‘ଟିମ୍ ଇଣ୍ଡିଆ ଖୁବଶୀଘ୍ର ଖରାପ ସମୟରୁ ବାହାରି ଆସିବ’
ମୁସ୍କାଟ,୨୫।୧: ଦକ୍ଷିଣ ଆଫ୍ରିକା ବିପକ୍ଷ ଉଭୟ ଟେଷ୍ଟ ଓ ଦିନିକିଆ ସିରିଜ୍ରେ ପରାଜୟ ଯୋଗୁ ଭାରତୀୟ ଦଳ ପାଇଁ ଭୟବିତ ହେବାର କିଛି ଆବଶ୍ୟକତା ନାହିଁ। ଏହା ଟିମ୍ ଇଣ୍ଡିଆ ପାଇଁ ଅସ୍ଥାୟୀ ପର୍ଯ୍ୟାୟ। ଦଳ ଖୁବ୍ ଶୀଘ୍ର ଏଥିରୁ ବାହାରି…
‘ଟିମ୍ ଇଣ୍ଡିଆର ଦୁଇ ଖେଳାଳିଙ୍କୁ ଛାଡ଼ି ଦେଲେ ଅନ୍ୟ କେହି ଚାପ ସମ୍ଭାଳି ପାରିବେ ନାହିଁ’
ନୂଆଦିଲ୍ଲୀ,୨୫।୧: ଚଳିତ ବର୍ଷ ଅଷ୍ଟ୍ରେଲିଆରେ ହେବାକୁ ଯାଉଥିବା ଟି୨୦ ବିଶ୍ୱକପ୍ରେ ପୁଣି ଥରେ ଦୁଇ ଚିରପ୍ରତିଦ୍ୱନ୍ଦ୍ୱୀ ପଡୋଶୀ ପରସ୍ପରକୁ ଭେଟିବେ। ଅକ୍ଟୋବର ୨୩ ତାରିଖରେ ମେଲବୋର୍ନ ଗ୍ରାଉଣ୍ଡ (ଏମ୍ସିଜି)ରେ ଏହି ମ୍ୟାଚ୍ ଅନୁଷ୍ଠିତ ହେବ ବୋଲି ଆଇସିସି ପକ୍ଷରୁ ଗତ ସପ୍ତାହରେ…
ମ୍ୟାଚ୍ ବେଳେ ଷ୍ଟାଡିୟମରେ ଅଘଟଣ, ଚାଲିଗଲା ୮ ଜୀବନ
ୟାଓଣ୍ଡେ,୨୫।୧: କାମେରୁନିଆନ ଫୁଟ୍ବଲ ଷ୍ଟାଡିୟମରେ ସୋମବାର ଆୟୋଜିତ ଆଫ୍ରିକା କପ୍ ଅଫ୍ ନେଶନ୍ସ ମ୍ୟାଚ୍ ବେଳେ ଏକ ବଡ଼ ଧରଣର ଅଘଟଣ ଘଟିଛି। ଏଥିରେ ୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୫୦ ଜଣ ଆହତ ହୋଇଛନ୍ତି। ଓଲେମ୍ବେ ଷ୍ଟାଡିୟମରେ…
ଗୌତମ ଗମ୍ଭୀର କରୋନା ପଜିଟିଭ୍
ନୂଆଦିଲ୍ଲୀ,୨୫।୧: ପୂର୍ବତନ ଭାରତୀୟ କ୍ରିକେଟର ତଥା ଭାରତୀୟ ଜନତା ପାର୍ଟିର ସାଂସଦ ଗୌତମ ଗମ୍ଭୀର କରୋନା ପଜିଟିଭ୍ ହୋଇଛନ୍ତି । ଏ ନେଇ ସେ ନିଜେ ମଙ୍ଗଳବାର ଟୁଇଟ୍ ମାଧ୍ୟମରେ ଏହି ସୂଚନା ଦେଇଛନ୍ତି । ସାମାନ୍ୟ ଲକ୍ଷଣ ଅନୁଭବ କରିବା…
ନାମ ଘୋଷଣା କଲା ଲକ୍ଷ୍ନୌ ଫ୍ରାଞ୍ଚାଇଜ
ଲକ୍ଷ୍ନୌ,୨୪।୧: ଚଳିତ ବର୍ଷ ଆଇପିଏଲରେ ନୂଆ କରି ସାମିଲ ହେବାକୁ ଯାଉଥିବା ଲକ୍ଷ୍ନୌ ଫ୍ରାଞ୍ଚାଇଜ ସୋମବାର ଦଳର ନାମ ଘୋଷଣା କରିଛି। ଆଇପିଏଲରେ ଏହି ଦଳ ଲକ୍ଷ୍ନୌ ସୁପର ଜ୍ୟାଣ୍ଟ୍ସ ଭାବେ ଜଣାଯିବ। ଏହି ନାମକୁ ପ୍ରଶଂସକମାନେ ବାଛିଛନ୍ତି ବୋଲି ଫ୍ରାଞ୍ଚାଇଜ…
ଦଳକୁ ଜିତିବା ପାଇଁ ଅନ୍ତିମ ଓଭରରେ ଦରକାର ଥିଲା ୩୦ ରନ୍, ତା’ ପରେ ଘଟିଲା ଏମିତି
ବାରବାଡସ,୨୪।୧: ଇଂଲଣ୍ଡର ବୋଲିଂ ଲାଇନ୍ ଅପ୍ ଆଗରେ ୧୭୨ ରନ୍ର ବିଜୟ ଲକ୍ଷ୍ୟ ପିଛା କରୁଥିବା ଓ୍ବେଷ୍ଟଇଣ୍ଡିଜ ୧୫.୧ ଓଭରରେ ୯୫ ରନ୍ରେ ୮ ଉଇକେଟ ହରାଇ ସାରିଥିଲା। ଦଳ ନିଶ୍ଚିତ ପରାଜୟ ମୁହଁରେ ଛିଡ଼ା ହୋଇଥିବା ବେଳେ ରୋମାରିଓ ଶେଫର୍ଡଙ୍କ…
ବିରାଟ କୋହଲିଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ ପାକିସ୍ତାନ କ୍ରିକେଟର୍: ଶୀଘ୍ର ବିବାହ ଯୋଗୁ…
ନୂଆଦିଲ୍ଲୀ,୨୪।୧:ଭାରତୀୟ ଦଳର ଷ୍ଟାର୍ ବ୍ୟାଟ୍ସମ୍ୟାନ ବିରାଟ କୋହଲିଙ୍କ ଫର୍ମ କିଛି ଦିନ ହେବ ଖରାପ ଚାଲିଛି। ଗତ ଦୁଇ ବର୍ଷ ଧରି ସେ ଗୋଟିଏ ଶତକ ସ୍କୋର କରିବାରେ ସକ୍ଷମ ହୋଇନାହାଁନ୍ତି। ଏଥି ସହିତ ବିରାଟ କୋହଲି ମଧ୍ୟ ତିନୋଟି ଫର୍ମାଟରୁ…
ଭୁବିଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ସୁଯୋଗ ଦେବାକୁ ପରାମର୍ଶ ଦେଲେ ଗାଭାସ୍କର
ନୂଆଦିଲ୍ଲୀ,୨୪।୧: ଦକ୍ଷିଣ ଆଫ୍ରିକା ବିପକ୍ଷ ଦିନିକିଆ ସିରିଜ୍ରେ ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି ଭାରତୀୟ ପେସର ଭୁବନେଶ୍ୱର କୁମାର (ଭୁବି)। ଭେଟେରାନ ପେସର ଓଭରରେ ଅଧିକ ହାରରେ ରନ ଦେବା ସହ ପୂରା ସିରିଜ୍ରେ ଗୋଟିଏ ହେଲେ ଉଇକେଟ ନେଇ ପାରି ନ…
‘ବ୍ଲାକମେଲ କରିବା ସହ ହାତରେ ଟଙ୍କା ଦେଇଥିଲେ, କିନ୍ତୁ ମୁଁ ସ୍ପଟ୍ ଫିକ୍ସିଂ କରି ନାହିଁ’
ହରାରେ,୨୪।୧: ଅନ୍ତର୍ଜାତୀୟ କ୍ରିକେଟ୍ରେ ସ୍ପଟ୍ ଫିକ୍ସିଂ କରିବା ପାଇଁ ଜଣେ ଭାରତୀୟ ବ୍ୟବସାୟୀ ୧୫ ହଜାର ଡଲାର (୧୧ ଲକ୍ଷରୁ ଊର୍ଦ୍ଧ୍ୱ) ଦେଇଥିଲେ। କିନ୍ତୁ ଏ ସମ୍ପର୍କରେ ଉଚିତ ସମୟରେ ଆଇସିସିକୁ ଜଣାଇବାରେ ବିଫଳ ହୋଇଥିଲେ ବୋଲି ସ୍ବୀକାର କରିଛନ୍ତି ଜିମ୍ବାଓ୍ବେର…
ପ୍ରଥମ ଭାରତୀୟ ଭାବେ ଏମିତି ସମ୍ମାନ ପାଇଲେ ସ୍ମୃତିି
ନୂଆଦିଲ୍ଲୀ,୨୪।୧: ସମସ୍ତ ଫର୍ମାଟରେ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ଭାରତୀୟ ଷ୍ଟାର୍ ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧନା ୨୦୨୧ ମସିହା ପାଇଁ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଦ୍ୱାରା ଶ୍ରେଷ୍ଠ ମହିଳା କ୍ରିକେଟର ଭାବେ ମନୋନୀତ ହୋଇଛନ୍ତି। ସେ ଇଂଲଣ୍ଡର ଟମସିନ୍ ବିମୋଣ୍ଟ, ଦକ୍ଷିଣ…
ଏମିତି କାମ କରି ଧରାପଡିଲେ କୋହଲି, ପ୍ରଶଂସକ କରୁଛନ୍ତି ନିନ୍ଦା: ଭିଡିଓ ଭାଇରାଲ
କେପ୍ଟାଉନ୍,୨୪।୧: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚରେ ବିରାଟ କୋହଲି ଅର୍ଦ୍ଧଶତକ ହାସଲ କରିଥିଲେ। କିନ୍ତୁ ଟିମ ଇଣ୍ଡିଆ ମ୍ୟାଚକୁ ୪ ରନ୍ରେ ହାରିଥିଲା। ଏହା ସହ ଆୟୋଜକ ଦକ୍ଷିଣ ଆଫ୍ରିକା ସିରିଜକୁ ୩-୦ରେ ହାତେଇ…
ଝିଅ ଫଟୋ ଭାଇରାଲ ହେବା ପରେ ମୁହଁ ଖୋଲିଲେ କୋହଲି
କେପ୍ଟାଉନ୍,୨୪।୧: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚରେ ବିରାଟ କୋହଲିଙ୍କ ଝିଅ ଭାମିକାଙ୍କ ପ୍ରଥମ ଝଲକ ଦେଖିବାକୁ ମିଳିଥିଲା। ଏହା ପରେ ବିରାଟ କୋହଲିଙ୍କ ପ୍ରଥମ ବିବୃତ୍ତି ଆସିଛି। କୋହଲି ସୋମବାର ଇନଷ୍ଟାଗ୍ରାମରେ ଏହି ଷ୍ଟାଟସ୍…
Archives


