ପୁଣି ଟସ୍ ହାରିଲେ ପନ୍ତ, ଚୂଡ଼ାନ୍ତ ଏକାଦଶରେ ପରିବର୍ତ୍ତନ ନାହିଁ…
ବିଶାଖାପଟନମ୍,୧୪।୬: ଦକ୍ଷିଣ ଆଫ୍ରିକା ବିପକ୍ଷ ତୃତୀୟ ଟେଷ୍ଟରେ ବି ଭାରତ ଅଧିନାୟକ ଋଷଭ ପନ୍ତ ଟସ୍ ହାରିଛନ୍ତି। ପୂର୍ବରୁ ଦୁଇ ମ୍ୟାଚ୍ରେ ମଧ୍ୟ ସେ ଟସ୍ ହାରିଥିଲେ। ଉଭୟ ମ୍ୟାଚ୍ରେ ଦଳ ପରାଜିତ ହୋଇଥିଲା। ଫଳରେ ଆଜିର ମ୍ୟାଚ୍ଟି ବେଶ ଗୁରୁତ୍ୱ…
ଆଜି ଗୁରୁତ୍ୱପୂର୍ଣ୍ଣ ମୁକାବିଲା: ଜାଣନ୍ତୁ କେଉଁଠି, କେତେବେଳେ ଦେଖିବେ…
ନୂଆଦିଲ୍ଲୀ,୧୪।୬: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ମଙ୍ଗଳବାର ୫ ମ୍ୟାଚ୍ ବିଶିଷ୍ଟ ଟି୨୦ ସିରିଜର ତୃତୀୟ ମୁକାବିଲା ଖେଳାଯିବ। ଋଷଭ ପନ୍ତଙ୍କ ନେତୃତ୍ୱାଧୀନ ଭାରତୀୟ ଟିମ୍ ଲାଗି ଆଜିର ମୁକାବିଲା ‘କର ବା ମର’ ମ୍ୟାଚ୍ ସାବ୍ୟସ୍ତ ହେବ। କାରଣ…
ପୂର୍ବତନ କ୍ରିକେଟରଙ୍କ ବଢ଼ିଲା ପେନ୍ସନ
ନୂଆଦିଲ୍ଲୀ,୧୪।୬: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ପୂର୍ବତନ କ୍ରିକେଟର (ମହିଳା ଓ ପୁରୁଷ) ଏବଂ ଅମ୍ପାୟରଙ୍କ ପେନ୍ସନ ବୃଦ୍ଧି କରିଛି। ଯେଉଁ ପ୍ରଥମ ଶ୍ରେଣୀ କ୍ରିକେଟରମାନେ ମାସକୁ ୧୫,୦୦୦ ଟଙ୍କା ପାଉଥିଲେ ସେମାନେ ଏବେ ୩୦,୦୦୦ ପାଇବେ। ସେହିପରି ୩୭,୫୦୦ ଟଙ୍କା…
ଇତିହାସ ରଚିଲେ ଜେମ୍ସ ଆଣ୍ଡରସନ୍: ୧୪୫ ବର୍ଷ ଟେଷ୍ଟ କ୍ରିକେଟ୍ ଇତିହାସରେ ପ୍ରଥମଥର ଘଟିଲା ଏମିତି
ନଟିଂହାମ,୧୪।୬: ଇଂଲଣ୍ଡର ତାରକା ଫାଷ୍ଟ ବୋଲର ଜେମ୍ସ ଆଣ୍ଡରସନ ଇତିହାସ ସୃଷ୍ଟି କରିଛନ୍ତି। ଟେଷ୍ଟ କ୍ରିକେଟରେ ୬୫୦ ଉଇକେଟ ନେବାରେ ଜେମ୍ସ ଆଣ୍ଡରସନ ଦୁନିଆର ପ୍ରଥମ ଦ୍ରୁତ ବୋଲର ହୋଇଛନ୍ତି। ୧୪୫ ବର୍ଷ ଟେଷ୍ଟ କ୍ରିକେଟ ଇତିହାସରେ ପ୍ରଥମ ଥର ପାଇଁ…
ଭାରତ ପାଇଁ ‘କର ବା ମର’ ମ୍ୟାଚ୍
ବିଶାଖାପଟନମ୍,୧୪।୬: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ତୃତୀୟ ମ୍ୟାଚ ବିଶାଖାପଟନମ୍ରେ ଖେଳାଯିବ। ଆଜି ଅର୍ଥାତ୍ ମଙ୍ଗଳବାର ଅନୁଷ୍ଠିତ ହେବାକୁ ଥିବା ଏହି ମ୍ୟାଚ୍ରେ ଟିମ୍ ଇଣ୍ଡିଆ ପ୍ରତ୍ୟାବର୍ତ୍ତନ କରିବାକୁ ଚେଷ୍ଟା କରିବ। ପାଞ୍ଚ…
ବାରବାଟୀରେ ହାରିଲା ଟିମ୍ ଇଣ୍ଡିଆ
କଟକ ଅଫିସ,୧୨।୬: ସ୍ଥାନୀୟ ବାରବାଟୀ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍ରେ ଦକ୍ଷିଣ ଆଫ୍ରିକା ୪ ଉଇକେଟରେ ଟିମ୍ ଇଣ୍ଡିଆକୁ ହରାଇ ଦେଇଛି। ଏହି ବିଜୟ ସହ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ୫ ମ୍ୟାଚ୍ ବିଶିଷ୍ଟ ସିରିଜ୍ରେ ୨-୦ର ଅଗ୍ରଣୀ…
ବାରବାଟୀରେ ୧୪୮ ରନ୍ରେ ଅଟକିଲା ଭାରତ
କଟକ ଅଫିସ,୧୨।୬: ସ୍ଥାନୀୟ ବାରବାଟୀ ଷ୍ଟାଡିୟମରେ ରବିବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍ର ଦ୍ୱିତୀୟ ମ୍ୟାଚରେ ଦକ୍ଷିଣ ଆଫ୍ରିକା ଅଧିନାୟକ ଟେମ୍ବା ବାଭୁମା ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଭାରତ…
ଗାଙ୍ଗୁଲିଙ୍କୁ ହକି ଇଣ୍ଡିଆର ଜର୍ସି ଉପହାର ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୨।୫(ବ୍ୟୁରୋ): ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟଙ୍କୁ ଭେଟିଛନ୍ତି। ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି-୨୦ ଦେଖିବାକୁ ଆସିଥିବା ଗାଙ୍ଗୁଲି ମ୍ୟାଚ୍ ପୂର୍ବରୁ ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ। ହକି ଇଣ୍ଡିଆର ଜର୍ସି ଦେଇ ଗାଙ୍ଗୁଲିଙ୍କୁ…
ବାରବାଟୀ ଲଢେଇ: ଟସ୍ ଜିତିଲା ଦକ୍ଷିଣ ଆଫ୍ରିକା
କଟକ ଅଫିସ୍,୧୨।୬: ଭାରତ ଏବଂ ଦକ୍ଷିଣ ଆଫିକା ମଧ୍ୟରେ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍ର ଦ୍ୱିତୀୟ ମ୍ୟାଚ୍ ରବିବାର କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯାଉଛି। ଏହି ମ୍ୟାଚ୍ରେ ଦକ୍ଷିଣ ଆଫ୍ରିକା ଟସ୍ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି। ଫଳରେ…
ଭୁବନେଶ୍ୱରରେ ପହଞ୍ଚିଲେ ସୌରଭ ଗାଙ୍ଗୁଲି
ଭୁବନେଶ୍ୱର,୧୨।୫(ବ୍ୟୁରୋ): ବିସିସିଆଇ ସଭାପତି ତଥା ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ବାରବାଟୀ ମ୍ୟାଚ୍ ଦେଖିବା ପାଇଁ ଭୁବନେଶ୍ୱରରେ ପହଞ୍ଚିି ସାରିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରୁ କଡା ସୁରକ୍ଷା ବଳୟ ମଧ୍ୟରେ ସୌରଭ ଗାଙ୍ଗୁଲିଙ୍କୁ ହୋଟେଲ ନିଆଯାଇଛି। ସେଠାରୁ ସେ ବାଟବାଟୀ ଷ୍ଟାଡିୟମକୁ ଯିବେ।…
ଅଭ୍ୟାସ ମ୍ୟାଚ୍ରେ ମ୍ୟାଚ୍ ଦିନର ଭ୍ରମ
ନୂଆଦିଲ୍ଲୀ,୧୨।୬: ବାରବାଟୀ ଷ୍ଟାଡ଼ିୟମରେ ଶନିବାର ଉଭୟ ଭାରତ ଓ ଦକ୍ଷିଣ ଆଫ୍ରିକା ଖେଳାଳିମାନେ ଅଭ୍ୟାସ କରିଥିଲେ। ଅଭ୍ୟାସ ଦେଖିବା ଲାଗି ଓଡ଼ିଶା କ୍ରିକେଟ ଆସୋସିଏଶନ ପକ୍ଷରୁ ୬ ଓ ୭ ନଂ ଗ୍ୟାଲେରୀରେ ଦର୍ଶକଙ୍କୁ ସୁଯୋଗ ମିଳିଥିଲା। ମଧ୍ୟାହ୍ନ ୧୨ଟାରେ ଦକ୍ଷିଣ…
ଆଜି ବାରବାଟୀ ଟକ୍କର
ଭୁବନେଶ୍ୱର, ୧୨।୬ (କ୍ରୀଡ଼ା ପ୍ରତିନିଧି): ବାରବାଟୀ ପ୍ରସ୍ତୁତ। ରବିବାର ଏହି ଷ୍ଟାଡିୟମରେ ହେବ ଭାରତ-ଦକ୍ଷିଣ ଆଫ୍ରିକା ଟି୨୦ ଅନ୍ତର୍ଜାତୀୟ କ୍ରିକେଟ ମ୍ୟାଚ। ଏହି ହାଇ ପ୍ରୋଫାଇଲ୍ ମ୍ୟାଚ ପାଇଁ ସମ୍ପୂର୍ଣ୍ଣ ରୂପେ ନୂଆ ରୂପରେ ସଜେଇ ହୋଇଛି ବାରବାଟୀ। ମ୍ୟାଚକୁ ସଫଳତାର…

