ଖେଳ

ମହିଳା କ୍ରିକେଟ ଦଳ ଲାଗି ପ୍ରଦର୍ଶନ ବିଶ୍ଳେଷକ ନିଯୁକ୍ତ ହେବେ

ନୂଆଦିଲ୍ଲୀ,୧୧।୯(ପି.ଟି.)- ଜାତୀୟ ମହିଳା କ୍ରିକେଟ ଦଳ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ପରଫର୍ମାନ୍ସ ଆନାଲିଷ୍ଟ ବା ପ୍ରଦର୍ଶନ ବିଶ୍ଳେଷକ ନିଯୁକ୍ତି ଦେବ। ଏ ନେଇ ବୋର୍ଡ ଦରଖାସ୍ତ ଆହ୍ବାନ କରିଛି। ଟିମ୍‌ ମ୍ୟାନେମେଣ୍ଟ ଏହି ପଦର ଆବଶ୍ୟକତା...

ଅହମ୍ମଦାବାଦ୍‌ରେ ପିକେଏଲ୍‌ ଫାଇନାଲ ଖେଳାଯିବ

ଅହମ୍ମଦାବାଦ,୧୧।୯(ପି.ଟି.)- ଆସନ୍ତାମାସ ୧୯ ତାରିଖରେ ପ୍ରୋ କବାଡ଼ି ଲିଗ୍‌ (ପିକେଏଲ୍‌)ର ଫାଇନାଲ ମ୍ୟାଚ୍‌ ଖେଳାଯିବ। ଲିଗ୍‌ର ଏହି ସପ୍ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ଅହମ୍ମଦାବାଦ୍‌ରେ ଖେଳାଯିବ ବୋଲି ଆୟୋଜକମାନେ ସୂଚନା ଦେଇଛନ୍ତି। ଏଠାରେ ପ୍ଲେ-ଅଫ୍‌ ମ୍ୟାଚ୍‌ଗୁଡିକ ମଧ୍ୟ ଖେଳାଯିବ। ଦୁଇଟି...

ଇଷ୍ଟ ଜୋନ୍‌ ସ୍ନୁକର: କ୍ୱାର୍ଟରରେ ସୁବ୍ରତ

ଭୁବନେଶ୍ୱର,୧୧।୯(ସ୍ପୋଟର୍‌ସ ବ୍ୟୁରୋ)-ସ୍ଥାନୀୟ ପଟିଆସ୍ଥିତ ୬ ପକେଟ୍ସଠାରେ ଚାଲିଥିବା ଇଷ୍ଟ ଜୋନ୍‌ ସ୍ନୁକର ଚାମ୍ପିୟନଶିପ୍‌ ମଙ୍ଗଳବାର ଷଷ୍ଠ ଦିବସରେ ପହଞ୍ଚିଛି। ଓଡ଼ିଆର ସୁବ୍ରତ୍‌ ଦାସ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ସୁବ୍ରତ ୪-୨ରେ ନିଜ ରାଜ୍ୟର ଜାକିର ଅଲିଙ୍କୁ ହରାଇ ଏହି...

ପାରା ଅଲିମ୍ପିକ କମିଟିଠାରୁ ସ୍ବୀକୃତି ପ୍ରତ୍ୟାହାର କଲା କ୍ରୀଡ଼ା ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୧।୯(ପି.ଟି.)- ପାରା ଅଲିମ୍ପିକ୍‌ କମିଟି ଅଫ୍‌ ଇଣ୍ଡିଆ (ପିସିଆଇ)ଠାରୁ କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟ ସ୍ବୀକୃତି ପ୍ରତ୍ୟାହାର କରିନେଇଛି। ପିସିଆଇ ଜାତୀୟ କ୍ରୀଡ଼ା ଆଚରଣବିଧି ଉଲ୍ଲଂଘନ କରିବା ଅଭିଯୋଗରେ ମନ୍ତ୍ରଣାଳୟ ଏହି କଡ଼ା ନିଷ୍ପତ୍ତି ନେଇଛି। ପିସିଆଇ ଅଧ୍ୟକ୍ଷ ରାଓ ଇନ୍ଦ୍ରଜିତ୍‌...

‘ଭାରତ ଯୋଗୁ ଶ୍ରୀଲଙ୍କା ଖେଳାଳି ରାଜି ହେଉନାହାନ୍ତି’

ଲାହୋର,୧୧ା୯-ଭାରତୀୟ କର୍ତ୍ତୃପକ୍ଷଙ୍କ ଚାପରେ ବଶବର୍ତ୍ତୀ ହୋଇ ଶ୍ରୀଲଙ୍କା କ୍ରିକେଟ ଖେଳାଳିମାନେ ପାକିସ୍ତାନ ଟୁର୍‌ରେ ଯିବା ଲାଗି ରାଜି ହେଉ ନ ଥିବା ଏହି ଦେଶ ଜଣେ ମନ୍ତ୍ରୀ ଫାଓ୍ବାଦ ହୁସେନ ଅଭିଯୋଗ କରିଛନ୍ତି। ସୁରକ୍ଷାଜନିତ କାରଣରୁ ଶ୍ରୀଲଙ୍କାର ୧୦ଜଣ ଖେଳାଳି...

ବିରଳ ସଫଳତାର ଅଧିକାରୀ ହେବେ ଆକସ୍ମିକ ଅଧିନାୟକ ପେନ୍‌

ଲଣ୍ଡନ,୧୧।୯ (ଏଏଫ୍‌ପି)- ଆକସ୍ମିକ ଭାବେ ଅଷ୍ଟ୍ରେଲିଆ ଦଳର ନେତୃତ୍ୱ ପାଇଥିବା ଟିମ୍‌ ପେନ୍‌ ଏବେ ଏକ ବିରଳ ସଫଳତାର ଅଧିକାର ହେବାକୁ ଯାଉଛନ୍ତି। ପୂର୍ବରୁ ଯାହା ଗ୍ରେଗ୍‌ ଚାପେଲ, ରିକି ପଣ୍ଟିଂ ଓ ମାଇକେଲ କ୍ଲାର୍କ ଯାହା କରିପାରି ନ...

ପ୍ରଥମ ଅନ୍‌ଅଫିସିଆଲ ଟେଷ୍ଟ: ମଜଭୁତ ସ୍ଥିତିରେ ଭାରତ-ଏ

ଥିରୁଭାନନ୍ତପୁରମ, ୧୦।୯- ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା-ଏ ବିପକ୍ଷରେ ସ୍ଥାନୀୟ ଗ୍ରୀନଫିଲ୍ଡ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ଚାଲିଥିବା ପ୍ରଥମ ଅନ୍‌ଅଫିସିଆଲ ଟେଷ୍ଟ ମ୍ୟାଚ୍‌ରେ ଭାରତ-ଏ ଦୃଢ଼ସ୍ଥିତିରେ ରହିଛି। ୧୩୯ ରନ ପଛରେ ଥାଇ ଦ୍ୱିତୀୟ ଇନିଂସ ଆରମ୍ଭ କରିଥିବା ଦକ୍ଷିଣ ଆଫ୍ରିକା-ଏ ବ୍ୟାଟିଂ...

ବିସିସିଆଇ-ଅଲ୍‌ ଇଣ୍ଡିଆ ରେଡିଓ ଦୁଇ ବର୍ଷିଆ ଚୁକ୍ତି: ଖେଳର ରେଡିଓ କମେଣ୍ଟ୍ରି ଶୁଣିପାରିବେ ଶ୍ରୋତା

ନୂଆଦିଲ୍ଲୀ, ୧୦ା୯ (ପି.ଟି.)-ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଏବଂ ଅଲ୍‌ ଇଣ୍ଡିଆ ରେଡିଓ (ଏଆଇଆର) ମଧ୍ୟରେ ଏକ ଦୁଇ ବର୍ଷିଆ ଚୁକ୍ତି ସ୍ବାକ୍ଷରିତ ହୋଇଛି। ତଦନୁସାରେ ଅଲ୍‌ ଇଣ୍ଡିଆ ରେଡିଓ ଜାତୀୟ କ୍ରିକେଟ ଦଳ ନିଜ ଦେଶରେ ଖେଳିବାକୁ...

ବୟକଟ୍‌, ଷ୍ଟ୍ରସ୍‌ଙ୍କୁ ନାଇଟ୍‌ହୁଡ ଉପାଧି

ଲଣ୍ଡନ, ୧୦।୯ (ଏଏଫ୍‌ପି)- କିମ୍ବଦନ୍ତୀ ଇଂଲଣ୍ଡ କ୍ରିକେଟ୍‌ ଖେଳାଳି ଜେଫ୍ରି ବୟକଟ୍‌ ଓ ଆଣ୍ଡ୍ରିଉ ଷ୍ଟ୍ରସଙ୍କୁ ସମ୍ମାନଜନକ ନାଉଟ୍‌ହୁଡ ଉପାଧିରେ ସମ୍ମାନିତ କରାଯାଇଛି। କ୍ରିକେଟ୍‌କୁ ଉଲ୍ଲେଖନୀୟ ଅବଦାନ ଲାଗି ୟୁନାଇଟେଡ୍‌ କିଙ୍ଗ୍‌ଡମର ପୂର୍ବତନ ପ୍ରଧାନମନ୍ତ୍ରୀ ଥେରେସା ମେ ଉଭୟ ବୟକଟ୍‌...

ବଲିଉଡ୍‌ରେ ଡେବ୍ୟୁ କରିବେ ଟିକ୍‌ ଟକ୍‌ ଷ୍ଟାର

ମୁମ୍ବାଇ,୧୦।୯: ଭାରତୀୟ କ୍ରିକେଟ ଜଗତରେ ନିଜର ଦମ୍‌ଦାର ପ୍ରଦର୍ଶନ ପାଇଁ ଜଣାଯାଉଥିବା ବିରାଟ କୋହଲିଙ୍କ ଭଳି ଦେଖାଯାଉଥିବା ଟିକ୍‌ ଟକ୍‌ ଷ୍ଟାର ଗୌରବ ଆରୋରା ଏବେ ବଲିଉଡ୍‌ରେ ପାଦ ଥାପିବାକୁ ଯାଉଛନ୍ତି। ଅଭିଷେକ ଶର୍ମାଙ୍କ ନିର୍ଦ୍ଦେଶିତ ଫିଲ୍ମ ‘ଦ ଜୋୟା...

ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍‌: ଶୀର୍ଷ ସ୍ଥାନ ବଜାୟ ରଖିଲେ ସ୍ମିଥ୍‌, କୁମିନ୍ସ

ଦୁବାଇ, ୧୦।୯ (ପି.ଟି.)- ଅନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ଆଇସିସି) ପକ୍ଷରୁ ମଙ୍ଗଳବାର ସଦ୍ୟ ପ୍ରକାଶିଷ ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ରେ ଦୁଇ ଅଷ୍ଟ୍ରେଲୀୟ କ୍ରିକେଟର୍‌ ଷ୍ଟିଭ୍‌ ସ୍ମିଥ୍‌ ଓ ପ୍ୟାଟ୍‌ କୁମିନ୍ସ ଯଥାକ୍ରମେ ବ୍ୟାଟିଂ ଓ ବୋଲିଂ ତାଲିକାରେ ଶୀର୍ଷ ସ୍ଥାନ ବଜାୟ...

ଶ୍ରୀଲଙ୍କା ଖେଳାଳିଙ୍କୁ ଭାରତ ଧମକ ଦେଲା: ପାକିସ୍ତାନ ମନ୍ତ୍ରୀ

ଇସାଲାମାବାଦ,୧୦।୯: ଶ୍ରୀଲଙ୍କା କ୍ରିକେଟ ଦଳର ୧୦ଜଣ ସଦସ୍ୟ ପାକିସ୍ତାନ ଗସ୍ତରେ ଯିବାକୁ ମନା କରିବାରୁ ଏହାର ଦୋଷ ଭାରତ ଉପରେ ଲଦିଛି ପାକିସ୍ତାନ। ଭାରତ ଶ୍ରୀଲଙ୍କା ଖେଳାଳିଙ୍କୁ ଧମକ ଦେବାରୁ ସେମାନେ ପାକିସ୍ତାନ ଖେଳିବା ପାଇଁ ଆସିଲେ ନାହିଁ ବୋଲି...

ଏହି ବ୍ୟକ୍ତିଙ୍କଠାରୁ କୋହଲି ଖାଇଥିଲେ ଶକ୍ତ ଚାପୁଡା, ଯାହାକୁ ଏବେ ବି ଭୁଲି ପାରିନାହାନ୍ତି

ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି ଏବେ କ୍ରିକେଟରେ ରେକର୍ଡ ଭାଙ୍ଗିବା ଏକ ସାଧାରଣ କଥା ହୋଇଗଲାଣି। ବିରାଟ ବ୍ୟାଟିଂ କରିବାକୁ ଓହ୍ଲାଇବା ମାତ୍ରେ, କିଛି ନା କିଛି ରେକର୍ଡ ନିଜ ନାମରେ କରିଥାନ୍ତି। କିନ୍ତୁ ଜାଣିଛନ୍ତି କି, କ୍ରିକେଟରେ...

ଶାମିଙ୍କୁ ଆଶ୍ୱସ୍ତି:ଏବେ ଗିରଫ ହେବେନି

କୋଲକାତା,୧୦।୯: ଭାରତୀୟ କ୍ରିକେଟ ଟିମର ଷ୍ଟାର୍‌ ପେସ ବୋଲର ମହମ୍ମଦ ଶାମିଙ୍କୁ କୋର୍ଟରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ଶାମିଙ୍କ ସ୍ତ୍ରୀ ହାସିନ ଜହାନଙ୍କ ଦ୍ୱାରା ଦାୟର କରାଯାଇଥିବା ଘରୋଇ ହିଂସା ମାମଲାରେ ପଶ୍ଚିମବଙ୍ଗର ଅଲୀପୁଲର କୋର୍ଟ ଏହି ଗିରଫ ୱାରେଣ୍ଟ...

ଅନୁଷ୍କା, ଦୀପିକାଙ୍କ ମଧ୍ୟରୁ କିଏ ବେଶୀ ହଟ୍‌ ପ୍ରଶ୍ନରେ କ’ଣ କହିଲେ ବୁମରା

ଭାରତୀୟ ପେସର ଯଶପ୍ରୀତ ବୁମରା ଏବେ ଚମତ୍କାର ଫର୍ମରେ ଅଛନ୍ତି। ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦୁଇଟି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରଜରେ ନିଜର ସମ୍ପୂର୍ଣ୍ଣ ଜଲଓ୍ବା ଦେଖାଇଛନ୍ତି। ଏକ ହ୍ୟାଟ୍ରିକ ସହ ୨ ମ୍ୟାଚ୍ରେ ୯.୨୩ ହାରରେ ମୋଟ ୧୩ ଉଇକେଟ...

ପାକିସ୍ତାନକୁ ବଡ ଝଟକା: ଶ୍ରୀଲଙ୍କାର ୧୦ ପ୍ରମୁଖ ଖେଳାଳି ପାକିସ୍ତାନ ଯିବାକୁ ମନା କଲେ

କଲମ୍ବୋ,୧୦।୯: ଶ୍ରୀଲଙ୍କା କ୍ରିକେଟ ଦଳର ପାକିସ୍ତାନ ଗସ୍ତ ଫିକା ପଡିଯାଇଛି। ଶ୍ରୀଲଙ୍କାର ୧୦ ପ୍ରମୁଖ ଖେଳାଳି ସୁରକ୍ଷା ଦୃଷ୍ଟିକୋଣରୁ ପାକିସ୍ତାନ ଯିବାକୁ ମନା କରି ଦେଇଛନ୍ତି। ଶ୍ରୀଲଙ୍କାର ଏହି ଗସ୍ତ ବାତିଲ୍‌ ହେବାର ସମ୍ଭାବନା ସୃଷ୍ଟି ହୋଇଛି। ଫଳରେ ପାକିସ୍ତାନରେ...

ବିରାଟ କୋହଲି ପିନ୍ଧୁଥିବା ଘଣ୍ଟାର ଦାମ୍‌ କେତେ ଜାଣିଛନ୍ତି କି?

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଏବେ କେବଳ ଭାରତରେ ନୁହେଁ ସାରା ବିଶ୍ୱରେ ଲୋକପ୍ରିୟତା ଅର୍ଜନ କରିଛନ୍ତି। କେବଳ କ୍ରିକେଟ୍‌ରେ, କୋହଲି ଅଭିନୟରେ ମଧ୍ୟ ରୁଚି ରଖିଛନ୍ତି। ତାଙ୍କୁ ବିଭିନ୍ନ ବିଜ୍ଞାପନରେ ଅଭିନୟ କରିଥିବାର ମଧ୍ୟ ଦେଖାଯାଏ।...

ଅନ୍ତର୍ଜାତୀୟ କ୍ରିକେଟ ଖେଳିଥିବା ପ୍ରଥମ ଭାରତୀୟ, ଗୋଟିଏ ଦିନରେ ୨ଟି ଶତକ ମାରିଥିଲେ

ଜାମାଇକା, ୯।୯:ଭାରତୀୟ କ୍ରିକେଟ ପାଇଁ ଡିସେମ୍ବର ୧୦ ବହୁତ ଖାସ୍‌ ଦିନଟିଏ। କାରଣ ଏହିଦିନ ଭାରତୀୟ କ୍ରିକେଟର ପିତାମହ ମହାରାଜା ରଣଜିତ୍‌ ସିଂଙ୍କ ଜନ୍ମ ହୋଇଥିଲା। ରଣଜିତ୍‌ ଅନ୍ତର୍ଜାତୀୟ କ୍ରିକେଟ୍‌ ଖେଳିଥିବା ପ୍ରଥମ ଭାରତୀୟ ଖେଳାଳି ଥିଲେ। ୧୮୭୨ରେ ଗୁଜରାଟର...