ଥାର୍ଡ ଅମ୍ପାୟରଙ୍କ ନିଷ୍ପତ୍ତି ଉପରେ ଉଠିଲା ପ୍ରଶ୍ନ
ପୁଣେ, ୧୦ା୪: ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷ ମ୍ୟାଚ୍ରେ ବିରାଟ କୋହଲି ବିବାଦୀୟ ଏଲ୍ବିଡବ୍ଲ୍ୟୁର ସମ୍ମୁଖୀନ ହେବା ପରେ ଥାର୍ଡ ଅମ୍ପାୟରଙ୍କ ନିଷ୍ପତ୍ତିକୁ ସମାଲୋଚନା କରିଛି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍ସିବି)। ଶନିବାର ଖେଳାଯାଇଥିବା ମ୍ୟାଚ୍ରେ ୪୮ ରନ୍ର ପାଳି ଖେଳିବା ପରେ…
କୂଳଦୀପଙ୍କ ଚମତ୍କାର ବୋଲିଂ: ହାରିଲା କୋଲକତା
କୋଲକତା,୧୦।୪:ଆଇପିଏଲ୍ ୨୦୨୨ରେ ରବିବାର ଦିଲ୍ଲୀ କ୍ୟାପିଟାଲ୍ସ ୪୪ ରନ୍ରେ କୋଲକାତା ନାଇଟ ରାଇଡର୍ସକୁ ପରାସ୍ତ କରିଛି। ମୁମ୍ବାଇର ବ୍ରାବୋର୍ନ ଷ୍ଟାଡିୟମରେ ଏକ ମ୍ୟାଚ୍ ଖେଳାଯାଇଥିବା ଏହି ମ୍ୟାଚ୍ରେ ୨୧୬ ରନ୍ର ବିଶାଳ ଲକ୍ଷ୍ୟକୁ ପିଛା କରି କୋଲକତା ୧୭୧ ରନ୍ରେ ଅଲଆଉଟ୍…
ରାଜସ୍ଥାନ ବିପକ୍ଷରେ ଟସ୍ ଜିତିଲା ଲକ୍ଷ୍ନୌ
ମୁମ୍ବାଇ,୧୦।୪: ଆଜି ଆଇପିଏଲ୍ ‘ସୁପର୍ ସନ୍ଡେ’ର ଦ୍ୱିତୀୟ ମ୍ୟାଚ୍ରେ ରାଜସ୍ଥାନ ରୟାଲ୍ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ ଦଳ ମୁହାଁମୁହିଁ ହୋଇଛନ୍ତି। ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଅନୁଷ୍ଠିତ ଏହି ମ୍ୟାଚ୍ରେ ଲକ୍ଷ୍ନୌ ଅଧିନାୟକ କେ.ଏଲ୍ ରାହୁଲ ଟସ୍ ଜିତି ପ୍ରଥମେ ବୋଲିଂ…
ଚମକିଲେ ଓ୍ବାର୍ନର, କୋଲକତାକୁ ୨୧୬ ରନ୍ର ଟାର୍ଗେଟ
ମୁମ୍ବାଇ,୧୦।୪: ଆଇପିଏଲ୍ ୨୦୨୨ରେ ରବିବାର କୋଲକାତା ନାଇଟ ରାଇଡର୍ସ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ମୁମ୍ବାଇର ବ୍ରାବୋର୍ନ ଷ୍ଟାଡିୟମରେ ଏକ ମ୍ୟାଚ୍ ଖେଳାଯାଉଛି। ଏହି ମ୍ୟାଚ୍ରେ ଦିଲ୍ଲୀ ପ୍ରଥମେ ବ୍ୟାଟିଂ କରି କୋଲକତାକୁ ୨୧୬ ରନ୍ର ବିଜୟ ଲକ୍ଷ୍ୟ ଦେଇଛି। ଡେଭିଡ…
ଟସ୍ ଜିତିଲା କୋଲକତା
ମୁମ୍ବାଇ,୧୦।୪: ଆଜି ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୨ରେ ଦୁଇଟି ମ୍ୟାଚ ଖେଳାଯାଉଛି। ପ୍ରଥମ ମ୍ୟାଚ କୋଲକାତା ନାଇଟ ରାଇଡର୍ସ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ମୁମ୍ବାଇର ବ୍ରାବର୍ନ ଷ୍ଟାଡିୟମରେ ଖେଳାଯାଉଛି। ଏହି ମ୍ୟାଚ୍ରେ କୋଲକତା ପ୍ରଥମେ ଟସ୍ ଜିତି ବୋଲିଂ ନିଷ୍ପତ୍ତି…
ଇତିହାସ ରଚିଲେ ଦୀନେଶ କାର୍ତ୍ତିକଙ୍କ ସ୍ତ୍ରୀ
ନୂଆଦିଲ୍ଲୀ,୧୦।୪: ଆଇପିଏଲ ୨୦୨୨ରେ ଦୀନେଶ କାର୍ତ୍ତିକ ଚମତ୍କାର ବ୍ୟାଟିଂ କରୁଛନ୍ତି। ଅନ୍ୟପକ୍ଷରେ ତାଙ୍କ ସ୍ତ୍ରୀ ଦୀପିକା ପାଲ୍ଲିକଲ କାର୍ତ୍ତିକ ମଧ୍ୟ ପଛରେ ନାହାଁନ୍ତି। ଯାଆଁଳା ଶିଶୁ ଜନ୍ମ ହେବାର ୬ ମାସ ପରେ ବିଶ୍ୱ ଡବଲ୍ସ ସ୍କ୍ବାସ ଚାମ୍ପିଅନସିପରେ ସେ ପ୍ରତ୍ୟାବର୍ତ୍ତନ…
ଲଗାତର ୪ର୍ଥ ପରାଜୟ ପରେ ଏମିତି କହିଲେ ଜାଡେଜା
ମୁମ୍ବାଇ,୧୦।୪: ଆଇପିଏଲ୍ ୨୦୨୨ରେ ଚେନ୍ନାଇ ସୁପରକିଙ୍ଗ୍ସ ନିଜର ନେତୃତ୍ୱ ପରିବର୍ତ୍ତନ କରିଥିଲା। ଏହାପରଠାରୁ ଦଳ ଟୁର୍ନାମେଣ୍ଟରେ ଖରାପ ପ୍ରଦର୍ଶନ କରିଆସୁଛି। ବର୍ତ୍ତମାନ ଯାଏ ଦଳ ୪ ମ୍ୟାଚ୍ ଖେଳି ସବୁଥିରେ ପରାଜିତ ହୋଇଛି। ପୂର୍ବରୁ କେବେହେଲେ ଚେନ୍ନାଇ ଏଭଳି ପ୍ରଦର୍ଶନ କରି…
ଆର୍ସିବିର ସହଜ ବିଜୟ…
ମୁମ୍ବାଇ, ୯।୪ : ଆଇପିଏଲ୍ ସିଜିନ୍ର ୧୫ତମ ସଂସ୍କରଣରେ ଶନିବାର ମୁମ୍ବାଇ ଇଣ୍ଡିଆନ୍ସ୍(ଏମ୍ଆଇ) ବିପକ୍ଷରେ ରୟାଲ ଚ୍ୟାଲେଞ୍ଜର ବାଙ୍ଗାଲୋର୍(ଆର୍ସିବି) ସହଜ ବିଜୟ ହାସଲ କରିଛି । ଧାର୍ଯ୍ୟ ଲକ୍ଷ୍ୟର ପିଛା କରି ଆରସିବି ୧୮.୩ ଓଭରରେ ୩ ୱିକେଟ ହରାଇ ୧୫୨…
ଆର୍ସିବି ପାଇଁ ବିଜୟ ଲକ୍ଷ୍ୟ ୧୫୨…
ମୁମ୍ବାଇ, ୯।୪ : ଆଇପିଏଲ୍ ସିଜିନ୍ର ୧୫ତମ ସଂସ୍କରଣରେ ଶନିବାର ମୁମ୍ବାଇ ଇଣ୍ଡିଆନ୍ସ୍(ଏମ୍ଆଇ) ବିପକ୍ଷରେ ରୟାଲ ଚ୍ୟାଲେଞ୍ଜର ବାଙ୍ଗାଲୋର୍(ଆର୍ସିବି) ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା ମହାରାଷ୍ଟ୍ରର ପୁଣେ ସ୍ଥିତ କ୍ରିକେଟ ଆସୋସିଏଶନ୍ ଷ୍ଟାଡିୟମ୍ରେ ଖେଳାଯାଉଥିବା ଏହି ମ୍ୟାଚ୍ରେ…
ଜାଡେଜାଙ୍କ ସ୍ବତନ୍ତ୍ର ରେକର୍ଡ; ଧୋନୀ-ରାଇନାଙ୍କ କ୍ଲବରେ ସାମିଲ
ମୁମ୍ବାଇ,୯।୪: ଆଇପିଏଲ୍ ୨୦୨୨ର ୧୭ତମ ମ୍ୟାଚ୍ ସନରାଇଜର୍ସ ହାଇଦ୍ରାବାଦ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ଶନିବାର ଖେଳାଯାଉଛି। ଏହି ମ୍ୟାଚ୍ରେ ଚେନ୍ନାଇ ଅଧିନାୟକ ରବିନ୍ଦ୍ର ଜାଡେଜା ଏକ ସ୍ବତନ୍ତ୍ର ରେକର୍ଡ ନିଜ ନାମରେ କରିଛନ୍ତି। ଚେନ୍ନାଇ ବିପକ୍ଷରେ ଜାଡେଜାଙ୍କର ଏହା…
ଆର୍ସିବି ଜିତିଲା ଟସ୍, ବୋଲିଂ ନିଷ୍ପତ୍ତି…
ମୁମ୍ବାଇ, ୯।୪ : ଆଇପିଏଲ୍ ସିଜିନ୍ର ୧୫ତମ ସଂସ୍କରଣରେ ଶନିବାର ମୁମ୍ବାଇ ଇଣ୍ଡିଆନ୍ସ୍(ଏମ୍ଆଇ) ବିପକ୍ଷରେ ରୟାଲ ଚ୍ୟାଲେଞ୍ଜର ବାଙ୍ଗାଲୋର୍(ଆର୍ସିବି) ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ମହାରାଷ୍ଟ୍ରର ପୁଣେ ସ୍ଥିତ କ୍ରିକେଟ ଆସୋସିଏଶନ୍ ଷ୍ଟାଡିୟମ୍ରେ ଖେଳାଯାଉଥିବା ଏହି ମ୍ୟାଚ୍ରେ…
ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ୮ ଓ୍ବିକେଟରେ ଏସ୍ଆର୍ଏଚ୍ ବିଜୟୀ…
ମୁମ୍ବାଇ, ୯।୪ : ଆଇପିଏଲ୍ ସିଜିନ୍ର ୧୫ ତମ ସଂସ୍କରଣରେ ୧୭ତମ ମ୍ୟାଚ୍ରେ ଶନିବାର ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ)କୁ ସନରାଇଜର୍ସ ହାଇଦ୍ରାବାଦ୍(ଏସ୍ଆର୍ଏଚ୍) ୮ ଓ୍ବିକେଟରେ ପରାଜିତ କରିଛି। ବିଜୟ ପାଇଁ ୧୫୫ ରନ୍ର ଆବଶ୍ୟକତା ଥିବାବେଳେ ଦଳ ୨ ଓ୍ବିକେଟ…

