ଖେଳ

ଆଇପିଏଲ୍‌ରେ ଦୁଇ ଅଲରାଣ୍ଡରଙ୍କ ନାଁରେ ରହିଛି ଲଜ୍ଜାଜନକ ରେକର୍ଡ

ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୨ ଆରମ୍ଭ ହେବାକୁ ୫ ଦିନ ବାକି ଅଛି। ଆଇପିଏଲର ୧୫ତମ ସିଜନ ମାର୍ଚ୍ଚ ୨୬ରୁ ଆରମ୍ଭ ହେଉଛି। ଏହି ସିଜିନ୍‌ର ପ୍ରଥମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗସ ଏବଂ କୋଲକାତା ନାଇଟ ରାଇଡର୍ସ ମଧ୍ୟରେ ଖେଳାଯିବ।…

ନିମ୍ନମାନର ଥିଲା ବେଙ୍ଗାଲୁରୁ ପିଚ୍‌

ଦୁବାଇ,୨୦।୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଦ୍ୱିତୀୟ ଟେଷ୍ଟ ଚିନ୍ନାସ୍ବାମୀ ଷ୍ଟାଡିୟମର ଯେଉଁ ପିଚ୍‌ରେ ଖେଳାଯାଇଥିଲା, ତାହା ନିମ୍ନମାନର ଥିଲା। ମ୍ୟାଚ୍‌ରେ ବ୍ୟବହୃତ ପିଚ୍‌କୁ ରବିବାର ଆଭରେଜଠାରୁ ଖରାପ ଦର୍ଶାଇଛି ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି)। ଏଥି ଯୋଗୁ ବେଙ୍ଗାଲୁରୁ ଗ୍ରାଉଣ୍ଡକୁ…

ଆଇପିଏଲ୍‌ ପୂର୍ବରୁ ଚିନ୍ତାରେ ସିଏସ୍‌କେ

ନୂଆଦିଲ୍ଲୀ,୨୦।୩: ମାତ୍ର ୫ ଦିନ ପରେ ଆରମ୍ଭ ହେବାକୁ ଯାଉଛି ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୫ତମ ସଂସ୍କରଣ। କିନ୍ତୁ ଡିଫେଣ୍ଡିଂ ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ର ସମସ୍ୟା ଶେଷ ହେଉ ନାହିଁ। ଦୁଇ ଷ୍ଟାର ଯୁବ ଖେଳାଳି ଦୀପକ…

ଟିମ୍‌ ଇଣ୍ଡିଆ ସଦସ୍ୟ ପାଲଟିଲେ ନେଟ୍‌ ବୋଲର

ଅହମ୍ମଦାବାଦ,୨୦।୩: ୨୦୧୪ ଆଇପିଏଲର ପର୍ପଲ କ୍ୟାପ୍‌ ଅଧିକାରୀ ମୋହିତ ଶର୍ମାଙ୍କୁ ନେଟ୍‌ ବୋଲର ଭାବେ ଦଳରେ ସାମିଲ କରିଛି ନୂଆ ଫ୍ରାଞ୍ଚାଇଜ ଗୁଜରାଟ ଟାଇଟନ୍ସ। ଏହା କ୍ରିକେଟ ପ୍ରଶଂସକଙ୍କୁ ଚକିତ କରି ଦେଇଛି। ମୋହିତଙ୍କ ସହିତ ବାମ ହାତୀ ପେସର ବରିନ୍ଦର…

‘ସେହ୍ବାଗ ମୋ’ଠାରୁ ବହୁତ ମାଡ଼ ଖାଇବେ’: ଜାଣନ୍ତୁ କାହିଁକି ଏମିତି କହିଲେ…

ନୂଆଦିଲ୍ଲୀ,୨୦।୩: କ୍ରିକେଟ ପ୍ରଶଂସକଙ୍କ ମଧ୍ୟରେ ଭାରତ-ପାକିସ୍ତାନ ମଧ୍ୟରେ ମ୍ୟାଚ୍‌କୁ ନେଇ କ୍ରେଜ୍‌ ରହିଆସିଛି। ଦୁଇ ଦେଶ ମଧ୍ୟରେ ଚାଲିଥିବା ବିବାଦକୁ ନେଇ ଖେଳାଳିଙ୍କ ମଧ୍ୟରେ କଥା କଟାକଟି ଦେଖିବାକୁ ମିଳେ। ଏହି କ୍ରମରେ ପାକିସ୍ତାନର ଦ୍ରୁତ ବୋଲର ଶୋଏବ ଅଖତରଙ୍କ ଏକ…

୧୨ ଘଣ୍ଟା ଧରି କଲେ ବ୍ୟାଟିଂ, ଖେଳିଲେ ୪୮୯ ବଲ୍‌

ନୂଆଦିଲ୍ଲୀ,୨୦।୩: ଇଂଲଣ୍ଡ ବିପକ୍ଷରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ଇତିହାସ ରଚିଛନ୍ତି ଓ୍ବେଷ୍ଟଇଣ୍ଡିଜ ଅଧିନାୟକ କ୍ରେଗ୍‌ ବ୍ରେଥ୍‌ଓ୍ବାଇଟ୍‌। ୭୧୦ ମିନିଟ୍‌ ଅର୍ଥାତ ୧୨ ଘଣ୍ଟା ଯାଏ ସେ ମଇଦାନରେ ରହି ୪୮୯ ବଲ୍‌ରେ ୧୬୦ ରନ୍‌ର ଇନିଂସ ଖେଳିଛନ୍ତି। ପାଖାପାଖି ୮୨…

ଓ୍ବର୍ନଙ୍କୁ ଶେଷ ବିଦାୟ

ମେଲବୋର୍ନ,୨୦।୩: ଅଷ୍ଟ୍ରେଲିଆର କିମ୍ବଦନ୍ତୀ କ୍ରିକେଟର ଶେନ ଓ୍ବର୍ନଙ୍କୁ ଶେଷ ବିଦାୟ ଦେଇଛନ୍ତି ପରିବାରଲୋକେ। ରବିବାର ଏଠାର ସେଣ୍ଟ କିଲ୍‌ଡା ଫୁଟବଲ୍‌ କ୍ଲବରେ ଏକ ବ୍ୟକ୍ତିଗତ ଅନ୍ତିମ ସଂସ୍କାର କାର୍ଯ୍ୟକ୍ରମରେ ଓ୍ବର୍ନଙ୍କ ପରିବାର ଏବଂ ବନ୍ଧୁମାନେ ଯୋଗଦେଇଥିଲେ। ପ୍ରକାଶ ଯେ, ୧୯୯୨ରେ ଅଷ୍ଟ୍ରେଲିଆ…

ୟୁକ୍ରେନ୍‌ ଲାଗି ସହାୟତା ଘୋଷଣା କଲେ ଫେଡେରର୍‌

ନୂଆଦିଲ୍ଲୀ,୨୦।୨: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ଇତିମଧ୍ୟରେ ୨୫ ଦିନ ବିତିଗଲାଣି। ରୁଷିଆର ଲଗାତାର ରକେଟ ଓ ବୋମା ମାଡରେ ଧ୍ୱଂସ ହୋଇଗଲାଣି ୟୁକ୍ରେନର ଅନେକ ସହର। ଅନେକ ସ୍କୁଲ, କଲେଜ ମଧ୍ୟ ନଷ୍ଟ ହୋଇଗଲାଣି। ଏସବୁ ଭିତରେ…

ଜୟ ଶାହାଙ୍କ କାର୍ଯ୍ୟକାଳ ବଢ଼ିଲା

କଲମ୍ବୋ,୧୯।୩: ବିସିସିଆଇ ସଚିବ ଜୟ ଶାହାଙ୍କ ଏସିଆନ୍‌ କ୍ରିକେଟ୍‌ ପରିଷଦ (ଏସିସି) ସଭାପତି ଭାବରେ କାର୍ଯ୍ୟକାଳ ଶନିବାର ଗୋଟିଏ ବର୍ଷ ପାଇଁ ବୃଦ୍ଧି କରାଯାଇଛି। ଏସିସିର ବାର୍ଷିକ ସାଧାରଣ ସଭା(ଏଜିଏମ୍‌)ରେ ସର୍ବସମ୍ମତିକ୍ରମେ ଏହି ନିଷ୍ପତ୍ତି ନିଆଯାଇଛି। ଶାହା ଗତ ବର୍ଷ ଜାନୁୟାରୀରେ…

ଭାରତ ହାତରୁ ମ୍ୟାଚ୍‌ ଛଡ଼ାଇ ନେଲେ ଅଷ୍ଟ୍ରେଲିଆ ଅଧିନାୟିକା, ପୁଣି ହାରିଲା…

ଅକ୍‌ଲ୍ୟାଣ୍ଡ,୧୯।୩: ଆଇସିସି ମହିଳା ବିଶ୍ୱକପର ଆଉ ଏକ ମୁକାବିଲାରେ ପୁଣି ହାରିଛି ଭାରତ। ସ୍ଥାନୀୟ ଇଡେନ୍‌ ପାର୍କରେ ଶନିବାର ଖେଳାଯାଉଥିବା ମ୍ୟାଚ୍‌ରେ ଭାରତୀୟ ମହିଳା ଟିମ ଚ୍ୟାଲେଞ୍ଜିଂ ୨୭୮ ରନ୍‌ର ଟାର୍ଗେଟ ଦେଇଥିଲା। ହେଲେ ଅଷ୍ଟ୍ରେଲିଆ ଟିମ୍‌ ୪ ଉଇକେଟ ହରାଇ…

ଆଇପିଏଲ୍‌ ପୂର୍ବରୁ ଜୀବନର ନୂଆ ଇନିଂସ ଆରମ୍ଭ କଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୧୯।୩: ଅଷ୍ଟ୍ରେଲିୟ ଷ୍ଟାର ଅଲରାଉଣ୍ଡର ଗ୍ଲେନ୍‌ ମାକ୍ସଓ୍ବେଲ ତାଙ୍କ ଜୀବନର ଏକ ନୂଆ ଇନିଂସ ଆରମ୍ଭ କରିଛନ୍ତି। ସେ ଏକ ବ୍ୟକ୍ତିଗତ ସମାରୋହରେ ଭାରତୀୟ ମୂଳ ପ୍ରେମିକା ଭିନି ରମଣଙ୍କୁ ବିବାହ କରିଛନ୍ତି। ଶୁକ୍ରବାର ଏହି ବିବାହ ଅନୁଷ୍ଠିତ ହୋଇଥିବା ବେଳେ…

ଟେଷ୍ଟ ବଦଳରେ ଆଇପିିଏଲ୍‌ ବାଛିଲେ

ଜୋହାନ୍ସବର୍ଗ,୧୯।୩: ଆଗାମୀ ଆଇପିଏଲରେ ଖେଳିବାକୁ ଥିବା ଦକ୍ଷିଣ ଆଫ୍ରିକୀୟ ଖେଳାଳିମାନେ ଟେଷ୍ଟ ସିରିଜ୍‌କୁ ମନା କରି ଦେଇଛନ୍ତି। ଏଥି ଯୋଗୁ ଫ୍ରାଞ୍ଚାଇଜ ବନାମ ଦେଶ ଯୁକ୍ତି ପୁଣି ଥରେ ଜୋର ଧରିଛି। ଆଇପିଏଲ୍‌ ପରିବର୍ତ୍ତେ ବାଂଲାଦେଶ ବିପକ୍ଷ ଟେଷ୍ଟ ସିରିଜ୍‌ ବାଛିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?