ଖେଳ

ଆଇପିଏଲ୍‌ ପଏଣ୍ଟ ଟେବୁଲ ଶୀର୍ଷରେ ଗୁଜରାଟ: ଏହି ଖେଳାଳିଙ୍କ ପାଖରେ ପର୍ପଲ, ଅରେଞ୍ଜ୍‌ କ୍ୟାପ୍‌

ପୁଣେ,୧୫।୪: ଆଇପିଏଲ୍‌ ୨୦୨୨ର ପଏଣ୍ଟ ଟେବୁଲରେ ଗୁଜରାଟ ଟାଇଟାନ୍ସ ଶୀର୍ଷରେ ପହଞ୍ଚିଛି। ଗୁରୁବାର ଅନୁଷ୍ଠିତ ମ୍ୟାଚରେ ରାଜସ୍ଥାନ ରୟାଲ୍ସକୁ ପରାସ୍ତ କରି ଗୁଜରାଟ ଶୀର୍ଷ ସ୍ଥାନ ହାସଲ କରିଛି। ଏହାପୂର୍ବରୁ ରାଜସ୍ଥାନ ଶୀର୍ଷରେ ଥିଲା। ଏବେ ଗୁଜରାଟ ୫ଟି ମ୍ୟାଚରେ ୪ଟି…

ସଚିନଙ୍କ ପାଦ ଛୁଇଁଲେ ଏହି ମହାନ କ୍ରିକେଟର୍‌

ପୁଣେ,୧୫।୪: ଆଇପିଏଲ ୨୦୨୨ର ୨୩ତମ ମ୍ୟାଚରେ ପଞ୍ଜାବ କିଙ୍ଗସ ମୁମ୍ବାଇ ଇଣ୍ଡିଆନ୍ସକୁ ୧୨ ରନ ବ୍ୟବଧାନରେ ପରାସ୍ତ କରିଛି। ଏହି ବିଜୟ ପରେ ସୋସିଆଲ ମିଡିଆରେ ଜଣ୍ଟି ରୋଡସ ଏବଂ ସଚିନ ତେନ୍ଦୁଲକରଙ୍କ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି…

୬ ଦିନ ମଧ୍ୟରେ ଜିରୋରୁ ହିରୋ ହେଲେ ଏହି କ୍ରିକେଟର୍‌

ପୁଣେ,୧୫।୪: ଆଇପିଏଲ ୨୦୨୨ ଆଇପିଏଲ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ କ୍ରିକେଟର୍‌ ଓଡିଆନ ସ୍ମିଥଙ୍କୁ ବହୁ ଉତ୍‌ଥାନ-ପତନ ଦେଇ ଗତି କରିବାକୁ ପଡିଛି। ଚଳିତବର୍ଷ ସେ ପଞ୍ଜାବ ପକ୍ଷରୁ ଖେଳୁଛନ୍ତି। ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଅନ୍ତିମ ୨ଟି ବଲରେ ୨ଟି ଛକା ଖାଇବା ପରେ ସ୍ମିଥଙ୍କ…

ଶୀର୍ଷରେ ପହଞ୍ଚିଲା ଗୁଜରାଟ

ମୁମ୍ବାଇ, ୧୪ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ଗୁରୁବାର ଅନୁଷ୍ଠିତ ମ୍ୟାଚରେ ଗୁଜରାଟ ଟାଇଟାନ୍ସ ୩୭ ରନରେ ରାଜସ୍ଥାନ ରୟାଲ୍ସକୁ ପରାସ୍ତ କରିଛି। ଏଥିସହ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ଗୁଜରାଟ ଦଳ ବିଜୟ ପଥକୁ ଫେରିଛି। ଲକ୍ଷ୍ନୌ, ଦିଲ୍ଲୀ ଓ ପଞ୍ଜାବକୁ ହରାଇବାପରେ…

୧୯୩ ରନ୍‌ର ଟାର୍ଗେଟ୍‌ ଦେଲା ଗୁଜରାଟ

ମୁମ୍ବାଇ,୧୪।୩: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ଗୁରୁବାର ୨୪ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଅଧିନାୟକ ସଞ୍ଜୁ ସାମସନ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ପ୍ରାରମ୍ଭରୁ ମାପ୍‌ଚୁପ୍‌ ବୋଲିଂ କରିଥିଲେ ବୋଲର। ହେଲେ ଗୁଜରାଟ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ୮୭ ରନ୍‌ର…

ଅବସର ନେଲେ ଏହି ଷ୍ଟାର ଖେଳାଳି

ଲଡର୍‌ସ,୧୪ା୪: ଇଂଲଣ୍ଡ ବୋଲର ଆନ୍ୟା ଶ୍ରୁବସୋଲ ଗୁରୁବାର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଏଥିସହ ତାଙ୍କର ୧୪ ବର୍ଷର ଅନ୍ତର୍ଜାତୀୟ କ୍ୟାରିୟର ଶେଷ ହୋଇଛି। ୨୦୧୭ ବିଶ୍ୱକପ୍‌ ଚାମ୍ପିୟନ ଇଂଲଣ୍ଡ ଦଳର ସଦସ୍ୟ ଅନ୍ତର୍ଜାତୀୟ ସ୍ତରରେ ୧୭୩ ମ୍ୟାଚ୍‌ ଖେଳି…

ଟସ୍‌ ଜିତି ବୋଲିଂ କରିବ ରାଜସ୍ଥାନ

ମୁମ୍ବାଇ,୧୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ଗୁରୁବାର ୨୪ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଅଧିନାୟକ ସଞ୍ଜୁ ସାମସନ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ହାର୍ଦ୍ଦିକ ପାଣ୍ଡ୍ୟା ନେତୃତ୍ୱାଧୀନ ଗୁଜରାଟ ଟାଇଟାନ୍ସ କ୍ୟାପିଟାଲ ବ୍ୟାଟିଂ କରିବ। ଗୁଜରାଟ ଟାଇଟାନ୍ସ :…

ଅର୍ଥ ଦଣ୍ଡରେ ଦଣ୍ଡିତ ହେଲେ ରୋହିତ

ପୁଣେ,୧୪ା୪: ପଞ୍ଜାବ କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚ୍‌ରେ ଧିମା ବୋଲିଂ ହାର ପାଇଁ ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ରୋହିତ ଶର୍ମା ଏବଂ ଦଳର ଅନ୍ୟ ସଦସ୍ୟଙ୍କୁ ଅର୍ଥ ଦଣ୍ଡରେ ଦଣ୍ଡିତ କରାଯାଇଛି। ବୁଧବାର ରାତିରେ ଖେଳାଯାଇଥିବା ମ୍ୟାଚ୍‌କୁ ପଞ୍ଜାବ ୧୨ ରନ୍‌ରେ…

ଅନୁଷ୍କାଙ୍କୁ ବିବାହ ପୂର୍ବରୁ ଏହି ଅଭିନେତ୍ରୀଙ୍କୁ ଡେଟ୍‌ କରୁଥିଲେ କୋହଲି; ଏବେ ପୁଣି ଚର୍ଚ୍ଚାରେ…

ନୂଆଦିଲ୍ଲୀ,୧୪।୪: ସେ କ୍ରିକେଟ ହେଉ ଅବା ବ୍ୟକ୍ତିଗତ ଜୀବନ, ସବୁକିଛିକୁ ନେଇ ଚର୍ଚ୍ଚାରେ ଥାନ୍ତି ଭାରତ ଏବଂ ଆର୍‌ସିବିର ପୂର୍ବତନ ଅଧିନାୟକ ବିରାଟ କୋହଲି। ଆଇପିଏଲ୍‌ରେ ଆର୍‌ସିବି ଟାଇଟଲ ଜିତିବାରେ ବିଫଳ ହୋଇଥିଲେ ହେଁ ପ୍ରଶଂସକ ତାଙ୍କୁ ଭରପୂର ସମର୍ଥନ କରିଆସିଛନ୍ତି।…

ଆଇପିଏଲ୍‌ ପରେ ଟି-୨୦ ବିଶ୍ୱକପ୍‌ ଖେଳିବା ଉପରେ ସନ୍ଦେହ, ଆଉ ୪ ମାସ…

ନୂଆଦିଲ୍ଲୀ,୧୪।୪: ଆଇପିଏଲ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ ପାଇଁ ଖେଳିଥିବା ଦ୍ରୁତ ବୋଲର୍‌ ଦୀପକ ଚହର ଏବେ ଆହତ ସମସ୍ୟା ଦେଇ ଗତି କରୁଛନ୍ତି। ଏଥିଯୋଗୁ ସେ ଆଇପିଏଲ୍‌ର ଚଳିତ ସଂସ୍କରଣରୁ ବାଦ୍‌ ପଡ଼ିଛନ୍ତି। ଏବେ ସେ ଚଳିତ ବର୍ଷ ହେବାକୁ ଥିବା…

ଭୁବନେଶ୍ୱର, ଗୋଆ, ନଭି ମୁମ୍ବାଇ ଭେନ୍ୟୁ

ଭୁବନେଶ୍ୱର, ୧୪।୪ (କ୍ରୀଡ଼ା ପ୍ରତିନିଧି): ୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ ଆଉ ୬ ମାସରୁ କମ୍‌ ସମୟ ଥିବାବେଳେ ଏହା ଭୁବନେଶ୍ୱର, ଗୋଆ ଓ ନଭି ମୁମ୍ବାଇରେ ହେବ ବୋଲି ବୁଧବାର ଫୁଟବଲର ସର୍ବୋଚ୍ଚ ପରିଚାଳନା ସଂସ୍ଥା ପକ୍ଷରୁ…

ମୁମ୍ବାଇର ଲଗାତର ପଞ୍ଚମ ପରାଜୟ

ପୁଣେ,୧୨୵୪: ଆଇପିଏଲ ୨୦୨୨ର ୨୩ତମ ମ୍ୟାଚରେ ଆଜି ପୁଣି ମୁମ୍ବାଇ ଇଣ୍ଡିଆନ୍ସକୁ ପରାଜୟର ସାମ୍ନା କରିବାକୁ ପଡିଛି। ପୁଣେରେ ଖେଳାଯାଉଥିବା ଏହି ମ୍ୟାଚରେ ପଞ୍ଜାବ କିଙ୍ଗସ ୧୨ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ୧୯୯ ରନର ବିଜୟ ଲକ୍ଷ୍ୟକୁ ପିଛା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?