ଗୋଟିଏ ଓଭରରେ ୧୧ ବଲ ପକାଇଲେ ଶାର୍ଦ୍ଦୁଳ
ଦୁବାଇ,୧୬।୧୦: ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ) ୨୦ ରନ୍ରେ କୋଲକାତା ନାଇଟ୍ ରାଇଡର୍ସ (କେକେଆର)କୁ ହରାଇ ଦେଇ ଚତୁର୍ଥ ଆଇପିଏଲ ଟ୍ରଫି ହାତେଇଛି। ଫାଇନାଲରେ ଏକଦା କୋଲକାତା ଆଗରେ ଚାଲିଥିବା ବେଳେ ଶାର୍ଦ୍ଦୁଳ ଠାକୁର ଡବଲ ଝଟ୍କା ଦେଇ ମ୍ୟାଚ୍...
ପାକିସ୍ତାନରେ ଖେଳାଯିବ ଏସିଆ କପ୍
ଦୁବାଇ,୧୫।୧୦: ୨୦୨୩ରେ ହେବାକୁ ଥିବା ଏସିଆ କପ୍କୁ ପାକିସ୍ତାନ ଆୟୋଜନ କରିବ। ଏହି ଇଭେଣ୍ଟ ଦିନିକିଆ ଭିତ୍ତିରେ ଖେଳାଯିବ। ଏହାର ପରବର୍ତ୍ତୀ ବର୍ଷ ଶ୍ରୀଲଙ୍କା ଟି୨୦ ଫର୍ମାଟରେ ଏସିଆ କପ୍ ଆୟୋଜନ କରିବ। ଏ ନେଇ ଦୁବାଇରେ ଅନୁଷ୍ଠିତ ଏସିଆନ୍...
ମାଇଲଷ୍ଟୋନ ସହ ହାତେଇଲେ ଆଇପିଏଲ ଟ୍ରଫି
ଦୁବାଇ,୧୫।୧୦: ୨୦୧୦, ୨୦୧୧ ଓ ୨୦୧୮ ପରେ ୪ର୍ଥ ଥର ପାଇଁ ଆଇପିଏଲ ଟ୍ରଫି ହାତେଇଛି ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ)। ଶୁକ୍ରବାର ଖେଳାଯାଇଥିବା ଫାଇନାଲରେ କୋଲକାତା ନାଇଟ୍ ରାଇଡର୍ସ (କେକେଆର)କୁ ୨୭ ରନ୍ରେ...
କେକେଆରକୁ ହୃଦଘାତ୍ ଦେଲା ଶାର୍ଦ୍ଦୁଳଙ୍କ ଓଭର
ଦୁବାଇ,୧୫।୧୦: ଚଳିତ ଆଇପିଏଲ ଫାଇନାଲ ମ୍ୟାଚ୍ରେ ୯୧୩ ରନ୍ର ବିଶାଳ ଟାର୍ଗେଟ ପିଛା କରୁଥିବା କୋଲକାତା ନାଇଟ୍ ରାଇଡର୍ସ (କେକେଆର)କୁ ଗୋଟିଏ ଓଭରରେ ଡବଲ ଝଟକା ଦେଇଛନ୍ତି ଶାର୍ଦ୍ଦୁଳ ଠାକୁର। ଶୁବମାନ ଗିଲ ଓ ଭେଙ୍କଟେଶ ଆୟର(୫୦ ରନ୍, ୫...
ଫାଇନାଲରେ ୧୯୦ରୁ ଅଧିକ ରନ୍ର ଟାର୍ଗେଟ ବଡ଼ ନୁହେଁ
ଦୁବାଇ,୧୫।୧୦: ଟି୨୦ କ୍ରିକେଟରେ ୧୯୦ରୁ ଅଧିକ ରନ୍ର ବିଜୟ ଲକ୍ଷ୍ୟକୁ ଅପେକ୍ଷାକୃତ ସୁରକ୍ଷିତ ଭାବେ ବିଚାର କରାଯାଏ। କିନ୍ତୁ ଆଇପିଏଲ ଫାଇନାଲରେ ଦୁଇ ଦୁଇ ଥର ୧୯୦ରୁ ଅଧିକ ରନ୍ର ଟାର୍ଗେଟ ଛିଡ଼ା କରିବା ପରେ ମଧ୍ୟ ଦଳକୁ ପରାଜୟର...
ଫାଇନାଲରେ ମୁକୁଟ ପିନ୍ଧିଲେ ରୁତୁରାଜ
ଦୁବାଇ,୧୫।୧୦: ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ)ର ବ୍ୟାଟିଂ ସେନସେଶନ ରୁତୁରାଜ ଗାଏକ୍ୱାଡ ଶେଷରେ ଅରେଞ୍ଜ କ୍ୟାପର ଅଧିକାରୀ ହୋଇଛନ୍ତି। ଶୁକ୍ରବାର ଦୁବାଇରେ ଖେଳାଯାଇଥିବା କୋଲକାତା ନାଇଟ୍ ରାଇଡର୍ସ (କେକେଆର) ବିପକ୍ଷ ଫାଇନାଲରେ ସେ ୩୨ (୩ ଚୌକା ଓ ୧...
ଆଇପିଏଲ୍ ଟ୍ରଫି ପାଇଁ କେକେଆରକୁ ଦରକାର ୧୯୩
ଦୁବାଇ,୧୫।୧୦: ଚଳିତ ଆଇପିଏଲରେ ଦୁବାଇ ଗ୍ରାଉଣ୍ଡରେ ଖେଳାଯାଇଥିବା ୮ ମ୍ୟାଚ୍ରେ ପ୍ରଥମେ ବ୍ୟାଟିଂ କରିଥିବା ଦଳକୁ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ଆଉ ବିଜୟ ଲକ୍ଷ୍ୟର ପିଛା କରିବାରେ ପ୍ରତିପକ୍ଷ କୋଲକାତା ନାଇଟ୍ ରାଇଡର୍ସ (କେକେଆର)। ଇଆନ ମୋର୍ଗାନଙ୍କ ଦଳ...
ଐତିହାସିକ ମ୍ୟାଚ୍ରେ ଧୋନୀଙ୍କ ଭାଗରେ ପଡ଼ିଲାନି ଟସ୍
ଦୁବାଇ,୧୫।୧୦: ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ)ର ୧୪ତମ ସଂସ୍କରଣର ଫାଇନାଲରେ ଟସ୍ ଜିତି କୋଲକାତା ନାଇଟ୍ ରାଇଡର୍ସ (କେକେଆର୍) ଅଧିନାୟକ ଇଆନ ମୋର୍ଗାନ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦ୍ୱିତୀୟ ଇନିଂସରେ କାକର ପଡ଼ିବାର ସମ୍ଭାବନା...
ଚଉକିରେ ହାତ ବନ୍ଧା ଅବସ୍ଥାରେ ନଜର ଆସିଲେ କୋହଲି; ବଖାଣିଲେ ବାୟୋ-ବବଲ୍ର ବାସ୍ତବତା
ନୂଆଦିଲ୍ଲୀ,୧୫।୧୦: ଭାରତୀୟ କ୍ରିକେଟ ଟିମ୍ ଅଧିନାୟକ ବିରାଟ କୋହଲି ବାୟୋ ବବଲ୍ର ବାସ୍ତବତା ବିଷୟରେ କହିଛନ୍ତି। ସୋସିଆଲ ମିଡିଆରେ ଏକ ଫଟୋ ଶେୟାର କରିଛନ୍ତି ସେ। ଏଥିରେ ସେ ଏକ ମୁଭିଂ ଚେୟାରରେ ବସିଥିବା ଦେଖାଯାଇଛି। ତାଙ୍କର ହାତ ଦୁଇଟି...
ଆଜି ନିର୍ଣ୍ଣାୟକ ମୁକାବିଲା: ଜାଣନ୍ତୁ କେବେ ଆଉ କେଉଁଠି ଦେଖିବେ ଚେନ୍ନାଇ-କୋଲକାତାର ମ୍ୟାଚ୍
ନୂଆଦିଲ୍ଲୀ,୧୫।୧୦: ଆଇପିଏଲ୍ ୨୦୨୧ଚ ଫାଇନାଲରେ ଚେନ୍ନାଇ ସୁପର କିଙ୍ଗ୍ସକୁ ଭେଟିବ କୋଲକାତା ନାଇଟ୍ ରାଇଡର୍ସ। ଏପର୍ଯ୍ୟନ୍ତ ୧୨ ସିଜନ୍ ଖେଳାଯାଇଥିବା ବେଳେ ନବମ ଥର ପାଇଁ ଫାଇନାଲ ଖେଳୁଛି ଚେନ୍ନାଇ। ଉଭୟ ଟିମ୍ ମ୍ୟାଚ୍ ଜିତି ଆଉ ଥରେ ଚାମ୍ପିୟନ...
ପନ୍ତଙ୍କୁ କୋହଲି କହିଲେ ‘ଭାରତ ପାଖରେ ବହୁତ ବିକଳ୍ପ ଅଛି’; ଜାଣନ୍ତୁ କାହିଁକି…
ନୂଆଦିଲ୍ଲୀ,୧୫।୧୦: ଅକ୍ଟୋବର ୧୭ରୁ ଆରମ୍ଭ ହେବାକୁ ଯାଉଛି ଟି-୨୦ ବିଶ୍ୱକପ୍। ପାକିସ୍ତାନ ବିପକ୍ଷରେ ଭାରତ ନିଜର ପ୍ରଥମ ମ୍ୟାଚ୍ ଅକ୍ଟୋବର ୨୪ରେ ଖେଳିବ। ଏହା ପୂର୍ବରୁ ଅଧିନାୟକ ବିରାଟ କୋହଲି ଏବଂ ଯୁବ ଉଇକେଟକିପର ବ୍ୟାଟ୍ସମ୍ୟାନ୍ ଋଷଭ ପନ୍ତଙ୍କ ଏକ...
ଏହି କୁନି ବାଳକଙ୍କ ସ୍ପିନ୍ ଦେଖି ଚକିତ ହେଲେ ସଚିନ; ଭିଡିଓ ଶେୟାର କରି କହିଲେ…
ନୂଆଦିଲ୍ଲୀ,୧୫।୧୦: କଥାରେ ଅଛି ତୁଳସୀ ଦୁଇ ପତ୍ରରୁ ବାସେ। ଠିକ୍ ସେଭଳି ଜଣେ ବାଳକଙ୍କ ଲେଗ୍ ସ୍ପିନ୍ ବୋଲିଂର ଭିଡିଓ ସୋସିଆଲ ମିଡିଆରେ ଖୁବ୍ ଭାଇରାଲ ହେଉଛି। ମହାନ କ୍ରିକେଟର ସଚିନ ତେନ୍ଦୁଲକର ଏହାକୁ ନିଜର ଆକାଉଣ୍ଟରେ ଶେୟାର କରିଛନ୍ତି।...
Archives


