ଖେଳ

T20 ବିଶ୍ୱକପରେ ହେବ IND vs PAK ମ୍ୟାଚ୍; ସରେଣ୍ଡର କଲା ପାକିସ୍ତାନ, ଲାହୋରରେ ଲାଗିଲା ମୋହର

ନୂଆଦିଲ୍ଲୀ,୧୦।୨: ୨୦୨୬ ଟି-୨୦ ବିଶ୍ୱକପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଗ୍ରୁପ୍ ମ୍ୟାଚ୍ ଏବେ ଖେଳାଯିବ। ପାକିସ୍ତାନ କ୍ରିକେଟ୍ ବୋର୍ଡ (ପିସିବି) ପୂର୍ବରୁ ୧୫ ଫେବୃଆରୀରେ କଲମ୍ବୋରେ ହେବାକୁ ଥିବା ଭାରତ ବିପକ୍ଷରେ ମ୍ୟାଚ୍ ବର୍ଜନ କରିବାକୁ ଘୋଷଣା କରିଥିଲା। ପାକିସ୍ତାନ…

ସମସ୍ତଙ୍କୁ ଆଶ୍ଚର୍ଯ୍ୟ କଲା ICC: T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତି ଉପରେ ନେଲା ଏମିତି ନିଷ୍ପତ୍ତି

ନୂଆଦିଲ୍ଲୀ,୯।୨: ପୁରୁଷ T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତିକୁ ନେଇ ICC ଦୁଃଖ ପ୍ରକାଶ କରିଛି। ତେବେ ଏହି ଘଟଣା ପାଇଁ ବାଂଲାଦେଶ କ୍ରିକେଟ ବୋର୍ଡ (BCB) ଉପରେ କୌଣସି ଆର୍ଥିକ, କ୍ରୀଡ଼ା ସମ୍ବନ୍ଧୀୟ କିମ୍ବା ପ୍ରଶାସନିକ ଦଣ୍ଡ ବିଧାନ କରାଯିବ ନାହିଁ…

T20 ବିଶ୍ୱକପ୍‌: ଭାରତ ବିପକ୍ଷରେ ମ୍ୟାଚ୍ ଖେଳିବାକୁ ପାକିସ୍ତାନକୁ ଅନୁରୋଧ କଲା ବାଂଲାଦେଶ

ନୂଆଦିଲ୍ଲୀ,୯।୨: ଭାରତ-ପାକିସ୍ତାନ T20 ବିଶ୍ୱକପ୍ ମ୍ୟାଚ୍‌କୁ ନେଇ ସୃଷ୍ଟି ହୋଇଥିବା ଅନିଶ୍ଚିତତା ମଧ୍ୟରେ ଏକ ନୂଆ ମୋଡ଼ ଆସିଛି। ବାଂଲାଦେଶ କ୍ରିକେଟ ବୋର୍ଡ (BCB) ପାକିସ୍ତାନକୁ ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍ ବର୍ଜନ ନ କରିବାକୁ ଅନୁରୋଧ କରିଛି। ବାଂଲାଦେଶରେ ମ୍ୟାଚ୍ ଆୟୋଜନ…

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+) କ୍ୟାଟେଗରି(ବର୍ଗ)କୁ ବାଦ୍‌ ଦିଆଯାଇଛି। ଏବେ କେବଳ ତିନୋଟି କ୍ୟାଟେଗରି ରହିଛି – ଏ,…

ଇଟାଲୀକୁ ହରାଇ ସ୍କଟଲାଣ୍ଡର ବିଜୟ ଅଭିଯାନ ଆରମ୍ଭ

କୋଲକାତା,୯ା୨- ଟି୨୦ ବିଶ୍ୱକପ୍‌ରେ ସୋମବାର ଖେଳାଯାଇଥିବା ମ୍ୟାଚ୍‌ରେ ସ୍କଟଲାଣ୍ଡ ୭୩ ରନର ବ୍ୟବଧାନରେ ଇଟାଲୀକୁ ପରାସ୍ତ କରିଛି। ଏହି ବିଜୟ ସହ ସ୍କଟଲାଣ୍ଡ ଟି୨୦ ବିଶ୍ୱକପ୍‌ ଲାଗି ୟୁରୋପ କ୍ୱାଲିଫାୟରରେ ଇଟାଲୀଠାରୁ ମିଳିଥିବା ପରାଜୟର ପ୍ରତିଶୋଧ ନେଇଛି। ସ୍କଟଲାଣ୍ଡର ବିଶାଳ ୨୦୮…

ସ୍ୱର୍ଣ୍ଣରୁ ବଞ୍ଚିତ ହେଲେ ମନୁ ଭାକର

ନୂଆଦିଲ୍ଲୀ, ୯ା୨: ଅଲିମ୍ପିକ ଡବଲ ବ୍ରୋଞ୍ଜ ପଦକ ବିଜେତା ମନୁ ଭାକର ନୂଆଦିଲ୍ଲୀଠାରେ ଚାଲିଥିବା ଏସିଆନ ଶୁଟିଂ ଚାମ୍ପିୟନଶିପ୍‌ରେ ଅଳ୍ପକେ ସ୍ୱର୍ଣ୍ଣ ପଦକ ପାଇବାରୁ ବଞ୍ଚିତ ହୋଇଛନ୍ତି। ସେ ୨୫ ମିଟର ପିସ୍ତଲ ଇଭେଣ୍ଟର ସଂଘର୍ଷପୂର୍ଣ୍ଣ ଫାଇନାଲ ମୁକାବିଲାରେ ଅଳ୍ପକେ ଦ୍ୱିତୀୟ…

ଏହି ଗୋଟିଏ ସର୍ତ୍ତ ସହିତ ଭାରତ ବିପକ୍ଷରେ ଖେଳିବାକୁ ରାଜି ହେଲା ପାକିସ୍ତାନ! ଜାଣନ୍ତୁ କ’ଣ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ,୯।୨: ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ହେବାର ସମ୍ଭାବନା ଉପରେ ଆଲୋଚନା ଚାଲିଛି। ଆଇସିସି କାର୍ଯ୍ୟସୂଚୀ ଅନୁଯାୟୀ, ଫେବୃଆରୀ ୧୫ ତାରିଖରେ ଶ୍ରୀଲଙ୍କାର କଲମ୍ବୋରେ ଉଭୟ ଦଳ ଖେଳିବାର କାର୍ଯ୍ୟକ୍ରମ ଥିଲା। ତଥାପି, ପାକିସ୍ତାନ ସରକାର ବିଶ୍ୱକପ ଆରମ୍ଭ ହେବା…

ଟି-୨୦ ବିଶ୍ୱକପ୍: ବଡ଼ ଦଳଙ୍କୁ ନାକେଦମ୍ କଲେଣି ‘ଅଣ୍ଡରଡଗ୍ସ’, ଚର୍ଚ୍ଚାରେ ଏସବୁ ମ୍ୟାଚ୍

ନୂଆଦିଲ୍ଲୀ,୯।୨: ଚଳିତ ଟି-୨୦ ବିଶ୍ୱକପ୍‌ର ପ୍ରଥମ ସପ୍ତାହ କ୍ରିକେଟ ଜଗତର ସମସ୍ତ ପୁରୁଣା ସମୀକରଣକୁ ବଦଳାଇ ଦେଇଛି। ଯେଉଁ ଛୋଟ ଦଳମାନଙ୍କୁ ଦିନେ ‘ଦୁର୍ବଳ’ ବୋଲି କୁହାଯାଉଥିଲା, ସେମାନେ ଏବେ ଇଂଲଣ୍ଡ, ଭାରତ ଏବଂ ପାକିସ୍ତାନ ଭଳି ଦିଗ୍ଗଜ ଦଳଙ୍କ ବିଜୟ…

ପାକିସ୍ତାନକୁ ୪୪୦ ଭୋଲ୍ଟର ଝଟ୍‌କା ଦେଲା ICC: ସବୁ ସର୍ତ୍ତ ପ୍ରତ୍ୟାଖାନ

ନୂଆଦିଲ୍ଲୀ,୯।୨: ଟି୨୦ ବିଶ୍ୱକପରେ ଭାରତ ଏବଂ ପାକିସ୍ତାନ ମ୍ୟାଚ ପାଖେଇ ଆସୁଛି। ଏହା ପୂର୍ବରୁ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏବଂ ପାକିସ୍ତାନ କ୍ରିକେଟ ବୋର୍ଡ (PCB) ଆଲୋଚନା ମାଧ୍ୟମରେ ସମସ୍ୟାର ସମାଧାନ କରିବାକୁ ଚେଷ୍ଟା କରିଥିଲେ। ପାକିସ୍ତାନ ICC ସମ୍ମୁଖରେ…

ଭାରତ-ପାକିସ୍ତାନ ବିଶ୍ୱକପ ମ୍ୟାଚ୍‌କୁ ନେଇ ଆସିଲା ନୂଆ ଟ୍ବିଷ୍ଟ୍‌: ବୟକଟ ମଧ୍ୟରେ ବାଂଲାଦେଶର ଏଣ୍ଟ୍ରି

ନୂଆଦିଲ୍ଲୀ,୯।୨: ୨୦୨୬ ଟି୨୦ ବିଶ୍ୱକପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ ମ୍ୟାଚ ସମ୍ପର୍କରେ ଆଲୋଚନା ଚାଲିଛି। ରିପୋର୍ଟ ଅନୁଯାୟୀ, ଆଇସିସି ଦୁଇ ଦେଶ ମଧ୍ୟରେ ଏକ ବୈଠକ ଆୟୋଜନ କରିବାକୁ କାମ କରୁଛି। ଟି୨୦ ବିଶ୍ୱକପ ଆରମ୍ଭ ହେବା ପୂର୍ବରୁ…

Vaibhav Suryavanshiଙ୍କ ସାମ୍ନାରେ ଏବେ ନୂଆ ଚ୍ୟାଲେଞ୍ଜ! ଦେବେ କି ପରୀକ୍ଷା? ଜାଣନ୍ତୁ ବଡ଼ ଅପଡେଟ

ନୂଆଦିଲ୍ଲୀ,୯।୨: କ୍ରିକେଟ ପଡ଼ିଆରେ ନିଜର ବିସ୍ଫୋରକ ବ୍ୟାଟିଂ ଦ୍ୱାରା ସାରା ବିଶ୍ୱକୁ ଆଶ୍ଚର୍ଯ୍ୟ କରିଦେଇଥିବା ସମସ୍ତିପୁରର ଜଣେ ଉଦୀୟମାନ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ CBSE ଦଶମ ବୋର୍ଡ ପରୀକ୍ଷା ପାଇଁ ପ୍ରସ୍ତୁତ। ୧୪ ବର୍ଷୀୟ କ୍ରିକେଟର, ଯିଏ ପଡ଼ିଆରେ ଶ୍ରେଷ୍ଠ…

T20 World Cupରୁ ବାଦ ପଡ଼ିଥିବା ହର୍ଷିତ ରାଣାଙ୍କର ହେଲା ସର୍ଜରୀ, କେବେ ପୁଣି ଖେଳିବେ ଜାଣନ୍ତୁ

ନୂଆଦିଲ୍ଲୀ,୯।୨: ଟିମ୍ ଇଣ୍ଡିଆର ଦ୍ରୁତ ବୋଲର ହର୍ଷିତ ରାଣାଙ୍କ ଆଣ୍ଠୁ ଅସ୍ତ୍ରୋପଚାର ସଫଳ ହୋଇଛି । ସେ ଏହି ସୂଚନା ଇନଷ୍ଟାଗ୍ରାମରେ ସେୟାର କରିଛନ୍ତି । ସେ ତାଙ୍କ ହସ୍ପିଟାଲ ବେଡରୁ ଏକ ଫଟୋ ସେୟାର କରିଛନ୍ତି, ଯେଉଁଥିରେ କେବଳ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?