ଖେଳ

ସିରିଜ୍‌ ଜିତିବା ଲକ୍ଷ୍ୟରେ ପଡିଆକୁ ଓହ୍ଲାଇବେ ଦୁଇ ଦଳ

ବେଙ୍ଗାଲୁରୁ,୧୯।୬: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ସିରିଜର ଶେଷ ମ୍ୟାଚ ଆଜି ବେଙ୍ଗାଲୁରୁର ଏମ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯିବ। ଏହି ମ୍ୟାଚ ଉଭୟ ଦଳ ପାଇଁ କର ବା ମର ହେବ। ପାଞ୍ଚ ମ୍ୟାଚ ବିଶିଷ୍ଟ ସିରିଜରେ ଉଭୟ…

ଶାମିଙ୍କୁ ସୁଯୋଗ ମିଳିବନି

ନୂଆଦିଲ୍ଲୀ,୧୯।୬: ଭାରତୀୟ ଦ୍ରୁତ ବୋଲର୍‌ ମହମ୍ମଦ ଶାମି କ୍ରିକେଟର ତିନୋଟି ଯାକ ଫର୍ମାଟରେ ଉଲ୍ଲେଖନୀୟ ପ୍ରଦର୍ଶନ କରିଛନ୍ତି। ହେଲେ ଗତ କିଛି ସମୟ ଧରି ତାଙ୍କୁ ଟି୨୦ କ୍ରିକେଟ ଖେଳିବାର ସୁଯୋଗ ମିଳୁନାହିଁ। ଏବେ ଏହାକୁ ନେଇ ଭାରତର ପୂର୍ବତନ ଦ୍ରୁତ…

ଧୋନୀଙ୍କ ରେକର୍ଡ ଭାଙ୍ଗିଲେ କାର୍ତ୍ତିକ

ରାଜକୋଟ,୧୮।୬: ଦୀନେଶ କାର୍ତ୍ତିକ ଶୁକ୍ରବାର ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ବୟୋଜ୍ୟେଷ୍ଠ ଭାରତୀୟ ଖେଳାଳି ଭାବେ ଅନ୍ତର୍ଜାତୀୟ ଅର୍ଦ୍ଧଶତକ ହାସଲ କରିବାର ରେକର୍ଡ ଭଙ୍ଗ କରିଛନ୍ତି। ୩୭ ବର୍ଷୀୟ ଭାରତୀୟ ଉଇକେଟକିପର ବ୍ୟାଟର ଦକ୍ଷିଣ ଆଫ୍ରିକା ବିପକ୍ଷ ୪ର୍ଥ…

ବାଂଲାଦେଶର ଅଲୋଡ଼ା ରେକର୍ଡ: ୬ ବ୍ୟାଟର ବିନା ରନ୍‌ରେ ହୋଇଥିଲେ ଆଉଟ

ନୂଆଦିଲ୍ଲୀ,୧୮।୬: ଚଳିତ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟରେ ବାଂଲାଦେଶ ଏକ ଅଲୋଡା ରେକର୍ଡର ସମକକ୍ଷ ହୋଇଛି। ଦଳର ୬ଜଣ ବ୍ୟାଟର ବିନା କୌଣସି ରନ୍‌ରେ ଆଉଟ ହୋଇଯାଇଥିଲେ। ଫଳରେ ଦଳର ପ୍ରଥମ ଇନିଂସ ୧୦୩ ରନ୍‌ରେ ସୀମିତ ହୋଇଯାଇଥିଲା। ଏକ…

୮୨ ରନ୍‌ରେ ଜିତିଲା ଟିମ୍‌ ଇଣ୍ଡିଆ

ରାଜକୋଟ, ୧୭।୬: ସ୍ଥାନୀୟ ସୌରାଷ୍ଟ୍ର କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ଶୁକ୍ରବାର ଖେଳାଯାଇଥିବା ଚତୁର୍ଥ ଟି୨୦ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ୮୨ ରନ୍‌ରେ ପରାସ୍ତ କରିଛି ଟିମ୍‌ ଇଣ୍ଡିଆ। ଏହି ବିଜୟ ସହ ୫ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ରେ ୨-୨ରେ ପହଞ୍ଚାଇ ବରାବର…

ଦିନିକିଆରେ ଇଂଲଣ୍ଡର ବିଶ୍ୱ ରେକର୍ଡ

ଆମଷ୍ଟେଲଭିନ(ନେଦରଲାଣ୍ଡ୍ସ), ୧୭।୬: ଦିନିକିଆ କ୍ରିକେଟ ଇତିହାସରେ ଗୋଟିଏ ଇନିଂସରେ ସର୍ବାଧିକ ସ୍କୋର କରି ଇଂଲଣ୍ଡ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଶୁକ୍ରବାର ଅନୁଷ୍ଠିତ ନେଦରଲାଣ୍ଡ୍ସ ବିପକ୍ଷ ଦିନିକିଆରେ ଇଂଲଣ୍ଡ ୪ ଉଇକେଟ ହରାଇ ୪୯୮ ରନକରି ଏହି କୀର୍ତ୍ତିମାନ ସ୍ଥାପନ କରିଛି।…

ଦକ୍ଷିଣ ଆଫ୍ରିକା ଆଗରେ ୧୭୦ ରନ୍‌ର ଟାର୍ଗେଟ୍‌

ରାଜକୋଟ,୧୭।୬: ସ୍ଥାନୀୟ ସୌରାଷ୍ଟ୍ର କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ଶୁକ୍ରବାର ଭାରତ ଓ ଦକ୍ଷିଣ ଆଫ୍ରିକା ଟି-୨୦ ସିରିଜ୍‌ର ଚତୁର୍ଥ ମ୍ୟାଚରେ ଦକ୍ଷିଣ ଆଫ୍ରିକା ଅଧିନାୟକ ଟେମ୍ବା ବାଭୁମା ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଭାରତ ପ୍ରଥମେ ବ୍ୟାଟିଂ କରି…

ଟସ୍‌ ଜିତି ବୋଲିଂ କରିବ ଦକ୍ଷିଣ ଆଫ୍ରିକା

ରାଜକୋଟ,୧୭।୬: ସ୍ଥାନୀୟ ସୌରାଷ୍ଟ୍ର କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ଶୁକ୍ରବାର ଭାରତ ଓ ଦକ୍ଷିଣ ଆଫ୍ରିକା ଟି-୨୦ ସିରିଜ୍‌ର ଚତୁର୍ଥ ମ୍ୟାଚରେ ଦକ୍ଷିଣ ଆଫ୍ରିକା ଅଧିନାୟକ ଟେମ୍ବା ବାଭୁମା ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଭାରତ ପ୍ରଥମେ ବ୍ୟାଟିଂ…

ଭାରତ ପାଇଁ କର ବା ମର ମ୍ୟାଚ୍‌

ରାଜକୋଟ,୧୭।୬: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି -୨୦ ସିରିଜର ଚତୁର୍ଥ ମ୍ୟାଚ ରାଜକୋଟର ସୌରାଷ୍ଟ୍ର କ୍ରିକେଟ ଷ୍ଟାଡିୟମରେ ଖେଳାଯିବ। ଶୁକ୍ରବାର ଅନୁଷ୍ଠିତ ହେବାକୁ ଥିବା ଏହି ମ୍ୟାଚ ଜିତି ଟିମ ଇଣ୍ଡିଆ ସିରିଜ ସମାନ…

ନ୍ୟୁଜିଲାଣ୍ଡକୁ ଶକ୍ତ ଝଟକା

ହେଡିଂଲେ,୧୬।୬: ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍‌ର ପ୍ରଥମ ଦୁଇ ମ୍ୟାଚ୍‌ରେ ପରାସ୍ତ ହୋଇଥିବା ନ୍ୟୁଜିଲାଣ୍ଡକୁ ଶକ୍ତ ଝଟକା ଲାଗିଛି। ଲିଡ୍ସଠାରେ ୨୩ରୁ ହେବାକୁ ଥିବା ତୃତୀୟ ତଥା ଅନ୍ତିମ ଟେଷ୍ଟ ପୂର୍ବରୁ ଡେଭନ କନଓ୍ବେ କୋଭିଡ୍‌-୧୯ ପଜିଟିଭ ଥିବା ଜଣାପଡ଼ିଛି। ନ୍ୟୁଲାଜିଣ୍ଡ…

ଇଂଲଣ୍ଡ ଦଳରେ ଯାଆଁଳା ଭାଇ

ହେଡିଂଲେ,୧୬।୬: ଲିଡ୍ସଠାରେ ୨୩ରୁ ହେବାକୁ ଥିବା ତୃତୀୟ ତଥା ଅନ୍ତିମ ଟେଷ୍ଟ ପୂର୍ବରୁ ଇଂଲଣ୍ଡ ଦଳରେ ପରିବର୍ତ୍ତନ କରାଯାଇଛି। ଦଳରେ ସ୍ଥାନ ପାଇଛନ୍ତି ସରେ ପେସର ଜେମି ଓଭର୍ଟନ। ସେ ହେଉଛନ୍ତି କ୍ରେଗ ଓଭର୍ଟନଙ୍କ ଯାଆଁଳା ଭାଇ। ଦୁଇ ଭାଇଙ୍କୁ ବେନ…

ଭାରତୀୟ ରାଜ୍ୟଗୋଷ୍ଠୀ କ୍ରୀଡ଼ା ଦଳରେ ଦୂତୀ, ଶ୍ରାବଣୀ

ନୂଆଦିଲ୍ଲୀ,୧୬।୬: ବର୍ମିଂହାମ ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ଭାରତୀୟ ଆଥ୍‌ଲେଟିକ୍ସ ଫେଡେରେଶନ (ଏଏଫ୍‌ଆଇ) ପକ୍ଷରୁ ଗୁରୁବାର ୩୭ ଜଣିଆ ଭାରତୀୟ ଆଥ୍‌ଲେଟ୍‌ ଦଳ ଘୋଷଣା କରାଯାଇଛି। ଅଲିମ୍ପିକ୍‌ ଚାମ୍ପିୟନ ଜାଭେଲିନ ଥ୍ରୋୟର ନୀରଜ ଚୋପ୍ରା ଏହି ଦଳର ନେତୃତ୍ୱ ନେବେ। ଏହି ଦଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?