ଖେଳ

ଏମିତି କାମ କରି ସ୍ତ୍ରୀଙ୍କୁ ଡରାଇଲେ ରୋହିତ ଶର୍ମା

ଦୁବାଇ,୫।୧୦: ଆଇପିଏଲ ୨୦୨୧ରେ ଟାଇଟଲ ବିଜୟରେ ହ୍ୟାଟ୍ରିକ କରିବା ଠାରୁ ବହୁ ଦୂରରେ ଅଛି ମୁମ୍ବାଇ ଇଣ୍ଡିଆନ୍ସ। କିନ୍ତୁ ଅଧିନାୟକ ରୋହିତ ଶର୍ମା ତାଙ୍କ ସାଥୀ ଖେଳାଳିଙ୍କ ମନୋବଳ ବଢାଇବା ସହ ସେମାନଙ୍କୁ ଉତ୍ସାହିତ କରିବାକୁ ଚେଷ୍ଟା କରୁଛନ୍ତି। ପ୍ଲେ...

ସାକ୍ଷୀଙ୍କ ଉପସ୍ଥିତିରେ ଧୋନୀଙ୍କୁ ପ୍ରପୋଜ୍‌ କଲେ ଏହି ଯୁବତୀ: ଆଉ ତା’ପରେ

ଚେନ୍ନାଇ ସୁପର କିଙ୍ଗ୍ସର ବର୍ତ୍ତମାନର ଅଧିନାୟକ ଏମଏସ ଧୋନୀ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥାଇ ପାରନ୍ତି, କିନ୍ତୁ ପ୍ରଶଂସକଙ୍କ ମଧ୍ୟରେ ତାଙ୍କ କ୍ରେଜ କମିନାହିଁ। ‘କ୍ୟାପଟେନ କୁଲ’ ମହେନ୍ଦ୍ର ସିଂ ଧୋନୀଙ୍କୁ ଅନୁସରଣ କରୁଥିବା ମହିଳା ପ୍ରଶଂସକ ମଧ୍ୟ ବହୁତ...

ତୃତୀୟ ବିବାହ କରି ଚର୍ଚ୍ଚାରେ ଥିଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

ଦେଶ ବିଦେଶର କ୍ରିକେଟରଙ୍କ ପ୍ରେମ ଏବଂ ବିବାହକୁ ନେଇ ସର୍ବଦା ଚର୍ଚ୍ଚା ଲାଗି ରହିଥାଏ। କେବଳ ବିବାହ ନୁହେଁ ବ୍ରେକ୍‌ଅପ୍‌କୁ ନେଇ ମଧ୍ୟ ଆଲୋଚନା ହୋଇଥାଏ। ଏମିତି କିଛି କ୍ରିକେଟର ଅଛନ୍ତି ସେମାନେ ୨-୨ଥର ବିବାହ କରିଛନ୍ତି। କିନ୍ତୁ ସେମାନଙ୍କଠାରୁ...

୯ କୋଟି ଟଙ୍କାର କ୍ରିକେଟର୍‌ ସାଜିଲେ ଚେନ୍ନାଇ ପାଇଁ ବଡ ଶତ୍ରୁ

ଦୁବାଇ,୫।୧୦: ଆଇପିଏଲ ୨୦୨୧ର ଏକ ରୋମାଞ୍ଚକର ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ସୋମବାର ଚେନ୍ନାଇ ସୁପର କିଙ୍ଗ୍ସକୁ ୩ ଉଇକେଟରେ ପରାସ୍ତ କରିଛି। ଏହି ବିଜୟ ସହିତ ଦିଲ୍ଲୀ କ୍ୟାପିଟାଲ୍ସ ଦଳ ପଏଣ୍ଟ ଟେବୁଲର ଶୀର୍ଷରେ ପହଞ୍ଚିଛି। ଏଥିସହିତ ସିଏସକେ ଦଳ...

ସମ୍ପର୍କୀୟଙ୍କ ଭଉଣୀଙ୍କୁ ବିବାହ କରିବାକୁ ଯାଉଛନ୍ତି ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟାନ୍‌: ଏହା ପୂର୍ବରୁ…

ପାକିସ୍ତାନ କ୍ରିକେଟ ଦଳର ଅଧିନାୟକ ବାବର ଆଜାମ ଆସନ୍ତା ବର୍ଷ ବିବାହ କରିବାକୁ ଯାଉଛନ୍ତି। ବାବର ନିଜ ସମ୍ପର୍କୀୟ ଭଉଣୀଙ୍କୁ ବିବାହ କରିବାକୁ ଯାଉଛନ୍ତି। ବାବରଙ୍କ ପୂର୍ବରୁ ଅନ୍ୟ ଜଣେ ଭେଟେରାନ ଖେଳାଳି ସମ୍ପର୍କୀୟ ଭଉଣୀଙ୍କୁ ବିବାହ କରିଥିଲେ। ପାକିସ୍ତାନର...

ଆଇପିଏଲ୍‌ ଇତିହାସରେ ଦ୍ୱିତୀୟ ଥର ଘଟିଲା ଏମିତି

ଦୁବାଇ,୫।୧୦: ସିଏସ୍‌କେ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ସୋମବାର ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷ ମ୍ୟାଚ୍‌ରେ ଖେଳିଥିଲେ ୧୮ ରନ୍‌ର ପାଳି। ତାହା ପୁଣି ୨୭ ବଲରେ। ତାଙ୍କର ଏହି ଇନିଂସରେ ଗୋଟିଏ ହେଲେ ଚୌକା କିମ୍ବା ଛକା ନ ଥିଲା।...

ହାଇଡ୍ରାମା ପରେ ଜିତିଲା ଦିଲ୍ଲୀ

ଦୁବାଇ,୪।୧୦ : ଚଳିତ ଆଇପିଏଲ ସିଜନର ଦ୍ୱିତୀୟ ଫେଜ୍‌ରେ ସୋମବାର ଏଠାରେ ଖେଳାଯାଇଥିବା ଡ୍ରାମାରେ ଭରପୂର ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)କୁ ୩ ଉଇକେଟରେ ହରାଇ ଦେଇଛି ଦିଲ୍ଲୀ କ୍ୟାପିଟାଲ୍ସ। ଏହି ବିଜୟ ସହ ଦିଲ୍ଲୀ (୨୦ ପଏଣ୍ଟ)...

ଧୋନୀଙ୍କ ବ୍ୟାଟ୍‌ରେ ବାଜିଲାନି

ଦୁବାଇ,୪।୧୦ : ମ୍ୟାଚ୍‌ ଫିନିଶର ଭାବେ ଜଣାଶୁଣା ମହେନ୍ଦ୍ର ସିଂ ଧୋନୀ ଶେଷ ପର୍ଯ୍ୟନ୍ତ ଛିଡ଼ା ହୋଇଥିଲେ। ୨୭ ବଲ ଖେଳିବା ପରେ ମଧ୍ୟ ତାଙ୍କ ବ୍ୟାଟରୁ ଗୋଟିଏ ହେଲେ ଚୌକା କିମ୍ବା ଛକା ବାହାରି ନ ଥିଲା। ଶେଷରେ...

ବଡ଼ ପରିବର୍ତ୍ତନ ସହ ଓହ୍ଲାଇଲା ସିଏସ୍‌କେ

ଦୁବାଇ,୪।୧୦ : ସୋମବାର ଦୁବାଇରେ ଖେଳାଯିବାକୁ ଥିବା ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷ ମ୍ୟାଚ୍‌ରେ ବଡ଼ ପରିବର୍ତ୍ତନ ସହ ଓହ୍ଲାଇଛି ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)। ସିଏସ୍‌କେ ଦଳର ଅନ୍ୟତମ ପୁରୁଣା ସଦସ୍ୟ ସୁରେଶ ରାଇନାଙ୍କୁ ବାଦ୍‌ ଦିଆଯାଇଛି। ତାଙ୍କ ବଦଳରେ...

୧୨ରୁ ୧୪ କୋଟି ଟଙ୍କାରେ ବିକ୍ରି ହୋଇପାରନ୍ତି ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦ : ଚଳିତ ଆଇପିଏଲ ସିଜନର ପ୍ରଥମ ଫେଜରେ ୭ମ ସ୍ଥାନରେ ଥିବା କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଏବେ ପ୍ଲେ-ଅପ୍‌ ଲାଗି ଯୋଗ୍ୟତା ହାସଲ କରିବା ନିକଟତର ହୋଇପାରିଛି। ଦ୍ୱିତୀୟ ଫେଜରେ ଦଳ ଭଲ ପ୍ରଦର୍ଶନ କରିଛି। ଦଳର...

ବିଶ୍ୱରେକର୍ଡ କଲେ ବାବର ଆଜମ, ୧୬ ବର୍ଷ ବଡ ଗେଲ, କୋହଲିଙ୍କୁ ପଛରେ ପକାଇଲେ

ଇସଲାମାବାଦ,୪।୧୦:ପାକିସ୍ତାନ ଅଧିନାୟକ ବାବର ଆଜମଙ୍କ ଜବରଦସ୍ତ ଫର୍ମ ଜାରି ରହିଛି। ରବିବାର ସେ ଏକ ବିଶ୍ୱ ରେକର୍ଡ ସୃଷ୍ଟି କରିଥିଲେ। ସେ ଟି -୨୦ରେ ୭୦୦୦ ରନ ସ୍କୋର କରିବାରେ ଦ୍ରୁତତମ ବ୍ୟାଟ୍ସମ୍ୟାନ ହୋଇଛନ୍ତି। ଜାତୀୟ ଟି -୨୦ କପ୍‌ର...

ଟି-୨୦ ବିଶ୍ୱକପ୍‌ ପୂର୍ବରୁ ବଡ଼ ଘୋଷଣା କଲା ଆଇସିସି

ନୂଆଦିଲ୍ଲୀ,୪।୧୦: ଆସନ୍ତା ଅକ୍ଟୋବର ୧୭ରୁ ୟୁଏଇ ଏବଂ ଓମାନରେ ଆରମ୍ଭ ହେବାକୁ ଥିବା ଟି -୨୦ ବିଶ୍ୱକପ ବିଷୟରେ ଏକ ଖୁସି ଖବର ଅଛି। ଏହି ଟୁର୍ନାମେଣ୍ଟ ସମୟରେ ୭୦ ଦର୍ଶକଙ୍କୁ ଷ୍ଟାଡିୟମରେ ବସି ମ୍ୟାଚ୍‌ ଦେଖିବାକୁ ଅନୁମତି ଦିଆଯିବ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri