ଟିମ୍ ଇଣ୍ଡିଆ ପାଇଁ କ୍ଷତିରେ ପଡ଼ିପାରେ ଟି୨୦ ବିଶ୍ୱକପ୍
ମୁମ୍ବାଇ,୯।୧୧: ଭାରତୀୟ ଦଳ ବିଦାୟ ନେଇଥିବାରୁ ଚଳିତ ଟି୨୦ ବିଶ୍ୱକପ୍କୁ ଆର୍ଥିକ କ୍ଷତିକୁ ସହିବାକୁ ପଡ଼ିପାରେ। ଚଳିତ ଥର ଭଳି ୨୦୦୭ ବିଶ୍ୱକପ୍ରେ ମଧ୍ୟ ପ୍ରଥମ ରାଉଣ୍ଡରୁ ବିଦାୟ ନେଇଥିଲା ଭାରତ। ସୌଭାଗ୍ୟବଶତଃ ଏଥର ଅଧିକ ମ୍ୟାଚ୍ ବାକି ନାହିଁ।...
ବିରାଟ କି ବିସିସିଆଇ ନୁହେଁ; ଯିବା ପୂର୍ବରୁ ଏହି ଖାସ୍ ବ୍ୟକ୍ତିଙ୍କୁ ଧନ୍ୟବାଦ ଜଣାଇଲେ ଶାସ୍ତ୍ରୀ
ଦୁବାଇ,୯।୧୧: ଭାରତୀୟ ଦଳର ମୁଖ୍ୟ କୋଚ୍ ଭାବେ ରବି ଶାସ୍ତ୍ରୀଙ୍କ କାର୍ଯ୍ୟକାଳ ଶେଷ ହୋଇଛି। ଟି୨୦ ବିଶ୍ୱକପ୍ ୨୦୨୧ ଶାସ୍ତ୍ରୀଙ୍କ ଶେଷ ଟୁର୍ନମେଣ୍ଟ ଥିଲା। ଏଥିରେ ଭାରତ ସେମିଫାଇନାଲ ଦୌଡ଼ରୁ ବାଦ ପଡ଼ିଛି। ତେବେ ମ୍ୟାଚ୍ ପରେ ଶାସ୍ତ୍ରୀ ନିଜର...
ଅକ୍ଟୋବର ମାସର ଶ୍ରେଷ୍ଠ କ୍ରିକେଟର: ବାଜି ମାରିଲେ ଏହି ଦୁଇ ଖେଳାଳି
ଦୁବାଇ,୯।୧୧: ପାକିସ୍ତାନ ବ୍ୟାଟ୍ସମ୍ୟାନ ଆସିଫ ଅଲି ଏବଂ ଆୟର୍ଲାଣ୍ଡର ଅଲରାଉଣ୍ଡର ଲୌରା ଡେଲାନିଙ୍କୁ ଅକ୍ଟୋବର ମାସ ପାଇଁ ଅନ୍ତର୍ଜାତୀୟ କ୍ରିକେଟ ପରିଷଦର (ଆଇସିସି)ର ଯଥାକ୍ରମେ ଶ୍ରେଷ୍ଠ ପୁରୁଷ ଏବଂ ମହିଳା ଖେଳାଳି ଭାବେ ଚୟନ କରାଯାଇଛି। ପୁରୁଷ ବର୍ଗରେ ଆସିଫ...
ରେକର୍ଡରେ ଭାରତ-ପାକିସ୍ତାନ ମ୍ୟାଚ୍
ମୁମ୍ବାଇ,୯।୧୧: ଅକ୍ଟୋବର ୨୪ ତାରିଖରେ ଚଳିତ ଟି୨୦ ବିଶ୍ୱକପ୍ରେ ମୁହଁାମୁହିଁ ହୋଇଥିଲେ ଭାରତ ଓ ପାକିସ୍ତାନ। ଏହି ମ୍ୟାଚ୍ର ଭୁୟର୍ସ(ଦେଖଣାହାରୀ)ଙ୍କ ସଂଖ୍ୟା ରେକର୍ଡ ଭାଙ୍ଗିଛି। ପୂରା ବିଶ୍ୱରେ ମ୍ୟାଚ୍କୁ ୧୬୭ ନିୟୁତ ଦର୍ଶକ ଉପଭୋଗ କରିଥିଲେ। ଅନ୍ତର୍ଜାତୀୟ ଟି୨୦ କ୍ରିକେଟର...
୨୦୨୨ ଆଇପିଏଲ୍ ପୂର୍ବରୁ ଆର୍ସିବିର ବଡ଼ ଘୋଷଣା
ବାଙ୍ଗାଲୋର,୯।୧୧: ୨୦୨୨ ଆଇପିଏଲ୍ ପୂର୍ବରୁ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍ସିବି) ପକ୍ଷରୁ କୋଚ୍ ପଦ ନେଇ ବଡ଼ ଘୋଷଣା କରାଯାଇଛି। ମଙ୍ଗଳବାର ଆରିସିବି ଆଗାମୀ ଦୁଇ ବର୍ଷ ପାଇଁ ସଞ୍ଜୟ ବାଙ୍ଗରଙ୍କୁ ଦଳର ମୁଖ୍ୟ କୋଚ ଭାବେ ନିଯୁକ୍ତି ଦେଇଛି। ତେବେ...
ବଲ ଫୋପାଡ଼ି ବ୍ୟାଟରଙ୍କୁ ଆହତ କଲେ ଅଷ୍ଟ୍ରେଲିଆନ୍ ପେସର
ମେଲବୋର୍ନ,୯।୧୧: ବ୍ୟାଟରଙ୍କୁ ଭୟବିତ କରିବା ପାଇଁ ଫଲୋ ଥ୍ରୁରେ ବୋଲର ବଲ ଫୋପାଡ଼ିବା କିଛି ନୂଆ କଥା ନୁହେଁ। କିନ୍ତୁ ଅଷ୍ଟ୍ରେଲିଆନ ପେସର ଜେମ୍ସ ପାଟିନସନଙ୍କ ଥ୍ରୋରେ ଆହତ ହୋଇଛନ୍ତି ବ୍ୟାଟର ଡାନିଏଲ ହୁଗ୍ସ। ଏଭଳି ଘଟଣା ଲାଗି ପାଟିନସନଙ୍କୁ...
୭୦ ସେକେଣ୍ଡରେ ସଫଳତା ବଖାଣିଲେ ଶାସ୍ତ୍ରୀ
ଦୁବାଇ,୯।୧୧: ଟି -୨୦ ବିଶ୍ୱ ସହିତ ରବି ଶାସ୍ତ୍ରୀଙ୍କ ଟିମ ଇଣ୍ଡିଆର କୋଚ ଭାବରେ କାର୍ଯ୍ୟକାଳ ଶେଷ ହୋଇଛି। ଭାରତ ଶେଷ ଲିଗ ମ୍ୟାଚରେ ନାମ୍ବିଆ ବିପକ୍ଷରେ ୯ ଉଇକେଟ ବିଜୟ ହାସଲ କରିଛି। କିନ୍ତୁ ଏହି ବିଜୟ ସେମିଫାଇନାଲରେ...
ରାଗରେ ନିଆଁବାଣ ହେଲେ ଶାସ୍ତ୍ରୀ, ଦେଲେ ଚେତାବନୀ
ଦୁବାଇ,୯।୧୧: ଟି -୨୦ ବିଶ୍ୱକପ ୨୦୨୧ରେ ଟିମ ଇଣ୍ଡିଆ ସେମିଫାଇନାଲ ଦୌଡରୁ ବାଦ୍ ପଡିଛି। କୋଚ ଭାବେ ଟିମ ଇଣ୍ଡିଆ ସହିତ ରବି ଶାସ୍ତ୍ରୀଙ୍କ ଚୁକ୍ତି ମଧ୍ୟ ଶେଷ ହୋଇଛି। ରବି ଶାସ୍ତ୍ରୀଙ୍କ ସ୍ଥାନରେ ବିସିସିଆଇ ପୂର୍ବତନ ଅଧିନାୟକ ରାହୁଲ...
ପଡ଼ିଆରେ ଏମିତି କାର୍ଯ୍ୟ ହୃଦୟ ଜିତିଲେ ପନ୍ତ: ଦେଖନ୍ତୁ ଭିଡିଓ
ଦୁବାଇ,୯।୧୧:ଭାରତ ଟି -୨୦ ବିଶ୍ୱକପ ୨୦୨୧ର ଶେଷ ଲିଗ ମ୍ୟାଚରେ ନାମ୍ବିଆ ବିପକ୍ଷରେ ୯ ଉଇକେଟ ବିଜୟ ହାସଲ କରିଛି। ମ୍ୟାଚ୍ରେ ପ୍ରଥମେ ବ୍ୟାଟିଂ କରି ନାମ୍ବିିଆ ୮ ଉଇକେଟ ହରାଇ ୧୩୨ ରନ ସଂଗ୍ରହ କରିଥିଲା। ଭାରତ ମାତ୍ର...
‘ମୁଁ ହାରିବାର ମୁଖ୍ୟ ଦୋଷୀ’
ନୂଆଦିଲ୍ଲୀ,୯।୧୧: ମହେନ୍ଦ୍ର ସିଂ ଧୋନୀ ଦୁନିଆର ସବୁଠାରୁ ସଫଳ ଅଧିନାୟକଙ୍କ ମଧ୍ୟରେ ଅନ୍ୟତମ। ସେ ପ୍ରାୟ ଏକ ଦଶନ୍ଧି ଧରି ଟିମ ଇଣ୍ଡିଆର ଅଧିନାୟକ ହୋଇଥିଲେ। ଧୋନୀଙ୍କ ଅଧିନାୟକତ୍ୱରେ ଭାରତ ୨୦୦୭ ଟି -୨୦ ବିଶ୍ୱକପ ଏବଂ ୨୦୧୧ ଦିନିକିଆ...
ବିରୁଷ୍କାଙ୍କ ପଡୋଶୀ ହେବେ ଭିକି-କାଟ୍ରିନା
ବଲିଉଡ୍ ଅଭିନେତ୍ରୀ କାଟ୍ରିନା କୈଫ ଏବଂ ଅଭିନେତା ଭିକି କୌଶଲ ଖୁବ୍ଶୀଘ୍ର ବିବାହ ବନ୍ଧନରେ ଆବଦ୍ଧ ହେବେ ବୋଲି ଚର୍ଚ୍ଚ ଜୋର ଧରିଛି। ବିବାହ ପ୍ରସ୍ତୁତି ମଧ୍ୟରେ ଭିକି ନିଜ ପାଇଁ ଏକ ଘର ନେଇଛନ୍ତି। ଭିକି ଜୁହୁରେ ଥିବା...
୪ ବର୍ଷ ବୟସରେ ମା’ଙ୍କୁ ହରାଇଥିଲେ, ଶୁଖିଲା ରୁଟି ଖାଇ ୫୪୬ ରନର ଇନିଂସ ଖେଳିଥିଲେ ଏହି କ୍ରିକେଟର୍
ମାତ୍ର ୧୪ ବର୍ଷ ବୟସରେ ଲଗାତର ୨ ଦିନ ବ୍ୟାଟିଂ, ୮୫ ଚୌକା ଏବଂ ୫ ଛକା ସହାୟତାରେ ୩୩୦ ବଲରେ ୫୪୬ ରନ କରିବା କାହା ପାଇଁ ସହଜ ନୁହେଁ। କିନ୍ତୁ ଏଭଳି କାରନାମା କରି ଦେଖାଇଥିଲେ ଭାରତୀୟ...
Archives


