ଟିମ ଇଣ୍ଡିଆରେ ସ୍ଥାନ ପାଇଲେ ଦ୍ରାବିଡ-ସେହ୍ବାଗଙ୍କ ପୁଅ: ଏହି ଦେଶ ବିପକ୍ଷରେ ଖେଳିବେ ଦିନିକିଆ ସିରିଜ୍
ନୂଆଦିଲ୍ଲୀ,୨୭।୮: ପୂର୍ବତନ ଟିମ ଇଣ୍ଡିଆ ଅଧିନାୟକ ରାହୁଲ ଦ୍ରାବିଡ ଏବଂ କିମ୍ବଦନ୍ତୀ ଓପନର ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଏବେ ଟିମ ଇଣ୍ଡିଆ ଜର୍ସି ପିନ୍ଧି ନଜର ଆସିବେ। ଉଭୟ ଖେଳାଳିଙ୍କ ପୁଅ ୧୯ ବର୍ଷରୁ କମ ଦଳରେ ସ୍ଥାନ ପାଇଛନ୍ତି। ଅଷ୍ଟ୍ରେଲିଆ…
୩ ସନ୍ତାନର କିମ୍ବଦନ୍ତୀ ଅଲିମ୍ପିକ ଆଥଲେଟଙ୍କ ଜନ୍ମଦିନ ପାର୍ଟି ଅପ୍ରତ୍ୟାଶିତ ଭାବରେ ପରିଣତ ହେଲା ନିର୍ବନ୍ଧ ଉତ୍ସବରେ; ଆଶ୍ଚର୍ଯ୍ୟ ହୋଇଗଲେ ଉସେନ ବୋଲ୍ଟଙ୍କ ମଙ୍ଗେତର
ନୂଆଦିଲ୍ଲୀ,୨୭।୮: କିମ୍ବଦନ୍ତୀ ଅଲିମ୍ପିକ ଆଥଲେଟ ଉସେନ ବୋଲ୍ଟ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ସେ ଜାମାଇକାରେ ତାଙ୍କ 40ତମ ଜନ୍ମଦିନ ପାଳନ ସମୟରେ ତାଙ୍କ ପ୍ରେମିକା କାସି ବେନେଟଙ୍କୁ ପ୍ରସ୍ତାବ ଦେଇଥିଲେ। ଏହି ରୋମାଣ୍ଟିକ ପ୍ରସ୍ତାବର ଫଟୋ ସୋସିଆଲ ମିଡିଆରେ ଝଡ଼…
ତୃତୀୟ ଦିନରେ ଶ୍ରୀଲଙ୍କାର ଲଢ଼ୁଆ ବ୍ୟାଟିଂ, ଭାରତର ନିୟନ୍ତ୍ରଣରେ ଦ୍ୱିତୀୟ ଟେଷ୍ଟ
କଲମ୍ବୋ,୨୫ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ତୃତୀୟ ଦିନ ଶେଷ ସୁଦ୍ଧା ଭାରତ ନିୟନ୍ତ୍ରଣରେ ରହିଛି। ପ୍ରଥମ ଇନିଂସ୍ରେ ଭାରତ ୫୦୩/୯ ସ୍କୋର କରିଥିବା ବେଳେ ଶ୍ରୀଲଙ୍କା ତୃତୀୟ ଦିନର ଶେଷ ସୁଦ୍ଧା ୮ ଉଇକେଟ ହରାଇ ୨୬୫ ରନ୍…
ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ
ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ ଏହି ଦୃଷ୍ଟି ଆକର୍ଷଣ କରିଛନ୍ତି। ସେ ଯେତେବେଳେ ପଡ଼ିଆକୁ ପାଦ ଦିଅନ୍ତି, ସେତେବେଳେ…
ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…
ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ। ଦ୍ୱିତୀୟ ଇନିଂସରେ ସେ ମାତ୍ର ୩ ଓଭରରେ ୧୧ ରନ୍ ଦେଇ…
ଧ୍ରୁବ ଜୁରେଲଙ୍କ ‘ଟାଟୁ’ ପଛରେ କ’ଣ ଅଛି ଅର୍ଥ? ଜାଣିବା ପରେ ଆପଣ ମଧ୍ୟ ତାଙ୍କୁ…
ନୂଆଦିଲ୍ଲୀ,୨୫।୮: ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଧ୍ରୁବ ଜୁରେଲ ଶତକ ପୂରଣ କରିବା ମାତ୍ରେ, ତାଙ୍କର ଉତ୍ସବ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ସେ ପ୍ରଥମେ ଏକ ସାଲ୍ୟୁଟ ପ୍ରଦାନ କରିଥିଲେ ଏବଂ ତା’ପରେ ତାଙ୍କ ହାତରେ ଏକ ସ୍ବତନ୍ତ୍ର ଟାଟୁ…
ଇମ୍ରାନଙ୍କୁ ନେଇ ଏମିତି କହିଲେ କପିଲ ଦେବ, ହେଉଛି ବଡ଼ ଚର୍ଚ୍ଚା
ନୂଆଦିଲ୍ଲୀ,୨୫।୮: ପୂର୍ବତନ ଭାରତୀୟ କ୍ରିକେଟ ଦଳର ଅଧିନାୟକ କପିଲ ଦେବ ପୁଣି ଥରେ ପୂର୍ବତନ ପାକିସ୍ତାନୀ କ୍ରିକେଟର ଇମ୍ରାନ ଖାନଙ୍କ ସମର୍ଥନରେ ବାହାରିଛନ୍ତି। ସମ୍ପ୍ରତି, 21 ଜଣ କିମ୍ବଦନ୍ତୀ କ୍ରିକେଟର ପାକିସ୍ତାନର ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କୁ ଏକ ଚିଠି ଲେଖି ଇମ୍ରାନ…
ବିଶ୍ୱକପ୍ ଜିତିବା ସ୍ବପ୍ନ ଧୂଳିସାତ୍! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍ରୁ ବାଦ୍ ପଡ଼ିଲା ଟିମ ଇଣ୍ଡିଆ
ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍ ହକି ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ ଟିମ ଇଣ୍ଡିଆ ପାଇଁ ‘କର ବା…
କଲମ୍ବୋ ଟେଷ୍ଟରେ ଜୁରେଲଙ୍କ ଅପରାଜିତ ଶତକ, ଦୃଢ଼ ସ୍ଥିତିରେ ଟିମ୍ ଇଣ୍ଡିଆ
କଲମ୍ବୋ,୨୪ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍ରେ ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ଦୃଢ଼ ସ୍ଥିତିରେ ରହିଛି। ମ୍ୟାଚ୍ର ପ୍ରଥମ ଦିନ ଦେବଦତ୍ତ ପଡିକଲ ଶତକ ହାସଲ କରିଥିବା ବେଳେ ଦ୍ୱିତୀୟ ଦିନରେ ଧ୍ରୁବ ଜୁରେଲ ଅପରାଜିତ…
କାନିଜ୍ସା ଓପନ୍ ଚେସ୍ ଟାଇଟଲ ହାସଲ କଲେ ପ୍ରଣେଶ
କାନିଜ୍ସା(ହଙ୍ଗେରୀ),୨୪ା୮: ଜର୍ମାନୀର ଭାଦିମ ପେତ୍ରୋଭସ୍କିଙ୍କ ବିପକ୍ଷରେ ଏକ ରୋମାଞ୍ଚକ ବିଜୟ ହାସଲ କରି ଭାରତୀୟ ଗ୍ରାଣ୍ଡମାଷ୍ଟର ପ୍ରଣେଶ ଏମ୍ ସମ୍ମାନଜନକ କାନିଜ୍ସା ଓପନ ଚେସ୍ ଟାଇଟଲ ହାସଲ କରିଛନ୍ତି। ପ୍ରତିଯୋଗିତାର ୯ମ ତଥା ଫାଇନାଲ ରାଉଣ୍ଡରେ ଏହି ୧୯ ବର୍ଷୀୟ ପେତ୍ରୋଭକ୍ସି…
ଧୋନୀଙ୍କ ଐତିହାସିକ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ସବୁଠୁ ସଫଳ…
ନୂଆଦିଲ୍ଲୀ,୨୪।୮: ଭାରତର ଉଇକେଟକିପର-ବ୍ୟାଟସମ୍ୟାନ ରିଷଭ ପନ୍ତ ଏବେ ଚମତ୍କାର ଫର୍ମରେ ଅଛନ୍ତି। ତାଙ୍କର ଶେଷ ଚାରୋଟି ଟେଷ୍ଟ ଇନିଂସରେ ତିନୋଟି ଅର୍ଦ୍ଧଶତକ ମାରିଛନ୍ତି। ସେ କଲମ୍ବୋ ଟେଷ୍ଟରେ ୬୩ ରନର ଇନିଂସ ଖେଳି ଏମଏସ ଧୋନୀଙ୍କ ଏକ ଐତିହାସିକ ରେକର୍ଡ ଭାଙ୍ଗି…
ଯଶସ୍ବୀ ଜୟସ୍ବାଲଙ୍କୁ ବଡ଼ ଝଟ୍କା: ICC ଦେଲା ଏମିତି ଦଣ୍ଡ
ନୂଆଦିଲ୍ଲୀ,୨୪।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଭାରତୀୟ କ୍ରିକେଟ ଦଳର ଷ୍ଟାର ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ ଜୟସ୍ବାଲଙ୍କୁ ଏକ ଝଗଡ଼ା ପାଇଁ ଦଣ୍ଡିତ କରିଛି। ଶ୍ରୀଲଙ୍କା ବୋଲର ଅସୀଥା ଫର୍ନାଣ୍ଡୋ ମଧ୍ୟ ଜୟସ୍ବାଲଙ୍କ ସହିତ କାର୍ଯ୍ୟାନୁଷ୍ଠାନର ସମ୍ମୁଖୀନ ହୋଇଛନ୍ତି। ICC କହିଛି…

