ଖେଳ

ବଟଲରଙ୍କ ବିସ୍ଫୋରକ ବ୍ୟାଟିଂ, ଏମ୍‌ଆଇ ପାଇଁ ବିଜୟ ଲକ୍ଷ୍ୟ ୧୯୪…

ମୁମ୍ବାଇ, ୨।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ଶନିବାର ରାଜସ୍ଥାନ ରୟାଲର୍‌ସ(ଆର୍‌ ଆର୍‌) ବିପକ୍ଷରେ ମୁମ୍ବାଇ ଇଣ୍ଡିଆନ୍ସ୍‌(ଏମ୍‌ଆଇ) ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ମହାରାଷ୍ଟ୍ର ନଭି ମୁମ୍ବାଇର ଡି.ଓ୍ବାଇ, ପାଟିଲ ସ୍ପୋର୍ଟସ୍‌ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି…

ଟସ୍‌ ଜିତିଲା ଏମ୍‌ଆଇ, ବୋଲିଂ ନିଷ୍ପତ୍ତି…

ମୁମ୍ବାଇ, ୨।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ଶନିବାର ରାଜସ୍ଥାନ ରୟାଲର୍‌ସ(ଆର୍‌ ଆର୍‌) ବିପକ୍ଷରେ ମୁମ୍ବାଇ ଇଣ୍ଡିଆନ୍ସ୍‌(ଏମ୍‌ଆଇ) ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ମହାରାଷ୍ଟ୍ର ନଭି ମୁମ୍ବାଇର ଡି.ଓ୍ବାଇ, ପାଟିଲ ସ୍ପୋର୍ଟସ୍‌ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି…

୧୩୭ରନ୍‌ରେ ଅଟକିଲା ପଞ୍ଜାବ

ମୁମ୍ବାଇ,୧।୪: ପଞ୍ଜାବ କିଙ୍ଗସକୁ ୧୩୭ ରନ୍‌ରେ ଅଟକାଇଛି କୋଲକାତା ନାଇଟ୍‌ ରାଇଡର୍ସ । ମୁମ୍ବାଇର ୱାଙ୍ଖଡେ ଷ୍ଟାଡିୟମରେ ଖେଳାଯାଉଥିବା ଆଇପିଏଲ୍‌ର ୮ମ ମୁକାବିଲାରେ ପୁଣିଥରେ କୋଲକାତା ଲାଗି ଚମକିଛନ୍ତି ଉମେଶ ଯାଦବ। ଉମେଶଙ୍କ ୪ ଉଇକେଟ ସଫଳତା ବଳରେ ପଞ୍ଜାବ ୧୮.୫…

ଟସ୍‌ ଜିତି ଶ୍ରେୟସଙ୍କ ବୋଲିଂ ନିଷ୍ପତ୍ତି: ୧୨୦ରେ ଗଲାଣି ପଞ୍ଜାବର ୮ ଉଇକେଟ୍‌

ମୁମ୍ବାଇ,୧।୪: ଆଇପିଏଲ୍‌ ୨୦୨୨ର ୮ମ ମୁକାବିଲା କୋଲକାତା ନାଇଟ ରାଇଡର୍ସ ଓ ପଞ୍ଜାବ କିଙ୍ଗ୍ସ ମଧ୍ୟରେ ଶୁକ୍ରବାର ଖେଳାଯାଉଛି। ମୁମ୍ବାଇର ୱାଙ୍ଖଡେ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ କୋଲକାତା ଅଧିନାୟକ ଶ୍ରେୟସ ଆୟର ଟସ ଜିତିଛନ୍ତି। ଏଥିସହ ସବୁ ଅଧିନାୟକଙ୍କ ଭଳି…

ମ୍ୟାଚ୍‌ ଜିତିବାର ଥିଲେ ଟସ୍‌ ଜିତ

ନୂଆଦିଲ୍ଲୀ,୧।୪: ମାର୍ଚ୍ଚ ୨୬ରୁ ଆରମ୍ଭ ହୋଇଛି ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)। ଟୁର୍ନାମେଣ୍ଟ ଆରମ୍ଭ ହେବା ଦିନରୁ ଟସ୍‌ ଜିତିବା ହିଁ ବିଜୟର ଫର୍ମୁଲା ପାଲଟିଛି। କାରଣ ଏଯାବତ ହୋଇଥିବା ଲିଗ୍‌ରେ ମୋଟ ୭ ମୁକାବିଲା ଖେଳାଯାଇଥିବା ବେଳେ ସେଥିରୁ ୬ ମ୍ୟାଚ୍‌…

‘ମାତ୍ର ୩ ଟଙ୍କା ପାଇଁ ହୋଇଥିଲେ କ୍ରିକେଟର୍‌’

କ୍ରିକେଟ ଦୁନିଆର ସର୍ବଶ୍ରେଷ୍ଠ ଅଧିନାୟକଙ୍କ କଥା ଆସେ, ଅଜିତ ୱାଡେକରଙ୍କ ନାମ ନିଶ୍ଚିତ ଭାବେ ଆସେ। ବିଦେଶୀ ମାଟିରେ ଭାରତର ପ୍ରଥମ ଟେଷ୍ଟ ସିରିଜ ଜିତିଥିବା କ୍ୟାପଟେନ ୱାଡେକର ୧୯୪୧ ମସିହା, ଏପ୍ରିଲ ୧ରେ ଜନ୍ମ ହୋଇଥିଲେ। ସେ ମୁମ୍ବାଇରେ ଜନ୍ମଗ୍ରହଣ…

କୋହଲି, ଆମଲାଙ୍କ ରେକର୍ଡ ଭାଙ୍ଗିଲେ

କରାଚୀ,୧।୪: ଅଷ୍ଟ୍ରେଲିଆ ବିପକ୍ଷ ସିରିଜ୍‌ ପାକିସ୍ତାନ ଅଧିନାୟକ ବାବର ଆଜାମଙ୍କ ପାଇଁ ରେକର୍ଡ ବ୍ରେକିଂ ସାବ୍ୟସ୍ତ ହୋଇଛି। ପ୍ରଥମ ଦିନିକିଆରେ ଦ୍ରୁତତମ ବ୍ୟାଟର ଭାବେ ୪ ହଜାର ରନ୍‌ ପୂରଣ କରିଥିବା ବାବର ଦ୍ୱିତୀୟ ମ୍ୟାଚ୍‌ରେ ମଧ୍ୟ ଖେଳିଛନ୍ତି ଶତକୀୟ ଇନିଂସ।…

ହୃଦୟ ଜିତିଲା ଗମ୍ଭୀରଙ୍କ କ୍ୟାପଶନ

ମୁମ୍ବାଇ,୧।୪: ଚେନ୍ନାଇ ସୁପର କିଙ୍ଗ୍ସକୁ ୬ ଉଇକେଟରେ ପରାସ୍ତ କରି ବିଜୟ ସ୍ବାଦ ଚାଖିଛି ନୂଆ ଫ୍ରାଞ୍ଚାଇଜ ଲକ୍ଷ୍ନୌ ସୁପର ଜ୍ୟାଣ୍ଟ୍ସ। ମ୍ୟାଚ୍‌ ପରେ ଏକତ୍ରିତ ହୋଇଥିଲେ ଦୁଇ ମହାନ ଖେଳାଳି ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଏବଂ…

‘ସେ କିଛି ଶିଖୁ ନାହାନ୍ତି’

ମୁମ୍ବାଇ,୧।୪: ଚେନ୍ନାଇ ସୁପର କିଙ୍ଗ୍ସ ୨୧୧ ରନ୍‌ର ଟାର୍ଗେଟ ଛିଡ଼ା କରିବା ପରେ ମଧ୍ୟ ଲକ୍ଷ୍ନୌ ସୁପର ଜ୍ୟାଣ୍ଟ୍ସଠାରୁ ୬ ଉଇକେଟରେ ପରାସ୍ତ ହୋଇଛି। ଡିଫେଣ୍ଡିଂ ଚାମ୍ପିୟନ ଦଳର ପରାଜୟ ପରେ ଅଲରାଉଣ୍ଡର ଶିବମ ଦୁବେଙ୍କୁ ସମାଲୋଚନା କରିଛନ୍ତି ପୂର୍ବତନ ଭାରତୀୟ…

ପରାଜୟ ପାଇଁ ଫିଲ୍ଡିଂକୁ ଦାୟୀ କଲେ

ମୁମ୍ବାଇ,୧।୪: ୨୧୦ ରନ୍‌ର ବିଶାଳ ଟାର୍ଗେଟ ଛିଡ଼ା କରିବା ପରେ ମଧ୍ୟ ଡିଫେଣ୍ଡିଂ ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)କୁ ଲକ୍ଷୌ ସୁପର ଜ୍ୟାଣ୍ଟସଠାରୁ ପରାସ୍ତ ହେବାକୁ ପଡ଼ିଛି। ଆଇପିଏଲ ଇତିହାସରେ ପ୍ରଥମ ଥର ପାଇଁ ପ୍ରାରମ୍ଭିକ ଦୁଇଟି ମ୍ୟାଚ୍‌ରେ ପରାସ୍ତ…

ରେକର୍ଡ ସହ ସିରିଜ୍‌କୁ ଫେରିଲା ପାକିସ୍ତାନ

କରାଚୀ,୧।୪: ପାକିସ୍ତାନ ଦଳ ଦିନିକିଆ ଇତିହାସରେ ସର୍ବାଧିକ ଟାର୍ଗେଟ ୩୪୯ ରନ୍‌ର ପିଛା କରି ବିଜୟ ହାସଲ କରିଛି। ଅଧିନାୟକ ବାବାର ଆଜାମ (୧୧୪) ଏବଂ ଓପନର ଇମାମ ଉଲ ହକ୍‌ (୧୦୬)ଙ୍କ ଶତକ ଯୋଗୁ ଦ୍ୱିତୀୟ ଦିନିକିଆରେ ଅଷ୍ଟ୍ରେଲିଆକୁ ୬…

ଇତିହାସ ରଚିଲେ ଧୋନୀ

ମୁମ୍ବାଇ,୧।୪: ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଆଇପିଏଲ୍‌ରେ ଇତିହାସ ରଚିଛନ୍ତି। ଲକ୍ଷ୍ନୌ ସୁପର ଜିଆଣ୍ଟସ ବିପକ୍ଷ ମ୍ୟାଚରେ ମାତ୍ର ୧୬ ରନ୍‌ କରି ଏକ ବଡ଼ ରେକର୍ଡ ହାସଲ କରିଛନ୍ତି। ଏହି ଛୋଟ ଇନିଂସ ଆଧାରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?