କୋହଲିଙ୍କ ନାମରେ ବିରାଟ ରେକର୍ଡ
ଦୁବାଇ,୨୬।୯: ଭାରତୀୟ ଅଧିନାୟକ ବିରାଟ କୋହଲି ରବିବାର ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ୫୧ ରନ୍ର ଅର୍ଦ୍ଧଶତୀୟ ଇନିଂସ ଖେଳିଥିଲେ। ଏହି ଅବସରରେ ଟି୨୦ କ୍ରିକେଟ (ଅନ୍ତର୍ଜାତୀୟ, ଘରୋଇ ଓ ଫ୍ରାଞ୍ଚାଇଜ ଭିତ୍ତିକ ଲିଗ୍)ରେ ୧୦ ହଜାର ରନ୍ ପୂରଣ କରିଛନ୍ତି...
୧୬୫ ରନ୍ରେ ଅଟକିଲା ଆର୍ସିବି
ଦୁବାଇ,୨୬।୯: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍ସିବି)କୁ ୧୬୫ ରନ୍ରେ ରୋକି ଦେଇଛି ମୁମ୍ବାଇ ଇଣ୍ଡିଆନ୍ସ। ଆମନ୍ତ୍ରଣ ପାଇଁ ପ୍ରଥମେ ବ୍ୟାଟିଂ କରିଥିବା ଆର୍ସିବି ଅଧିନାୟକ ବିରାଟ କୋହଲିଙ୍କ (୫୧ ରନ୍, ୩ ଲେଖାଏ ଚୌକା ଓ ଛକା) ଓ ଗ୍ଲେନ...
ଅଜବ ସଂଯୋଗ ସହ ଧୋନୀଙ୍କ ରେକର୍ଡ
ଆବୁଧାବି,୨୬।୯: ମହେନ୍ଦ୍ର ସିଂ ଧୋନୀ ରବିବାର ଆଇପିଏଲରେ ଏକ ମାଇଲଷ୍ଟୋନର ଅଧିକାରୀ ହୋଇଛନ୍ତି। କୋଲକାତା ନାଇଟ୍ ରାଇଡର୍ସ (କେକେଆର୍) ବିପକ୍ଷ ମ୍ୟାଚ୍ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ) ଅଧିନାୟକ ଧୋନୀ ଦୁଇଟି କ୍ୟାଚ୍ ନେଇଥିଲେ। ଏଥିସହ ଆଇପିଏଲ ଇତିହାସରେ ଉଇକେଟକିପର...
ସିଏସ୍କେ ୩ରୁ ୩
ଆବୁଧାବି,୨୬।୯: ଚଳିତ ଆଇପିଏଲ ସିଜନରେ ଫେଜ-୨ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ) ବିଜୟ ଧାରା ଜାରି ରଖିଛି। ୩ରୁ ୩ ମ୍ୟାଚ୍ରେ ବିଜୟୀ ହୋଇଛି ମହେନ୍ଦ୍ର ସିଂ ଧୋନୀଙ୍କ ଦଳ। ରବିବାର ଆବୁଧାବିରେ କୋଲକାତା ନାଇଟ୍ ରାଇଡର୍ସ (କେକେଆର୍)କୁ ରୋମାଞ୍ଚକ...
ଗୋଟିଏ ମ୍ୟାଚ୍ରେ ୬ ଥର ଜୀବନ ଦାନ ପାଇଲେ
କାନାବେରା,୨୬।୯: କ୍ରିକେଟରେ ବ୍ୟାଟ୍ସମ୍ୟାନଙ୍କୁ ଥରେ କି ଦୁଇ ଥରେ ଜୀବନଦାନ ମିଳିବା କଷ୍ଟକର। କିନ୍ତୁ ରବିବାର ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଇଥିବା ଭାରତୀୟ ମହିଳା ଦଳର ବ୍ୟାଟ୍ସଓମେନ ସ୍ନେହ ରାଣାଙ୍କୁ ଗୋଟିଏ ମ୍ୟାଚ୍ରେ ୬ ଥର ଜୀବନ ଦାନ ମିଳିଥିଲା। ୩୦...
୪ ବର୍ଷ ପରେ ହାରିଲା ଅଷ୍ଟ୍ରେଲିଆ
କାନାବେରା,୨୬।୯: ଭାରତୀୟ ମହିଳା ଦଳ ଠାରୁ ଦିନିକିଆ ସିରିଜ୍ର ଅନ୍ତିମ ମ୍ୟାଚ୍ରେ ପରାଜୟ ସହ ମହିଳା ଅଷ୍ଟ୍ରେଲିଆ ଦଳର ଅପରାଜେୟ ଧାରାରେ ବ୍ରେକ ଲାଗିଛି। ଲଗାତାର ୨୬ଟି ଦିନିକିଆ ମ୍ୟାଚ୍ ଜିତିବା ପରେ ପ୍ରଥମ ଥର ପାଇଁ ଅଷ୍ଟ୍ରେଲିଆକୁ ଦେଖିବାକୁ...
ସିଏସ୍କେ ଆଗରେ ୧୭୨ ରନ୍ର ବିଜୟ ଲକ୍ଷ୍ୟ
ଆବୁଧାବି,୨୬।୯: ବିସ୍ଫୋରକ ଆରମ୍ଭ ସତ୍ତ୍ୱେ କୋଲକାତା ନାଇଟ୍ ରାଇଡର୍ସ (କେକେଆର୍) ଧାର୍ଯ୍ୟ ୨୦ ଓଭରରେ ୬ ଉଇକେଟ ହରାଇ ୧୭୧ ରନ୍ କରିବାକୁ ସକ୍ଷମ ହୋଇଛି। ଫଳରେ ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ) ଆଗରେ...
ଟସ୍ ଜିତିଲା କୋଲକତା
ଶାରଜା,୨୬।୯: ଆଇପିଏଲ୍ରେ ରବିବାର ଦୁଇଟି ହାଇ ଭୋଲଟେଜ ମ୍ୟାଚ ଅଛି। ପ୍ରଥମ ମ୍ୟାଚ କୋଲକାତା ନାଇଟ ରାଇଡର୍ସ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ଖେଳାଯାଉଛି। କୋଲକାତା ନାଇଟ ରାଇଡର୍ସ ଅଧିନାୟକ ଇଏନ ମୋର୍ଗାନ ଟସ ଜିତି ପ୍ରଥମେ ବ୍ୟାଟିଂ...
ସ୍ବାମୀଙ୍କ ଏହି କଥା ମନେ ପକାଇ ସର୍ଜରୀ ପାଇଁ ଅନୁମତି ଦେଇଥିଲେ ଏହି କ୍ରିକେଟର୍ଙ୍କ ସ୍ତ୍ରୀ
ଭାରତୀୟ କ୍ରିକେଟର କିମ୍ବଦନ୍ତୀ କ୍ରିକେଟର ବିଶନ ସିଂ ବେଦୀ ୨୫ ସେପ୍ଟେମ୍ବରରେ ତାଙ୍କର ୭୫ ତମ ଜନ୍ମଦିନ ପାଳନ କରିଥିଲେ। ଏହି ଅବସରରେ ତାଙ୍କ ପୁସ୍ତକ ‘ସର୍ଦ୍ଦାର ଅଫ ସ୍ପିନ’ ମଧ୍ୟ ଉନ୍ମୋଚିତ ହୋଇଥିଲା। ବେଦି ପରିବାର, ପ୍ରଶଂସକ ଏବଂ...
ବାପାଙ୍କୁ ହରାଇଲେ ଏହି କ୍ରିକେଟର୍
ନୂଆଦିଲ୍ଲୀ,୨୬।୯: ପୂର୍ବତନ ଭାରତୀୟ ଉଇକେଟ କିପର ପାର୍ଥିବ ପଟେଲଙ୍କ ବାପାଙ୍କ ରବିବାର ଦେହାନ୍ତ ଘଟିଛି। ପାର୍ଥିବ ଟୁଇଟ୍ କରି ପ୍ରଶଂସକମାନଙ୍କୁ ଏହି ଖବର ବିଷୟରେ ଜଣାଇଥିଲେ। ସେ କହିଛନ୍ତି ଯେ, ମୋର ବାପା ଅଜୟଭାଇ ବିପିନଚନ୍ଦ୍ର ପଟେଲଙ୍କ ସେପ୍ଟେମ୍ବର ୨୬ରେ...
ଟଙ୍କା ପାଇଁ ଦେଶ ପକ୍ଷରୁ ଖେଳିବାକୁ ମନା କରିଦେଇଥିଲେ ଏହି ପ୍ରସିଦ୍ଧ କ୍ରିକେଟର୍
ଅଷ୍ଟ୍ରେଲୀୟ ପୂର୍ବତନ ଖେଳାଳି ଇଆନ ଚାପେଲ ଆଜି ତାଙ୍କର ୭୮ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ଅଷ୍ଟ୍ରେଲିଆର ଅନ୍ୟତମ ସଫଳ ଅଧିନାୟକ ଥିଲେ। ତାଙ୍କ ବ୍ୟତୀତ ଭାଇ ଗ୍ରେଗ ଚାପେଲ ଏବଂ ଜେଜେ ଭିକ ରିଚାର୍ଡସନ ମଧ୍ୟ ଅଷ୍ଟ୍ରେଲିଆ ଦଳର...
ଇତିହାସ ରଚିଲେ ଝୁଲନ୍
ସିଡନୀ,୨୬।୯: ଭାରତର ଅଭିଜ୍ଞ ବୋଲର ଝୁଲନ ଗୋସ୍ବାମୀ ରବିବାର ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ଦିନିକିଆରେ ଇତିହାସ ସୃଷ୍ଟି କରିଛନ୍ତି। ଦ୍ୱିତୀୟ ଦିନିକିଆର ଶେଷ ଓଭରରେ ୨ଟି ନୋ ବଲ୍ ପକାଇୁ ସମାଲୋଚନାର ସମ୍ମୁଖୀନ ହୋଇଥିବା ଝୁଲନ ଏହି ମ୍ୟାଚରେ ୨ଟି...
Archives


