ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଲା ଗୁଜରାଟ
ମୁମ୍ବାଇ,୩।୫: ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମ୍ରେ ମଙ୍ଗଳବାର ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ୍)ର ୪୮ତମ ମ୍ୟାଚ ଗୁଜରାଟ ଟାଇଟାନ୍ସ ଓ ପଞ୍ଜାବ କିଙ୍ଗ୍ସ ମଧ୍ୟରେ ଖେଳାଯାଉଛି। ଗୁଜରାଟ ଟାଇଟାନ୍ସର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଟସ୍ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ପଞ୍ଜାବ…
ଅଧିନାୟକ ପ୍ରଶଂସାରେ ପୋତିଲେ, କହିଲେ ‘ରିଙ୍କୁ ଭବିଷ୍ୟତର ଷ୍ଟାର’
ମୁମ୍ବାଇ,୩।୫: ଆଇପିଏଲ୍ ୨୦୨୨ରେ କୋଲକାତା ନାଇଟ୍ ରାଇଡର୍ସ(କେକେଆର୍) ସୋମବାର ରାଜସ୍ଥାନ ରୟାଲ୍ସ ବିପକ୍ଷ ମ୍ୟାଚ୍କୁ ୭ ଉଇକେଟରେ ଜିତି ନେଇଛି। ଲଗାତର ୫ଟି ମ୍ୟାଚ୍ ହାରିବା ପରେ ଦଳ ବିଜେତା ହେବାରେ ସଫଳ ହୋଇଥିଲା। ତେବେ ଏଥିରେ ଅଧିନାୟକ ଶ୍ରେୟସ ଆୟର,…
ପ୍ଲେ-ଅଫ୍ରେ ସ୍ଥାନ ନିଶ୍ଚିତ କରିବାକୁ ଓହ୍ଲାଇବ ଗୁଜରାଟ
ମୁମ୍ବାଇ,୩।୫: ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ୍)ରେ ମଙ୍ଗଳବାର ଖେଳାଯିବାକୁ ଥିବା ମ୍ୟାଚ୍ରେ ଗୁଜରାଟ ଟାଇଟନ୍ସକୁ ଭେଟିବ ପଞ୍ଜାବ କିଙ୍ଗ୍ସ। ପ୍ରଥମ ଥର ଲାଗି ଆଇପିଏଲ୍ ଖେଳୁଥିବା ଗୁଜରାଟ ଟିମ୍ ପାଇଁ ଏଯାବତର ଯାତ୍ରା ବେଶ ପ୍ରଶଂସନୀୟ। ଦଳ ୯ ମ୍ୟାଚ୍ ଖେଳିଥିବା ବେଳେ…
ମ୍ୟାଚ୍ ପୂର୍ବରୁ ପାପୁଲିରେ ଏମିତି କଥା ଲେଖିଥିଲେ ବ୍ୟାଟ୍ସମ୍ୟାନ୍: ପରେ ହେଲା ସତ
ମୁମ୍ବାଇ,୩।୫: ଆଇପିଏଲ ୨୦୨୨ର ୪୭ତମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ ରାଜସ୍ଥାନ ରୟାଲ୍ସକୁ ୭ ଉଇକେଟରେ ପରାସ୍ତ କରିଛି। କ୍ରମାଗତ ୫ ମ୍ୟାଚ୍ ହାରିବା ପରେ କେକେଆର୍ ବିଜୟର ସ୍ବାଦ ଚାଖିଛି। କୋଲକାତାର ବିଜୟର ହିରୋ ଥିଲେ ରିଙ୍କୁ ସିଂ। ରାଜସ୍ଥାନ…
୬୬ ବର୍ଷ ବୟସରେ ବିବାହ କଲେ ଏହି ପ୍ରସିଦ୍ଧ କ୍ରିକେଟର୍
କୋଲକତା,୩।୫:ଭାରତର ପୂର୍ବତନ କ୍ରିକେଟର ତଥା ସମୀକ୍ଷକ ଅରୁଣ ଲାଲ ୬୬ ବର୍ଷ ବୟସରେ ଦ୍ୱିତୀୟ ଥର ବିବାହ କରିଛନ୍ତି। ଅରୁଣ ୩୮ ବର୍ଷୀୟା ବୁଲବୁଲ ସାହାଙ୍କୁ କୋଲକତାରେ ବିବାହ କରିଛନ୍ତି। ଉଭୟଙ୍କ ବୟସରେ ୨୮ ବର୍ଷର ପାର୍ଥକ୍ୟ ଅଛି। ବଙ୍ଗଳା କ୍ରିକେଟ…
୭ଉଇକେଟରେ ରାଜସ୍ଥାନକୁ ହରାଇଲା କୋଲ୍କାତା
ମୁମ୍ବାଇ,୨।୫: ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ସୋମବାର ଅନୁଷ୍ଠିତ ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍) ମ୍ୟାଚରେ କୋଲ୍କାତା ନାଇଟ୍ ରାଇଡର୍ସ ୭ ଉଇକେଟରେ ରାଜସ୍ଥାନ ରୟାଲ୍ସକୁ ପରାସ୍ତ କରିଛି। ରାଜସ୍ଥାନ ରୟାଲ୍ସ ୨୦ ଓଭରରେ ୫ ଉଇକେଟ ହରାଇ ୧୫୨ ରନ୍ କରିଥିଲା।…
କୋଲକାତା ଆଗରେ ୧୫୩ ରନ୍ର ଟାର୍ଗେଟ
ମୁମ୍ବାଇ,୨।୫ : ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ରବିବାର କୋଲକାତା ନାଇଟ୍ ରାଇଡର୍ସ (କେକେଆର୍) ବିପକ୍ଷରେ ଖେଳାଯାଇଥିବା ଆଇପିଏଲ୍ ମ୍ୟାଚ୍ରେ ଅଧିନାୟକ ସଞ୍ଜୁ ସାମସନ(୫୪)ଙ୍କ ଅର୍ଦ୍ଧଶତକ ଯୋଗୁ ରାଜସ୍ଥାନ ରୟାଲ୍ସ ୨୦ ଓଭରରେ ୫ ଉଇକେଟ ହରାଇ ୧୫୨ ରନ୍ କରିଛି। ଗତ…
ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଲା କୋଲକାତା
ମୁମ୍ବାଇ,୨।୫: ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମ୍ରେ ସୋମବାର ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ୍)ର ୪୭ତମ ମ୍ୟାଚ କୋଲକାତା ନାଇଟ ରାଇଡର୍ସ ଓ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଉଛି। କୋଲକାତା ନାଇଟ ରାଇଡର୍ସ ଅଧିନାୟକ ଶ୍ରେୟାସ୍ ଆୟର ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି।…
ସଚିନଙ୍କ ସମକକ୍ଷ ହେଲେ ଋତୁରାଜ
ପୁଣେ,୨।୫ : ଆଇପିଏଲ୍ ଇତିହାସରେ ଦ୍ରୁତତମ ବ୍ୟାଟର ଭାବେ ୧ ହଜାର ରନ୍ ପୂରଣ କରିବାରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ) ଓପନର ଋତୁରାଜ ଗାଏକ୍ୱାଡ ରବିବାର କିମ୍ବଦନ୍ତୀ ବ୍ୟାଟର ସଚିନ ତେନ୍ଦୁଲକରଙ୍କ ସମକକ୍ଷ ହୋଇଛନ୍ତି। ସନରାଇଜର୍ସ ହାଇଦ୍ରାବାଦ୍ ବିପକ୍ଷରେ ୫୭…
ପୃଥ୍ବୀ ଶ ଦେବେ ମ୍ୟାଚ ଫି’ର ୨୫ ପ୍ରତିଶତ ଜରିମାନା
ନୂଆଦିଲ୍ଲୀ,୨।୫: ରବିବାର ପ୍ରଥମ ମ୍ୟାଚ ଦିଲ୍ଲୀ କ୍ୟାପିଟାଲ୍ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଇଥିଲା। ଏଥିରେ ପରାଜୟର ସମ୍ମୁଖୀନ ହୋଇଛି ଦିଲ୍ଲୀ। ଅନ୍ୟପକ୍ଷେ ଦିଲ୍ଲୀ କ୍ୟାପିଟାଲ ଚଳିତ ଆଇପିଏଲ୍ ସିଜନରେ ୯ଟି ମ୍ୟାଚ ଖେଳି ୪ଟିରେ ବିଜୟୀ ହୋଇଥିବା ବେଳେ…
ଚେନ୍ନାଇ ବିପକ୍ଷ ମ୍ୟାଚରେ ଦ୍ରୁତ ବଲ୍ ପିଙ୍ଗି ରେକର୍ଡ କଲେ ଉମ୍ରାନ
ନୂଆଦିଲ୍ଲୀ,୨।୫: ସନ୍ରାଇଜର୍ସ ହାଇଦ୍ରାବାଦ ପକ୍ଷରୁ ଆଇପିଏଲ୍-୨୦୨୨ ଖେଳୁଥିବା ଦ୍ରୁତ ବୋଲର ଉମ୍ରାନ ମଲ୍ଲିକ ରବିବାର ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ମ୍ୟାଚରେ ଦ୍ରୁତ ବଲ୍ ପିଙ୍ଗି ରେକର୍ଡ ସୃଷ୍ଟି କରିଛନ୍ତି । ଜମ୍ମୁ-କଶ୍ମୀରର ୨୨ ବର୍ଷୀୟ ଉମ୍ରାନ ଘଣ୍ଟା ପ୍ରତି ୧୫୪…
‘ମୁଁ ଧୋନୀଙ୍କ ପାଇଁ ଜୀବନ ଦେଇପାରିବି’
ମୁମ୍ବାଇ,୨।୫: କ୍ରିକେଟ ଦୁନିଆରେ ମହେନ୍ଦ୍ର ସିଂ ଧୋନୀଙ୍କ କ୍ରେଜ ସବୁଠି ଦେଖାଯାଏ। ଦେଶ ହେଉ କି ବିଦେଶ ଖେଳରେ ଧୋନୀଙ୍କ ଫ୍ୟାନ ବେସ ସର୍ବାଧିକ। କ୍ୟାପଟେନ କୁଲଙ୍କ ପାଇଁ କ୍ରିକେଟ ପ୍ରଶଂସକମାନେ କେତେ ପାଗଳ, ଅନେକ ଥର ଏହାର ଉଦାହରଣ ଦେଖିବାକୁ…

