ଖେଳ

‘ବାଦୋନି ଆମ ପାଇଁ ବେବି ଏବି’

ମୁମ୍ବାଇ,୨୯।୩ : ଗୁଜରାଟ ଟାଇଟନ୍ସ ବିପକ୍ଷ ଆଇପିଏଲ ପଦାର୍ପଣ ମ୍ୟାଚ୍‌ରେ ଲକ୍ଷ୍ନୌ ସୁପର ଜ୍ୟାଣ୍ଟ୍ସ ପାଇଁ ୫୪ ରନ୍‌ର ଅର୍ଦ୍ଧଶତକୀୟ ଇନିଂସ ଖେଳିଥିବା ଆୟୁଷ ବାଦୋନିଙ୍କୁ ପ୍ରଶଂସାରେ ପୋତି ଦେଇଛନ୍ତି ଅଧିନାୟକ ଲୋକେଶ ରାହୁଲ। ସୋମବାର ଖେଳାଯାଇଥିବା ମ୍ୟାଚ୍‌ରେ ଲକ୍ଷ୍ନୌ ୨୯…

‘ ଅନ୍ୟ କୌଣସି ଫ୍ରାଞ୍ଚାଇଜ ପାଇଁ ଖେଳିବି ଚିନ୍ତା କରି ନ ଥିଲି’

ମୁମ୍ବାଇ,୨୯।୩ : ଅନ୍ୟ କୌଣସି ଫ୍ରାଞ୍ଚାଇଜ ପାଇଁ ଖେଳିବି କଦାପି ଚିନ୍ତା କରି ନ ଥିଲି । ଏଭଳି କହିଛନ୍ତି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି)ର ପୂର୍ବତନ ସଦସ୍ୟ ୟୁଜବେନ୍ଦ୍ର ଚହଲ। ଏଥର ରାଜସ୍ଥାନ ରୟାଲ୍ସ ପାଇଁ ଖେଳିବାକୁ ଯାଉଥିବା ଲେଗ୍‌…

ଭାରତୀୟ ପରମ୍ପରାରେ ବିବାହ କଲେ ଅଷ୍ଟ୍ରେଲୀୟ କ୍ରିକେଟର୍‌

ଚେନ୍ନାଇ,୨୯।୩: ଅଷ୍ଟ୍ରେଲୀୟ ଅଲରାଉଣ୍ଡର ଗ୍ଲେନ ମ୍ୟାକ୍ସୱେଲ ତାଙ୍କ ଭାରତୀୟ ପ୍ରେମିକା ଭିନି ରମଣଙ୍କ ସହ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଚେନ୍ନାଇରେ ତାମିଲ ରୀତିନୀତି ଅନୁଯାୟୀ ଦୁହେଁ ବିବାହ କରିଥିଲେ। ବିବାହର ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଖ୍ରୀଷ୍ଟିଆନ…

ସାନ ଭାଇଙ୍କୁ ଆଉଟ୍‌ କଲେ ବଡ଼ ଭାଇ: ଦେଖନ୍ତୁ ଆଉଟ୍‌ ପରେ କେମିତି ଥିଲା ପ୍ରତିକ୍ରିୟା

ମୁମ୍ବାଇ,୨୯।୩: ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଖେଳାଯାଇଥିବା ଆଇପିଏଲ ୨୦୨୨ର ଚତୁର୍ଥ ମ୍ୟାଚରେ ଲକ୍ଷ୍ନୌର ଅଲରାଉଣ୍ଡର କ୍ରୁନାଲ ପାଣ୍ଡ୍ୟା ତାଙ୍କ ଭାଇ ଗୁଜୁରାଟ ଟାଇଟାନ୍ସର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଆଉଟ୍‌ କରିଛନ୍ତି। ବିଶେଷ କଥା ହେଉଛି ଭାଇ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଆଉଟ୍‌ କରି…

ହୁଦା, ବାଦୋନି ଇନିଂସ ସମ୍ଭାଳିଲେ

ମୁମ୍ବାଇ, ୨୮।୩: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଦୁଇ ନୂଆ ଦଳ ଗୁଜରାଟ ଟାଇଟାନ୍ସ ଓ ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ ମଧ୍ୟରେ ପ୍ରଥମ ମ୍ୟାଚ ସୋମବାର ଅନୁଷ୍ଠିତ ହୋଇଛି। ଦୀପକ ହୁଦା ଓ ଆୟୂଷ ବାଦୋନୀଙ୍କ ଅର୍ଦ୍ଧଶତକ ବଳରେ ଲକ୍ଷ୍ନୌ ଦଳ…

ଟୋକିଓ ଅଲିମ୍ପିକ୍ସରେ ଇତିହାସ ରଚିଥିବା ନୀରଜ ଚୋପ୍ରାଙ୍କୁ ପଦ୍ମଶ୍ରୀ ସମ୍ମାନ

ନୂଆଦିଲ୍ଲୀ,୨୮।୩: ଟୋକିଓ ଅଲିମ୍ପିକ୍ସରେ ଜାଭଲିନ୍‌ ଥ୍ରୋରେ ସ୍ବର୍ଣ୍ଣ ପଦକ ଜିତିଥିବା ନୀରଜ ଚୋପ୍ରାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଛି। ରାଷ୍ଟ୍ରପତି ରାମ ନାଥ କୋବିନ୍ଦଙ୍କ ନୀରଜ ଚୋପ୍ରାଙ୍କୁ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରିଛନ୍ତି। ସୋମବାର ରାଷ୍ଟ୍ରପତି ଭବନରେ ଆୟୋଜିତ ଆନୁଷ୍ଠାନିକ ସମାରୋହରେ…

ଟସ୍‌ ଜିତି ଗୁଜରାଟର ବୋଲିଂ ନିଷ୍ପତ୍ତି

ମୁମ୍ବାଇ,୨୮।୩: ଚଳିତ ସିଜିନରେ ନୂଆ କରି ପାଦ ଥାପିଥିବା ଦୁଇ ଦଳ ଗୁଜରାଟ ଟାଇଟନ୍ସ ଓ ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ ସୋମବାର ପରସ୍ପରଙ୍କ ମଧ୍ୟରେ ମୁକାବିଲା ହେବ। ୱାଙ୍ଖଡେ ଷ୍ଟାଡିୟମ୍‌ରେ ଏହି ମ୍ୟାଚ୍‌ ଖେଳାଯିବ। ତେବେ ମୁକାବିଲାରେ ଟସ୍‌ ଜିତି ଗୁଜରାଟ…

ପ୍ରଥମ ଭାରତୀୟ ଭାବେ ଟେଷ୍ଟ କ୍ରିକେଟରେ ଦ୍ୱିଶତକ ହାସଲ କରିଥିବା କ୍ରିକେଟର୍‌ କିଏ ଜାଣନ୍ତି

ଆଜି ହେଉଛି ଭାରତର ଅନ୍ୟତମ ସଫଳ ଟେଷ୍ଟ କ୍ରିକେଟର ପଲି ଉମ୍ରିଗରଙ୍କ ଜୟନ୍ତୀ। ୯୬ ବର୍ଷ ପୂର୍ବେ ସେ ମାର୍ଚ୍ଚ ୨୮ ୧୯୨୬ରେ ମହାରାଷ୍ଟ୍ରର ସୋଲାପୁରରେ ଜନ୍ମଗ୍ରହଣ କରିଥିଲେ। ଉମ୍ରିଗର ୪୦ ଦଶକର ଶେଷ ଭାଗରୁ ୬୦ ଦଶକର ଆରମ୍ଭ ପର୍ଯ୍ୟନ୍ତ…

ରାଜ୍ୟ ଦଳରେ ଗଞ୍ଜାମର ୫ ପ୍ରତିଯୋଗୀ

ବ୍ରହ୍ମପୁର ଅଫିସ,୨୮।୩: ୩୨ତମ ଜାତୀୟସ୍ତରୀୟ ଟେନିସ ବଲ କ୍ରିକେଟ (ପୁରୁଷ ଓ ମହିଳା) ଚାମ୍ପିୟନଶିପ୍‌ ପ୍ରତିଯୋଗିତା ଆସନ୍ତା ୨୮ରୁ ୩୧ ପର୍ଯ୍ୟନ୍ତ ମହାରାଷ୍ଟ୍ରର ନାଗପୁରଠାରେ ଅନୁଷ୍ଠିତ ହେବ। ଏଥିନିମନ୍ତେ ଗଞ୍ଜାମ ଜିଲା ଟେନିସ ବଲ କ୍ରିକେଟ ସଂଘର ୫ ଜଣ ପ୍ରତିଯୋଗୀ…

୧୨ ଲକ୍ଷ ଟଙ୍କା ଜୋରିମନା ଦେବେ ରୋହିତ ଶର୍ମା

ମୁମ୍ବାଇ,୨୮।୩: ଆଇପିଏଲ ୨୦୨୨ର ଦ୍ୱିତୀୟ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରି ମୁମ୍ବାଇ ଏହି ମ୍ୟାଚରେ ଦିଲ୍ଲୀ ସମ୍ମୁଖରେ ୧୭୮ରନ ଟାର୍ଗେଟ ରଖିଥିଲା। ଏହାର ଜବାବରେ ଦିଲ୍ଲୀ ମୁମ୍ବାଇ ଇଣ୍ଡିଆନ୍ସକୁ ୪ ଉଇକେଟରେ ପରାସ୍ତ…

୧୨ ବଲ୍‌ରେ ହିରୋରୁ ଜିରୋ ପାଲଟିଲେ ଏହି କ୍ରିକେଟର୍‌

ମୁମ୍ବାଇ,୨୮।୩: ଆଇପିଏଲ୍‌ ୨୦୨୨ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ଦଳର ପୁରୁଣା ଅଭ୍ୟାସ ବଦଳି ନାହିଁ। ରବିବାର ପଞ୍ଜାବ କିଙ୍ଗସ ବିପକ୍ଷରେ ୨୦୫ ରନ ସ୍କୋର କରିବା ସତ୍ତ୍ୱେ ଦଳ ମ୍ୟାଚ ହାରିଛି। ଓଡିନ ସ୍ମିଥ ମାତ୍ର ୮ଟି ବଲରେ ଅପରାଜିତ…

୨୦୦ ଟପିବା ପରେ ବି ଜିତି ପାରିଲା ନାହିଁ ଆର୍‌ସିବି

ମୁମ୍ବାଇ,୨୭।୩: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି) ୨୦୫ ରନ୍‌ କରିବା ପରେ ବି ବିଜୟ ସାଦ ଚାଖି ପାରି ନାହିଁ। ୨୦୬ ରନ୍‌ର ବିଜୟ ଲକ୍ଷ୍ୟକୁ ପଞ୍ଜାବ କିଙ୍ଗ୍ସ ଗୋଟିଏ ଓଭର ପୁର୍ବରୁ ୫ ଉଇକେଟରେ ଜିତି ନେଇଛି। ଶିଖର ଧାଓ୍ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?