ଆଇପିଏଲ୍ରେ ଏହି କ୍ରିକେଟ୍ରଙ୍କ ଅଛି ସବୁଠୁ ତୀକ୍ଷ୍ନ ମସ୍ତିଷ୍କ
ନୂଆଦିଲ୍ଲୀ,୨୧।୯: ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଆଇପିଏଲ ୨୦୨୧ର ଦ୍ୱିତୀୟ ପର୍ଯ୍ୟାୟରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍ଆଇ) ବିପକ୍ଷ ମ୍ୟାଚ୍ରେ ଚମତ୍କାର ଅଧିନାୟକତ୍ୱ କରିଥିଲେ। ରୋହିତ ଶର୍ମାଙ୍କ ବିନା ପଡ଼ିଆରେ ଅବତରଣ କରିଥିବା ମୁମ୍ବାଇ ଇଣ୍ଡିଆନ୍ସର ଏକ...
ଉପହାର ପାଇ ଭାବପ୍ରବଣ ହେଲେ କୋହଲି
ୟୁଏଇ,୨୧।୯: ଆଇପିଏଲ ୨୦୨୧ର ଦ୍ୱିତୀୟ ପର୍ଯ୍ୟାୟର ଆରମ୍ଭ ବିରାଟ କୋହଲିଙ୍କ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ପାଇଁ ଅତ୍ୟନ୍ତ ନିରାଶାଜନକ ଥିଲା। ଚଳିତ ସିଜିନର ୩୧ତମ ମ୍ୟାଚରେ ଆରସିବି କୋଲକାତା ନାଇଟ ରାଇଡର୍ସ (କେକେଆର୍)ଙ୍କ ହାତରେ ଲଜ୍ଜାଜନକ ୯ ଉଇକେଟରେ...
ବିନା ଟ୍ରଫିରେ ଶେଷ ହୋଇଯିବ କି ବିରାଟଙ୍କ ଆଇପିଏଲ୍ କ୍ୟାରିୟର୍
ୟୁଏଇ,୨୧।୯: ବିରାଟ କୋହଲିଙ୍କ ପାଇଁ ଗତ କିଛି ଦିନ ହେବ ଭଲ ଚାଲୁ ନାହିଁ। କିଛି ଦିନ ହେବ ନିଜ ଫର୍ମକୁ ନେଇ ଚିନ୍ତିତ ଥିବାବେଳେ ଏବେ ତାଙ୍କ ଅଧିନାୟିକତ୍ୱକୁ ନେଇ ପ୍ରଶ୍ନ ଉଠିଛି। ଏହାପରେ ପ୍ରଥମେ ସେ ଯେ...
ଆଫଗାନିସ୍ତାନ କ୍ରିକେଟ ମୁଖ୍ୟଙ୍କୁ ହଟାଇଲା ତାଲିବାନ୍, ନସିବୁଲ୍ଲାଙ୍କୁ ଦାୟିତ୍ୱ …
କାବୁଲ,୨୧।୯: ଆଫଗାନିସ୍ତାନ କ୍ରିକେଟ ମୁଖ୍ୟଙ୍କୁ ତାଲିବାନ ହଟାଇ ଦେଇଛି। ପୂର୍ବରୁ ହାମିଦ୍ ଶିନଓ୍ବାରି ଆଫଗାନିସ୍ତାନ କ୍ରିକେଟ ବୋର୍ଡର କାର୍ଯ୍ୟକାରୀ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଥିଲେ। ଏବେ ତାଙ୍କୁ ହଟାଇ ନସିବୁଲ୍ଲା ହକ୍କାନିଙ୍କୁ ଦାୟିତ୍ୱ ଦିଆଯାଇଛି। ହାମିଦ୍ଙ୍କୁ ଗୃହମନ୍ତ୍ରୀ ସିରାଜୁଦ୍ଦିନ୍ ହକ୍କାନିଙ୍କ...
୧୫୦୦ ଛକା, ୩୦୦୦ ଚୌକା ସହ କ୍ରିକେଟ୍ରେ ଅନେକ ରେକର୍ଡ ଭାଙ୍ଗିଛନ୍ତି ଏହି ବିସ୍ଫୋରକ ବ୍ୟାଟ୍ସମ୍ୟାନ୍
ୟୁଏଇ,୨୧।୯: କ୍ରିସ ଗେଲ ବିଶ୍ୱ କ୍ରିକେଟର ଏକ ଜଣାଶୁଣା ନାମ। ଆଜି ଅର୍ଥାତ୍ ୨୧ ସେପ୍ଟେମ୍ବରରେ, ତାଙ୍କୁ ୪୨ ବର୍ଷ ବୟସ ହୋଇଛି। ୧୯୯୯ରେ ଅନ୍ତର୍ଜାତୀୟ ସ୍ତରରେ ଡେବ୍ୟୁ କରିଥିବା ଗେଲ ଅନେକ ବଡ ସଫଳତା ଅର୍ଜନ କରିଛନ୍ତି। ସେ...
ଲଜ୍ଜାଜନକ ପରାଜୟ ପରେ ବିରାଟ କୋହଲି କହିଲେ…
ୟୁଏଇ,୨୧।୯: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ ୨୦୨୧) ର ୩୧ ତମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ ଏକପାଖିଆ ଢଙ୍ଗରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁକୁ ୯ ଉଇକେଟ୍ରେ ପରାସ୍ତ କରିଛି। କୋଲକାତାର ଉତ୍କୃଷ୍ଟ ବୋଲିଂ ବେଙ୍ଗାଲୁରୁର କିମ୍ବଦନ୍ତୀ ବ୍ୟାଟ୍ସମ୍ୟାଙ୍କେୁ ଆତ୍ମସମର୍ପଣ...
ଏହି ଭାରତୀୟ ଖେଳାଳିଙ୍କୁ ଦେଖି ଥରହର ପାକିସ୍ତାନ: ଟି-୨୦ ବିଶ୍ୱକପ୍ ସାବ୍ୟସ୍ତ ହୋଇପାରନ୍ତି ‘ଡେଞ୍ଜର ମ୍ୟାନ୍’
ଇସଲାମାବାଦ୍,୨୦।୯: ଆଇସିସି ଟି -୨୦ ବିଶ୍ୱକପ ୨୦୨୧ରେ ଟିମ ଇଣ୍ଡିଆ ଅକ୍ଟୋବର ୨୪ରେ ଦୁବାଇ ଆନ୍ତର୍ଜାତୀୟ ଷ୍ଟାଡିୟମରେ ପାକିସ୍ତାନ ବିପକ୍ଷ ଉଦଘାଟନୀ ମ୍ୟାଚ ଖେଳିବ। ଜଣେ ଭାରତୀୟ ଖେଳାଳି ଯିଏ ଏହି ଟୁର୍ନାମେଣ୍ଟରେ ବିରୋଧୀ ଦଳ ପାଇଁ ମୁଣ୍ଡବିନ୍ଧାର କାରଣ...
ସଙ୍କଟରେ ପାକିସ୍ତାନ କ୍ରିକେଟ
ଲଣ୍ଡନ,୨୧।୯: ସୁରକ୍ଷାଗତ କାରଣ ଦର୍ଶାଇ ପାକିସ୍ତାନରୁ ନ୍ୟୁଜିଲାଣ୍ଡ ଫେରିବାର ୩ ଦିନ ପରେ ପାକିସ୍ତାନ କ୍ରିକେଟ ବୋର୍ଡ(ପିସିବି)କୁ ଆଉ ଏକ ଶକ୍ତ ଧକ୍କା ଲାଗିଛି। ପରବର୍ତ୍ତୀ ମାସରେ ଇଂଲଣ୍ଡର ଉଭୟ ପୁରୁଷ ଓ ମହିଳା ଦଳ ପାକିସ୍ତାନ ଗସ୍ତରେ ଆସି...
କୋହଲିଙ୍କ ପାଇଁ ଭୁଲି ଯିବାର ଦିନ
ଆବୁ ଧାବି,୨୦।୯: ସ୍ଥାନୀୟ ଆବୁଧାବିଠାରେ ସୋମବାର ଖେଳାଯାଇଥିବା ମ୍ୟାଚ୍ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗଲୋରକୁ ୧୦ ଓଭର ପୂର୍ବରୁ ୯ ଉଇକେଟରେ ହରାଇ ଦେଇଛି କୋଲକାତା ନାଇଟ୍ ରାଇଡର୍ସ (କେକେଆର)। କେବଳ ଟସ୍କୁ ଛାଡ଼ି ଦେଲେ ବିରାଟ କୋହଲିଙ୍କ ପାଇଁ ପୂରା...
୧୦୦ ଭିତରେ ଅଲଆଉଟ୍ ହେବାରେ ଆର୍ସିବିର ଛକା
ଆବୁ ଧାବି,୨୦।୯: ସ୍ଥାନୀୟ ଆବୁଧାବି ଅନ୍ତର୍ଜାତୀୟ ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା କୋଲକାତା ନାଇଟ୍ ରାଇଡର୍ସ (କେକେଆର୍) ବିପକ୍ଷ ଆଇପିଏଲ ମ୍ୟାଚ୍ରେ ମାତ୍ର ୯୨ ରନ୍ରେ ଅଲଆଉଟ୍ ହୋଇଯାଇଛି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗଲୋର (ଆର୍ସିବି)। ଆଇପିଏଲ ଇତିହାସରେ ୬ଷ୍ଠ ଥର ପାଇଁ...
ଆରମ୍ଭରୁ ଚିତପଟାଙ୍ଗ ହୋଇ ପଡ଼ିଲା ଆର୍ସିବି
ଆବୁ ଧାବି,୨୦।୯: ଚଳିତ ଆଇପିଏଲ ସିଜନର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭରୁ ଚିତପଟାଙ୍ଗ ହୋଇ ପଡ଼ିଛି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗଲୋର (ଆର୍ସିବି)। ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଦଳକୁ ମାତ୍ର ୯୨ ରନ୍ରେ ଅଲଆଉଟ୍ କରି ଦେଇଛନ୍ତି କୋଲକାତା ନାଇଟ୍ ରାଇଡର୍ସ (କେକେଆର୍)ର...
ଶସ୍ତାରେ ଚାଲିଗଲେ କୋହଲି, ଖାତା ଖୋଲିପାରିଲେନି ଡିଭିଲର୍ସ
ଆବୁ ଧାବି,୨୦।୯: ଏଠାରେ କୋଲକାତା ନାଇଟ୍ ରାଇଡର୍ସ (କେକେଆର୍) ବିପକ୍ଷରେ ଚାଲିଥିବା ମ୍ୟାଚ୍ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗଲୋର (ଆରସିବି) ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଏପର୍ଯ୍ୟନ୍ତ ୧୦ ଓଭରରେ ୪ ପ୍ରମୁଖ ବ୍ୟାଟ୍ସମ୍ୟାନଙ୍କ ଉଇକେଟ ହରାଇ ମାତ୍ର ୫୪...
Archives


