ଖେଳ

ରଣଜୀ ଟ୍ରଫି ବିବାଦ, ୧.୭୪ କୋଟି ଟଙ୍କାର ଖାଦ୍ୟ ଖାଇଛନ୍ତି ଉତ୍ତରାଖଣ୍ଡ କ୍ରିକେଟର, କଦଳୀ କିଣାରେ ୩୫ ଲକ୍ଷ ଖର୍ଚ୍ଚ…

ଡେରାଡୁନ୍‌, ୧୧।୬ : ଭାରତୀୟ କ୍ରିକେଟ ପ୍ରାୟତଃ ବିବାଦ ମଧ୍ୟରେ ଘେରି ରହିଥାଏ। ପ୍ରତ୍ୟେକ ସିଜିନରେ, ପଡ଼ିଆରୁ ବାହାର ପର୍ଯ୍ୟନ୍ତ କିଛି ନ ାକିଛି ବିବାଦ ସାମ୍ନାକୁ ଆସିଥାଏ। ରଣଜୀ ଟ୍ରଫି ୨୦୨୧-୨୨ ସିଜିନ ମଧ୍ୟ ଏଥିରୁ ବାଦ ପଡ଼ିନି। ଦ୍ୱିତୀୟ…

‘ମ୍ୟାଚ୍‌ରେ ଭଲ ପ୍ରଦର୍ଶନ ପାଇଁ ଚେଷ୍ଟା କରିବୁ’

କଟକ ଅଫିସ,୧୧ା୬: ପ୍ରଥମ ମ୍ୟାଚ୍‌ରେ ବୋଲିଂ ଭଲ ନ ହେବାରୁ ଆମେ ହାରିଲୁ। ଏହି ମ୍ୟାଚ୍‌ରେ ଜିତିବା ପାଇଁ ଚେଷ୍ଟା କରିବୁ ବୋଲି ଶନିବାର ବାରବାଟୀରେ ପ୍ରାକ୍ଟିସ ପୂର୍ବରୁ ଭାରତୀୟ ବୋଲର ଭୁବନେଶ୍ୱର କୁମାର ଏକ ଖବରଦାତା ସମ୍ମିଳନୀରେ ପ୍ରକାଶ କରିଛନ୍ତି।…

ସନ୍ୟାସ ଘୋଷଣା କଲେ ପେଜ୍‌

ନୂଆଦିଲ୍ଲୀ,୧୧।୬: ଭାରତ ସମେତ ସମଗ୍ର ବିଶ୍ୱର ଡବ୍ଲ୍ୟୁଡବ୍ଲ୍ୟୁଇ ପ୍ରଶଂସକଙ୍କ ପାଇଁ ନିରାଶାଜନକ ଖବର ସାମ୍ନାକୁ ଆସିଛି। ମହିଳା ସୁପରଷ୍ଟାର ରେସଲର ତଥା ଦୁଇଥରର ଡବ୍ଲ୍ୟୁଡବ୍ଲ୍ୟୁଇ ଚାମ୍ପିୟନ ପେଜ୍‌ ଅବସର ଘୋଷଣା କରିଛନ୍ତି। ଜୁଲାଇ ୭ରେ ଚୁକ୍ତିନାମା ଶେଷ ହେବା ପରେ ପେଜ୍‌…

ଦାମୀ କାର କିଣିଲେ ଏହି ଅଲରାଉଣ୍ଡର

ନୂଆଦିଲ୍ଲୀ,୧୧।୬: କୋଲକାତା ନାଇଟ ରାଇଡର୍ସ ତଥା ଓ୍ବେଷ୍ଟଇଣ୍ଡିଜର ଷ୍ଟାର ଅଲରାଉଣ୍ଡର ଆଣ୍ଡ୍ରେ ରସେଲ ଏକ ଦାମୀ କାର କିଣିଛନ୍ତି। ଆଇପିଏଲ୍‌ ଶେଷ ହେବା ପରେ ସେ ସବୁଜ ରଙ୍ଗର ମର୍ସଡିଜ୍‌-ବେଞ୍ଜ କିଣିଛନ୍ତି। ଏହାର ଦାମ ୨ କୋଟି। ରସେଲ ନିଜର ଇନଷ୍ଟାଗ୍ରାମ…

ଶାସ୍ତ୍ରୀ କହିଲେ, ‘ନା..ଏବେ ନୁହେଁ’

ନୂଆଦିଲ୍ଲୀ,୧୧।୬: ଟିମ୍‌ ଇଣ୍ଡିଆର ପୂର୍ବତନ ମୁଖ୍ୟ କୋଚ୍‌ ରବି ଶାସ୍ତ୍ରୀ ଦ୍ରୁତ ବୋଲର୍‌ ଉମ୍ରାନ ମଲିକଙ୍କୁ ନେଇ ଏବ ବଡ଼ ବୟାନ ଦେଇଛନ୍ତି। ଅକ୍ଟୋବର-ନଭେମ୍ବରରେ ଖେଳାଯିବାକୁ ଥିବା ଟି-୨୦ ବିଶ୍ୱକପ୍‌ରେ ତାଙ୍କୁ ଭାରତୀୟ ଟିମ୍‌ରେ ସାମିଲ କରାଯିବା ଉଚିତ ନୁହେଁ। ତାଙ୍କୁ…

ବାରବାଟୀ ମାଚ୍‌ ଦେଖିବାକୁ ଯାଉଥିଲେ ସାଙ୍ଗରେ ନେବେନାହିଁ ଏସବୁ…

କଟକ ଅଫିସ,୧୧।୬: ରବିବାର ବାରବାଟୀରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ମ୍ୟାଚ ଖେଳାଯିବ। ଏହାକୁ ନେଇ ଓଡ଼ିଶା କ୍ରିକେଟ ଆସୋସିଏଶନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଉଛି। ତେବେ ଷ୍ଟାଡିୟମକୁ ପାଣି ବୋତଲ ଓ ବାହାର ଖାଦ୍ୟକୁ ମନା କରାଯାଇଛି।…

ଦଣ୍ଡିତ ହେଲା ଶ୍ରୀଲଙ୍କା ଦଳ

କଲମ୍ବୋ,୧୦।୬: ଅଷ୍ଟ୍ରେଲିଆ ବିପକ୍ଷରେ କଲମ୍ବୋରେ ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଧିମା ବୋଲିଂ ହାର ପାଇଁ ଶ୍ରୀଲଙ୍କା ଦଳକୁ ଦଣ୍ଡିତ ହେବାକୁ ପଡ଼ିଛି। ଘରୋଇ ଦଳ ନିର୍ଦ୍ଧାରିତ ସମୟ ମଧ୍ୟରେ ଦୁଇ ଓଭର କମ୍‌ ବୋଲିଂ କରିଥିଲା। ଏଥି ଲାଗି ଓଭର…

ଭାରତ-ଦକ୍ଷିଣ ଆଫ୍ରିକା ଟିମ୍‌ର ଖେଳାଳିଙ୍କୁ ଭବ୍ୟ ସ୍ବାଗତ

ଭୁବନେଶ୍ୱର,୧୦।୬(ବ୍ୟୁରୋ): ଜୁନ ୧୨ରେ ବାରବାଟୀରେ ଖେଳାଯିବାକୁ ଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ ଲାଗି ଭାରତ ଓ ଦକ୍ଷିଣ ଆଫ୍ରିକାର ଖେଳାଳି ଶୁକ୍ରବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଅପରାହ୍ନ ପ୍ରାୟ ୨ଟାରେ ଖେଳାଳିମାନେ ପହଞ୍ଚିବା ପରେ ସେମାନଙ୍କୁ କଡ଼ା ସୁରକ୍ଷା ବ୍ୟବସ୍ଥା ଭିତରେ ମେ’…

ସଚିନଙ୍କ ପାଇଁ ଆଜି ମୁଁ ଷ୍ଟାର: ଶୋଏବ ଅଖତର

ନୂଆଦିଲ୍ଲୀ,୧୦।୬: ପାକିସ୍ତାନର ସର୍ବୋତ୍ତମ ଦ୍ରୁତ ବୋଲରମାନଙ୍କ ମଧ୍ୟରୁ ଶୋଏବ ଅଖତର ଅନ୍ୟତମ। ନିଜ କ୍ୟାରିୟରରେ ସେ ନିଜର ପ୍ରଭାବୀ ବୋଲିଂ ପାଇଁ ଚର୍ଚ୍ଚାରେ ରହିଆସୁଥିଲେ। ଏବେ ଅବସର ନେବା ପରେ ମଧ୍ୟ ସେ ତାଙ୍କ ବିବୃତ୍ତିକୁ ନେଇ ଲାଇମଲାଇଟ୍‌ରେ ରହିଥାନ୍ତି। ଏହି…

ଅଧିନାୟକ ଭାବେ ଡେବ୍ୟୁରେ ହେଲେ ଫେଲ୍‌, କୋହଲିଙ୍କ ସ୍ବତନ୍ତ୍ର କ୍ଲବରେ ସାମିଲ

ନୂଆଦିଲ୍ଲୀ,୧୦।୬: ଉଇକେଟକିପର ବ୍ୟାଟ୍ସମ୍ୟାନ୍‌ ଋଷଭ ପନ୍ତଙ୍କ ପାଇଁ ଅନ୍ତର୍ଜାତୀୟ କ୍ରିକେଟରେ ଅଧିନାୟକ ଭାବେ ଡେବ୍ୟୁ ନୈରାଶ୍ୟଜନକ ସାବ୍ୟସ୍ତ ହୋଇଛି। ଗୁରୁବାର ଦିଲ୍ଲୀରେ ଖେଳାଯାଇଥିବା ପ୍ରଥମ ଟି୨୦ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ଟିମ୍‌ ଭାରତକୁ ୭ ଉଇକେଟରେ ପରାସ୍ତ କରିଛି। ଅତିଥି ଟିମ୍‌କୁ…

ଦ୍ୱିତୀୟ ଟେଷ୍ଟ ପୂର୍ବରୁ ନ୍ୟୁଜିଲାଣ୍ଡକୁ ବଡ ଝଟ୍‌କା

ନୂଆଦିଲ୍ଲୀ,୧୦।୬: ଶୁକ୍ରବାରଠାରୁ ଟ୍ରେଣ୍ଟବ୍ରିଜ୍‌ରେ ଆରମ୍ଭ ହେବାକୁ ଥିବା ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟ ପୂର୍ବରୁ ନ୍ୟୁଜିଲାଣ୍ଡ ଟିମ୍‌କୁ ବଡ଼ ଝଟ୍‌କା ଲାଗିଛି। ଦଳର ଅଧିନାୟକ କେନ ଓ୍ବିଲିୟମସନ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିଯୋଗୁ ସେ ମୁକାବିଲାରୁ ବାହାର ହୋଇଛନ୍ତି। ତାଙ୍କ…

କୋହଲିଙ୍କ ରେକର୍ଡ ଭାଙ୍ଗିଲେ ବାବର

ମୁଲତାନ,୧୦।୬: ପାକିସ୍ତାନ ଅଧିନାୟକ ବାବର ଆଜାମ ଅନ୍ତର୍ଜାତୀୟ କ୍ରିକେଟରେ ତାଙ୍କର ଚମତ୍କାର ଫର୍ମ ଜାରି ରଖି ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଶତକ ହାସଲ କରିଛନ୍ତି। ତାଙ୍କ ଶତକ ଯୋଗୁ ୩୦୬ ରନ୍‌ର ଟାର୍ଗେଟ ପିଛା କରୁଥିବା ପାକିସ୍ତାନ ୪ ବଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?