ଖେଳ

୬.୩ ଓଭରରେ ମ୍ୟାଚ୍‌ ଶେଷ କଲା ଭାରତ

ଦୁବାଇ,୫।୧୧: ଚଳିତ ଟି୨୦ ବିଶ୍ୱକପ୍‌ରେ ସେମିଫାଇନାଲରେ ସ୍ଥାନ ପକ୍କା କରିବା ଆଶା ଉଜ୍ଜୀବିତ ରଖିଛି ଟିମ୍‌ ଇଣ୍ଡିଆ। ଶୁକ୍ରବାର ଖେଳାଯାଇଥିବା ମ୍ୟାଚ୍‌ରେ ସ୍କଟଲାଣ୍ଡ ପକ୍ଷରୁ ୮୬ ବିଜୟ ଲକ୍ଷ୍ୟ ଧାର୍ଯ୍ୟ ହୋଇଥିଲା। ଏହି ଲକ୍ଷ୍ୟକୁ ହାସଲ କରିବାର ଥିଲା ୭.୧...

୭.୧ ଓଭର ଭିତରେ ଭାରତକୁ ଜିତିବା ଦରକାର

ଦୁବାଇ,୫।୧୧: ଚଳିତ ଟି୨୦ ବିଶ୍ୱକପ୍‌ରେ ଶୁକ୍ରବାର ଖେଳାଯାଇଥିବା ମ୍ୟାଚ୍‌ରେ ସ୍କଟଲାଣ୍ଡକୁ ୮୫ ରନ୍‌ରେ ରୋକି ଦେଇଛି ଭାରତୀୟ ଦଳ। ରବୀନ୍ଦ୍ର ଜାଡେଜା ଓ ମହମ୍ମଦ ଶାମି ୩ ଲେଖାଏ ଉଇକେଟ ନେଇ ସ୍କଟଲାଣ୍ଡ ପାଇଁ କାଳ ସାଜିଥିଲେ। ଯଶପ୍ରୀତ ବୁମରା...

ଜନ୍ମଦିନରେ ଟସ୍‌ ଜିତିଲେ ବିରାଟ

ଦୁବାଇ,୫।୧୧: ଲଗାତାର ଟସ୍‌ ହାରୁଥିବା ଭାରତୀୟ ଅଧିନାୟକ ବିରାଟ କୋହଲି ଶୁକ୍ରବାର ଜନ୍ମଦିନରେ ସ୍କଟଲାଣ୍ଡ ବିପକ୍ଷ ମ୍ୟାଚ୍‌ରେ ଟସ୍‌ ଜିତିଛନ୍ତି। ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି କୋହଲି। ଗତ ୧୪ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ସେ ୧୩...

ମ୍ୟାଚ୍‌ ଛଡ଼ାଇ ନେଲେ ନିଶାମ, ଫିଲିପ୍ସ

ଶାରଜା,୫।୧୧: ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତୀୟ ଦଳର ସେମିଫାଇନାଲ ଆଶାକୁ ଧକ୍କା ଲାଗିଛି। ଶୁକ୍ରବାର ଖେଳାଯାଇଥିବା ମ୍ୟାଚ୍‌ରେ ନାମ୍ବିଆକୁ ୫୨ ରନ୍‌ରେ ହରାଇ ଦେଇଛି ନ୍ୟୁଜିଲାଣ୍ଡ। ଏବେ ନ୍ୟୁଜିଲାଣ୍ଡ ୬ ପଏଣ୍ଟ ସହ ଅଙ୍କ ତାଲିକାରେ ଦ୍ୱିତୀୟ ସ୍ଥାନକୁ ଉନ୍ନୀତ...

୫ ସ୍ପିନରଙ୍କ ସହ ଭାରତ ଗସ୍ତ କରିବ ନ୍ୟୁଜିଲାଣ୍ଡ

ଓ୍ବେଲିଂଟନ,୫।୧୧: ଆସନ୍ତା ୨୫ ତାରିଖରୁ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଆରମ୍ଭ ହେବାକୁ ଯାଉଛି ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌। ଏହି ସିରିଜ୍‌ ଲାଗି ଶୁକ୍ରବାର ଘୋଷିତ ହୋଇଥିବା ୧୫ ଜଣିଆ ନ୍ୟୁଜିଲାଣ୍ଡ ଦଳରେ ସ୍ଥାନ ପାଇଛନ୍ତି ୫...

ଅନ୍ତିମ ୪ ଓଭରରେ ମ୍ୟାଚ୍‌କୁ ଫେରିଲା ନ୍ୟୁଜିଲାଣ୍ଡ

ଶାରଜା,୫।୧୧: ଚଳିତ ଟି୨୦ ବିଶ୍ୱକପ୍‌ରେ ଶୁକ୍ରବାର ନାମ୍ବିଆ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ ଶକ୍ତିଶାଳୀ ନ୍ୟୁଜିଲାଣ୍ଡ ଦଳ ଅନ୍ତିମ ୪ ଓଭରରେ ମ୍ୟାଚ୍‌ ଫେରିଛି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ନ୍ୟୁଜିଲାଣ୍ଡ ୧୬ ଓଭର ମଧ୍ୟରେ ୪ ପ୍ରମୁଖ ଉଇକେଟ...

ବିରାଟଙ୍କ ଫଟୋ ଶେୟାର କରି ଅନୁଷ୍କା ଲେଖିଲେ ଏମିତି

ମୁମ୍ବାଇ: ଆଜି ଅର୍ଥାତ୍‌ ନଭେମ୍ବର ୪ରେ ହେଉଛି ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କ ସ୍ବାମୀ ତଥା ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କ ଜନ୍ମଦିନ। ଏହି ଉପଲକ୍ଷେ ସେଲିବ୍ରିଟିଙ୍କ ଠାରୁ ଆରମ୍ଭ କରି ତାଙ୍କ ପ୍ରଶଂସକଙ୍କ ପର୍ଯ୍ୟନ୍ତ ସମସ୍ତେ...

କୋହଲିଙ୍କୁ ଜନ୍ମଦିନରେ ଏହି ଉପହାର ଦେବ କି ଟିମ୍‌ ଇଣ୍ଡିଆ

ଆବୁଧାବି,୫।୧୧: ଟି୨୦ ବିଶ୍ୱକପ୍‌ର ଚତୁର୍ଥ ମୁକାବିଲାରେ ସ୍କଟଲ୍ୟାଣ୍ଡକୁ ଭେଟିବ ଟିମ୍‌ ଇଣ୍ଡିଆ। ଅଙ୍କ ତାଲିକା ଦେଖିଲେ ଏହି ମ୍ୟାଚ୍‌ ଭାରତ ପାଇଁ ବେଶ ଗୁରୁତ୍ୱପୂର୍ଣ୍ଣ। ଗୋଟିଏ ପଟେ ବଡ଼ ବ୍ୟବଧାନରେ ବିଜୟ ଉପରେ ଭାରତର ସେମିଫାଇନାଲରେ ପ୍ରବେଶର ସୁଯୋଗ ନିର୍ଭର...

ଅଶ୍ୱିନଙ୍କୁ ନେଇ କୋହଲିଙ୍କ ବଡ଼ ବୟାନ

ଆବୁଧାବି,୫।୧୧: ଆଇସିସି ଟି-୨୦ ବିଶ୍ୱକପ୍‌ରେ ଆଫଗାନିସ୍ତାନ ବିପକ୍ଷ ମୁକାବିଲାକୁ ଜିତିନେଇ ଭାରତ ପ୍ରଥମ ବିଜୟ ହାସଲ କରିଛି। ଏହି ମ୍ୟାଚ୍‌ରେ ଅନୁଭବୀ ଅଫ୍‌ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଥିଲେ। ଅଶ୍ୱିନ ୪ ବର୍ଷ ପରେ ଭାରତୀୟ ଟି୨୦...

ଆଇପିଏଲ୍‌ ହିଁ ଯଥେଷ୍ଟ; ଅନ୍ତରାଷ୍ଟ୍ରୀୟ କ୍ରିକେଟକୁ ଗମ୍ଭୀରତାର ସହ ନେଉନାହିଁ ଭାରତୀୟ ଟିମ୍‌

ନୂଆଦିଲ୍ଲୀ,୫।୧୧: ୟୁଏଇ ଏବଂ ଓମାନରେ ଚାଲିଥିବା ଆଇସିସି ଟି-୨୦ ବିଶ୍ୱକପ୍‌ର ପ୍ରାରମ୍ଭିକ ମୁକାବିଲାରେ ଖରାପ ପ୍ରଦର୍ଶନ କରିଥିଲା ଭାରତ। ପାକିସ୍ତାନ ଏବଂ ନ୍ୟୁଜିଲାଣ୍ଡ ବିପକ୍ଷ ଦୁଇ ମ୍ୟାଚ୍‌ରେ ପରାଜିତ ହୋଇଥିଲା ଦଳ। ଏହାକୁ ନେଇ ବିଶ୍ୱକପ୍‌ର ସେମିଫାଇନାଲ ମୁକାବିଲାରେ ପ୍ରବେଶ...

ପ୍ରଥମ ଭାରତୀୟ ଭାବେ ଅଷ୍ଟ୍ରେଲିଆର ବିବିଏଲ୍‌ରେ ଖେଳିବେ ଏହି କ୍ରିକେଟର

ମେଲବର୍ନ,୫।୧୧: ଭାରତର ପୂର୍ବତନ ଅଣ୍ଡର-୧୯ ବିଜେତା ଅଧିନାୟକ ଉନ୍ମୁକ୍ତ ଚାନ୍ଦ ଅଷ୍ଟ୍ରେଲିଆର ବିଗ୍‌ ବ୍ୟାଶ୍‌ ଲିଗ୍‌(ବିବିଏଲ୍‌)ରେ ଖେଳିବେ। ପ୍ରଥମ ଭାରତୀୟ ଭାବେ ସେ ଏହି ଲିଗ୍‌ରେ ଖେଳିବାକୁ ଯାଉଛନ୍ତି। ୨୦୨୧-୨୨ ସଂସ୍କରଣ ପାଇଁ ଉନ୍ମୁକ୍ତ ମେଲବର୍ନ ରେନେଗେଡ୍ସ ସହ ଚୁକ୍ତି...

ଫିଲ୍ମ ଷ୍ଟାଇଲ୍‌ରେ ପ୍ରେମିକାଙ୍କୁ ପ୍ରପୋଜ୍‌

ନୂଆଦିଲ୍ଲୀ,୪।୧୧: ବଲିଉଡ୍‌ ସେଲିବ୍ରିଟିମାନଙ୍କ ଭଳି ବ୍ୟକ୍ତିଗତ ଜୀବନକୁ ନେଇ ସର୍ବଦା ଚର୍ଚ୍ଚାରେ ରହିଥାନ୍ତି ଭାରତୀୟ ଟିମ୍‌ର କ୍ରିକେଟର। ବିଶେଷକରି ସେମାନଙ୍କ ଲଭ୍‌ ଲାଇଫ୍‌ ଖବର ଶିରୋନାମା ପାଲଟିଥାଏ। କିଛି କ୍ରିକେଟର ଖେଳ ପଡ଼ିଆରେ ତ କିଏ ବୋଟ୍‌ ଉପରେ ଜୀବନସାଥିଙ୍କୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri