ଖେଳ

ଚେନ୍ନାଇ ସୁପର୍‌ କିଙ୍ଗ୍ସକୁ ୧୭୪ ରନ୍‌ର ଟାର୍ଗେଟ୍‌

ପୁଣେ,୪।୫: ପୁଣେର ଏମସିଏ ଷ୍ଟାଡିୟମରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ୪୯ତମ ଆଇପିଏଲ୍‌ ମ୍ୟାଚ୍‌ ଖେଳାଯାଉଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ବେଙ୍ଗାଲୁରୁ ନିର୍ଦ୍ଧାରିତ ଓଭରରେ ୮ ଉଇକେଟ୍‌ ହରାଇ ୧୭୩ ରନ୍‌ କରିଛି।…

କୋହଲିଙ୍କୁ ପଛରେ ପକାଇଲେ ଧୋନୀ

ପୁଣେ,୪।୫: ଆଇପିଏଲ ୨୦୨୨ର ୪୯ତମ ମ୍ୟାଚରେ ଚାରିଥର ଚାମ୍ପିଅନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଆଜି ପୁଣେର ମହାରାଷ୍ଟ୍ର କ୍ରିକେଟ ଆସୋସିଏସନ ଷ୍ଟାଡିୟମରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି)କୁ ଭେଟୁଛି। ଏହି ମ୍ୟାଚ୍‌ ରେ ସିଏସ୍‌କେ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ…

ଘର କିଣିଲେ ପୃଥ୍ବୀ ଶ’, ଦାମ୍‌ ଜାଣିଲେ…

ନୂଆଦିଲ୍ଲୀ,୪।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୨ରେ ଜବରଦସ୍ତ ପ୍ରଦର୍ଶନ କରୁଥିବା ଯୁବ କ୍ରିକେଟର ପୃଥ୍ବୀ ଶ’ ନିଜର ଘର କିଣିଛନ୍ତି। ଆଇପିଏଲରେ ଦିଲ୍ଲୀ କ୍ୟାପିଟାଲସ ପକ୍ଷରୁ ଖେଳୁ ଥିବା ଏହି ୨୨ ବର୍ଷୀୟ କ୍ରିକେଟର ୧୦.୫ କୋଟି ଟଙ୍କା ଦେଇ ଏହି…

ଟସ୍‌ ଜିତିଲା ଚେନ୍ନାଇ ସୁପର୍‌ କିଙ୍ଗ୍ସ

ପୁଣେ,୪।୫: ଆଇପିଏଲ ୨୦୨୨ର ୪୯ତମ ମ୍ୟାଚ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ପୁଣେର ଏମସିଏ ଷ୍ଟାଡିୟମରେ ଖେଳାଯାଉଛି । ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଟସ ଜିତି ପ୍ରଥମେ ବୋଲିଂ କରିବାକୁ…

୩୩ ବର୍ଷ ପରେ ମହାରାଷ୍ଟ୍ର ସରକାରଙ୍କୁ ଜମି ଫେରାଇଲେ ଗାଭାସ୍କର

ମୁମ୍ବାଇ,୪।୫: ଭାରତର ପୂର୍ବତନ ଅଧିନାୟକ ସୁନୀଲ ଗାଭାସ୍କର ମୁମ୍ବାଇରେ କ୍ରିକେଟ ଏକାଡେମୀ ପ୍ରତିଷ୍ଠା ପାଇଁ ୩୩ ବର୍ଷ ପୂର୍ବେ ତାଙ୍କୁ ଦିଆଯାଇଥିବା ଏକ ସରକାରୀ ଜମି ଫେରସ୍ତ କରିଛନ୍ତି। ମହାରାଷ୍ଟ୍ରର ଗୃହମନ୍ତ୍ରୀ ଜିତେନ୍ଦ୍ର ଆୱାଡ ଗତ ବର୍ଷ ବାନ୍ଦ୍ରା ଅଞ୍ଚଳରେ ସୁନୀଲ…

ଓ୍ବେଷ୍ଟଇଣ୍ଡିଜ୍‌ ଟିମ୍‌ର ନୂଆ ସୀମିତ ଓଭର ଅଧିନାୟକ ହେଲେ ନିକୋଲାସ୍‌

ଆଣ୍ଟିଗୁଆ,୪।୫: ଓ୍ବେଷ୍ଟଇଣ୍ଡିଜ କ୍ରିକେଟ ଟିମ୍‌ର ନୂତନ ସୀମିତ ଓଭର ଅଧିନାୟକ ହୋଇଛନ୍ତି ନିକୋଲାସ ପୁରନ୍‌। ଏବେ ସେ ଦିନିକିଆ ଏବଂ ଟି୨୦ ଅନ୍ତର୍ଜାତୀୟ ଦଳର ନେତୃତ୍ୱ ନେବେ। ନିକଟରେ କିରନ ପୋଲାର୍ଡ ଅନ୍ତର୍ଜାତୀୟ କ୍ରିକେଟ୍‌ରୁ ସନ୍ୟାସ ଘୋଷଣା କରିଥିଲେ। ଏଥିନେଇ ତାଙ୍କ…

କ୍ରିକେଟ୍‌ରଙ୍କୁ ଧମକ ଦେବା ଖବରଦାତାଙ୍କୁ ପଡ଼ିଲା ମହଙ୍ଗା

ନୂଆଦିଲ୍ଲୀ,୪।୫: କ୍ରିକେଟ ବୋର୍ଡ ଅଫ ଇଣ୍ଡିଆ (ବିସିସିଆଇ) ଉଇକେଟ କିପର ରିଦ୍ଧିମାନ ସାହାଙ୍କୁ ଧମକ ଦେବାକୁ ଚେଷ୍ଟା କରୁଥିବା କ୍ରୀଡ଼ା ଖବରଦାତା ବୋରିଆ ମଜୁମଦାରଙ୍କ ଉପରେ ଦୁଇ ବର୍ଷର ପ୍ରତିବନ୍ଧକ ଲଗାଇଛି। ସେ ଆସନ୍ତା ଦୁଇ ବର୍ଷ ପାଇଁ କୌଣସି ଘରୋଇ,…

ଏଥିପାଇଁ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ ହାର୍ଦ୍ଦିକ

ନାଭି ମୁମ୍ବାଇ, ୪।୫: ପ୍ରଥମ ଥର ପାଇଁ ଆଇପିଏଲ୍‌ ଖେଳୁଥିବା ଗୁଜରାଟ ଟାଇଟନ୍ସ ଟୁର୍ନାମେଣ୍ଟରେ ଜବରଦସ୍ତ ପ୍ରଦର୍ଶନ ଜାରି ରଖିଛି। ଗୋଟିଏ ପରେ ଗୋଟିଏ ମ୍ୟାଚ୍‌ ଜିତୁଥିବାରୁ ଦଳ ମଙ୍ଗଳବାର ପଞ୍ଜାବ କିଙ୍ଗ୍ସ ବିପକ୍ଷ ମ୍ୟାଚ୍‌ ଜିତି ପ୍ଲେଅଫ୍‌ରେ ପ୍ରଥମେ ସ୍ଥାନ…

ଆଇପିଏଲ୍‌ରେ ସବୁଠୁ ଲମ୍ବା ଛକା କିଏ ମାରିଛନ୍ତି ଜାଣନ୍ତି

ମୁମ୍ବାଇ,୪।୫: ଚଳିତ ଆଇପିଏଲ ସିଜିନରେ ପଞ୍ଜାବ କିଙ୍ଗ୍ସର ଲିଆମ ଲିଭିଙ୍ଗଷ୍ଟୋନ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଦୀର୍ଘତମ ଛକା ମାରିଛନ୍ତି। ଲିଭିଙ୍ଗଷ୍ଟୋନ ୧୧୭ ମିଟର ଲମ୍ବା ଛକା ମାରିଥିଲେ। ଏହି ଛକା ମାରିବା ପରେ ଲିଭିଙ୍ଗଷ୍ଟୋନ ଆଇପିଏଲ ଇତିହାସର ଦୀର୍ଘତମ ଛକା ମାରିଥିବା…

ନମ୍ବର-୧ ହେଲା ଭାରତ

ଦୁବାଇ,୪।୫: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି) ବୁଧବାର ଟି-୨୦ ଅନ୍ତର୍ଜାତୀୟ ଦଳର ବାର୍ଷିକ ମାନ୍ୟତା ପ୍ରକାଶ କରିଛି। ଆଇସିସି ଦ୍ୱାରା ପ୍ରକାଶିତ ସର୍ବଶେଷ ର଼୍ୟାଙ୍କିଙ୍ଗରେ ଭାରତୀୟ ଦଳ ଟି-୨୦ରେ ଶୀର୍ଷ ସ୍ଥାନରେ ପହଞ୍ଚିଛି। ରୋହିତ ଶର୍ମା ଅଧିନାୟକ ହେବା ପରେ ଟିମ ଇଣ୍ଡିଆ…

ପଞ୍ଜାବକୁ ୧୪୪ରନ୍‌ର ଟାର୍ଗେଟ

ମୁମ୍ବାଇ,୩।୫: ଚଳିତ ଆଇପିଏଲରେ ଚମତ୍କାର ପ୍ରଦର୍ଶନ କରି ଆସୁଥିବା ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଗୁଜରାଟ ଟିମ୍‌ ମଙ୍ଗଳବାର ଖେଳାଯାଉଥିବା ମ୍ୟାଚ୍‌ରେ ନିରାଶାଜନକ ପ୍ରଦର୍ଶନ କରିଛି। କେବଳ ସାଇ ସୁଦର୍ଶନକୁ ଛାଡ଼ିଦେଲେ ପଞ୍ଜାବ କିଙ୍ଗସର ବୋଲରଙ୍କ ଆଗରେ ତିଷ୍ଠି ପାରିନାହାନ୍ତି ଗୁଜରାଟ ଟାଇଟନ୍ସର ଅନ୍ୟ…

ଅହମଦାବାଦରେ ଖେଳାଯିବ ଆଇପିଏଲ୍‌ ଫାଇନାଲ୍‌

ନୂଆଦିଲ୍ଲୀ,୩।୫ : ଚଳିତ ଆଇପିଏଲ୍‌ ସଂସ୍କରଣର ଫାଇନାଲ ଆସନ୍ତା ୨୯ ତାରିଖରେ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ଏନେଇ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଙ୍ଗଳବାର ସ୍ପଷ୍ଟ କରିଛି। ଟାଟା ଆଇପିଏଲ୍‌ର ପ୍ରଥମ କ୍ୱାଲିଫାୟର ଓ ଏଲିମିନେଟର ଯଥାକ୍ରମେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?