ଖେଳ

ପାକିସ୍ତାନଠାରୁ ହାରିବା ପରେ ଆଫଗାନିସ୍ତାନ ପ୍ରଶଂସକ ପିଟିଲେ ପାକ୍ ଦର୍ଶକଙ୍କୁ : ଭିଡିଓ ଭାଇରାଲ

କାବୁଲ, ୮ ।୯: ଏସିଆ କପରେ ବୁଧବାର ହୋଇଥିବା ପାକିସ୍ତାନ-ଆଫଗାନିସ୍ତାନ ମ୍ୟାଚ ପରେ ଷ୍ଟାଡିୟମରେ ହଙ୍ଗାମା ହୋଇଛି । ପାକିସ୍ତାନଠାରୁ ରୋମାଞ୍ଚକର ପରାଜୟ ପରେ ଆଫଗାନିସ୍ତାନ ପ୍ରଶଂସକମାନେ ଏତେ ପରିମାଣରେ ରାଗି ଯାଇଥିଲେ କି ଷ୍ଟାଡିୟମରେ ଭଙ୍ଗାରୁଜା ଆରମ୍ଭ କରି ଦେଇଥିଲେ…

ବିର୍ସା ମୁଣ୍ଡା ହକି ଷ୍ଟାଡିୟମ ପ୍ରାକ୍ଟିସ ସେଣ୍ଟର ଉଦ୍‌ଘାଟିତ

ଭୁବନେଶ୍ୱର (କ୍ରୀଡ଼ା ପ୍ରତିନିଧି), ରାଉରକେଲା ଅଫିସ, ୮।୯: ଆଗାମୀ ୨୦୨୩ ହକି ବିଶ୍ୱକପକୁ ଦୃଷ୍ଟିରେ ରଖି ଅନ୍ତର୍ଜାତୀୟ ହକି ଫେଡେରେଶନ (ଏଫ୍‌ଆଇଏଚ୍‌) ଓ ହକି ଇଣ୍ଡିଆର ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ବୁଧବାର ରାଉରକେଲାରେ ନିର୍ମାଣାଧୀନ ବିର୍ସା ମୁଣ୍ଡା ଷ୍ଟାଡିୟମ ପରିଦର୍ଶନ…

ଭାରତ ବିଦା, ଶ୍ରୀଲଙ୍କା-ପାକିସ୍ତାନ ଫାଇନାଲ

ଦୁବାଇ,୮ା୯(ପି.ଟି): ଏସିଆ କପ୍‌ କ୍ରିକେଟ ଟୁର୍ନାମେଣ୍ଟର ବୁଧବାର ଅନୁଷ୍ଠିତ ଏକ ଲୋ ସ୍କୋରିଂ ସୁପର ଫୋର ମ୍ୟାଚ୍‌ରେ ପାକିସ୍ତାନ ରୋମାଞ୍ଚଭାବେ ମାତ୍ର ୧ ଉଇକେଟରେ ଆଫଗାନିସ୍ତାନକୁ ପରାସ୍ତ କରିଛି। ଏହି ଫଳାଫଳ ଭାରତକୁ ବିଦାୟ ପଥ ଦେଖାଇଛି। ଅନ୍ୟପକ୍ଷରେ ଶ୍ରୀଲଙ୍କା ଓ…

ରାଜ୍ୟରେ ହେବ ଖୋ ଖୋ ଷ୍ଟାଡିୟମ

ଭୁବନେଶ୍ୱର, ୮।୯(କ୍ରୀଡ଼ା ପ୍ରତିନିଧି): କ୍ରୀଡ଼ାକ୍ଷେତ୍ରରେ ଓଡ଼ିଶା ଏବେ ଆଗକୁ ବଢ଼ୁଛି। ରାଜ୍ୟ ସରକାର କ୍ରୀଡ଼ାକୁ ପ୍ରୋତ୍ସାହନ ଦେଉଥିବାରୁ ଏଠାରେ ଏବେ ହକି, ଆଥ୍‌ଲେଟିକ୍ସ, ଫୁଟ୍‌ବଲ, ଟେନିସ୍‌ ଆଦି ଏକାଧିକ ଖେଳର ବିଶ୍ୱସ୍ତରୀୟ ଭିତ୍ତିଭୂମି ଉପଲବ୍ଧ ହୋଇପାରିଛି। ଫଳସ୍ବରୂପ ଓଡ଼ିଶାରେ ବିଶ୍ୱକପ୍‌ ସମେତ…

ହୃଦୟ ଜିତିଲେ ହରଭଜନ

ନୂଆଦିଲ୍ଲୀ,୭ା୯: ହୃଦୟ ଜିତିଲେ ଭାରତୀୟ କ୍ରିକେଟ ଦଳର ପୂର୍ବତନ ସ୍ପିନର ହରଭଜନ ସିଂ। ଓମାନରେ ଫସି ରହିଥିବା ଜଣେ ୨୧ ବର୍ଷୀୟ ଯୁବତୀଙ୍କୁ ସେ ଉଦ୍ଧାର କରିଛନ୍ତି। ଆପ୍‌ ପକ୍ଷରୁ ରାଜ୍ୟ ସଭା ଏମ୍‌ପି ଭାବରେ ମନୋନୀତ ହୋଇଥିବା ହରଭଜନ ବିଦେଶ…

ଭୁବନେଶ୍ୱରଙ୍କ ୨ ଓଭର ବୁଡ଼ାଇଦେଲା !

ନୂଆଦିଲ୍ଲୀ,୭।୯: ମହଙ୍ଗା ପଡ଼ିଲା ଇନିଂସର ୧୯ତମ ଓଭର। ଏଥିଯୋଗୁ ସୁପର-୪ ମୁକାବିଲାରେ ପ୍ରଥମେ ପାକିସ୍ତାନ ଏବଂ ପରେ ଶ୍ରୀଲଙ୍କାଠାରୁ ପରାଜିତ ହୋଇଛି ଟିମ୍‌ ଇଣ୍ଡିଆ। କିଛି ଏଭଳି ଚର୍ଚ୍ଚା ଏବେ ବଢ଼ିବାରେ ଲାଗିଛି। କାରଣ ଉଭୟ ମ୍ୟାଚ୍‌ରେ ଦଳ ଶେଷ ଓଭରରେ…

ସମାଲୋଚନାକୁ ବେଖାତିର୍‌: ରୋହିତ କହିଲେ ‘ଆମ ଟିମ୍‌ରେ କ୍ୱାଲିଟି ଅଛି’

ଦୁବାଇ,୭।୯: ଏସିଆ କପ୍‌ ୨୦୨୨ ମୁକାବିଲା ଲଗାତାର ଦ୍ୱିତୀୟ ପରାଜୟ ସହ ଟୁର୍ନାମେଣ୍ଟରୁ ବାହାର ହୋଇଛି ଟିମ୍‌ ଇଣ୍ଡିଆ। ଅଧିନାୟକ ଭାବେ ରୋହିତ ଶର୍ମାଙ୍କ ପାଇଁ ଏହା ପ୍ରଥମ ବଡ଼ ଟୁର୍ନାମେଣ୍ଟ ଥିଲା। ହେଲେ ଟିମ୍‌ ଇଣ୍ଡିଆ ପରାଜିତ ହେବା ପରେ…

ବାବର ଆଜମଙ୍କ ଯୁଗ ଶେଷ, ଏବେ ରିଜଓ୍ବାନ୍‌ ନୂଆ ବାଦ୍‌ଶାହା

ଦୁବାଇ,୭।୯: ଅନ୍ତର୍ଜାତୀୟ କ୍ରିକେଟ ପରିଷଦର ଟି-୨୦ ର଼୍ୟାଙ୍କିଙ୍ଗ୍‌ରେ ଏକ ବଡ଼ ପରିବର୍ତ୍ତନ ହୋଇଛି। ଆଇସିସି ଟି-୨୦ ର଼୍ୟାଙ୍କିଙ୍ଗ୍‌ରେ ପାକିସ୍ତାନର ତାରକା ଖେଳାଳି ମହମ୍ମଦ ରିଜୱାନ ଏକ ନମ୍ବର ବ୍ୟାଟ୍ସମ୍ୟାନ ହୋଇଛନ୍ତି। ନିଜ ଦଳର ଅଧିନାୟକ ବାବର ଆଜମଙ୍କୁ ଅତିକ୍ରମ କରି ରିଜୱାନ…

ପାକିସ୍ତାନର ପରାଜୟ ଉପରେ ନିର୍ଭର କରୁଛି ଟିମ୍‌ ଇଣ୍ଡିଆର ଭାଗ୍ୟ…

ଦୁବାଇ/ସାରଜା, ୭।୯ : ଏସିଆ କପ ଟି-୨୦ ଟୁର୍ନାମେଣ୍ଟରେ ମଙ୍ଗଳବାର ଶ୍ରୀଲଙ୍କା ବିପକ୍ଷରେ ଭାରତ ୬ ୱିକେଟରେ ପରାଜୟ ସ୍ବୀକାର କରିଛି। ସୁପର ଫୋର୍‌ ରାଉଣ୍ଡରେ ଏହି ପରାଜୟ ସହ ଭାରତ ଏସିଆ କପରୁ ବାହାର ହେବାକୁ ଯାଉଛି। ଶ୍ରୀଲଙ୍କା ପୂର୍ବରୁ…

ଜାଡେଜାଙ୍କ ଆଣ୍ଠୁରେ ସଫଳ ଅସ୍ତ୍ରୋପଚାର

ନୂଆଦିଲ୍ଲୀ,୭।୯(ପି.ଟି.): ଭାରତର ଆଘାତପ୍ରାପ୍ତ ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜାଙ୍କ ଡାହାଣ ଆଣ୍ଠୁରେ ସଫଳତାର ସହ ଅସ୍ତ୍ରୋପଚାର ସମ୍ପନ୍ନ ହୋଇଛି। ସେ ଖୁବ୍‌ ଶୀଘ୍ର ତାଙ୍କ ରିହାବିଲିଟେଶନ ଆରମ୍ଭ କରିବେ ବୋଲି ମଙ୍ଗଳବାର ସୂଚନା ଦେଇଛନ୍ତି। ୩୩ ବର୍ଷୀୟ ଜାଡେଜା ଏସିଆ କପ୍‌ ସୁପର-୪…

ଏସିଆ କପ୍‌: ବିଦାୟ ପଥରେ ଭାରତ

ଦୁବାଇ, ୭।୯: ବ୍ୟାଟିଂ, ବୋଲିଂ ଓ ଫିଲ୍ଡିଂରେ ଖରାପ ପ୍ରଦର୍ଶନ କରି ଭାରତ ଏସିଆ କପ୍‌ କ୍ରିକେଟର ମଙ୍ଗଳବାର ଅନୁଷ୍ଠିତ ସୁପର ଫୋର ମ୍ୟାଚରେ ଶ୍ରୀଲଙ୍କାଠାରୁ ୬ ଉଇକେଟରେ ପରାସ୍ତ ହୋଇଛି। ଏଥିସହ ଭାରତ ଟୁର୍ନାମେଣ୍ଟରୁ ବିଦାୟ ହେବା ପଥରେ ରହିଛି।…

ଅପରାଜିତା ଭାରତୀୟ ଦଳର କୋଚ୍‌

ଭୁବନେଶ୍ୱର, ୭।୯(କ୍ରୀଡ଼ା ପ୍ରତିନିଧି): ଚଳିତମାସ ୧୫ରୁ ୨୮ ପର୍ଯ୍ୟନ୍ତ ଜର୍ଜିଆର ବାଟୁମିଠାରେ ହେବାକୁ ଯାଉଛି ଫିଡେ (ଆନ୍ତର୍ଜାତୀୟ ଚେସ୍‌ ଫେଡେରେଶନ୍‌) ୱାଲର୍‌ଡ କ୍ୟାଡେଟ୍‌ ଚେସ୍‌ ଚାମ୍ପିୟନଶିପ୍‌। ଏହି ସମ୍ମାନଜନକ ପ୍ରତିଯୋଗିତା ପାଇଁ ଓଡ଼ିଶାର କ୍ୟାଣ୍ଡିଡେଟ ମାଷ୍ଟର ତଥା ଫିଡେ ଇନ୍‌ଷ୍ଟ୍ରକ୍ଟର ଅପରାଜିତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?