ଖେଳ

ଏସିଆନ ଗେମ୍ସ-୨୦୨୨ ସ୍ଥଗିତ

ବେଜିଂ,୬।୫: ଚାଇନାରେ ଚଳିତବର୍ଷ ହେବାକୁ ଥିବା ଏସିଆନ ଗେମ୍ସ ୨୦୨୨କୁ ସ୍ଥଗିତ ରଖାଯାଇଛି। ଚାଇନାର ହାଙ୍ଗଜୋରେ ସେପ୍ଟେମ୍ବରରେ ହେବାକୁ ଥିବା ୧୯ତମ ଏସୀୟ ଖେଳକୁ ସ୍ଥଗିତ ରଖାଯାଇଥିବା ଏସିଆ ଅଲିମ୍ପିକ କାଉନସିଲ ପକ୍ଷରୁ କୁହାଯାଇଛି। ତେବେ ସ୍ଥଗିତ ହେବାର କାରଣ ଦିଆଯାଇ…

ମୁଁ କୋହଲିଙ୍କ ସହ ବ୍ୟାଟିଂ କରିପାରିବି ନାହିଁ; କାହିଁକି ଏମିତି କହିଲେ ମାକ୍ସଓ୍ବେଲ୍‌

ପୁଣେ,୬।୫:ଆଇପିଏଲ ୨୦୨୨ର ଏକ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ବ୍ୟାଟ୍ସମ୍ୟାନ୍‌ ଗ୍ଲେନ୍‌ ମାକ୍ସଓ୍ବେଲ୍‌ ରନଆଉଟ୍‌ ହୋଇଥିଲେ। ଏହି ସମୟରେ ତାଙ୍କ ସହ କ୍ରିଜ୍‌ରେ ଥିଲେ ବିରାଟ କୋହଲି। ମ୍ୟାଚ୍‌ ପରେ ମାକ୍ସଓ୍ବେଲ୍‌ ଥଟ୍ଟା କରି…

ଆଇପିଏଲ ଇତିହାସରେ ଦ୍ୱିତୀୟ

ମୁମ୍ବାଇ,୬।୫: ଆଇପିଏଲ ୨୦୨୨ର ୫୦ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଦ୍ରୁତ ବୋଲର ଉମରାନ୍‌ ମଲିକ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷ ମ୍ୟାଚରେ ଆଇପିଏଲ ଇତିହାସରେ ଦ୍ୱିତୀୟ ଦ୍ରୁତତମ ବଲ୍‌ ବୋଲିଂ କରିଛନ୍ତି। ଦିଲ୍ଲୀ କ୍ୟାପିଟାଲ୍ସ ଇନିଂସର ୨୦ତମ ଓଭରର ଚତୁର୍ଥ ବଲ୍‌ ଉମରାନ୍‌…

ହାଇ ସ୍କୋରିଂ ମ୍ୟାଚ୍‌ରେ ବାଜିମାରିଲା ଦିଲ୍ଲୀ

ମୁମ୍ବାଇ,୫।୫: ସ୍ଥାନୀୟ ବ୍ରାବୋର୍ନ ଷ୍ଟାଡିୟମରେ ଗୁରୁବାର ଖେଳାଯାଇଥିବା ଏକ ହାଇ ସ୍କୋରିଂ ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ ୨୧ ରନ୍‌ରେ ସନ୍‌ରାଇଜର୍ସ ହାଇଦ୍ରାବାଦ୍‌କୁ ହରାଇ ଦେଇଛି। ଓପନର ଡେଭିଡ୍‌ ଓ୍ବାର୍ନର (୯୨*) ଏବଂ ରୋଭମାନ ପାଓ୍ବେଲ(୬୭*)ଙ୍କ ଅପରାଜିତ ଅର୍ଦ୍ଧଶତକ ଯୋଗୁ ଦିଲ୍ଲୀ କ୍ୟାପିଟାଲ୍ସ…

ହାଇଦ୍ରାବାଦ ଆଗରେ ୨୦୮ ରନ୍‌ର ଟାର୍ଗେଟ୍‌

ମୁମ୍ବାଇ,୫।୫: ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମରେ ଗୁରୁବାର ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ୫୦ତମ ମ୍ୟାଚରେ ସନ୍‌ରାଇଜର୍ସ ହାଇଦ୍ରାବାଦ ଅଧିନାୟକ କେନ ଓ୍ବିଲିୟମନ୍‌ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ। ଆମନ୍ତ୍ରଣ ପାଇ ଦିଲ୍ଲୀ କ୍ୟାପିଟାଲ୍ସ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୩…

ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଲା ସନରାଇଜର୍ସ

ମୁମ୍ବାଇ,୫।୫: ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମ୍‌ରେ ଗୁରୁବାର ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ୫୦ତମ ମ୍ୟାଚ ସନରାଇଜର୍ସ ହାଇଦ୍ରାବାଦ ଓ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଖେଳାଯାଉଛି। ସନରାଇଜର୍ସ ହାଇଦ୍ରାବାଦ ଅଧିନାୟକ କେନ୍‌ ଓ୍ବିଲିୟମ୍‌ସନ୍‌ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଦିଲ୍ଲୀ…

ଆଇପିଏଲ୍‌ ୨୦୨୨: ଅରେଞ୍ଜ୍‌-ପର୍ପଲ କ୍ୟାପ୍‌ ରେସ୍‌ରେ ଅଛନ୍ତି କେଉଁ ଖେଳାଳି ଜାଣନ୍ତୁ

ପୁଣେ,୫।୫: ଆଇପିଏଲ ୨୦୨୨ର ୪୯ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଚାରିଥର ଚାମ୍ପିଅନ୍‌ ଚେନ୍ନାଇ ସୁପର କିଙ୍ଗ୍ସକୁ ୧୩ ରନ୍‌ରେ ପରାସ୍ତ କରିଛି। ଏହା ଆରସିବିର ଷଷ୍ଠ ବିଜୟ। ଏହି ବିଜୟ ପରେ ଫାଫ ଡୁ ପ୍ଲେସିସଙ୍କ ଦଳ ପୁଣି ଥରେ…

ପଦ ଗଲା, ତଥାପି ଫର୍ମକୁ ଫେରିପାରୁନାହାନ୍ତି…

ମୁମ୍ବାଇ,୫।୫: ନିଜ ପଦରୁ ଇସ୍ତଫା ଦେବା ସତ୍ତ୍ୱେ ନିଜ ଫର୍ମକୁ ଫେରିପାରୁନାହାନ୍ତି ଚେନ୍ନାଇ ସୁପରକିଙ୍ଗ୍ସର ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା। ଆଇପିଏଲ୍‌ ୨୦୨୨ର ଆରମ୍ଭରୁ ଜାଡେଜାଙ୍କୁ ଚେନ୍ନାଇର ନେତୃତ୍ୱ ମିଳିଥିଲା। ହେଲେ ଦାୟିତ୍ୱ ସମ୍ଭାଳିବା ପରେ ସେ ନିଜ ଖେଳ ପ୍ରତି ଧ୍ୟାନ…

ଧୋନୀ-ରୋହିତ ପ୍ଲେ-ଅଫ୍‌ ଦୌଡ଼ରୁ ବାହାର ! ଟପ୍‌-୪ ଦୌଡ଼ରେ…

ମୁମ୍ବାଇ,୫।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)୨୦୨୨ରେ ଏଯାବତ ୪୯ ମ୍ୟାଚ୍‌ ଖେଳା ସରିଛି। ଦଳଗୁଡ଼ିକର ପ୍ରଦର୍ଶନ ଅନୁଯାୟୀ ପ୍ଲେ ଅଫ୍‌ ପାଇଁ ୮ ଦଳ ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳୁଛି। ବିଶେଷକରି ମହେନ୍ଦ୍ର ସିଂହ ଧୋନୀଙ୍କ ନେତୃତ୍ୱାଧୀନ ଚେନ୍ନାଇ ସୁପର କିଙ୍ଗ୍ସ…

ଲାଇଭ୍‌ ମ୍ୟାଚ୍‌ରେ ପ୍ରେମିକଙ୍କୁ ପ୍ରପୋଜ୍‌ କଲେ ଯୁବତୀ

ପୁଣେ,୫।୫: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁର (ଆରସିବି) ଏବଂ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ମଧ୍ୟରେ ଖେଳାଯାଇଥିବା ଆଇପିଏଲ ମ୍ୟାଚ ସମୟରେ ଏକ ପ୍ରେମ ଯୋଡି ଟିଭିରେ ସମଗ୍ର ବିଶ୍ୱର ଦୃଷ୍ଟି ଆକର୍ଷଣ କରିଥିଲେ। ଲାଇଭ ମ୍ୟାଚ ସମୟରେ ଷ୍ଟାଡିୟମରେ ଉପସ୍ଥିତ ଥିବା…

କୋହଲିଙ୍କୁ ସହ ଘଟିଲା ଏମିତି, ବୋଲର୍‌ଙ୍କୁ ମାଗିବାକୁ ପଡିଲା କ୍ଷମା: ଦେଖନ୍ତୁ ଭିଡିଓ

ପୁଣେ,୫।୫: ଆଇପିଏଲ ୨୦୨୨ର ୪୯ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଚାରିଥର ଚାମ୍ପିଅନ୍‌ ଚେନ୍ନାଇ ସୁପର କିଙ୍ଗ୍ସକୁ ୧୩ ରନ୍‌ରେ ପରାସ୍ତ କରିଛି। ଏହି ମ୍ୟାଚ୍‌ରେ ଆରସିବି ବ୍ୟାଟ୍ସମ୍ୟାନ ବିରାଟ କୋହଲି ପୁଣି ଥରେ ବ୍ୟାଟିଂରେ ବିଶେଷ କିଛି ପ୍ରଦର୍ଶନ କରିପାରି…

ଚେନ୍ନାଇକୁ ପରାସ୍ତ କଲା ଆରସିବି

ପୁଣେ,୪।୫: ଆଇପିଏଲ ୨୦୨୨ର ୪୯ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ଚାରିଥର ଚାମ୍ପିଅନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ)କୁ ୧୩ ରନରେ ପରାସ୍ତ କରିଛି। ଆଜି ପୁଣେର ମହାରାଷ୍ଟ୍ର କ୍ରିକେଟ ଆସୋସିଏସନ ଷ୍ଟାଡିୟମରେ ଚାଲିଥିବା ଏହି ମ୍ୟାଚ୍‌ରେ ୧୭୪ ରନ୍‌ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?