଧ୍ୟରେ ଗୁରୁବାରଠାରୁ ୪ ଦିନିଆ ଓ୍ବାର୍ମଅପ୍‌ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ୧୪୮ ରନ୍‌ରେ ୭ ଉଇକେଟ…

ଫିଫା ର଼୍ୟାଙ୍କିଙ୍ଗ୍ସରେ ଭାରତ ଦୁଇ ସ୍ଥାନ ଉପରକୁ ଉଠିଲା

ନୂଆଦିଲ୍ଲୀ,୨୩।୬: ଏସିଆନ୍‌ କପ୍‌ କ୍ୱାଲିଫିକେଶନ ରାଉଣ୍ଡରେ ଉଲ୍ଲେଖନୀୟ ପ୍ରଦର୍ଶନ ପରେ ଫିଫା ବିଶ୍ୱ ର଼୍ୟାଙ୍କିଙ୍ଗ୍ସରେ ଭାରତ ଉପରକୁ ଉଠିଛି। ପୂର୍ବରୁ ୧୦୬ତମ ସ୍ଥାନରେ ଥିବା ଭାରତ ଦୁଇଟି ସ୍ଥାନ ଉପରକୁ ଉଠିଥିବା ଫିଫା ପକ୍ଷରୁ ଗୁରୁବାର ପ୍ରକାଶ କରାଯାଇଥିବା ର଼୍ୟାଙ୍କିଙ୍ଗ୍ସରେ ଦର୍ଶାଯାଇଛି।…

ମହିଳା ଭାରତୀୟ ଦଳର ବିଜୟ ଅଭିଯାନ

ଡାମ୍ବୁଲା,୨୩।୬: ଡାମ୍ବୁଲାରେ ଅନୁଷ୍ଠିତ ପ୍ରଥମ ଟି୨୦ ମ୍ୟାଚ୍‌ରେ ଭାରତୀୟ ମହିଳା ଦଳ ୩୪ ରନ୍‌ରେ ଶ୍ରୀଲଙ୍କାକୁ ହରାଇ ଦେଇଛି। ଏହି ବିଜୟ ସହ ହରମନପ୍ରୀତ କୌରଙ୍କ ନେତୃତ୍ୱାଧୀନ ଟିମ୍‌ ଇଣ୍ଡିଆ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ରେ ୧-୦ର ଅଗ୍ରଣୀ ହାସଲ କରିଛି।…

ଅଭ୍ୟାସ ମ୍ୟାଚ୍‌ ଆରମ୍ଭ: ନିଜ ଦଳ ବିପକ୍ଷରେ ଖେଳୁଛନ୍ତି ୪ ଖେଳାଳି

ଲିସେଷ୍ଟର,୨୩।୬: ଭାରତୀୟ ଦଳ ଏବେ ଇଂଲଣ୍ଡ ଗସ୍ତରେ ଅଛି। ଏଠାରେ ଜୁଲାଇ ୧ରୁ ଇଂଲଣ୍ଡ ବିପକ୍ଷରେ ଏଜବେଷ୍ଟନରେ ଏକ ଟେଷ୍ଟ ଖେଳିବ ଭାରତ। ତା’ପରେ ଭାରତୀୟ ଦଳକୁ ୩ ମ୍ୟାଚ ବିଶିଷ୍ଟ ଟି -୨୦ ଏବଂ ଦିନିକିଆ ସିରିଜ ଖେଳାଯିବ। ଏହାପୂର୍ବରୁ,…

ଆୟାରଲାଣ୍ଡ ଗସ୍ତରେ ଭାରତୀୟ ଦଳ

ନୂଆଦିଲ୍ଲୀ,୨୩।୬: ଭାରତ ଏବଂ ଆୟାରଲାଣ୍ଡ ମଧ୍ୟରେ ଦୁଇଟି ଟି -୨୦ ମ୍ୟାଚ ସିରିଜ ଜୁନ ୨୬ଠାରୁ ଖେଳାଯିବ। ଏଥିପାଇଁ ଭାରତୀୟ ଦଳ ଆଜି ଆୟର୍ଲାଣ୍ଡ ଅଭିମୁଖେ ଯାତ୍ରା କରିଛି। ସ୍ପିନର ୟୁଜଭେନ୍ଦ୍ର ଚହଲ ସୋସିଆଲ ମିଡିଆରେ ଏକ ଫଟୋ ଶେୟାର କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?