ଖେଳ

ଟି୨୦ ବିଶ୍ୱକପ୍‌: ସଫଳ ଆୟୋଜନ ପାଇଁ ପ୍ରକ୍ରିୟା ଆରମ୍ଭ

ଦୁବାଇ,: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଆନୁକୂଲ୍ୟରେ ୨୦୨୧ ପୁରୁଷ ଟି୨୦ ବିଶ୍ୱକପ୍‌ ଭାରତରେ ଆୟୋଜନ ହେବାକୁ ଯାଉଛି। ୧୬ଟି ଦଳକୁ ନେଇ ହେବାକୁ ଥିବା ଏହି ଟୁର୍ନାମେଣ୍ଟର ସ୍ବତନ୍ତ୍ରତା ସମ୍ପର୍କରେ ଗୁରୁବାର ଦୁବାଇଠାରେ ଆଇସିସି ଓ ଭାରତୀୟ କ୍ରିକେଟ...

ଦିନିକିଆରେ ବୁମ୍‌ରାଙ୍କ ଅସଲ ପରୀକ୍ଷା

ନୂଆଦିଲ୍ଲୀ: ନିକଟରେ ଶେଷ ହୋଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ରେ ଯଶପ୍ରୀତ୍‌ ବୁମ୍‌ରାଙ୍କ ପ୍ରଦର୍ଶନ ଅତ୍ୟନ୍ତ ପ୍ରଭାବୀ ରହିଥିଲା। ମାତ୍ର ତାଙ୍କର ଅସଲ ପରୀକ୍ଷା ଆଗକୁ ଆସୁଛି। ଭାରତୀୟ ଦଳ ଅଷ୍ଟ୍ରେଲିଆ ଗସ୍ତରେ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ...

ଏହି ଭାରତୀୟ କ୍ରିକେଟର୍‌ଙ୍କୁ ବିମାନ ବନ୍ଦରରେ ଅଟକାଇଲା ପୋଲିସ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭାରତୀୟ କ୍ରିକେଟର କ୍ରୁନାଲ ପାଣ୍ଡ୍ୟାଙ୍କୁ ଗୁରୁବାର ମୁମ୍ବାଇ ବିମାନବନ୍ଦରରେ ରାଜସ୍ବ ଇଣ୍ଟେଲିଜେନ୍ସ (ଡିଆରଆଇ) ଅଧିକାରୀମାନେ ଅଟକାଇଥିଲେ। ଅଜ୍ଞାତ ସୁନା ଏବଂ କିଛି ମୂଲ୍ୟବାନ ସାମଗ୍ରୀ ଥିବା ସନ୍ଦେହରେ କ୍ରୁନାଲ ପାଣ୍ଡ୍ୟାଙ୍କୁ ବିମାନବନ୍ଦରରେ ଅଟକାଇ ପଚରାଉଚରା କରାଯାଇଥିଲା। ସେ ଇଣ୍ଡିଆନ ପ୍ରିମିୟର...

ଭାବି କ୍ରିକେଟର୍‌ ସ୍ବାମୀଙ୍କୁ ଝୁରୁଛନ୍ତି ଧନଶ୍ରୀ

ଆଇପିଏଲ୍‌ ୨୦୨୦ ଶେଷ ହୋଇଛି। ଭାରତୀୟ କ୍ରିକେଟ ଦଳର ଅଧିକାଂଶ ଖେଳାଳି ଦୁବାଇରୁ ଅଷ୍ଟ୍ରେଲିଆ ଅଭିମୁଖେ ବାହାରିଛନ୍ତି। ଏଥିରେ ସାମିଲ ଅଛନ୍ତି ସ୍ପିନର ୟୁଜବେନ୍ଦ୍ର ଚହଲ। ସେ ଯିବା ପରେ ଭାରତ ଫେରିଆସିଛନ୍ତି ତାଙ୍କ ଭାବି ସ୍ତ୍ରୀ ଧନଶ୍ରୀ ବର୍ମା।...

ବିରାଟ କୋହଲିଙ୍କ ବ୍ୟକ୍ତିତ୍ୱ ମଇଦାନ ଭିତରେ ଏବଂ ବାହାରେ ଭିନ୍ନ: ଜାମ୍ପା

ଦୁବାଇ,୧୨।୧୧: ଆଇପିଏଲ୍‌-୨୦୨୦ର ସଫଳ ଆୟୋଜନ ପରେ ଭାରତୀୟ ଟିମ୍‌ ଅଷ୍ଟ୍ରେଲିଆ ଗସ୍ତରେ ଯାଇଛନ୍ତି। ସବୁଥର ଭାରତ-ଅଷ୍ଟ୍ରେଲିଆ ମ୍ୟାଚ୍‌ରେ ରୋମାଞ୍ଚ ଦେଖିବାକୁ ମିଳେ। ଏଣୁ ଏଥିପାଇଁ ଉଭୟ ପ୍ରଶଂସକ ଏବଂ ଖେଳାଳି ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି। ତେବେ ଆଇପିଏଲ୍‌ରେ ଆର୍‌ସିବିର ସଦସ୍ୟ...

ନୀଳ ମାସ୍କ, ପିପିଇ କିଟ୍‌ ପିନ୍ଧି ଅଷ୍ଟ୍ରେଲିଆ ଅଭିମୁଖେ ବାହାରିଲା ଭାରତୀୟ ଦଳ

ଦୁବାଇ,୧୨।୧୧: ଆଇପିଏଲ୍‌ ଶେଷ ହେବା ପରେ ଭାରତୀୟ କ୍ରିକେଟ ଦଳ ଦୁବାଇରୁ ସିଧା ଅଷ୍ଟ୍ରେଲିଆ ଗସ୍ତରେ ଯାଇଛି। ଦଳର ସବୁ ଖେଳାଳିଙ୍କ ନୀଳ ମାସ୍କ ଏବଂ ପିପିଇ କିଟ ପିନ୍ଧିଥିବାର ଦେଖିବାକୁ ମିଳିଛି। ଭାରତୀୟ ଟିମରେ ସ୍ଥାନ ପାଇଥିବା ଅଧିକାଂଶ...

ମୁମ୍ବାଇରେ ଧୋନୀ କିଣିଲେ ନୂଆ ବଙ୍ଗଳା: ଅବସର ପରେ ବି ସେ ୭୬୦ କୋଟି ସମ୍ପତ୍ତିର ମାଲିକ

ନୂଆ ଘର କିଣିଛନ୍ତି ଭାରତୀୟ ଦଳର ପୂର୍ବତନ କ୍ରିକେଟର ମହେନ୍ଦ୍ର ସିଂହ ଧୋନୀ। ଅବସର ସମୟ ଅତିବାହିତ କରିବାକୁ ଧୋନୀ ମୁମ୍ବାଇରେ ଏକ ଘର କିଣିଛନ୍ତି। ସ୍ତ୍ରୀ ସାକ୍ଷୀ ସୋସିଆଲ ମିଡିଆରେ ଏ ନେଇ ପ୍ରଶଂସକଙ୍କୁ ଜଣାଇଛନ୍ତି। ଉକ୍ତ ନିର୍ମାଣାଧିନ...

ଧୋନୀ କରିବେ କୁକୁଡ଼ା ଫାର୍ମ

ରାଞ୍ଚି,୧୨।୧୧: ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିବା ପରେ ଏବେ ମହେନ୍ଦ୍ର ସିଂ ଧୋନୀ କୁକୁଡ଼ା ଫାର୍ମ କରିବାକୁ ଯୋଜନା କରିଛନ୍ତି। ସେ ରାଞ୍ଚିରେ କଡ଼କନାଥ କୁକୁଡ଼ା ପ୍ରଜାତିର ଫାର୍ମ କରିବେ ବୋଲି ଚର୍ଚ୍ଚା ହେଉଛି। ଏନେଇ ସେ ଝାବୁଆ...

ରୋହିତ ଶର୍ମାଙ୍କ ବିଷୟରେ ବଡ ଖୁଲାସା କଲେ କୋଚ

ଆଇପିଏଲ୍‌ର ୧୩ତମ ସଂସ୍କରଣ ଜିତି ମୁମ୍ବାଇ ଇଣ୍ଡିଆନ୍ସ ଇତିହାସ ରଚିଛି। ଦଳର ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ୱ ବିଷୟରେ ଏବେ ଚାରିଆଡେ ଚର୍ଚ୍ଚା ହେଉଛି। ରୋହିତ ୫ଟି ଟାଇଟଲ ସହ ଆଇପିଏଲ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହୋଇଛନ୍ତି। ଖୁବ୍‌...

ଆରସିବି ନୁହେଁ, ଏହି ଦଳକୁ ଆଇପିଏଲର ଶ୍ରେଷ୍ଠ ଦଳ କହିଲେ ଏବି ଡି ଭିଲିୟର୍ସ

ଆଇପିଏଲ ୧୩ତମ ସିଜନର ଯାତ୍ରା ସମାପ୍ତ ହୋଇଛି। ଦୁବାଇ ଇଣ୍ଟରନ୍ୟାସନାଲ କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିବା ଫାଇନାଲ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୫ ଉଇକେଟରେ ପରାସ୍ତ କରି ୫ ଥର ପାଇଁ ଆଇପିଏଲ ଟାଇଟଲ ଜିତିଛି। ମୁମ୍ବାଇ ଇଣ୍ଡିଆନ୍ସର...

କନିଷ୍ଠ କିରାଣୀଙ୍କ ଘରେ ଭିଜିଲାନ୍ସ ଚଢାଉ: ଆୟବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗ

ଧର୍ମଶାଳା,୧୨।୧୧:(ଡି.ଏନ.ଏ.) ଭିଜିଲାନ୍ସ ଜାଲରେ ପୁଣି ଜଣେ ସରକାରୀ କର୍ମଚାରୀ। ଆୟବହିର୍ଭୁତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଧର୍ମଶାଳା ସବରେଜିଷ୍ଟ୍ରାର କାର୍ଯ୍ୟାଳୟର କନିଷ୍ଠ କିରାଣୀ ରତ୍ନାକର ମହାନ୍ତିଙ୍କ ବାସଭବନରେ ଭିଜିଲାନ୍ସ ବିଭାଗର ଚଢାଉ କରିଛି। ଗୁରୁବାର ସକାଳୁ ଯାଜପୁର ଭିଜିଲାନ୍ସ ବିଭାଗର...

ଏହି ପ୍ରସିଦ୍ଧ କ୍ରିକେଟରଙ୍କ ପରଲୋକ

ଇଂଲଣ୍ଡର କାଉଣ୍ଟି ଦଳ କେଣ୍ଟର କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ଗ୍ରାହାମ କାଉଡ୍ରେଙ୍କ ପରଲୋକ ଘଟିଛି। ତାଙ୍କୁ ମାତ୍ର ୫୬ ବର୍ଷ ହୋଇଥିଲା। ଗତ କିଛିଦିନ ହେବ ସେ ଅସୁସ୍ଥ ଥିଲେ। କାଉଡ୍ରେ ଇଂଲଣ୍ଡ ପାଇଁ ଯଦିଓ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳି ନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri