ଖେଳ

ଆଇପିଏଲ୍‌ରେ ବଡ଼ ରେକର୍ଡ କଲେ ଏହି ବୋଲର୍‌

ମୁମ୍ବାଇ,୧।୪: ଚେନ୍ନାଇ ସୁପର କିଙ୍ଗ୍ସର ଷ୍ଟାର ଅଲରାଉଣ୍ଡର ଡ୍ବେନ ବ୍ରାଭୋ ଆଇପିଏଲରେ ଇତିହାସ ସୃଷ୍ଟି କରିଛନ୍ତି। ୩୮ ବର୍ଷୀୟ ବ୍ରାଭୋ ଆଇପିଏଲ ଇତିହାସରେ ସର୍ବାଧିକ ଉଇକେଟ ନେଇଛନ୍ତି। ଲକ୍ଷ୍ନୌ ବିପକ୍ଷ ମ୍ୟାଚରେ ଦୀପକ ହୁଡାଙ୍କୁ ଆଉଟ୍‌ କରି ସେ ଏହି ସଫଳତା…

ଶେଷ ଓଭରରେ ଚେନ୍ନାଇକୁ ହରାଇଲା ଲକ୍ଷ୍ନୌ

ମୁମ୍ବାଇ,୩୧।୩: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ଗୁରୁବାର ସପ୍ତମ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସକୁ ୬ ଉଇକେଟରେ ପରାସ୍ତ କରିଛି ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ। ଫଳରେ ଚଳିତ ଆଇପିଏଲ୍‌ ସିଜନରେ ଲକ୍ଷ୍ନୌ ତାର ବିଜୟ ଅଭିଯାନ ଆରମ୍ଭ କରିଛି। ଟସ୍‌ ଜିତି ବୋଲିଂ…

ଲକ୍ଷ୍ନୌ ଆଗରେ ୨୧୧ ଟାର୍ଗେଟ

ମୁମ୍ବାଇ,୩୧।୩: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ଗୁରୁବାର ସପ୍ତମ ମ୍ୟାଚରେ ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଚେନ୍ନାଇ ସୁପର କିଙ୍ଗ୍ସ ବ୍ୟାଟିଂ କରିବାକୁ ଆସି ନିର୍ଦ୍ଧାରିତ ୨୦ ଓଭରରେ ୭ ଉଇକେଟ ହରାଇ ୨୧୦ ରନ୍‌…

ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଲା ଲକ୍ଷ୍ନୌ

ମୁମ୍ବାଇ,୩୧।୩: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ଗୁରୁବାର ସପ୍ତମ ମ୍ୟାଚରେ ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ ଅଧିନାୟକ ଲୋକେଶ ରାହୁଲ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଚେନ୍ନାଇ ସୁପର କିଙ୍ଗ୍ସ ପ୍ରଥମେ ବ୍ୟାଟିଂ କରିବ। ଚେନ୍ନାଇ ୩ଟି ପରିବର୍ତ୍ତନ ସହ…

ମାଇଲଷ୍ଟୋନ ଠାରୁ ୧୫ ରନ୍‌ ଦୂରରେ ଧୋନୀ

ମୁମ୍ବାଇ,୩୧।୩: ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଏକ ବିସ୍ଫୋରକ ଅର୍ଦ୍ଧଶତକ ସହ ଚଳିତ ବର୍ଷ ଆଇପିଏଲ୍‌ରେ ଅଭିଯାନ ଆରମ୍ଭ କରିଛନ୍ତି। ୩୮ ବଲରେ ୫୦ ରନ୍‌ର ଅପରାଜିତ ପାଳି ଖେଳିଥିବା ଧୋନୀଙ୍କୁ ଟି୨୦ କ୍ରିକେଟରେ…

କୋହଲିଙ୍କ ବ୍ରାଣ୍ଡ୍‌ ଭାଲ୍ୟୁ କମିଲା, ଧୋନୀଙ୍କ ବଢିଲା

ନୂଆଦିଲ୍ଲୀ,୩୧।୩:ଭାରତର ପୂର୍ବତନ କ୍ରିକେଟ ଅଧିନାୟକ ବିରାଟ କୋହଲିଙ୍କ ବ୍ରାଣ୍ଡ ମୂଲ୍ୟ ହ୍ରାସ ପାଇଛି। ୨୦୨୦ରେ କୋହଲିଙ୍କ ବ୍ରାଣ୍ଡ ମୂଲ୍ୟ ଥିଲା ୨୩୮ ମିଲିୟନ ଡ଼ଲାର (ପ୍ରାୟ ୧୮.୦୩ ବିଲିୟନ)। ଗତ ବର୍ଷ ଏହା ୨୨ ପ୍ରତିଶତ ହ୍ରାସ ପାଇଛି। ୨୦୨୦ରେ ବିରାଟଙ୍କ…

ଆଇପିଏଲରେ ହର୍ଶଲଙ୍କ ସ୍ବତନ୍ତ୍ର ରେକର୍ଡ

ମୁମ୍ବାଇ,୩୧।୩: ଚଳିତ ଆଇପିଏଲରେ ବୁଧବାର କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ପାଇଁ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିଲେ ହର୍ଶଲ ପଟେଲ। ଏହି ପେସର ୪ ଓଭରରେ ୧୧ ରନ୍‌ ଦେଇ ଦୁଇ ଉଇକେଟ…

ଗୋଟିଏ ପଟରେ ଆରସିବିର ଦୁଇ ବ୍ୟାଟ୍ସମ୍ୟାନ୍‌, ତଥାପି ହେଲେନି ରନ୍‌ଆଉଟ୍‌: ଦେଖନ୍ତୁ ଚମତ୍କାର ଭିଡିଓ

ମୁମ୍ବାଇ,୩୧।୩: କୋଲକାତା ନାଇଟ ରାଇଡର୍ସ (କେକେଆର୍‌) ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ମଧ୍ୟରେ ଖେଳାଯାଇଥିବା ଆଇପିଏଲ ମ୍ୟାଚରେ ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ରନ ନେବାକୁ ଚେଷ୍ଟା କରୁଥିବା ଦୁଇ ଆରସିବି ବ୍ୟାଟ୍ସମ୍ୟାନ କ୍ରିଜ୍‌ର ଗୋଟିଏ ପଟରେ ପହଞ୍ଚି…

ଏହି କ୍ରିକେଟର୍‌ଙ୍କ ହୃଦୟ ଭାଙ୍ଗିଲେ ଧୋନୀ

ମୁମ୍ବାଇ,୧୦।୩: ଚଳିତବର୍ଷ ଆଇପିଏଲ୍‌ ସ୍ବତନ୍ତ୍ର, କାରଣ ଏଥର ୧୦ଟି ଦଳ ଖେଳୁଛନ୍ତି। ଅନ୍ୟପକ୍ଷରେ ଏମଏସ ଧୋନୀ ଏବଂ ବିରାଟ କୋହଲି ଅଧିନାୟକ ଭାବେ ନୁହେଁ, ବ୍ୟାଟ୍ସମ୍ୟାନ ଭାବରେ ଖେଳୁଛନ୍ତି। ଧୋନୀ ଚଳିତ ସିଜିନ ଆରମ୍ଭ ପୂର୍ବରୁ ମଧ୍ୟ ଅଧିନାୟକତ୍ୱ ଛାଡିବାକୁ ନିଷ୍ପତ୍ତି…

ଛୋଟ ସ୍କୋର ପରେ ବି ଶେଷ ପର୍ଯ୍ୟନ୍ତ ଲଢ଼ିଲା କେକେଆର୍‌

ମୁମ୍ବାଇ,୩୦।୩: ୧୨୮ ରନ୍‌ର ଛୋଟିଆ ସ୍କୋରରେ ଅଲଆଉଟ୍‌ ହେବା ପରେ ବି ଶେଷ ଓଭର ପର୍ଯ୍ୟନ୍ତ ମ୍ୟାଚ୍‌କୁ ଟାଣି ନେଇଥିଲା କୋଲକାତା ନାଇଟ୍‌ ରାଇଡର୍ସ। ଆରମ୍ଭରୁ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି)କୁ ଉମେଶ ଯାଦବ ଏବଂ ଟିମ୍‌ ସୌଦିଙ୍କ ପେସ ଯୋଡ଼ି…

ସଂଘର୍ଷ କରୁଛି ଆର୍‌ସିବି

ମୁମ୍ବାଇ,୩୦।୩: କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ବୋଲିଂ ଲାଇନ ଆଗରେ ୧୨୯ ରନ୍‌ର ସାଧାରଣ ବିଜୟ ଲକ୍ଷ୍ୟର ପିଛା କରୁଥିବା ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଏବେ ସଂଘର୍ଷ କରୁଛି। ଏପର୍ଯ୍ୟନ୍ତ ଦଳ ୧୨ ଓଭରରେ ୪ ଉଇକେଟ ହରାଇ ୭୦…

କେକେଆର୍‌କୁ ୧୨୮ରେ ରୋକିଦେଲେ

ମୁମ୍ବାଇ,୩୦।୩: ଚଳିତ ଆଇପିଏଲରେ ବୁଧବାର ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ବିପକ୍ଷରେ ଖେଳାଯାଉଥିବା ମ୍ୟାଚ୍‌ରେ ପୂରା ଫେଲ୍‌ ମାରିଛି କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌)ର ବ୍ୟାଟିଂ ଲାଇନ୍‌ ଅପ୍‌। ଆମନ୍ତ୍ରଣ ପାଇଁ ପ୍ରଥମେ ବ୍ୟାଟିଂ କରିଥିବା କୋଲକାତା ୧୨୮ ରନ୍‌ରେ ଅଲଆଉଟ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?