ତିନି ବର୍ଷରେ ଦ୍ୱିତୀୟ ଥର; ରାଇନାଙ୍କ ବିନା ଫିକା ପଡ଼ିଲା …
ମୁମ୍ବାଇ,୧୩।୫: ଏଯାବତ ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ୍)ର ୧୩ଟି ସିଜନ ଖେଳିସାରିଛି ଚେନ୍ନାଇ ସୁପର କିଙ୍ଗ୍ସ। ଏଥିରୁ ୨ ଥର ଦଳ ପ୍ଲେ-ଅଫ୍ ଖେଳିବାରୁ ବଞ୍ଚିତ ହୋଇଛି। ପ୍ରଥମ ଥର ପାଇଁ ଦଳ ୨୦୨୦ରେ ପ୍ଲେ-ଅଫ୍ରେ ପହଞ୍ଚି ନ ଥିବା ବେଳେ ଚଳିତ…
ଥୋମାସ କପ୍ରେ ଇତିହାସ ରଚିଲା ଭାରତ ପୁରୁଷ ବ୍ୟାଡ୍ମିଣ୍ଟନ ଟିମ୍
ନୂଆଦିଲ୍ଲୀ,୧୩।୫: ଦୀର୍ଘ ୪୩ ବର୍ଷ ପରେ ‘ଥୋମାସ କପ୍’ରେ ଭାରତର ପୁରୁଷ ବ୍ୟାଡମିଣ୍ଟନ ଦଳ ଇତିହାସ ରଚିଛି। ଶକ୍ତିଶାଳୀ ମାଲେସିୟାକୁ ୩-୨ରେ ପରାସ୍ତ କରି ଭାରତୀୟ ଟିମ ସେମି ଫାଇନାଲରେ ପ୍ରବେଶ କରିବାକୁ ସକ୍ଷମ ହୋଇଛି। ଭାରତ ସେମିରେ ପ୍ରବେଶ କରିଥିବାରୁ…
ଆଇପିଏଲ୍ରେ ଟସ୍ ଜିତି ବୋଲିଂ ଧାରା ଜାରି
ମୁମ୍ବାଇ,୧୩।୫: ମୁମ୍ବାଇର ବ୍ରାବୋର୍ନ ଷ୍ଟାଡିୟମ୍ରେ ଶୁକ୍ରବାର ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ୍)ର ୬୦ତମ ମ୍ୟାଚ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଓ ପଞ୍ଜାବ କିଙ୍ଗ୍ସ ମଧ୍ୟରେ ଖେଳାଯାଉଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର ଅଧିନାୟକ ଫାଫ୍ ଦୁ ଫ୍ଲେସିସ ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି…
ରୋହିତଙ୍କ ଭବିଷ୍ୟବାଣୀ: ଖୁବ୍ଶୀଘ୍ର ଭାରତ ପାଇଁ ଖେଳିବେ ଏହି କ୍ରିକେଟର…
ମୁମ୍ବାଇ,୧୩।୫: ଆଇପିଏଲ୍ ୨୦୨୨ରେ ମୁମ୍ବାଇ ଇଣ୍ଡିଆନ୍ସ ପକ୍ଷରୁ ଖେଳୁଥିବା ଯୁବ ବ୍ୟାଟ୍ସମ୍ୟାନ ତିଳକ ବର୍ମାଙ୍କ ପ୍ରଶଂସାରେ ଶତମୁଖ ହୋଇଛନ୍ତି ଅଧିନାୟକ ରୋହିତ ଶର୍ମା। ସେ ଖୁବ୍ଶୀଘ୍ର ଜାତୀୟ ଦଳରେ ସାମିଲ ହୋଇ ସମସ୍ତ ଫର୍ମାଟରେ ଖେଳିବେ ବୋଲି ଭବିଷ୍ୟବାଣୀ କରିଛନ୍ତି। ବାମହାତୀ…
ଜାଡେଜାଙ୍କୁ ପ୍ରଶଂସା କଲେ ଧୋନୀ
ମୁମ୍ବାଇ,୧୩।୫: ଆଇପିଏଲ ୨୦୨୨ର ପ୍ଲେ ଅଫ୍ରୁ ଚେନ୍ନାଇ ସୁପର କିଙ୍ଗ୍ସ ବାଦ୍ ପଡିଛି। ଦଳ ମୁମ୍ବାଇ ଇଣ୍ଡିଆନ୍ସଠାରୁ ୫ ଉଇକେଟରେ ପରାସ୍ତ ହୋଇଛି। ମୁମ୍ବାଇ ବିପକ୍ଷ ମ୍ୟାଚ ପରେ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ବୋଲରମାନଙ୍କୁ ପ୍ରଶଂସା କରିଥିଲେ। ଏପରିକି ଆହତ…
ରୋହିତ ଶର୍ମାଙ୍କ ଭବିଷ୍ୟବାଣୀ
ମୁମ୍ବାଇ,୧୩।୫: ଆଇପିଏଲ ୨୦୨୨ର ଏକ ମ୍ୟାଚ୍ରେ ମୁମ୍ବାଇ ଇଣ୍ଡିଆନ୍ସ ଚେନ୍ନାଇ ସୁପର କିଙ୍ଗ୍ସକୁ ୫ ଉଇକେଟରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଏହା ଚଳିତ ସିଜିନ୍ରେ ତୃତୀୟ ବିଜୟ। ମୁମ୍ବାଇ ଇଣ୍ଡିଆନ୍ସ ପ୍ଲେ ଅଫ ଦୌଡ଼ରୁ ପୂର୍ବରୁ ବାହାରି ସାରିଛି।…
ସିଏସ୍କେର ପ୍ଲେ-ଅଫ୍ ବାଟ ବନ୍ଦ
ମୁମ୍ବାଇ,୧୨।୫: ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ଗୁରୁବାର ଖେଳାଯାଇଥିବା ଏକ ଲୋ ସ୍କୋରିଂ ମ୍ୟାଚ୍ରେ ମୁମ୍ବାଇ ଇଣ୍ଡିଆନ୍ସ ୫.୧ ଓଭର ପୂର୍ବରୁ ୫ ଉଇକେଟରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ)କୁ ହରାଇ ଦେଇଛି। ଏହି ପରାଜୟ ଯୋଗୁ ଡିଫେଣ୍ଡିଂ ଚାମ୍ପିୟନ ଚେନ୍ନାଇର ପ୍ଲେ-ଅଫ୍…
୧୦୦ବି ଛୁଇଁପାରିଲାନି ସିଏସ୍କେ
ମୁମ୍ବାଇ,୧୨।୫: ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ) ସାଙ୍ଘାତିକ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ୩୬ ରନ୍ର ଅପରାଜିତ ଇନିଂସ ସତ୍ତ୍ୱେ ସିଏସ୍କେ ମାତ୍ର…
ବିନା ଡିଆର୍ଏସ୍ରେ ଖେଳାଗଲା
ମୁମ୍ବାଇ,୧୨।୫: ଓ୍ବାଙ୍ଖଡେ ଷ୍ଟାଡିୟମରେ ବିଦ୍ୟୁତ ବିଭ୍ରାଟ ଯୋଗୁ ଚେନ୍ନାଇ ସୁପର କିଙ୍ଗ୍ସ ଓ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍ରେ ପ୍ରାରମ୍ଭିକ ୨ ଓଭରରେ ନିଷ୍ପତ୍ତି ପୁନଃ ବିଚାର ପ୍ରକ୍ରିୟା (ଡିଆର୍ଏସ୍) ଉପଲବ୍ଧ ନ ଥିଲା। ଷ୍ଟାଡିୟମର ଗୋଟିଏ ଫ୍ଲଡଲାଇଟ୍…
ଜାଡେଜାଙ୍କୁ ଅନ୍ଫଲୋ କଲା ଚେନ୍ନାଇ
ମୁମ୍ବାଇ,୧୨।୫: ଗତ ୧୦ ବର୍ଷ ହେଲା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ)ର ଗୁରୁତ୍ୱପୂର୍ଣ୍ଣ ଅଂଶ ହୋଇରହିଥିବା ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜାଙ୍କୁ ଇନ୍ଷ୍ଟାଗ୍ରାମରେ ଅନ୍ଫଲୋ କରି ଦେଇଛି ଏହି ଫ୍ରାଞ୍ଚାଇଜ। ଆହତ ସମସ୍ୟା ଯୋଗୁ ଜାଡେଜା ଚଳିତ ଆଇପିଏଲ୍ର ଅବଶିଷ୍ଟାଂଶ ମ୍ୟାଚ୍ରୁ ବାଦ୍…
ଟସ୍ ଜିତି ବୋଲିଂ କରିବ ମୁମ୍ବାଇ
ମୁମ୍ବାଇ,୧୨।୫: ମୁମ୍ବାଇ ଓ୍ବାଙ୍ଗଡେ ଷ୍ଟାଡିୟମରେ ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ୍)ର ଗୁରୁବାର ୫୯ତମ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ଓ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଉଛି। ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ରୋହିତ ଶର୍ମା ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଇଛନ୍ତି। ଫଳରେ ଚେନ୍ନାଇ…
ନୂଆ ଇନିଂସ ଆରମ୍ଭ କରିବେ ଧୋନୀ
ଚେନ୍ନାଇ,୧୨।୫: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ କ୍ରିକେଟ୍ ପରେ ଏବେ ଫିଲ୍ମ ଜଗତକୁ ପ୍ରବେଶ କରିବାକୁ ଯାଉଛନ୍ତି। ଧୋନୀ ତାମିଲ ଫିଲ୍ମ ଇଣ୍ଡଷ୍ଟ୍ରିରେ ନିର୍ମାତା ଭାବରେ ଡେବ୍ୟୁ କରିବାକୁ ଯାଉଛନ୍ତି। ଏଥିପାଇଁ ଧୋନୀ ଅଭିନେତା ରଜନୀକାନ୍ତଙ୍କ…

