‘ପୁଷ୍ପା’ ଗୀତରେ ନାଚିଲେ କୋହଲି, ଦେଖନ୍ତୁ ଭିଡିଓ
ଅହମଦାବାଦ୍,୧୦।୨: ଘରୋଇ ମାଟିରେ ଆଉ ଏକ ସିରିଜ କବଜା କରିଛି ଭାରତୀୟ ଦଳ। ଅହମଦାବାଦ ଅନୁଷ୍ଠିତ ଦ୍ୱିତୀୟ ଦିନିକିଆରେ ଭାରତ ୪୪ ରନରେ ୱେଷ୍ଟଇଣ୍ଡିଜକୁ ପରାସ୍ତ କରିଛି। ଏଥିସହ ଭାରତ ତିନିମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜକୁ ୨-୦ରେ ଆଗୁଆ ହାତେଇ ନେଇଛି।…
ଦୁର୍ଘଟଣାରେ ଭାଙ୍ଗି ଯାଇଥିଲା ମୁଣ୍ଡର ୩୦ ହାଡ: ଏବେ ଅଲିମ୍ପିକ୍ସରେ ଜିତିଲେ ପଦକ
ବେଜିଂ,୧୦।୨: ଶୀତକାଳୀନ ଅଲିମ୍ପିକ୍ସରେ ପୁରୁଷ ଫ୍ରିଷ୍ଟାଇଲ ସ୍କିଙ୍ଗ ବିଗ୍ ଏୟାର ଇଭେଣ୍ଟରେ ଆମେରିକାର କଲବି ଷ୍ଟିଭେନ୍ସନ ରୌପ୍ୟ ପଦକ ଜିତିଛନ୍ତି। ୨୪ ବର୍ଷୀୟା ଅଲିମ୍ପିକ୍ସରେ ଖେଳିବା ଏବଂ ଜିତିବା ଏକ ଚମତ୍କାର ବୋଲି ବିବେଚନା କରାଯାଉଛି। ଷ୍ଟିଭେନ୍ସନଙ୍କ କହିବାନୁସାରେ, ୨୦୧୬ରେ ଏକ…
ବ୍ୟାଟ୍ ଛାଡି ବନ୍ଧୁକ ଧରିଲେ ଧୋନୀ
ରାଞ୍ଚି,୧୦।୨: ଭାରତର ଅନ୍ୟତମ ସଫଳ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଏବେ ରାଞ୍ଚିରେ ଅଛନ୍ତି। ଧୋନୀ ଇଣ୍ଡିଆନ ପ୍ରିମିୟର ଲିଗର ପରବର୍ତ୍ତୀ ସିଜିନ୍ ପାଇଁ ମଧ୍ୟ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ସେ ରାଞ୍ଚିର ଜେଏସସିଏ ଷ୍ଟାଡିୟମରେ ଅଭ୍ୟାସ କରୁଛନ୍ତି। ଏହି ସମୟରେ…
କୋହଲି ମାଲାମାଲ: ପାଇବେ ୧୨୫ ଗୁଣ ଅଧିକ ଟଙ୍କା
ନୂଆଦିଲ୍ଲୀ,୧୦।୨:ଆଇପିଏଲ୍ ୨୦୨୨ର ମେଗା ନିଲାମ ପାଇଁ ଗଣନା ଆରମ୍ଭ ହୋଇଛି। ଫେବୃଆରୀ ୧୨ ଏବଂ ୧୩ରେ, ବେଙ୍ଗାଲୁରୁରେ ବିସିସିଆଇ ଦ୍ୱାରା ନିଲାମ ଚାଲିଛି। ୧୫ଟି ଦେଶରୁ ମୋଟ ୫୯୦ ଖେଳାଳି ନିଲାମ ତାଲିକାରେ ସ୍ଥାନ ପାଇଛନ୍ତି। ୧୦ଟି ଦଳ ନିଲାମ ପୂର୍ବରୁ…
ଇଡେନ୍ ଗାର୍ଡେନ୍ସ ନାମରେ ଝିଅ ନାଁ ରଖିଲେ ଏହି ଓ୍ବେଷ୍ଟଇଣ୍ଡିଜ୍ କ୍ରିକେଟର, କହିଲେ ଏମିତି
ନୂଆଦିଲ୍ଲୀ,୧୦।୨: ହୃଦୟ ଜିତିଛନ୍ତି ୱେଷ୍ଟଇଣ୍ଡିଜ କ୍ରିକେଟ ଟିମର ଅଲରାଉଣ୍ଡର କାର୍ଲସ ବ୍ରାଥୱେଟ। ସେ ନିଜ ଝିଅଙ୍କ ନାମ ଐତିହାସିକ କ୍ରିକେଟ ମଇଦାନ ଇଡେନ ଗାର୍ଡେନ୍ସ ନାମରେ ରଖି ଅନେକଙ୍କୁ ଚମକାଇଛନ୍ତି। ତେବେ ୨୦୧୬ରେ କୋଲକାତାର ଇଡେନ ଗାର୍ଡେନ୍ସରେ ଅନୁଷ୍ଠିତ ଆଇସିସି ଟି-୨୦…
ସିରିଜ କବ୍ଜା କଲା ଭାରତ
ଅହମ୍ମଦାବାଦ,୯।୨: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଚାଲିଥିବା ଭାରତ-ଓ୍ବେଷ୍ଟଇଣ୍ଡିଜ ଦ୍ୱିତୀୟ ଦିନିକିଆ ମ୍ୟାଚରେ ଭାରତ ଓ୍ବେଷ୍ଟଇଣ୍ଡିଜକୁ ୪୪ ରନ୍ରେ ପରାସ୍ତ କରିଛି । ଏହି ବିଜୟ ସହ ଭାରତ ୩ ମ୍ୟାଚ ବିଶିଷ୍ଟ ସିରିଜରେ ୨-୦ରେ ଆଗୁଆ ରହିଛି। ଭାରତ ୯…
ଟିମ୍ ଇଣ୍ଡିଆକୁ ୨୩୭ ରନ୍ରେ ରୋକି ଦେଲେ
ଅହମ୍ମଦାବାଦ,୯।୨: ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ବୁଧବାର ଖେଳାଯାଇଥିବା ଦ୍ୱିତୀୟ ଦିନିକିଆ ମ୍ୟାଚ୍ରେ ଭାରତୀୟ ଦଳ ୯ ଉଇକେଟ ହରାଇ ୨୩୭ ରନ୍ କରିବାକୁ ସକ୍ଷମ ହୋଇଛି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଟିମ୍ ଇଣ୍ଡିଆ ଆରମ୍ଭରୁ ଏକ୍ସପେରିମେଣ୍ଟ କରିଥିଲା। ଦଳରେ ଲୋକେଶ…
ଆଇପିଏଲ୍ ଅକ୍ଶନ ପୂର୍ବରୁ ବଡ଼ ଘୋଷଣା କଲା ବିସିସିଆଇ
ବାଙ୍ଗାଲୋର,୯।୨: ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ) ୧୫ତମ ସଂସ୍କରଣ ଲାଗି ଅଷ୍ଟ୍ରେଲିଆ ଖେଳାଳିଙ୍କ ଉପଲବ୍ଧତା ଏବେ କିଛି କଣ୍ଡିଶନ ଉପରେ ନିର୍ଭର କରୁଛି। ସବୁଠୁ ଧନୀ ଲିଗ୍ ସମୟରେ ହେବାକୁ ଥିବା ବାଂଲାଦେଶ ବିପକ୍ଷ ସିରିଜ୍ ଲାଗି ଶ୍ରୀଲଙ୍କା ଖେଳାଳିମାନେ ଉପଲବ୍ଧ…
ଫେଲ୍ ମାରିଲା ଏକ୍ସପେରିମେଣ୍ଟ
ଅହମ୍ମଦାବାଦ,୯।୨: ସ୍ଥାନୀୟ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଗୁରୁବାର ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଖେଳାଯାଉଥିବା ଦ୍ୱିତୀୟ ଦିନିକିଆ ମ୍ୟାଚ୍ରେ ବଡ଼ ଏକ୍ସପେରିମେଣ୍ଟ କରିଥିଲା ଭାରତୀୟ ଦଳ। ଆମନ୍ତ୍ରଣ ପାଇ ବ୍ୟାଟିଂ କରିଥିବା ଟିମ୍ ଇଣ୍ଡିଆ ଲାଗି ଓପନିଂ କରିବାକୁ ରୋହିତ ଶର୍ମାଙ୍କ ସହ ଓହ୍ଲାଇଥିଲେ…
ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଟିମ୍ର ନାଁ ଘୋଷଣା
ଅହମ୍ମଦାବାଦ,୯।୨: ଇଣ୍ଡିଆନ ପ୍ରିମିୟର ଲିଗର ନୂତନ ଫ୍ରାଞ୍ଚାଇଜ ଅହମ୍ମଦାବାଦ ଏହାର ନାମ ଘୋଷଣା କରିଛି। ଗୁଜୁରାଟ ଟାଇଟାନ୍ସ ନାମରେ ଆଇପିଏଲର ୧୫ତମ ସଂସ୍କରଣରେ ଅହମ୍ମଦାବାଦ ଫ୍ରାଞ୍ଚାଇଜ ପଡ଼ିଆରେ ପ୍ରବେଶ କରିବ। ବୁଧବାର ଏହା ଘୋଷଣା କରାଯାଇଛି। ଅହମ୍ମଦାବାଦ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ତାଙ୍କ…
ଟସ୍ ଜିତିଲା ଓ୍ବେଷ୍ଟଇଣ୍ଡିଜ୍
ଅହମ୍ମଦାବାଦ,୯।୨: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଦ୍ୱିତୀୟ ଦିନିକିଆ ଆରମ୍ଭ ହୋଇଛି। ଏହି ମ୍ୟାଚ୍ରେ ଓ୍ବେଷ୍ଟଇଣ୍ଡିଜ୍ ଟସ୍ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି। ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତୀୟ ଦଳ ଏହି ମ୍ୟାଚ୍ ଜିତି…
ବାପା ହେଲେ ଏହି କ୍ରିକେଟର୍
୨୦୧୬ ରେ ୱେଷ୍ଟଇଣ୍ଡିଜ କ୍ରିକେଟ ଦଳକୁ ଟି-୨୦ ବିଶ୍ୱ ଚାମ୍ପିଅନ କରିଥିବା କାର୍ଲୋସ ବ୍ରାଥୱାଇଟ କନ୍ୟା ସନ୍ତାନର ବାପା ହୋଇଛନ୍ତି। ବ୍ରାଥୱାଇଟ ଇନଷ୍ଟାଗ୍ରାମରେ ତାଙ୍କ ଝିଅର ଫଟୋ ଶେୟାର କରିଛନ୍ତି ଏବଂ ତାଙ୍କ ନାମ ତାଙ୍କ ପ୍ରଶଂସକଙ୍କ ନିକଟରେ ପ୍ରକାଶ କରିଛନ୍ତି।…
Archives


