ଖେଳ

ଆଇପିଏଲ୍‌କୁ ମିଳିଲା ନୂଆ ଚାମ୍ପିୟନ

ଅହମଦାବାଦ, ୨୯।୫: ଆଇପିଏଲ୍‌କୁ ମିଳିଲା ନୂଆ ଚାମ୍ପିୟନ। ଗୁଜରାଟ ଟାଇଟାନ୍ସ ସପ୍ତମ ଦଳ ଭାବେ ଆଇପିଏଲ୍‌ ଟ୍ରଫି ଜିତିଛି। ରବିବାର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଆୟୋଜିତ ଫାଇନାଲରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ଗୁଜରାଟ ଟାଇଟାନ୍ସ ୭ ଉଇକେଟରେ ରାଜସ୍ଥାନ ରୟାଲ୍ସକୁ ହରାଇ…

ବିଶ୍ୱର ସର୍ବବୃହତ୍‌ ଜର୍ସି ଉନ୍ମୋଚିତ

ଅହମଦାବାଦ,୨୯।୫: ନରେନ୍ଦ୍ର ମାଦି ଷ୍ଟାଡିୟମରେ ରବିବାର ଆୟୋଜିତ ଆଇପିଏଲ ୨୦୨୨ ସଂସ୍କରଣର ଉଦ୍‌ଯାପନୀ ଉତ୍ସବରେ ସର୍ବବୃହତ୍‌ କ୍ରିକେଟ ଜର୍ସି ଉନ୍ମୋଚିତ ହୋଇଛି। ଏହାକୁ ଭାରତୀୟ ଦଳର ପୂର୍ବତନ ମୁଖ୍ୟ କୋଚ୍‌ ରବି ଶାସ୍ତ୍ରୀ ଉନ୍ମୋଚନ କରିଥିଲେ। ଦର୍ଶକରେ ପରିପୂର୍ଣ୍ଣ ଷ୍ଟାଡିୟମରେ ଆୟୋଜିତ…

ଟାଇଟଲ୍‌ ହାତେଇବାକୁ ଗୁଜରାଟ ଆଗରେ ୧୩୧ ରନ୍‌ର ଟାର୍ଗେଟ୍‌

ଅହମଦାବାଦ,୨୯ା୫: ସ୍ଥାନୀୟ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)-୨୦୨୨ର ଫାଇନାଲ ମ୍ୟାଚରେ ଟସ୍‌ ଜିତି ରାଜସ୍ଥାନ ରୟାଲ୍ସ ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ହେଲେ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ନିର୍ଦ୍ଧାରିତ ୨୦ ଓଭରରେ ୯ ଉଇକେଟ…

ଆଇପିଏଲ୍‌ ସମାପନ ସମାରୋହ: ଜଲଓ୍ବା ଦେଖାଇଲେ ରଣବୀର

ଅହମ୍ମଦାବାଦ୍‌,୨୯।୫: ଆଇପିଏଲ ୧୫ର ଫାଇନାଲ ଆଜି ରାଜସ୍ଥାନ ରୟାଲ୍ସ (ଆରଆର) ଏବଂ ଗୁଜରାଟ ଟାଇଟାନ୍ସ (ଜିଟି) ମଧ୍ୟରେ ଖେଳାଯାଉଛି। ଏହି ମ୍ୟାଚ ପୂର୍ବରୁ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଆଇପିଏଲ ୨୦୨୨ର ସମାପନ ସମାରୋହ ଆୟୋଜିତ ହୋଇଛି। ଏହି ସମାରୋହରେ ବଲିଉଡ୍‌…

ଟାଇଟଲ୍‌ ମ୍ୟାଚ୍‌ରେ ଟସ୍‌ ଜିତିଲା ରାଜସ୍ଥାନ

ଅହମ୍ମଦାବାଦ୍‌,୨୯।୫: ଆଇପିଏଲ୍‌ର ୨୦୨୨ର ଯାତ୍ରା ଏହାର ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରାଜସ୍ଥାନ ରୟାଲ୍ସ ଏବଂ ଗୁଜରାଟ ଟାଇଟାନ୍ସର ଫାଇନାଲ୍‌ରେ ମୁହାଁମୁହିଁ ହୋଇଛନ୍ତି। ଏହି ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସର ଅଧିନାୟକ ସଞ୍ଜୁ ସାମସନ ଟସ ଜିତି ଗୁଜରାଟ…

ଆଇପିଏଲ୍‌ ଫାଇନାଲ୍‌ରେ ବର୍ଷା ହେଲେ କେଉଁ ଦଳ ହେବ ବିଜେତା: ଜାଣନ୍ତୁ କ’ଣ ରହିଛି ନିୟମ

ଅହମ୍ମଦାବାଦ୍‌,୨୯।୫: ଆଇପିଏଲ ୨୦୨୨ର ଅନ୍ତିମ ମ୍ୟାଚ ଅର୍ଥାତ୍‌ ଫାଇନାଲ୍‌ ଆଜି ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯିବ। ଗୁଜରାଟ କ୍ୱାଲିଫାୟର ୧ରେ ରାଜସ୍ଥାନକୁ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଛି। ରାଜସ୍ଥାନ ଏଲିମିନେଟର ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁକୁ ପରାସ୍ତ…

ସୁରେଶ ରାଇନାଙ୍କ ଭବିଷ୍ୟବାଣୀ

ଅହମ୍ମଦାବାଦ୍‌,୨୯।୫:ଆଇପିଏଲ ୨୦୨୨ର ଫାଇନାଲରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଲଢେଇ ହେବ। ଦୁଇ ଦଳ ମଧ୍ୟରେ ଏହି ଟାଇଟଲ ମ୍ୟାଚ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ଗୁଜରାଟର ଦଳ ନିଜର ପ୍ରଥମ ସିଜିନରେ ଫାଇନାଲରେ ପ୍ରବେଶ କରିଛି।…

ଗ୍ରାଣ୍ଡ୍‌ ଫାଇନାଲରେ ଆର୍‌ଆର୍‌ ଜିଟି ମୁହାଁମୁହିଁ…

ନୂଆଦିଲ୍ଲୀ, ୨୯।୫ : ଆଇପିଏଲ୍‌ ସିଜିନ୍‌ର ୧୫ ତମ ସଂସ୍କରଣରେ ଗ୍ରାଣ୍ଡ ଫାଇନାଲରେ ଗୁଜୁରାଟ ଟାଇଟାନ୍ସ (ଜିଟି) ଏବଂ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ମଧ୍ୟରେ ଖେଳାଯିବ। ଗୁଜରାଟର ଅହମଦାବାଦ ସ୍ଥିତ ନରେନ୍ଦ୍ର ମୋଦି ଷ୍ଟାଡ଼ିୟମରେ ଖେଳା ଯାଉଥିବା ଏହି ମ୍ୟାଚରେ ଉଭୟ…

ଆଜି ଆଇପିଏଲ୍‌ର ମହା ମୁକାବିଲା: ରାଜସ୍ଥାନ ରୟାଲ୍ସକୁ ଭେଟିବ ଗୁଜରାଟ ଟାଇଟନ୍ସ

ନୂଆଦିଲ୍ଲୀ,୨୯।୫: ଆଜି ଫାଇନାଲ ମହା ମୁକାବିଲାରେ ମୁହାଁମୁହିଁ ହେବେ ରାଜସ୍ଥାନ ରୟାଲ୍ସ ଏବଂ ଗୁଜରାଟ ଟାଇଟନ୍ସ। ଦୁହିଁଙ୍କ ମଧ୍ୟରେ କଡା ଟକ୍କର ଚାଲିବ। ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଅନୁଷ୍ଠିତ ହେବ ଆଇପିଏଲ ମୁକାବିଲା। ଏହି ମ୍ୟାଚ୍‌ ପ୍ରାୟ ୧ ଲକ୍ଷ ଲୋକଙ୍କ…

ଏସିଆ କପ୍‌ରେ ଭାରତର ଉଲ୍ଲେଖନୀୟ ପ୍ରଦର୍ଶନ, ରୋମାଞ୍ଚକର ମୁକାବିଲାରେ ଜାପାନ ୨-୧ରେ ପରାଜିତ …

ଜାକର୍ତ୍ତା, ୨୮।୫ : ଏସିଆ କପ୍‌ ହକିରେ ଭାରତ ଜାପାନକୁ ୨-୧ ଗୋଲରେ ପରାଜିତ କରିଛି। ଇଣ୍ଡୋନେସିଆର ଜାକର୍ତ୍ତାଠାରେ ଖେଳାଯାଉଥିବା ଏହି ରୋମାଞ୍ଚକର ମ୍ୟାଚ୍‌ରେ ଭାରତ ବିଜୟ ହାସଲ କରିଛି। ଭାରତୀୟ ହକି ଦଳ ଏସିଆ କପ-୨୦୨୨ ସୁପର -୪ ର…

ଓ୍ବର୍ନ ଆମକୁ ଦେଖି ଗର୍ବ ଅନୁଭବ କରୁଥିବେ: ବଟଲର୍‌

ଅହମ୍ମଦାବାଦ,୨୮।୫: ଦୀର୍ଘ ୧୪ ବର୍ଷ ପରେ ଆଇପିଏଲ୍‌ ଫାଇନାଲ ମୁକାବିଲା ଖେଳିବାକୁ ଯାଉଛି ରାଜସ୍ଥାନ ରୟାଲ୍ସ। ୨୦୦୮ରେ ଦଳ ଶେନ ଓ୍ବର୍ନଙ୍କ ନେତୃତ୍ୱରେ ଟାଇଟଲ ମୁକାବିଲା ଖେଳି ବିଜେତା ହୋଇଥିଲା। ଏବେ କିନ୍ତୁ ଓ୍ବର୍ନ ଆଉ ଦୁନିଆରେ ନାହାନ୍ତି। ମାର୍ଚ୍ଚରେ ହୃଦଘାତ…

ଆର୍‌ସିବି ପରାଜୟ ପରେ ଟ୍ରେଣ୍ଡ କରୁଛି ‘ଚୋକଲି’

ନୂଆଦିଲ୍ଲୀ,୨୮।୫: ପୁଣି ଥରେ ଆଇପିଏଲ୍‌ ଖେଳିବାରୁ ବଞ୍ଚିତ ହୋଇଛି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି)। ଶୁକ୍ରବାର ରାଜସ୍ଥାନ ରୟାଲ୍ସ ବିପକ୍ଷରେ ଖେଳାଯାଇଥିବା କ୍ୱାଲିଫାୟାର-୨ ମୁକାବିଲାରେ ପରାଜିତ ହୋଇଛି ଦଳ। ଏଣୁ ଆର୍‌ସିବି ତୃତୀୟ ଥର ଲାଗି ତୃତୀୟସ୍ଥାନରେ ସନ୍ତୁଷ୍ଟ ହୋଇଛି। ସେହିଭଳି ଆଇପିଏଲ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?