ଖେଳ

ବିଶ୍ୱ ରେକର୍ଡ ସୃଷ୍ଟି କରିବାର ସୁଯୋଗ ହରାଇଲା ଭାରତ

ନୂଆଦିଲ୍ଲୀ,୧୦।୬: ନୂଆଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଇଥିବା ପ୍ରଥମ ଟି-୨୦ ମ୍ୟାଚରେ ଦକ୍ଷିଣ ଆଫ୍ରିକା ଟିମ ଇଣ୍ଡିଆକୁ ୭ ଉଇକେଟରେ ପରାସ୍ତ କରିଛି। ଏହି ଲଜ୍ଜାଜନକ ପରାଜୟ ସହିତ ଟିମ ଇଣ୍ଡିଆ ଏକ ବଡ଼ ବିଶ୍ୱ ରେକର୍ଡ ସୃଷ୍ଟି କରିବାର ସୁଯୋଗ…

ଭାରତୀୟ କ୍ରିକେଟ୍‌ ଇତିହାସରେ ପ୍ରଥମଥର ଘଟିଲା ଏମିତି

ନୂଆଦିଲ୍ଲୀ,୧୦।୬: ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚରେ ଦକ୍ଷିଣ ଆଫ୍ରିକା ୭ ଉଇକେଟ ନେଇ ଭାରତକୁ ପରାସ୍ତ କରିଛି। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ଚାରି ଉଇକେଟ ହରାଇ…

ବାରବାଟୀ ମ୍ୟାଚ୍‌: ଆଜି ପହଞ୍ଚିବେ ଦୁଇ ଟିମ୍‌

ଭୁବନେଶ୍ୱର,୧୦।୬(ବ୍ୟୁରୋ): କଟକ ବାରବାଟୀ ଷ୍ଟାଡିୟମରେ ଆସନ୍ତା ୧୨ ତାରିଖରେ ହେବାକୁ ଥିବା ଭାରତ ଏବଂ ଦକ୍ଷିଣ ଆଫ୍ରିକା ଟି-୨୦ କ୍ରିକେଟ୍‌ ମ୍ୟାଚ୍‌ ପାଇଁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ଉଭୟ ଦଳର ଖେଳାଳି ଶୁକ୍ରବାର ଅପରାହ୍ନ ପ୍ରାୟ ୧ଟା ୫୦ରେ…

ପ୍ରଥମ ଦିନରେ ଟିକେଟ ଶେଷ

କଟକ ଅଫିସ, ୧୦ା୬: ବାରବାଟୀ ଷ୍ଟାଡିୟମରେ ଆସନ୍ତା ୧୨ ତାରିଖରେ ଖେଳାଯିବାକୁ ଥିବା ଭାରତ-ଦକ୍ଷିଣ ଆଫ୍ରିକା ଅନ୍ତର୍ଜାତୀୟ ଟି୨୦ମ୍ୟାଚ୍‌ ପାଇଁ ପ୍ରଥମ ଦିନରେ ଟିକେଟ ବିକ୍ରି ଶେଷ ହୋଇଛି। ଗୁରୁବାର ସକାଳ ୯ଟାରୁ କାଉଣ୍ଟରରେ ଟିକେଟ୍‌ ବିକ୍ରି ଆରମ୍ଭ ହୋଇଥିଲା। ଏଥିପାଇଁ…

ମିଲର-ଡୁସେନ ଛଡ଼ାଇ ନେଲେ ମ୍ୟାଚ୍‌

ନୂଆଦିଲ୍ଲୀ,୯।୬: ୨୧୧ ରନ୍‌ର ବିଶାଳ ଟାର୍ଗେଟ ଛିଡ଼ା କରିବା ସତ୍ତ୍ୱେ ଭାରତ ବିଜୟ ସ୍ବାଦ ଚାଖିପାରି ନାହିଁ। ସ୍ଥାନୀୟ ଅରୁଣ ଜେଟଲି ଷ୍ଟାଡିୟମରେ ଗୁରୁବାର ଦକ୍ଷିଣ ଆଫ୍ରିକା ୫ ବଲ ପୂର୍ବରୁ ୭ ଉଇକେଟରେ ମ୍ୟାଚ୍‌କୁ ଜିତି ନେଇଛି। ଦକ୍ଷିଣ ଆଫ୍ରିକା…

ଦକ୍ଷିଣ ଆଫ୍ରିକାର ଆଗରେ ୨୧୨ ରନ୍‌ର ଟାର୍ଗେଟ୍‌

ନୂଆଦିଲ୍ଲୀ,୯।୬: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ ଗୁରୁବାର ଆରମ୍ଭ ହୋଇଯାଇଛି। ଅରୁଣ ଜେଟ୍‌ଲି ଷ୍ଟାଡିୟମରେ ଆରମ୍ଭ ହୋଇଥିବା ସିରିଜ୍‌ର ପ୍ରଥମ ମ୍ୟାଚରେ ଦକ୍ଷିଣ ଆଫ୍ରିକା ଅଧିନାୟକ ଟେମ୍ବା ବାଭୁମା ଟସ୍‌ ଜିତି ବୋଲିଂ…

ଟସ୍‌ ଜିତି ଦକ୍ଷିଣ ଆଫ୍ରିକାର ବୋଲିଂ ନିଷ୍ପତ୍ତି

ନୂଆଦିଲ୍ଲୀ,୯।୬: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟିି-୨୦ ଶୃଙ୍ଖଳା ଗୁରୁବାର ଆରମ୍ଭ ହୋଇଛି। ଅରୁଣ ଜେଟଲି ଷ୍ଟାଡିୟମରେ ଆରମ୍ଭ ହୋଇଥିବା ପ୍ରଥମ ମ୍ୟାଚରେ ଦକ୍ଷିଣ ଆଫ୍ରିକା ଅଧିନାୟକ ଟେମ୍ବା ବାଭୁମା ଟସ୍‌ ଜିତି ପ୍ରଥମେ ବୋଲିଂ…

ଆଜି ଖେଳାଯିବ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି୨୦: ଜାଣନ୍ତୁ କେବେ, କେଉଁଠି ଆଉ କେତେବେଳେ ଦେଖିବେ…

ନୂଆଦିଲ୍ଲୀ,୯।୬: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ ଗୁରୁବାରଠାରୁ ଆରମ୍ଭ ହେବ। ପ୍ରଥମ ମୁକାବିଲାରୁ ଭାରତୀୟ ଟିମ୍‌ରେ ପରିବର୍ତ୍ତନ କରାଯାଇଛି। ଅଧିନାୟକ ରୋହିତ ଶର୍ମାଙ୍କୁ ଆରାମ ଦିଆଯାଇଥିବା ବେଳେ ଋଷଭ ପନ୍ତଙ୍କ ଏହି ଦାୟିତ୍ୱ ତୁଲାଇବେ। ସେହିଭଳି…

ବାରବାଟୀ ମ୍ୟାଚ୍‌ ଖେଳିବେନି ରାହୁଲ

ନୂଆଦିଲ୍ଲୀ,୮ା୬: ଓଡ଼ିଶା କ୍ରିକେଟ ପ୍ରେମୀଙ୍କ ପାଇଁ ନୈରାଶଜନକ ଖବର। ଦକ୍ଷିଣ ଆଫ୍ରିକା ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଦଳକୁ ଲାଗିଛି ଏକ ବଡ଼ ଝଟ୍‌କା। ବାରବାଟୀ ମ୍ୟାଚ୍‌ ଖେଳିବେନି ଅଧିନାୟକ କେ.ଏଲ୍‌ ରାହୁଲ। ପ୍ରଥମ ମୁକାବିଲା ଗୁରୁବାର ଦିଲ୍ଲୀର ଅରୁଣ…

ଥୋମାସ କପ୍‌ ବିଜେତାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୬(ବ୍ୟୁରୋ): ଥୋମାସ କପ୍‌ ବିଜେତା ଭାରତୀୟ ପୁରୁଷ ବ୍ୟାଡମିଣ୍ଟନ ଟିମ୍‌କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବର୍ଦ୍ଧିତ କରିଛନ୍ତି। ଏହା ସହ ଥୋମାସ କପ୍‌ ଜିତିଥିବା ଭାରତୀୟ ଦଳର ସମସ୍ତ ଖେଳାଳିଙ୍କୁ ୧୦ ଲକ୍ଷ ଟଙ୍କା ଲେଖାଏ ପୁରସ୍କାର ପ୍ରଦାନ କରାଯାଇଛି। ଥୋମାସ…

ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ୟାସ ଘୋଷଣା କଲେ ମିତାଲି

ନୂଆଦିଲ୍ଲୀ,୮।୬: ଭାରତୀୟ ମହିଳା କ୍ରିକେଟର ଟେଷ୍ଟ ଏବଂ ଦିନିକିଆ ଟିମ୍‌ର ଅଧିନାୟକ ମିତାଲି ରାଜ ଅନ୍ତର୍ଜାତୀୟ କ୍ରିକେଟର ସବୁ ଫର୍ମାଟରୁ ସନ୍ୟାସ ଘୋଷଣା କରିଛନ୍ତି। ୩୯ ବର୍ଷୀୟ ମିତାଲି ଅନ୍ତର୍ଜାତୀୟ କ୍ରିକେଟରେ ପ୍ରତିନିଧିତ୍ୱ କରି ଅନେକ ରେକର୍ଡ ନିଜ ନାମରେ କରିଛନ୍ତି।…

ଝିଅଙ୍କ ଲାଗି ପ୍ରାର୍ଥନା କରିବାକୁ କହିଲେ ଆସିଫ

ନୂଆଦିଲ୍ଲୀ,୮।୬: ପାକିସ୍ତାନ କ୍ରିକେଟର ଆସିଫ ଆଫ୍ରିଦିଙ୍କ ଝିଅ ଅସୁସ୍ଥ। ତାଙ୍କୁ ଗୁରୁତର ଭାବେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏହାକୁ ନେଇ ସେ ଏକ ପୋଷ୍ଟ କରି ପ୍ରଶଂସକଙ୍କୁ ଜଣାଇବା ସହ ଝିଅଙ୍କ ଲାଗି ପ୍ରାର୍ଥନା କରିବାକୁ ଅପିଲ କରିଛନ୍ତି। ପୋଷ୍ଟକୁ ଦେଖି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?