ଖେଳ

ହାଇଦ୍ରାବାଦ୍‌ ଦଳରେ ଟେଷ୍ଟ ସ୍ପେଶାଲିଷ୍ଟ

ହାଇଦ୍ରାବାଦ୍‌,୧୫।୯: ଭାରତୀୟ ଟେଷ୍ଟ ସ୍ପେଶାଲିଷ୍ଟ ହନୁମା ବିହାରି ଆଗାମୀ ଘରୋଇ ସିଜନରେ ହାଇଦ୍ରାବାଦ୍‌ ପାଇଁ ଖେଳିବେ। ଏଥି ପୂର୍ବରୁ ୫ ବର୍ଷ ଧରି ସେ ହାଇଦ୍ରାବାଦ ଛାଡ଼ି ଆନ୍ଧ୍ର ପକ୍ଷରୁ ପ୍ରତିନିଧିତ୍ୱ କରୁଥିଲେ। ୨୦୧୫-୧୬ ସିଜନରେ ପୂର୍ବତନ ମୁଖ୍ୟ ଚୟନକର୍ତ୍ତା...

ବାଦ୍‌ ପଡ଼ିଲେ ମନିକା

ନୂଆଦିଲ୍ଲୀ,୧୫।୯: ଦୋହାରେ ସେପ୍ଟେମ୍ବର ୨୮ରୁ ଆରମ୍ଭ ହେବାକୁ ଯାଉଥିବା ଏସିଆନ୍‌ ଟେବୁଲ ଟେନିସ ଚାମ୍ପିୟନଶିପରୁ ବାଦ୍‌ ପଡ଼ିଛନ୍ତି ଭାରତର ମନିକା ବାତ୍ରା। ରାଷ୍ଟ୍ରୀୟ ଶିବିରରେ ଯୋଗ ଦେଇନଥିବାରୁ ଶୃଙ୍ଖଳାଗତ କାରଣରୁ ତାଙ୍କୁ ଏଭଳି ଅବସ୍ଥା ଭୋଗିବାକୁ ପଡ଼ିଛି। ସୂଚନା ଅନୁସାରେ,...

କୋହଲିଙ୍କ ପାଇଁ ଖୁସି ଖବର

ନୂଆଦିଲ୍ଲୀ,୧୫।୯: ଆଇସିସି ସର୍ବଶେଷ ଟି -୨୦ ମାନ୍ୟତା ପ୍ରକାଶ କରିଛି। ଦକ୍ଷିଣ ଆଫ୍ରିକା-ଶ୍ରୀଲଙ୍କା ଏବଂ ବାଂଲାଦେଶ-ନ୍ୟୁଜିଲାଣ୍ଡ ମଧ୍ୟରେ ଟି -୨୦ ସିରିଜ ପରେ ଏହି ର଼୍ୟାଙ୍କିଙ୍ଗରେ ବଡ଼ ପରିବର୍ତ୍ତନ ହୋଇଛି। ଦକ୍ଷିଣ ଆଫ୍ରିକାର ଉଇକେଟ କିପର ବ୍ୟାଟ୍ସମ୍ୟାନ କ୍ୱିଣ୍ଟନ ଡି...

ତେନ୍ଦୁଲକର ଆଉଟ୍‌ ହେବା ପରେ ‘ଦେବଦାସ’ ଦେଖିବାକୁ ଚାଲି ଯାଇଥିଲେ ଏହି କ୍ରିକେଟରଙ୍କ ମା’ବାପା; ପୁଅଙ୍କ ଖେଳ ଦେଖି ନ ଥିଲେ

ନୂଆଦିଲ୍ଲୀ,୧୫।୯: ବିସିସିଆଇ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲିଙ୍କ ଅଧିନାୟକତ୍ୱରେ ଖେଳାଯାଇଥିବା ନାଟଓ୍ବେଷ୍ଟ ଟ୍ରଫିକୁ ଆଜି ବି ଲୋକେ ମନେ ପକାନ୍ତି। ଭାରତୀୟ ଟିମ୍‌ ଅନେକ ଫାଇନାଲ ହାରିବା ପରେ ଉକ୍ତ ଟୁର୍ନାମେଣ୍ଟରେ ଜିତିଥିଲା। ୨୦୦୨ରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଭାରତୀୟ ଦଳ...

ଆଇପିଏଲ୍‌ ପୂର୍ବରୁ ଚୌକା, ଛକା ଏହି ପ୍ରସିଦ୍ଧ କ୍ରିକେଟର୍‌: ଦେଖନ୍ତୁ ଭିଡିଓ

ୟୁଏଇ,୧୫।୯: ଆଇପିଏଲ୍‌ ଦ୍ୱିତୀୟ ପର୍ଯ୍ୟାୟ ପୂର୍ବରୁ ରୟାଲ୍ସ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଦଳ ଅଭ୍ୟାସ କରୁଛି। ଏହି ସମୟରେ ଖେଳାଳିମାନେ ନିଜ ମଧ୍ୟରେ ୨ଟି ଦଳ କରି ଅଭ୍ୟାସ ମ୍ୟାଚ୍‌ ଖେଳୁଛନ୍ତି। ଏକ ଅଭ୍ୟାସ ମ୍ୟାଚ୍‌ରେ ଦେବଦତ୍ତ ଏକାଦଶ ବିପକ୍ଷରେ ଏବି...

ନିଜକୁ ‘ବୁଢା’ କହିଲେ ଏହି ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌

ୟୁଏଇ,୧୫।୯:ଦକ୍ଷିଣ ଆଫ୍ରିକାର ବ୍ୟାଟ୍ସମ୍ୟାନ ଏବି ଡି ଭିଲିୟର୍ସ ଆଇପିଏଲ ୨୦୨୧ର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ୟୁଏଇରେ ପହଞ୍ଚିଛନ୍ତି। ସେ ବିରାଟ କୋହଲିଙ୍କ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ଦଳର ସଦସ୍ୟ ଅଟନ୍ତି। ତେବେ ଲିଗ ଆରମ୍ଭ ପୂର୍ବରୁ ସେ ନିଜକୁ...

ଡେବ୍ୟୁ ମାଚ୍‌ରେ ଶେଷ ହୋଇଥାନ୍ତା କ୍ୟାରିୟର! ହେଲେ ଧୋନୀଙ୍କ ପାଇଁ ସଫଳ ଖେଳାଳି ପାଲଟିଲେ ଏହି ଅଲ୍‌ରାଉଣ୍ଡର

ନୂଆଦିଲ୍ଲୀ,୧୫।୯: ଆଉ କେଇ ଦିନ ପରେ ଆରମ୍ଭ ହେବ ବହୁ ପ୍ରତିକ୍ଷିତ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ଦ୍ୱିତୀୟ ସଂସ୍କରଣ। ଏଥିରେ ବାଜିମାତ କିଏ କରିବ ତାହା ଉପରେ ସମସ୍ତଙ୍କ ରହିଛି। ବିଶେଷକରି ମହେନ୍ଦ୍ର ସିଂହ ଧୋନୀଙ୍କ ନେତୃତ୍ୱାଧୀନ ସିଏସ୍‌କେ ନିଶ୍ଚୟ...

ରାଗରେ ଜୋତା ଧରି ଏହି କ୍ରିକେଟର୍‌ଙ୍କୁ ମାରିବାକୁ ଗୋଡାଇ ଥିଲେ ରବି ଶାସ୍ତ୍ରୀ

ନୂଆଦିଲ୍ଲୀ,୧୫।୯: ଟିମ ଇଣ୍ଡିଆର ମୁଖ୍ୟ କୋଚ ରବି ଶାସ୍ତ୍ରୀ ନିକଟରେ ଏକ ପୁସ୍ତକ ‘ଷ୍ଟାରଗେଜିଂ-ଦ ପ୍ଲେୟାର୍ସ ଇନ୍‌ ମାଇ ଲାଇଫ୍‌’ ଉନ୍ମୋଚନ କରିଛନ୍ତି। ଏହି ପୁସ୍ତକରେ ସେ ତାଙ୍କ କ୍ୟାରିୟର ସମୟରେ କ୍ରିକେଟ ପଡ଼ିଆ ଭିତରେ ତଥା ବାହାରେ ଘଟିଥିବା...

ସ୍ତ୍ରୀଙ୍କ ପାଇଁ ହୃଦୟସ୍ପର୍ଶୀ କଥା କହିଲେ କୋହଲି

ୟୁଏଇ,୧୫।୯: ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଏବଂ ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ଅନୁଷ୍କା ଶର୍ମା ଜଣେ ହଟ୍‌ କପଲ୍‌ ଭାବରେ ଜଣାଶୁଣା। କ୍ରିକେଟ ଏବଂ ବଲିଉଡ କ୍ଷେତ୍ରରେ ଉଭୟ ଆଇକନ ହୋଇଥିବାରୁ ସେ ନିଜର ସାମାଜିକ...

ରାହାଣେଙ୍କୁ ଆଉ ଥରେ ସୁଯୋଗ ମିଳୁ, ଫେଲ୍‌ ହେଲେ ଦଳରୁ ବାହାର କରିଦିଆଯାଉ: ସେହ୍ବାଗ

ନୂଆଦିଲ୍ଲୀ,୧୫।୯: ଭାରତର ପୂର୍ବତନ ଓପନର୍‌ ବିରେନ୍ଦର ସେହ୍ବାଗ କହିଛନ୍ତି ବ୍ୟାଟ୍ସମ୍ୟାନ ଅଜିଙ୍କ୍ୟ ରାହାଣେଙ୍କୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି। ପରବର୍ତ୍ତୀ ଘରୋଇ ଟେଷ୍ଟ ସିରିଜରେ ଯଦି ସେ ବିଫଳ ହୁଅନ୍ତି ତେବେ ତାଙ୍କୁ ଟେଷ୍ଟ ଦଳରୁ ବାହାର କରିଦେବା ଉଚିତ...

ବୋଲିଂ କରିବା ପୂର୍ବରୁ ବଲ୍‌କୁ ‘ଚୁମ୍ବନ’ ଦେଉଥିଲେ ମାଲିଙ୍ଗା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

କଲମ୍ବୋ,୧୫।୯: ଶ୍ରୀଲଙ୍କାର ପୂର୍ବତନ ଅଧିନାୟକ ତଥା ଭେଟେରାନ ଫାଷ୍ଟ ବୋଲର ଲାସିଥ ମାଲିଙ୍ଗା ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଲାସିଥ ମାଲିଙ୍ଗା ୨୦୨୧ ଟି-୨୦ ବିଶ୍ୱକପ ଖେଳିବାକୁ ଚାହୁଁଥିଲେ, କିନ୍ତୁ ଶ୍ରୀଲଙ୍କା ଚୟନକର୍ତ୍ତା ତାଙ୍କୁ ଟୁର୍ନାମେଣ୍ଟ ପାଇଁ...

କୋଟି କୋଟି ଟଙ୍କାର ମାଲିକ ଏହି ୭ କ୍ରିକେଟର୍‌, ତଥାପି କରୁଛନ୍ତି ସରକାରୀ ଚାକିରି

ଭାରତର କିମ୍ବଦନ୍ତୀ ଖେଳାଳି ସଚିନ ତେନ୍ଦୁଲକର ଏବଂ ପୂର୍ବତନ ଅଧିନାୟକ ଏମଏସ ଧୋନୀ ନିଜ ଖେଳ ପାଇଁ ଦୁନିଆରେ ଯେତେ ପ୍ରସିଦ୍ଧ, ସେମାନେ ମଧ୍ୟ ରୋଜଗାର ହେତୁ ଚର୍ଚ୍ଚାରେ ଅଛନ୍ତି। ପ୍ରତିଦିନ କୋଟି ଟଙ୍କା ରୋଜଗାର କରୁଥିବା ଏହି କ୍ରିକେଟରମାନେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri