ଖେଳ

ଏହି ୭ କମ୍ପାନୀରୁ ରୋଜଗାର କରୁଛନ୍ତି ଧୋନୀ

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ନିକଟରେ ଡ୍ରୋନ ଷ୍ଟାର୍ଟଅପ ଗରୁଡ ଏରୋସ୍ପେସରେ ଅଂଶଧନ କିଣିଛନ୍ତି। ୨୬ଟି ସହରରେ ଏହି କମ୍ପାନୀର ୩୦୦ରୁ ଅଧିକ ଡ୍ରୋନ ଏବଂ ୫୦୦ ପାଇଲଟ କାର୍ଯ୍ୟ କରୁଛନ୍ତି। ନିକଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ବିଶ୍ୱର ଏକମାତ୍ର କ୍ରିକେଟର୍‌ ଭାବେ ଏମିତି ଉପଲବ୍ଧି ହାସଲ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୮।୬:ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ବିରାଟ କୋହଲିଙ୍କ ବ୍ୟାଟ୍‌ ହୁଏତ ପଡ଼ିଆରେ ଚାଲୁନାହିଁ, କିନ୍ତୁ ସେ ସୋସିଆଲ ମିଡିଆରେ ପ୍ରାୟତଃ ଚର୍ଚ୍ଚାରେ ଅଛନ୍ତି। ଇନଷ୍ଟାଗ୍ରାମରେ ପ୍ରଥମ କ୍ରିକେଟର ଭାବେ ତାଙ୍କ ଫଲୋଅର୍ସ ସଂଖ୍ୟା ୨୦୦ ମିଲିୟନରେ ପହଞ୍ଚିଛି। ଏପରି ଉପଲବ୍ଧି…

ହାର୍ଦ୍ଦିକ କହିଲେ କିଏ ପ୍ରିୟ

ନୂଆଦିଲ୍ଲୀ,୭।୬: ଆଇପିଏଲ୍‌ରେ ଶ୍ରେଷ୍ଠ ପ୍ରଦର୍ଶନ ପରେ ଏବେ ଜାତୀୟ ଦଳକୁ ଫେରିଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟା। ନିଜର ଯୁବ ସମୟରେ ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକର ଏବଂ କିମ୍ବଦନ୍ତୀ ଅଲରାଉଣ୍ଡର ଜ୍ୟାକ୍‌ କଲିସଙ୍କର ଜଣେ ବଡ଼ ପ୍ରଶଂସକ ଥିଲେ ସେ। ହେଲେ ଏବେ…

ବାରବାଟୀ ମ୍ୟାଚ୍‌ ବନ୍ଦ ଲାଗି ହାଇକୋର୍ଟରେ ଦାୟର ମାମଲା ଖାରଜ

କଟକ ଅଫିସ,୭।୬: ଆସନ୍ତା ଜୁନ୍‌ ୧୨ରେ ବାରବାଟୀରେ ଖେଳାଯିବାକୁ ଥିବା ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ୍‌ ନେଇ ଅନିଶ୍ଚିତତା ଦେଖାଦେଇଥିଲା। ହେଲେ ଏହି ମ୍ୟାଚ ବନ୍ଦ ପାଇଁ ହାଇକୋର୍ଟରେ ରୁଜୁ ହୋଇଥିବା ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ମଙ୍ଗଳବାର ଏହାର ଶୁଣାଣି…

ସ୍ପେନ୍‌ ମାଟିରେ ମେସି ଦେଖାଇଲେ ଚମକ

ମାଡ୍ରିଡ୍‌, ୭।୬: ସ୍ପେନ୍‌ ମାଟିରେ ପୁଣି ଥରେ ଦେଖିବାକୁ ମିଳିଛି ଲିଓନେଲ ମେସିଙ୍କ ଚମକ। ଆର୍ଜେଣ୍ଟିନା ଷ୍ଟ୍ରାଇକର ରବିବାର ଇଷ୍ଟୋନିଆ ବିପକ୍ଷ ଏକ ବନ୍ଧୁତ୍ୱପୂର୍ଣ୍ଣ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ୫ ଗୋଲ ସ୍କୋର କରିଛନ୍ତି। ଆର୍ଜେଣ୍ଟିନାକୁ ୫-୦ର ବୃହତ୍‌ ବିଜୟ ଦେବା ସହ…

ଆଇଏଲ୍‌ ଟି୨୦ରେ ଭାଗନେବେ ୬ ଫ୍ରାଞ୍ଚାଇଜ

ଦୁବାଇ,୭।୬: ଏମିରେଟ୍ସ କ୍ରିକେଟ ବୋର୍ଡ(ଇସିବି) ଦ୍ୱାରା ଆରମ୍ଭ ହେବାକୁ ଥିବା ୬ ଦଳ ବିଶିଷ୍ଟ ଲିଗ୍‌କୁ ଇଣ୍ଟରନ୍ୟାଶନାଲ ଲିଗ୍‌ ଟି୨୦ (ଆଇଏଲ୍‌ ଟି୨୦) କୁହାଯିବ। ଏ ନେଇ ବୋର୍ଡ ପକ୍ଷରୁ ଘୋଷଣା କରାଯାଇଛି। ଫ୍ରାଞ୍ଚାଇଜ୍‌ଭିତ୍ତିକ ଲିଗ୍‌ର ପ୍ରଥମ ସିଜନରେ ୩୪ ମ୍ୟାଚ୍‌…

ପୂର୍ବତନ କ୍ରିକେଟରଙ୍କ ପିତା ଗିରଫ

ଭୋପାଳ,୭।୬: ପୂର୍ବତନ ଭାରତୀୟ କ୍ରିକେଟର ନମନ ଓଝାଙ୍କ ପିତା ବିନୟ ଓଝାଙ୍କୁ ମୁଲତାଇ ପୋଲିସ ଗିରଫ କରିଛି। ବ୍ୟାଙ୍କ ମ୍ୟାନେଜର ଭାବେ ବିନୟ ୧.୨୫ କୋଟି ଟଙ୍କା ହଡପ କରିଥିବା ଅଭିଯୋଗ ହୋଇଛି। ପୋଲିସ ତାଙ୍କୁ ଗିରଫ କରି କୋର୍ଟରେ ହାଜର…

କ୍ରିକେଟ୍‌ ଇତିହାସରେ ଆଜି ଏକ ଅଭୁଲା ଦିନ

ଜୁନ ୭, ବିଶ୍ୱ କ୍ରିକେଟ ଇତିହାସରେ ଏକ ସ୍ବତନ୍ତ୍ର ଦିନ। ୧୯୭୫ ମସିହା ଆଜିର ଦିନରେ ଲର୍ଡସ ଗ୍ରାଉଣ୍ଡରେ ଦିନିକିଆ ବିଶ୍ୱକପର ପ୍ରଥମ ମ୍ୟାଚ ଖେଳାଯାଇଥିଲା। ଏହି ମ୍ୟାଚରେ ଭାରତ ଏବଂ ଇଂଲଣ୍ଡ ମୁହାଁମୁହିଁ ହୋଇଥିଲେ। ସେତେବେଳେ ଦିନିକିଆ ଫର୍ମାଟ ୫୦…

କ୍ରିକେଟ୍‌ ଇତିହାସରେ ଏମିତି ରେକର୍ଡ, ଯାହା ଆଜି ବି ଅତୁଟ

କିମ୍ବଦନ୍ତୀ କ୍ରିକେଟର ବ୍ରାଏନ ଚାଲର୍‌ସ ଲାରା କ୍ରିକେଟ ପଡ଼ିଆରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ। ରେକର୍ଡ କରିବା ସହିତ ସେ ଅନେକ ମହାନ କ୍ରିକେଟରଙ୍କ ରେକର୍ଡ ମଧ୍ୟ ଭାଙ୍ଗିଥିଲେ। ଜୁନ ୬ ଲାରା ପାଇଁ ଏକ ବିଶେଷ ଦିନ। ୧୯୯୪ରେ ଏହି…

ଚାଷୀଙ୍କ କାର୍ଯ୍ୟକୁ ଆହୁରି ସହଜ କରିବେ ଧୋନୀ

ଚେନ୍ନାଇ,୬।୬:ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଡ୍ରୋନ କମ୍ପାନୀ ଗରୁଡର ଅଂଶଧନ କିଣିଛନ୍ତି। ଏହି କମ୍ପାନୀ ଡ୍ରୋନ ତିଆରି କରେ ଏବଂ ଦେଶରେ କୃଷି ସମ୍ବନ୍ଧୀୟ ପ୍ରଣାଳୀରେ ଉନ୍ନତି ଆଣେ। ଗରୁଡ କମ୍ପାନୀ ଡ୍ରୋନ ମାଧ୍ୟମରେ ଚାଷୀଙ୍କ କାର୍ଯ୍ୟକୁ ସହଜ…

ଫ୍ରେଞ୍ଚ ଓପନ ଗ୍ରାଣ୍ଡସ୍ଲାମ୍‌: ନାଡାଲ ପୁଣି ଚାମ୍ପିୟନ

ପ୍ୟାରିସ,୫।୬: ସ୍ପେନର ରାଫେଲ ନାଡାଲ ପୁଣି ଫ୍ରେଞ୍ଚ ଓପନ ଗ୍ରାଣ୍ଡସ୍ଲାମ୍‌ ଚାମ୍ପିଅନ ହୋଇଛନ୍ତି। ରବିବାର ଖେଳାଯାଇଥିବା ଏକପାଖିଆ ଫାଇନାଲ ମ୍ୟାଚରେ ୩୬ ବର୍ଷୀୟ ନାଡାଲ ନରୱେର କାସପର୍‌ ରୁଡଙ୍କୁ ୬-୩, ୬-୩, ୬-୦ ସେଟ୍‌ରେ ପରାସ୍ତ କରିଛନ୍ତି। ଦୁଇ ଖେଳାଳିଙ୍କ ମଧ୍ୟରେ…

ଇତିହାସ ରଚିଲେ ଏହି କ୍ରିକେଟର୍‌

ଲର୍ଡସ,୫।୬: ନ୍ୟୁଜିଲାଣ୍ଡ ବିପକ୍ଷ ତିନି ଟେଷ୍ଟ ସିରିଜର ପ୍ରଥମ ମ୍ୟାଚରେ ଇଂଲଣ୍ଡ ବିଜୟ ହାସଲ କରିଛି। ଲର୍ଡସ ଟେଷ୍ଟର ଚତୁର୍ଥ ଦିନରେ ଇଂଲଣ୍ଡ ନ୍ୟୁଜିଲାଣ୍ଡକୁ ୫ ଉଇକେଟ୍‌ରେ ପରାସ୍ତ କରିଛନ୍ତି। ପ୍ରଥମ ଇନିଂସରେ ଖରାପ ବ୍ୟାଟିଂ କରିବା ପରେ ଇଂଲଣ୍ଡ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?