ଖେଳ

ରୋହିତ ଶର୍ମାଙ୍କ ପାଇଁ ଆଜି ଖାସ୍‌ ଦିନ: ପୋଷ୍ଟ ଶେୟାର କରି କହିଲେ…

ନୂଆଦିଲ୍ଲୀ,୨୩।୬: ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟକ ରୋହିତ ଶର୍ମାଙ୍କ ପାଇଁ ଆଜିର ଦିନ ଅର୍ଥାତ ଜୁନ୍‌ ୨୩ ବହୁତ ଖାସ୍‌ ଅଟେ। ଆଜିକୁ ଠିକ୍‌ ୧୫ ବର୍ଷ ପୂର୍ବେ ସେ ଆୟାରଲାଣ୍ଡ ବିପକ୍ଷରେ ଅନ୍ତର୍ଜାତୀୟ ଡେବ୍ୟୁ କରିଥିଲେ। ଡେବ୍ୟୁ ପରେ ସେ…

ଏମିତି ଛକା ମାରିରେ ବଟଲର୍‌, ପ୍ରଶଂସକ ଆଶ୍ଚର୍ଯ୍ୟ: ଦେଖନ୍ତୁ ଭିଡିଓ

ଆମଷ୍ଟରଡାମ,୨୩।୬: ଜୋସ ବଟଲର୍‌ ବିଶ୍ୱର ଜଣେ ବିସ୍ଫୋରକ ବ୍ୟାଟ୍ସମ୍ୟାନ ଭାବେ ଜଣାଶୁଣା। ନେଦରଲ୍ୟାଣ୍ଡ ବିପକ୍ଷ ତୃତୀୟ ଦିନିକଆ ରେ ସେ ୬୪ ବଲରୁ ଅପରାଜିତ ୮୬ ରନ କରିଥିଲେ। ଏହି ଇନିଂସରେ ସେ ୭ ଚୌକା ଏବଂ ୫ଟି ଛକା ମାରିଥିଲେ।…

ଦଳରେ ମନୋନୀତ ନ ହେବାରୁ ଆତ୍ମହତ୍ୟା ଉଦ୍ୟମ କଲେ କ୍ରିକେଟର୍‌

କରାଚି,୨୩।୬: ପାକିସ୍ତାନର ଦକ୍ଷିଣ ସିନ୍ଧ ପ୍ରଦେଶର ଜଣେ ଯୁବ କ୍ରିକେଟର ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଇଣ୍ଟର ସିଟି ଚାମ୍ପିଅନଶିପ ପାଇଁ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ତାଙ୍କୁ ଦଳରେ ମନୋନୀତ ନ କରିବାରୁ ସେ ଏପରି ଚରମ ନିଷ୍ପତ୍ତି ନେଇଛନ୍ତି। ଦ୍ରୁତ…

‘ବିରାଟ କୋହଲିଙ୍କ ଖରାପ ଫର୍ମ ପାଇଁ ଶାସ୍ତ୍ରୀ ଦାୟୀ’

ଇସଲାମାବାଦ୍‌,୨୩।୬: ପାକିସ୍ତାନର ପୂର୍ବତନ ଉଇକେଟ କିପର-ବ୍ୟାଟ୍ସମ୍ୟାନ ରସିଦ ଲତିଫ ବିରାଟ କୋହଲି ଫର୍ମକୁ ନେଇ ଏକ ବଡ଼ ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି, ବିରାଟ କୋହଲିଙ୍କ ଖରାପ ଫର୍ମର କାରଣ ହେଉଛି ରବି ଶାସ୍ତ୍ରୀ। ଯଦି ଶାସ୍ତ୍ରୀ ଭାରତୀୟ ଦଳର ମୁଖ୍ୟ…

‘ୟୁନିଭର୍ସ ବସ’ଙ୍କୁ ଭେଟି ଟ୍ରୋଲ ହେଲେ ମାଲ୍ୟା

ନୂଆଦିଲ୍ଲୀ,୨୨।୬: ୱେଷ୍ଟଇଣ୍ଡିଜର କିମ୍ବଦନ୍ତୀ କ୍ରିକେଟର ତଥା ‘ୟୁନିଭର୍ସ ବସ’ ଭାବରେ ଜଣାଶୁଣା କ୍ରିସ ଗେଲ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛନ୍ତି। ପୂର୍ବତନ ଆଇପିଏଲ ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ମାଲିକ ତଥା ପଳାତକ ବ୍ୟବସାୟୀ ବିଜୟ ମାଲ୍ୟା ଟୁଇଟର୍‌ରେ ଗେଲଙ୍କ…

ବିରାଟ କୋହଲି କରୋନା ପଜିଟିଭ୍‌

ଲଣ୍ଡନ,୨୨।୬: ଇଂଲଣ୍ଡ ବିପକ୍ଷରେ ବର୍ମିଂହାମ ଟେଷ୍ଟ ପାଇଁ ଟିମ ଇଣ୍ଡିଆର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହାପୂର୍ବରୁ ଭାରତୀୟ ଦଳର ଅନେକ ଖେଳାଳି କରୋନା ଆକ୍ରାନ୍ତ ହୋଇଛନ୍ତି। ଗୋଟିଏ ଦିନ ପୂର୍ବରୁ ଅଫ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ କରେନା ଆକ୍ରାନ୍ତ ହୋଇ ଇଂଲଣ୍ଡ…

ସ୍ଥାନ ବଜାୟ ରଖିଲେ ମନ୍ଧାନା

ଦୁବାଇ, ୨୧।୬: ମଙ୍ଗଳବାର ପ୍ରକାଶିତ ଆଇସିସି ମହିଳା ଦିନିକିଆ କ୍ରିକେଟ ର଼୍ୟାଙ୍କିଙ୍ଗ୍‌ର ବ୍ୟାଟର ବିଭାଗରେ ଭାରତର ସ୍ମୃତି ମନ୍ଧାନା ୮ମ ସ୍ଥାନ ବଜାୟ ରଖିଛନ୍ତି। ତେବେ ବୋଲର୍‌ଙ୍କ ତାଲିକାରେ ଝୁଲଣ ଗୋସ୍ବାମୀ ଗୋଟିଏ ସ୍ଥାନ ତଳକୁ ଖସି ୬ଷ୍ଠରେ ପହଞ୍ଚିଛନ୍ତି। ଓ୍ବେଷ୍ଟଇଣ୍ଡିଜ…

ଟି୨୦ ବିଶ୍ୱକପ୍‌ରେ ଟ୍ରମ୍ପ କାର୍ଡ ସାବ୍ୟସ୍ତ ହୋଇପାରନ୍ତି ଏହି ବୋଲର୍‌: ଗାଭାସ୍କର

ନୂଆଦିଲ୍ଲୀ,୨୧।୬: ଭାରତୀୟ ଦ୍ରୁତ ବୋଲର ହର୍ଷଲ ପଟେଲ ନିଜ ବୋଲିଂ ଦ୍ୱାରା ସମସ୍ତଙ୍କୁ ପ୍ରଭାବିତ କରିଛନ୍ତି। ନିଜର ଉଲ୍ଲେଖନୀୟ ପ୍ରଦର୍ଶନକୁ ନେଇ ହର୍ଷଲଙ୍କୁ ୨୦୨୧ରେ ଭାରତୀୟ ଟି୨୦ ସ୍କ୍ବାର୍ଡରେ ସୁଯୋଗ ମିଳିଥିଲା। ଏଯାବତ ସେ ୧୩ ଅନ୍ତର୍ଜାତୀୟ ମୁକାବିଲା ଖେଳି ୧୮…

ଭାରତ ବିପକ୍ଷ ସିରିଜ୍‌ ଲାଗି ୧୯ ଜଣିଆ ଶ୍ରୀଲଙ୍କା ମହିଳା ଦଳ ଘୋଷିତ

ଡାମ୍ବୁଲା,୨୧।୬: ଆସନ୍ତା ୨୩ ତାରିଖରୁ ଭାରତ ଓ ଶ୍ରୀଲଙ୍କା ମହିଳା ଦଳ ମଧ୍ୟରେ ୩ ମ୍ୟାଚ୍‌ବିଶିଷ୍ଟ ଦିନିକିଆ ଓ ୩ ଟି୨୦ ମ୍ୟାଚ୍‌ ଖେଳାଯିବ। ଉଭୟ ସିରିଜ ଲାଗି ସୋମବାର ଶ୍ରୀଲଙ୍କା କ୍ରିକେଟ (ଏସ୍‌ଏଲ୍‌ସି) ପକ୍ଷରୁ ୧୯ ଜଣିଆ ମହିଳା ଦଳ…

ଭାରତୀୟ ଟେଷ୍ଟ ଦଳର ଅଭ୍ୟାସ ଆରମ୍ଭ

ଲିସେଷ୍ଟର,୨୧।୬: ଆସନ୍ତା ୧ ତାରିଖରୁ ଇଂଲଣ୍ଡ ବିପକ୍ଷ ଟେଷ୍ଟ ମ୍ୟାଚ୍‌ ପାଇଁ ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ଭାରତୀୟ ଟେଷ୍ଟ ଦଳ ଲିସେଷ୍ଟରଶାୟାର ଗ୍ରାଉଣ୍ଡରେ ଅଭ୍ୟାସ ଆରମ୍ଭ କରିଛି। ଆହତ ସମସ୍ୟା କାରଣରୁ ଲୋକେଶ ରାହୁଲ ଦଳରେ ନ ଥିବାରୁ ଅଧିନାୟକ ରୋହିତଙ୍କ…

ଟେଷ୍ଟ କ୍ରିକେଟ୍‌ରେ ୧୧ ବର୍ଷ ପୂରଣ କଲେ କୋହଲି

ନୂଆଦିଲ୍ଲୀ,୨୧।୬:ଭାରତୀୟ ବ୍ୟାଟ୍ସମ୍ୟାନ ବିରାଟ କୋହଲି ଟେଷ୍ଟ କ୍ରିକେଟ୍‌ରେ ୧୧ ବର୍ଷ ପୂରଣ କରିଛନ୍ତି। ୨୦୧୧ ଜୁନ ୨୦ରେ ନିଜର ଟେଷ୍ଟ ଡେବ୍ୟୁ କରିଥିଲେ। ଜାମାଇକାର କିଙ୍ଗଷ୍ଟୋନରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ବିରାଟ ତାଙ୍କର ପ୍ରଥମ ଟେଷ୍ଟ ଖେଳିଥିଲେ। କୋହଲି ତାଙ୍କର ପ୍ରଥମ ଟେଷ୍ଟର…

ଏହି ଫିଲ୍ମ ଦେଖିବାକୁ ଅପେକ୍ଷା କରିଛନ୍ତି ସଚିନ ତେନ୍ଦୁଲକର

ଭାରତୀୟ ମହିଳା କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମିତାଲି ରାଜଙ୍କ ଜୀବନୀ ଉପରେ ଆଧାରିତ ‘ଶାବାସ ମିଠୁ’ ଫିଲ୍ମର ଟ୍ରେଲର ମୁକ୍ତିଲାଭ କରିଛି। ଟ୍ରେଲରକୁ ସୋସିଆଲ ମିଡିଆରେ ଭଲ ପ୍ରତିକ୍ରିୟା ମିଳୁଛି। ଫିଲ୍ମରେ ବଲିଉଡ ଅଭିନେତ୍ରୀ ତାପସୀ ପନ୍ନୁ ମିତାଲିଙ୍କ ଭୂମିକାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?