ଏନ୍ସିବିର ପ୍ରତ୍ୟେକ୍ଷଦର୍ଶୀଙ୍କ ପାଇଁ ଲୁକଆଉଟ୍
ପୁଣେ,୧୪।୧୦: କ୍ରୁଜ ଯାହଜରୁ ଡ୍ରଗ୍ସ ଜବତ ମାମଲାରେ ନାର୍କୋଟିକ୍ କଣ୍ଟ୍ରୋଲ ବ୍ୟୁରୋ (ଏନ୍ସିବି)ର ଅନ୍ୟତମ ସ୍ବାଧୀନ ପ୍ରତ୍ୟେକ୍ଷଦର୍ଶୀ କେ ପି ଗୋସାବିଙ୍କୁ ଖୋଜୁଛି ପୁଣେ ପୋଲିସ। ତାଙ୍କ ପାଇଁ ବୁଧବାର ଲୁକ୍ଆଉଟ୍ ଜାରି କରାଯାଇଛି। ଏହାର ଅର୍ଥ ସେ ବିମାନ...
କୋଲକାତାକୁ ଜିତାଇ ଦେଲା ରାହୁଲଙ୍କ ଛକା
ଶାରଜା,୧୩।୧୦: ରିଷଭ ପନ୍ତଙ୍କ ନେତୃତ୍ୱାଧୀନ ଦିଲ୍ଲୀ କ୍ୟାପିଟାଲ୍ସ ପୁଣି ଥରେ ଠିକଣା ସମୟରେ ତାର ପୁରୁଣା ତ୍ରୁଟି ଦୋହରାଇଛି। ଖରାପ ଶଟ୍ ଚୟନ, ମିସ ଫିଲ୍ଡିଂ କାରଣରୁ ଦଳକୁ ଦ୍ୱିତୀୟ କ୍ୱାଲିଫାୟରରେ କୋଲକାତା ନାଇଟ୍ ରାଇଡର୍ସ (କେକେଆର)ଠାରୁ ପରାଜିତ ହେବାକୁ...
ସୁଯୋଗ ଦେଲାନି କେକେଆର୍
ଶାରଜା,୧୩।୧୦: ଆରମ୍ଭରୁ ସ୍ପିନରଙ୍କୁ କାମରେ ଲଗାଇ ଦେଇଥିଲା କୋଲକାତା ନାଇଟ୍ ରାଇଡର୍ସ (କେକେଆର)। ବରୁଣ ଚକ୍ରବର୍ତ୍ତୀ(୨ ଉଇକେଟ)ଙ୍କ ସହ ଲୋକି ଫର୍ଗୁସନ ଓ ଶିବମ ମାଭିଙ୍କ ଯୋଡ଼ି ଦିଲ୍ଲୀ କ୍ୟାପିଟାଲ୍ସର କୌଣସି ବ୍ୟାଟ୍ସମ୍ୟାନଙ୍କୁ ଖସିବାକୁ ସୁଯୋଗ ଦେଇ ନ ଥିଲେ।...
ଆଗାମୀ ବର୍ଷ ଖେଳିପାରନ୍ତି ଆଇପିଏଲ୍
ଲଣ୍ଡନ,୧୩।୧୦: ଇଂଲଣ୍ଡ ଟେଷ୍ଟ ଦଳର ଅଧିନାୟକ ଜୋ ରୁଟ ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ)ର ପରବର୍ତ୍ତୀ ସଂସ୍କରଣରେ ଖେଳିପାରନ୍ତି। ଆଗାମୀ ବର୍ଷ ହେବାକୁ ଥିବା ମେଗା ଅକଶନ ଲାଗି ସେ ନାମ ପଞ୍ଜୀକୃତ କରାଇବେ। ଏ ସମ୍ପର୍କୀତ ଏକ ରିପୋର୍ଟ...
ଫେରିଲେ ଷ୍ଟୋଇନିସ୍, ବିନା ପରିବର୍ତ୍ତନରେ ଓହ୍ଲାଇଲା କେକେଆର୍
ଶାରଜା,୧୩।୧୦: ଅନ୍ତର୍ଜାତୀୟ ଶାରଜା ଗ୍ରାଉଣ୍ଡରେ ବୁଧବାର ସନ୍ଧ୍ୟାରେ ଚଳିତ ଆଇପିଏଲର ଦ୍ୱିତୀୟ କ୍ୱାଲିଫାୟର ମ୍ୟାଚ୍ରେ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି କୋଲକାତା ନାଇଟ୍ ରାଇଡର୍ସ (କେକେଆର)ର ଅଧିନାୟକ ଇଆନ ମୋର୍ଗାନ। କେକେଆର ବିନା କୌଣସି ପରିବର୍ତ୍ତନ...
ସ୍ଥାନ ମିଳିବନି ସ୍ପଷ୍ଟ କଲେ ପୋଲାର୍ଡ
ଆବୁଧାବି,୧୩।୧୦: ଆସନ୍ତା ୧୭ ତାରିଖରୁ ଆରମ୍ଭ ହେବାକୁ ଯାଉଛି ଟି୨୦ ବିଶ୍ୱକପ୍। ଏଥିଲାଗି ଘୋଷିତ ଓ୍ବେଷ୍ଟଇଣ୍ଡିଜ ଦଳରେ ମିଷ୍ଟ୍ରି ସ୍ପିନର ସୁନିଲ ନାରିନଙ୍କ ପାଇଁ ଅନ୍ତିମ ମୁହୂର୍ତ୍ତରେ ପରିବର୍ତ୍ତନ ନେଇ ଆଶା କରାଯାଉଥିଲା। କୋଲକାତା ନାଇଟ୍ ରାଇଡର୍ସ (କେକେଆର୍) ପାଇଁ...
ବାଦ୍ ପଡ଼ିପାରନ୍ତି ହାର୍ଦ୍ଦିକ
ନୂଆଦିଲ୍ଲୀ,୧୩।୧୦: ଆଇପିଏଲରେ ସମ୍ପୂର୍ଣ୍ଣ ବିଫଳ ହୋଇଥିବା ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଟି୨୦ ବିଶ୍ୱକପ୍ ଦଳରେ ସ୍ଥାନ ମିଳିବା ଉଚିତ ନା ତାଙ୍କୁ ବାଦ୍ ଦିଆଯିବା ଦରକାର, ସେ ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ମୁମ୍ବାଇ ଇଣ୍ଡିଆନ୍ସ (ଏମ୍ଆଇ) ଅଲରାଉଣ୍ଡର ଆଇପିଏଲର ଦ୍ୱିତୀୟ...
ବିଶ୍ୱକପ୍ ଦଳରେ ଶାର୍ଦ୍ଦୁଳଙ୍କ ଏଣ୍ଟ୍ରି
ନୂଆଦିଲ୍ଲୀ,୧୩।୧୦: ଚେନ୍ନାଇ ସପୁର କିଙ୍ଗ୍ସ (ସିଏସ୍କେ) ଅଲରାଉଣ୍ଡର ଶାର୍ଦ୍ଦୁଳ ଠାକୁରଙ୍କୁ ଟି୨୦ ବିଶ୍ୱକପ୍ ଲାଗି ଘୋଷିତ ଭାରତୀୟ ଦଳରେ ବୁଧବାର ସାମିଲ କରାଯାଇଛି। ତେବେ ପୂର୍ବରୁ ଘୋଷିତ ଦଳରୁ ସ୍ପିନ ଅଲରାଉଣ୍ଡର ଅକ୍ଷର ପଟେଲ ବାଦ୍ ପଡ଼ିଛନ୍ତି। ତାଙ୍କ ବଦଳରେ...
ଟି-୨୦ ବିଶ୍ୱକପ୍ ପାଇଁ ଭାରତର ନୂଆ ଜର୍ସି ଲଞ୍ଚ୍
ନୂଆଦିଲ୍ଲୀ,୧୩।୧୦: ଆଇସିସି ଟି -୨୦ ବିଶ୍ୱକପକୁ ଦୃଷ୍ଟିରେ ରଖି କ୍ରିକେଟ ବୋର୍ଡ ଅଫ କ୍ରିକେଟ ଟିମ ଇଣ୍ଡିଆର ନୂଆ ଜର୍ସି ଲଞ୍ଚ କରିଛି। ଏହି ଜର୍ସି ବର୍ତ୍ତମାନର ଭାରତୀୟ କ୍ରିକେଟ ଦଳ ଜର୍ସି ଠାରୁ ସାମାନ୍ୟ ଭିନ୍ନ। ଅକ୍ଟୋବର ୧୭...
୩୬ ବଲ୍ରୁ ୧୬୦ ରନ୍ର ବିସ୍ଫୋରକ ଇନିଂସ ଖେଳି ଚର୍ଚ୍ଚାରେ ଏହି କ୍ରିକେଟର୍
ସିଡନୀ,୧୩।୧୦: ଅଷ୍ଟ୍ରେଲୀୟ ବ୍ୟାଟ୍ସମ୍ୟାନ ଟ୍ରେଭିସ ହେଡ ୧୨୭ ବଲ୍ରେ ୨୩୦ ରନ୍ର ପାଳି ଖେଳି ହାସଲ କରିଛନ୍ତି। ବାମହାତୀ ଅଷ୍ଟ୍ରେଲୀୟ ବ୍ୟାଟ୍ସମ୍ୟାନ ଟ୍ରେଭିସ ଆଶେସ ସିରିଜ ପୂର୍ବରୁ ଦ୍ୱିଶତକ ସ୍କୋର କରି ଟେଷ୍ଟ ଦଳରେ ପ୍ରତ୍ୟାବର୍ତ୍ତନ ପ୍ରସ୍ତୁତ ହେଉଛନ୍ତି। ଏକ...
ଡିସି ବନାମ କେକେଆର୍; ଜାଣନ୍ତୁ କେବେ-କେଉଁଠି ଦେଖିବେ ଏହି କ୍ୱାଲିଫାୟାର-୨ ମୁକାବିଲା..
ନୂଆଦିଲ୍ଲୀ,୧୩।୧୦: ଆଇପିଏଲ୍ ୨୦୨୧ର କ୍ୱାଲିଫାୟାର-୨ ମ୍ୟାଚ୍ ବୁଧବାର ଖେଳାଯିବ। ଏଥିରେ କୋଲକାତା ନାଇଟ୍ ରାଇଡର୍ସ(କେକେଆର୍)କୁ ଭେଟିବ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି)। ଉଭୟ ଟିମ୍ ପାଇଁ ଏହି ମ୍ୟାଚ୍ର ଗୁରୁତ୍ୱ ରହିଥିବା ବେଳେ ଜିତିବା ଟିମ୍ ଅକ୍ଟୋବର ୧୫ରେ ଚେନ୍ନାଇ ସୁପରକିଙ୍ଗ୍ସ ସହ...
ସଚିନ ତେନ୍ଦୁଲକରଙ୍କ ଝିଅଙ୍କୁ ପସନ୍ଦ କରୁଛନ୍ତି ଏହି ଅଭିନେତା
ପୂର୍ବତନ ଭାରତୀୟ କ୍ରିକେଟ ଦଳର ମହାନ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ପ୍ରାୟତଃ ଚର୍ଚ୍ଚାରେ ଥାନ୍ତି। ତାଙ୍କ ସୁନ୍ଦର ଏବଂ ସରଳ ସ୍ବଭାବ ପାଇଁ ସେ ଜଣାଶୁଣା। ବଲିଉଡ ଅଭିନେତା କାର୍ତ୍ତିକ ଆର୍ଯ୍ୟନ ମଧ୍ୟ ସାରାଙ୍କ ସରଳତାରେ...
Archives


