ଶତକ ହାସଲ ପରେ ମନ୍ତ୍ରୀଙ୍କ ରୋମାଣ୍ଟିକ୍ ଚିଠି ଭାଇରାଲ୍
କୋଲକତା,୧୬।୬: ରଣଜୀ ଟ୍ରଫିରେ ପଶ୍ଚିମବଙ୍ଗ କ୍ରୀଡ଼ା ମନ୍ତ୍ରୀ ମନୋଜ ତିୱାରୀ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଆଲୁର (କର୍ନାଟକ)ରେ ମଧ୍ୟପ୍ରଦେଶ ବିପକ୍ଷ ସେମିଫାଇନାଲ ମ୍ୟାଚରେ ମନୋଜ ତିୱାରୀ ୧୦୨ ରନର ଏକ ଚମତ୍କାର ଇନିଂସ ଖେଳିଥିଲେ। ଏଥିରେ ୧୨ଟି ଚୌକା ସାମିଲ ଥିଲା।…
ବିଶ୍ୱରେକର୍ଡ ହାସଲ କଲେ ଏହି କ୍ରିକେଟର୍
ବ୍ରିସବେନ,୧୬।୬: ଅଷ୍ଟ୍ରେଲୀୟ ଉଇକେଟ କିପର ବ୍ୟାଟ୍ସମ୍ୟାନ ଷ୍ଟିଫେନ ନେରୋ ଦୃଷ୍ଟିହୀନ କ୍ରିକେଟରେ ଇତିହାସ ସୃଷ୍ଟି କରିଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷରେ ୧୪୦ ବଲରୁ ନେରୋ ଅପରାଜିତ ୩୦୯ ରନ୍ ସ୍କୋର କରିଥିଲେ। ଏହା ଏକ ବିଶ୍ୱ ରେକର୍ଡ। ଏହାପୂର୍ବରୁ ୧୯୯୮ ଦୃଷ୍ଟିହୀନ କ୍ରିକେଟ…
ଆୟାରଲାଣ୍ଡ ଟି-୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା: ହାର୍ଦ୍ଦିକ ପାଣ୍ଡ୍ୟା ଅଧିନାୟକ
ନୂଆଦିଲ୍ଲୀ,୧୫।୬: ଆୟାରଲାଣ୍ଡ ବିପକ୍ଷ ଦୁଇଟି ଟି-୨୦ ସିରିଜ ପାଇଁ ବୁଧବାର ୧୭ ଜଣିଆ ଭାରତୀୟ ଦଳ ଘୋଷଣା କରାଯାଇଛି। ଏହି ସିରିଜ ପାଇଁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଅଧିନାୟକ କରାଯାଇଛି। ସୂର୍ଯ୍ୟକୁମାର ଯାଦବ ଏବଂ ସଞ୍ଜୁ ସାମସନ ୧୭ ଜଣିଆ ଦଳକୁ ଫେରିଛନ୍ତି।…
ବିଶ୍ୱର ନମ୍ବର-୧ ବ୍ୟାଟ୍ସମ୍ୟାନ୍ ହେଲେ ରୁଟ୍
ଦୁବାଇ,୧୫।୬: ଆଇସିସି ଦ୍ୱାରା ପ୍ରକାଶିତ ର଼୍ୟାଙ୍କିଙ୍ଗରେ ଇଂଲଣ୍ଡର ଜୋ ରୁଟ ଟେଷ୍ଟରେ ନମ୍ବର ୧ ବ୍ୟାଟ୍ସମ୍ୟାନ ହୋଇଛନ୍ତି। ସେ ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ୧୭୬ର ଏକ ପାଳି ଖେଳିଥିଲେ। ଗତ ବର୍ଷ ଡିସେମ୍ବରରୁ ଅଷ୍ଟ୍ରେଲିଆର ମାର୍ନସ ଲାବୁସେନ୍ ନମ୍ବର -୧ରେ…
ପୁଣି ଏକ ରେକର୍ଡ ହାସଲ କଲେ ସୁନା ପୁଅ
ହେଲସିଙ୍କି,୧୫।୬: ଭାରତର ଜାଭେଲିନ ଥ୍ରୋ’ ଖେଳାଳି ନୀରଜ ଚୋପ୍ରା ପୁଣି ଏକ ରେକର୍ଡ କରିଛନ୍ତି। ୮୯.୩୦ ମିଟର ଦୂରତା ଜାଭଲିନ୍ ପକାଇ ନିଜ ରେକର୍ଡ ଭାଙ୍ଗି ଏକ ନୂତନ ଜାତୀୟ ରେକର୍ଡ କରିଛନ୍ତି। ଫିନଲ୍ୟାଣ୍ଡର ତୁର୍କୁରେ ପାଭୋ ନୁରମି ଗେମ୍ସରେ ନୀରଜ…
କ୍ରିକେଟ୍ ଇତିହାସରେ ପ୍ରଥମଥର ଘଟିଲା ଏମିତି
ନଟିଂହାମ,୧୫।୬:ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଇଂଲଣ୍ଡ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ଶେଷ ଦିନରେ ଇଂଲଣ୍ଡକୁ ୭୨ ଓଭରରେ ୨୯୯ ରନର ବିଜୟ ଲକ୍ଷ୍ୟ ମିଳିଥିଲା। ବେନ ଷ୍ଟୋକ୍ସ ନେତୃତ୍ୱାଧୀନ ଦଳ ଏହାକୁ ମାତ୍ର ୫୦ ଓଭରରେ ହାସଲ କରିଥିଲା।…
ବିସିସିଆଇ ଗଠନ କରିବ ଦୁଇ ଜାତୀୟ ଟିମ୍, ଏକା ସମୟରେ ଖେଳିବେ ଟେଷ୍ଟ-ସୀମିତ ଓଭର ମ୍ୟାଚ…
କୋଲକାତା, ୧୫।୬ : ବିସିସିଆଇ ୨୦୨୨ ରୁ ୨୦୨୭ ପର୍ଯ୍ୟନ୍ତ ଇଣ୍ଡିଆନ ପ୍ରିମିୟର ଲିଗ ସାଇକିଲ୍ ପାଇଁ ମିଡିଆ ଅଧିକାରର ନିଲାମରୁ ୪୮ ହଜାର କୋଟିରୁ ଅଧିକ ଟଙ୍କା ରୋଜଗାର କରିଛି। ଏହା ସହିତ ଆଇପିଏଲ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଲିଗ…
ଅଧିନାୟକ ଭାବେ ପ୍ରଥମ ବିଜୟକୁ ନେଇ ପନ୍ତ କହିଲେ ଏମିତି
ବିଶାଖାପାଟଣା,୧୫।୬: ଦକ୍ଷିଣ ଆଫ୍ରିକା ବିପକ୍ଷ ତୃତୀୟ ଟି୨୦ରେ ଭାରତ ୪୮ ରନ୍ରେ ବିଜେତା ହୋଇଛି। ଉଭୟ ବୋଲିଂ ଏବଂ ବ୍ୟାଟିଂରେ ପ୍ରଭାବୀ ପ୍ରଦର୍ଶନ ଯୋଗୁ ଟିମ୍ ଇଣ୍ଡିଆ ସିରିଜକୁ ପ୍ରତ୍ୟାବର୍ତ୍ତନ କରିଛି। ତେବେ ଏହି ବିଜୟ ଭାରତୀୟ ଅଧିନାୟକ ଭାବେ ଋଷଭ…
ମୁଁ କାର୍ତ୍ତିକଙ୍କୁ ଟି୨୦ ବିଶ୍ୱକପ୍ ଟିମ୍ରେ ରଖିବି ନାହିଁ: ଗମ୍ଭୀର
ନୂଆଦିଲ୍ଲୀ,୧୫।୬: ଆଇପିଏଲ୍ ୨୦୨୨ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପାଇଁ ଏକ ଫିନିଶର ଭାବେ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିଲେ ଦୀନେଶ କାର୍ତ୍ତିକ। ଏହାକୁ ନେଇ ତାଙ୍କୁ ଟି-୨୦ ବିଶ୍ୱକପ୍ରେ ଫିନିଶର ଭାବେ ଚୟନ କରାଯିବା ଉଚିତ ବୋଲି ପ୍ରଶଂସକମାନେ ଦାବି କରି ଆସୁଛନ୍ତି।…
୪୮ ରନ୍ରେ ଜିତିଲା ଟିମ୍ ଇଣ୍ଡିଆ
ବିଶାଖାପାଟଣା,୧୪।୬: ସ୍ଥାନୀୟ ଓ୍ବାଇଏସ୍ ରାଜଶେଖର ରେଡ୍ଡୀ ଏସିଏ-ଭିଡିସିଏ କ୍ରିକେଟ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚ୍ରେ ଟିମ୍ ଇଣ୍ଡିଆ ବିଜୟ ଲାଭ କରିଛି। ଏହି ‘କର ବା ମର’ ମ୍ୟାଚ୍ରେ ଟସ୍ ହାରି ପ୍ରଥମେ ବ୍ୟାଟିଂ କରିଥିଲା ଭାରତ। ତେବେ…
୪୮,୩୯୦ କୋଟି ଟଙ୍କାରେ ବିକ୍ରି ହେଲା ଆଇପିଏଲ୍ ମିଡିଆ ରାଇଟ୍
ନୂଆଦିଲ୍ଲୀ,୧୪।୬: ଆଗାମୀ ୫ ବର୍ଷ ଲାଗି ଆଇପିଏଲ୍ର ପ୍ରସାରଣ ଅଧିକାର ନିଲାମ ପ୍ରକ୍ରିୟା ମଙ୍ଗଳବାର ଶେଷ ହୋଇଛି। ଭାରତରେ ଟିଭି ଓ ଡିଜିଟାଲ ସମେତ ପୂରା ଆଇପିଏଲ ପ୍ରସାରଣ ଅଧିକାର ମୋଟ ୪୮,୩୯୦ କୋଟି ଟଙ୍କାରେ ବିକ୍ରି ହୋଇଥିବା ନେଇ ବିସିସିଆଇ…
ଦକ୍ଷିଣ ଆଫ୍ରିକାକୁ ୧୮୦ ରନ୍ର ଟାର୍ଗେଟ୍
ବିଶାଖାପଟନମ୍,୧୪।୬: ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି୨୦ ସିରିଜର ତୃତୀୟ ମ୍ୟାଚ୍ରେ ଦକ୍ଷିଣ ଆଫ୍ରିକା ଟିମ୍କୁ ୧୮୦ ରନ୍ର ଟାର୍ଗେଟ ଦେଇଛି ଭାରତ। ଟସ୍ରେ ହାରିବା ପରେ ଟିମ୍ ଇଣ୍ଡିଆ ପ୍ରଥମେ ବ୍ୟାଟିଂ କରିବାକୁ ଓହ୍ଲାଇଥିଲା। ଦଳ ନିର୍ଦ୍ଧାରିତ ୨୦ ଓଭରରେ ୫…

