୫ ବର୍ଷ ପରେ ‘ଗୋଲ୍ଡେନ୍ ଡକ୍’ରେ ଆଉଟ୍
ମୁମ୍ବାଇ,୧୯।୪: ଦୀର୍ଘ ଦିନରୁ ଖରାପ ଫର୍ମ ଦେଇ ଗତି କରୁଛନ୍ତି ଭାରତ ତଥା ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍ସିବି)ର ପୂର୍ବତନ ଅଧିନାୟକ ବିରାଟ କୋହଲି। ଏକ ସମୟରେ ‘ରନ୍ ମେସିନ’ ଭାବେ ପରିଚିତ ଏହି କ୍ରିକେଟର ଲଗାତାର ଭାବେ ବ୍ୟାଟିଂରେ ଫେଲ୍ ହେଉଛନ୍ତି।…
ପ୍ଲେସିସିଙ୍କ ବିସ୍ଫୋରକ ବ୍ୟାଟିଂ, ଏଲ୍ଏସ୍ଜି ପାଇଁ ବିଜୟ ଲକ୍ଷ୍ୟ ୧୮୨…
ମୁମ୍ବାଇ, ୧୯।୪ : ଆଇପିଏଲ୍ ସିଜିନ୍ର ୧୫ତମ ସଂସ୍କରଣର ୩୧ ତମ ମ୍ୟାଚ୍ରେ ମଙ୍ଗଳବାର ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍ସିବି) ବିପକ୍ଷରେ ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ୍(ଏଲ୍ଏସ୍ଜି) ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ମହାରାଷ୍ଟ୍ର ମୁମ୍ବାଇର ଡ. ଡି.ଓ୍ବାଇ. ପାଟିଲ…
ଟସ୍ ଜିତିଲା ଏଲ୍ଏସ୍ଜି, ବୋଲିଂ ନିଷ୍ପତ୍ତି…
ମୁମ୍ବାଇ, ୧୯।୪ : ଆଇପିଏଲ୍ ସିଜିନ୍ର ୧୫ତମ ସଂସ୍କରଣର ୩୧ ତମ ମ୍ୟାଚ୍ରେ ମଙ୍ଗଳବାର ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍ସିବି) ବିପକ୍ଷରେ ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ୍(ଏଲ୍ଏସ୍ଜି) ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ମହାରାଷ୍ଟ୍ର ମୁମ୍ବାଇର ଡ. ଡି.ଓ୍ବାଇ. ପାଟିଲ…
ହ୍ୟାଟ୍ରିକ୍ ପରେ ପୁରୁଣା ଷ୍ଟାଇଲ୍ରେ ପୋଜ୍: ୨୦୨୨ରେ ୨୦୧୯ କଥାକୁ ମନେପକାଇଲେ…
ମୁମ୍ବାଇ,୧୯।୪: ଇଣ୍ଡିଆନ୍ ପ୍ରିମିୟର ଲିଗ୍(ଆଇପିଏଲ୍) ୨୦୨୨ରେ ହ୍ୟାଟ୍ରିକ୍ ନେଇ ଚର୍ଚ୍ଚାରେ ରାଜସ୍ଥାନ ରୟାଲ୍ସ ବୋଲର ୟୁଜବେନ୍ଦ୍ର ଚହଲ। ବ୍ରାବୋନ ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା ମ୍ୟାଚ୍ରେ ଚଳିତ ଆଇପିଏଲ୍ର ପ୍ରଥମ ହ୍ୟାଟ୍ରିକ୍ ନେଇଛନ୍ତି ସେ। ଏହାକୁ ନେଇ ତାଙ୍କ ଦଳ କୋଲକାତା ନାଇଟ୍…
ଆଇସିୟୁରେ ଜୀବନ ସହ ସଂଗ୍ରାମ କରୁଛନ୍ତି ଏହି କ୍ରିକେଟର
ନୂଆଦିଲ୍ଲୀ,୧୯।୪: କ୍ରିକେଟଜଗତରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ନେଦରଲ୍ୟାଣ୍ଡ ଦଳର ମୁଖ୍ୟ ପ୍ରଶିକ୍ଷକ ତଥା ଅଷ୍ଟ୍ରେଲିଆର ପୂର୍ବତନ ଉଇକେଟ କିପର୍ ରଆନ୍ କ୍ୟାମ୍ପବେଲଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ରହିଛି। ଶନିବାର ତାଙ୍କୁ ହୃଦ୍ଘାତ ହେବା ପରେ ୟୁକେର ଏକ ଡାକ୍ତରଖାନାରେ ଭର୍ତ୍ତି…
କରୋନା ସଙ୍କଟ, ଡିସି-ପିବିକେଏସ୍ ମ୍ୟାଚ୍ ପୁଣେରୁ ମୁମ୍ବାଇ ସ୍ଥାନାନ୍ତର…
ମୁମ୍ବାଇ, ୧୯।୪ : ଆଇପିଏଲ ୨୦୨୨ରେ କରୋନା ସଂକ୍ରମଣ ଘଟିଛି। ସୋମବାର ଦିନ ଦିଲ୍ଲୀ କ୍ୟାପିଟାଲର ଖେଳାଳି ମିଚେଲ ମାର୍ଶ କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି। ଏହା ବ୍ୟତୀତ ଦଳର ଫିଜିଓ ପାଟ୍ରିକ ଫରହାର୍ଟ ଏବଂ ଦଳର ଡାକ୍ତର ସାଲଭି ମଧ୍ୟ…
ଚହଲ ହ୍ୟାଟ୍ରିକ୍ ନେବା ପରେ ସ୍ତ୍ରୀଙ୍କ ଥିଲା ଏମିତି ପ୍ରତିକ୍ରିୟା: ଦେଖନ୍ତୁ ଭିଡିଓ
ମୁମ୍ବାଇ,୧୯।୪: ଆଇପିଏଲ୍ ୨୦୨୨ରେ ରାଜସ୍ଥାନ ରୟାଲ୍ସ ବୋଲର୍ ୟୁଜଭେନ୍ଦ୍ର ଚହଲ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ହ୍ୟାଟ୍ରିକ ନେଇଛନ୍ତି। ବ୍ରାବୋର୍ନ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍ରେ ଚହଲ ଚଳିତ ଆଇପିଏଲ୍ର ପ୍ରଥମ ହ୍ୟାଟ୍ରିକ୍ ନେଇ ନିଜ ଦଳକୁ ବିଜୟ ଦେବାରେ ପ୍ରମୁଖ…
ଜନ୍ମଦିନରେ ରାହୁଲଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରେମିକା: ଜବାବରେ ମିଳିଲା…
ଭାରତୀୟ କ୍ରିକେଟର୍ କେ.ଏଲ ରାହୁଲ ଏବେ ଜବରଦସ୍ତ ଫର୍ମରେ ଅଛନ୍ତି। ଆଇପିଏଲ୍ ୨୦୨୨ରେ ସେ ଚମତ୍କାର ବ୍ୟାଟିଂ କରୁଛନ୍ତି। ଗତକାଲି ଅର୍ଥାତ୍ ଏପ୍ରିଲ ୧୮ରେ ସେ ତାଙ୍କ ୩୦ତମ ଜନ୍ମଦିନ ପାଳନ କରିଛନ୍ତି। ଜନ୍ମଦିନରେ ତାଙ୍କୁ ସାଥୀ ଖେଳାଳିଙ୍କ ସହ ପ୍ରଶଂସକମାନେ…
ଆଇପିଏଲ୍ ଇତିହାସରେ ପ୍ରଥମଥର ଘଟିଲା ଏମିତି
ମୁମ୍ବାଇ,୧୯।୪: ସୋମବାର ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ର ୧୫ତମ ସିଜିନର ଏକ ମ୍ୟାଚ୍ରେ ରାଜସ୍ଥାନ ରୟାଲ୍ସ (ଆରଆର) ୭ ରନ୍ରେ କୋଲକାତା ନାଇଟ ରାଇଡର୍ସ (କେକେଆର୍)କୁ ପରାସ୍ତ କରିଛି। ମୁମ୍ବାଇର ବ୍ରାବୋର୍ନ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍ରେ ରାଜସ୍ଥାନର ଜୋସ ବଟଲର୍…
ପ୍ରଶଂସକଙ୍କ ସହ ଦୁଃଖ ଖବର ଶେୟାର କଲେ ରୋନାଲଡୋ
ନୂଆଦିଲ୍ଲୀ,୧୯।୪:ବିଶ୍ୱର କିମ୍ବଦନ୍ତୀ ଫୁଟବଲ ଖେଳାଳି କ୍ରିଷ୍ଟିଆନୋ ରୋନାଲଡୋ ନିଜ ପ୍ରଶଂସକଙ୍କ ସହ ଏକ ଦୁଃଖ ଖବର ଶେୟାର କରିଛନ୍ତି। ରୋନାଲଡୋ ଓ ତାଙ୍କ ଗାର୍ଲଫ୍ରେଣ୍ଡ ଜର୍ଜିନା ରୋଡ୍ରିଗେଜ ସେମାନଙ୍କ ନବଜାତ ପୁତ୍ର ସନ୍ତାନକୁ ହରାଇଛନ୍ତି। ମଞ୍ଚେଷ୍ଟର ୟୁନାଇଟେଡ ତାରକା କ୍ରିଷ୍ଟିଆନୋ ଟୁଇଟର୍ରେ…
ବଟଲରଙ୍କ ବିସ୍ଫୋରକ ଶତକ
ମୁମ୍ବାଇ,୧୮।୪: ସ୍ଥାନୀୟ ବ୍ରାବୋର୍ନେ ଷ୍ଟାଡିୟମରେ ସୋମବାର ରାତିରେ ଖେଳାଯାଇଥିବା ଆଇପିଏଲ ମ୍ୟାଚ୍ରେ ଫୁଲ ଫର୍ମରେ ଥିବା ଜୋସ ବଟଲର କୋଲକାତା ନାଇଟ୍ ରାଇଡର୍ସ (କେକେଆର୍) ବିପକ୍ଷରେ ୧୦୩ ରନ୍ର ବିସ୍ଫୋରକ ଶତକୀୟ ଇନିଂସ ଖେଳିଛନ୍ତି। ତାଙ୍କ ପାଳି ଯୋଗୁ ରାଜସ୍ଥାନ ରୟାଲ୍ସ…
କାଉଣ୍ଟିରେ ପୂଜାରାଙ୍କ ଅପରାଜିତ ଦ୍ୱିଶତକ
ନୂଆଦିଲ୍ଲୀ,୧୮।୪: ଚେତେଶ୍ୱର ପୂଜାରା (୨୦୧*)ଙ୍କ ଅପରାଜିତ ଦ୍ୱିଶତକ ଯୋଗୁ ସସେକ୍ସ ଏବଂ ଡର୍ବିଶାୟାର ମଧ୍ୟରେ ଚାଲିଥିବା କାଉଣ୍ଟି ଚାମ୍ପିୟନଶିପ୍ ଡିଭିଜନ ୨ ମ୍ୟାଚ୍ ଅମୀମାଂସିତ ରହିଛି। କାଉଣ୍ଟି ଚାମ୍ପିୟନଶିପ୍ରେ ଦ୍ୱିଶତକ ହାସଲ କରିବାରେ ସେ ହେଉଛନ୍ତି ଦ୍ୱିତୀୟ ଭାରତୀୟ ବ୍ୟାଟର। ତାଙ୍କ…

