ଖେଳ

କେ.ଏଲ୍‌. ରାହୁଲଙ୍କୁ ମିଛ କହିଥିଲେ ତାଙ୍କ ମା’, ୨୭ ବର୍ଷ ଧରି…

ନୂଆଦିଲ୍ଲୀ,୩୦।୩: ଭାରତୀୟ କ୍ରିକେଟ ଟିମ୍‌ର ଉପଅଧିନାୟକ ତଥା ଏବେ ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟ୍ସର ଅଧିନାୟକ କେ.ଏଲ୍‌ ରାହୁଲଙ୍କୁ ଦୀର୍ଘ ୨୬ରୁ ୨୭ ବର୍ଷ ଧରି ମିଛ କହୁଥିଲେ ତାଙ୍କ ମା’। ଶାହାରୁଖ ଖାନ୍‌ ତାଙ୍କର ପ୍ରିୟ କଳାକାର। ଏଣୁ ନବେ…

ଓ୍ବର୍ନଙ୍କୁ ଅନ୍ତିମ ବିଦାୟ: ଭାବୁକ ହେଲେ ସଚିନ

ମେଲବୋର୍ନ,୩୦।୩: ଲୁହରେ ଭିଜିଲା ପ୍ରଶଂସକଙ୍କ ଆଖି। ବୁଧବାର ଏଠାରେ ଆୟୋଜିତ ଏକ ବିଶାଳ ଶ୍ରଦ୍ଧାଞ୍ଜଳି ସଭାରେ ଅଷ୍ଟ୍ରେଲିଆର କ୍ରିକେଟ କିମ୍ବଦନ୍ତୀ ତଥା ପୂର୍ବତନ ମହାନ ଲେଗ୍‌ ସ୍ପିନର ଶେନ ଓ୍ବର୍ନଙ୍କୁ ରାଜକୀୟ ସମ୍ମାନ ସହ ଅନ୍ତିମ ବିଦାୟ ଦିଆଯାଇଛି। ଏହି ମଇଦାନରେ…

୯ ଓଭର ମଧ୍ୟରେ କୋଲକାତାର ଅଧା ଟିମ୍‌ ପ୍ୟାଭିଲିଅନରେ

ମୁମ୍ବାଇ,୩୦।୩: ଚଳିତ ଆଇପିଏଲରେ ବୁଧବାର ଖେଳାଯାଉଥିବା ମ୍ୟାଚ୍‌ରେ ପୂରା ଫେଲ୍‌ ମାରିଛି କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌)ର ବ୍ୟାଟିଂ ଲାଇନ୍‌ ଅପ୍‌। ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ବିପକ୍ଷ ମ୍ୟାଚ୍‌ରେ ୯ ଓଭର ମଧ୍ୟରେ କୋଲକାତା ପ୍ରମୁଖ ୬ ବ୍ୟାଟରଙ୍କୁ ହରାଇ…

ଆଇପିଏଲ୍‌ ମିଡିଆ ରାଇଟ୍‌ ପାଇଁ ୩୩ ହଜାର କୋଟି

ବେଙ୍ଗାଲୁରୁ,୩୦।୩: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ପ୍ରସାରଣ ଅଧିକାର ପାଇଁ ୩୩ ହଜାର କୋଟି ଟଙ୍କାର ବେସ୍‌ ପ୍ରାଇସ ଧାର୍ଯ୍ୟ କରିଛି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)। ପରବର୍ତ୍ତୀ ସିଜନରେ ମ୍ୟାଚ୍‌ ସଂଖ୍ୟା ବୃଦ୍ଧି କରିବାର ବିକଳ୍ପ ରଖିଥିବା ବିସିସିଆଇ…

ଶାସ୍ତ୍ରୀଙ୍କ ହୃଦୟ ଜିଣିଲେ ହାଇଦ୍ରାବାଦର ଏହି ବୋଲର୍‌; କହିଲେ…

ନୂଆଦିଲ୍ଲୀ,୩୦।୩: ସନରାଇଜର୍ସ ହାଇଦ୍ରାବାଦର ୨୨ ବର୍ଷୀୟ ଦ୍ରୁତ ବୋଲର୍‌ ଉମ୍ରାନ ମଲିକ ଭାରତୀୟ କ୍ରିକେଟ ଟିମ୍‌ର ପୂର୍ବତନ ମୁଖ୍ୟ କୋଚ୍‌ ରବି ଶାସ୍ତ୍ରୀଙ୍କ ହୃଦୟ ଜିଣିଛନ୍ତି । ବୋଲର୍‌ଙ୍କ ଗତି ଏବଂ ମନୋଭାବ ତାଙ୍କୁ ପ୍ରଭାବିତ କରିଥିବା ଶାସ୍ତ୍ରୀ କହିଛନ୍ତି। ମଙ୍ଗଳବାର…

ଟେଷ୍ଟରେ ଖସିଲେ କୋହଲି, ରୋହିତ

ଦୁବାଇ,୩୦।୩: ଆଇସିସି ଟେଷ୍ଟ ବ୍ୟାଟରଙ୍କ ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ଏବଂ ଭେଟେରାନ ବ୍ୟାଟର ବିରାଟ କୋହଲିଙ୍କ ମାନ୍ୟତା ତଳକୁ ଖସିଛି। ଦୁଇ ବ୍ୟାଟର ଗୋଟିଏ ଲେଖାଏ ର଼୍ୟାଙ୍କ ତଳକୁ ଖସି ଯଥାକ୍ରମେ ୮ମ ଏବଂ ୧୦ମ ସ୍ଥାନରେ ରହିଥିବା…

ଆହତ ସମସ୍ୟା ସତ୍ତ୍ୱେ ଦିଲ୍ଲୀରେ ଯୋଗଦେବେ ଅଷ୍ଟ୍ରେଲିଆ ଖେଳାଳି

ନୂଆଦିଲ୍ଲୀ,୩୦।୩: ଅଷ୍ଟ୍ରେଲିଆନ ଅଲରାଉଣ୍ଡର ମିଚେଲ ମାର୍ଶ ଖୁବ୍‌ ଶୀଘ୍ର ଦିଲ୍ଲୀ କ୍ୟାପିଟାଲ୍ସ ଦଳରେ ଯୋଗ ଦେବେ। କିନ୍ତୁ ସେ ଆଗାମୀ ୩ରୁ ୪ ମ୍ୟାଚ୍‌ ଖେଳିପାରିବେ ନାହିଁ। ଆହତ ସମସ୍ୟା ଯୋଗୁ ପାକିସ୍ତାନ ବିପକ୍ଷ ଚଳିତ ସିରିଜରୁ ସେ ବାଦ୍‌ ପଡ଼ିଛନ୍ତି।…

ଫାଇନାଲରେ ଅଷ୍ଟ୍ରେଲିଆ

ଖ୍ରୀଷ୍ଟଚର୍ଚ୍ଚ,୩୦।୩: ନ୍ୟୁଜିଲାଣ୍ଡରେ ଖେଳାଯାଉଥିବା ବିଶ୍ୱକପ ଫାଇନାଲରେ ଅଷ୍ଟ୍ରେଲିଆର ମହିଳା କ୍ରିକେଟ ଦଳ ଫାଇନାଲରେ ପହଞ୍ଚିଛି। ପ୍ରଥମ ସେମିଫାଇନାଲରେ ଅଷ୍ଟ୍ରେଲିଆ ୱେଷ୍ଟଇଣ୍ଡିଜକୁ ୧୫୭ ରନରେ ପରାସ୍ତ କରିଛି। ଏହି ଟୁର୍ନାମେଣ୍ଟରେ ଅଷ୍ଟ୍ରେଲିଆର କ୍ରମାଗତ ଅଷ୍ଟମ ବିଜୟ। ଦଳ ଲିଗ ପର୍ଯ୍ୟାୟର ସମସ୍ତ ୭ଟି…

ସନରାଇଜର୍ସ ହାଇଦ୍ରାବାଦର ଶୋଚନୀୟ ପରାଜୟ…

ପୁଣେ, ୨୯।୩ : ଆଇପିଏଲ୨୦୨୨ର ପଞ୍ଚମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ (ଏସଆରଏଚ୍)ର ଶୋଚନୀୟ ପରାଜୟ ଘଟିଛି । ଆରମ୍ଭରୁ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିବା ସନରାଇଜ ହାଇଦ୍ରାବାଦ୍ ନିର୍ଦ୍ଧାରିତ ୨୦ ଓଭରରେ ୭ ୱିକେଟ ହରାଇ ୧୪୯ ରନ୍ ସଂଗ୍ରହ କରିବାକୁ ସକ୍ଷମ…

ଆର୍‌ଆର୍‌ର ବିଶାଳ ସ୍କୋର୍‌, ଏସଆର୍‌ଏଚ୍‌ ପାଇଁ ବିଜୟ ଲକ୍ଷ୍ୟ ୨୧୧ …

ପୁଣେ, ୨୯।୩ : ଆଇପିଏଲ୨୦୨୨ର ପଞ୍ଚମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ (ଏସଆର୍‌ଏଚ୍‌) ସମ୍ମୁଖରେ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ୨୧୧ରନ୍‌ର ବିଶାଳ ସ୍କୋର୍‌ର ବିଜୟ ଲକ୍ଷ୍ୟ ରଖିଛି। ଆର୍‌ଆର୍‌ ନିର୍ଦ୍ଧାରିତ ୨୦ ଓଭରରେ ୬ ଓ୍ବିକେଟ୍‌ ହରାଇ ୨୧୦ ରନ୍‌ ସଂଗ୍ରହ କରିଛି।…

ଆର୍‌ଆର୍‌ ୮ ଓଭରରେ ୭୫…

ପୁଣେ, ୨୯।୩ : ଆଇପିଏଲ୨୦୨୨ର ପଞ୍ଚମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ (ଏସଆର୍‌ଏଚ୍‌) ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ମଧ୍ୟରେ ମୁକାବିଲ ମହାରାଷ୍ଟ୍ରର ପୁଣେ ସ୍ଥିତ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ହେଉଛି। ଆର୍‌ଆର୍‌ ଯୁବ ଅଧିନାୟକ ସଞ୍ଜୁ ସାମସନ ଏସଆର୍‌ଏଚ୍‌ର ଅଭିଜ୍ଞ ଅଧିନାୟକ କେନ…

ଆରସିବିର ବାୟୋ-ବବଲ୍‌ରେ ଅନୁଷ୍କାଙ୍କ ଏଣ୍ଟ୍ରି

ନୂଆଦିଲ୍ଲୀ,୨୯।୩: ଭାରତୀୟ ପୂର୍ବତନ ଅଧିନାୟକ ବିରାଟ କୋହଲିଙ୍କ ସହ ପତ୍ନୀ ତଥା ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କ ଏକ ଫଟୋ ସାମ୍ନାକୁ ଆସିଛି। ଯାହା ସୂଚାଇ ଦେଉଛି ଯେ, ଅନୁଷ୍କା ମଧ୍ୟ ଆରସିବିର ବାୟୋ-ବବଲରେ ପ୍ରବେଶ କରିଛନ୍ତି। ଏହି ଫଟୋକୁ ବିରାଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?