ଖେଳ

୪୦୦ ରନ୍‌ରେ ଆଗୁଆ ଥାଇ ଫଲୋଅନ୍‌ ଦେଲାନି ଅଷ୍ଟ୍ରେଲିଆ

କରାଚୀ,୧୪।୩: ଜାତୀୟ ଷ୍ଟାଡିୟମରେ ଚାଲିଥିବା ପାକିସ୍ତାନ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୪୦୦ରୁ ଊର୍ଦ୍ଧ୍ୱ ରନ୍‌ରେ ଆଗୁଆ ରହିବା ପରେ ମଧ୍ୟ ପାକିସ୍ତାନକୁ ଫଲୋଅନ୍‌ ଦେଇନାହିଁ। ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଅଷ୍ଟ୍ରେଲିଆ ୫୫୬/୯ରେ ପାଳି ଘୋଷଣା…

ସେଲଫି ପାଇଁ ଗିରଫ ହେଲେ କୋହଲିଙ୍କ ୪ ଫ୍ୟାନ

ବେଙ୍ଗାଲୁରୁ,୧୪।୩: ସୁରକ୍ଷା ବଳୟ ଡେଇଁ ପୂର୍ବତନ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ସହ ସେଲଫି ନେବା ୪ ପ୍ରଶଂସକଙ୍କୁ ମହଙ୍ଗା ପଡ଼ିଛି। ୪ ଜଣଙ୍କୁ ହେପାଜତକୁ ନିଆଯାଇଥିବା ପୋଲିସ ପକ୍ଷରୁ ସୋମବାର କୁହାଯାଇଛି। ପୋଲିସ କହିବା ଅନୁଯାୟୀ, କୁବନ ପାର୍କ ଥାନାରେ…

ଷ୍ଟେଇନଙ୍କୁ ଟପିଲେ ଅଶ୍ୱିନ

ବେଙ୍ଗାଲୁରୁ,୧୪।୩: ଭେଟେରାନ ଭାରତୀୟ ଅଫ୍‌ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ସୋମବାର ସର୍ବାଧିକ ଟେଷ୍ଟ ଉଇକେଟ ହାସଲକାରୀ ବୋଲରଙ୍କ ତାଲିକାରେ ପୂର୍ବତନ ଦକ୍ଷିଣ ଆଫ୍ରିକୀୟ ପେସର ଡେଲ ଷ୍ଟେଇନଙ୍କୁ ଟପିଛନ୍ତି। ୨୦୨୦ରେ କ୍ରିକେଟରୁ ଅବସର ନେଇଥିବା ଷ୍ଟେଇନ ୯୩ ଟେଷ୍ଟରେ ୪୩୯ ଉଇକେଟ…

ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ବାଂଲାଦେଶ

ହାମିଲଟନ,୧୪।୩: ଚଳିତ ମହିଳା ଦିନିକିଆ ବିଶ୍ୱକପ୍‌ର ଗ୍ରୁପ୍‌ ପର୍ଯ୍ୟାୟରେ ଏକ ବଡ଼ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ବାଂଲାଦେଶ ୯ ରନ୍‌ରେ ପାକିସ୍ତାନକୁ ହରାଇ ଦେଇଛି। ଏହା ମହିଳା ବାଂଲାଦେଶ ଦଳ ପାଇଁ ବିଶ୍ୱକପ୍‌ ଇତିହାସରେ…

ଋତୁରାଜ, ଦୀପକଙ୍କ ମେଡିକାଲ ରିପୋର୍ଟକୁ ଅପେକ୍ଷା କରିଛୁ

ନୂଆଦିଲ୍ଲୀ,୧୪।୩: ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଟିମ୍‌ ମ୍ୟାନେଜମେଣ୍ଟ ଏବେ ବି ଦଳର ପ୍ରମୁଖ ଖେଳାଳି ଋତୁରାଜ ଗାଏକ୍ୱାଡ ଏବଂ ଦୀପକ ଚହରଙ୍କ ମେଡିକାଲ ରିପୋର୍ଟକୁ ଅପେକ୍ଷା କରିଛି। ଏ ନେଇ ଫ୍ରାଞ୍ଚାଇଜର ସିଇଓ କାଶି ବିଶ୍ୱନାଥନ ରବିବାର କହିଛନ୍ତି। ଦୁହେଁ…

କୋହଲିଙ୍କ ପାଇଁ ପାଗଳ ପ୍ରଶଂସକ; କଲେ ଏମିତି କାମ

ବେଙ୍ଗାଲୁରୁ,୧୪।୩: ବେଙ୍ଗାଲୁରୁର ଏମ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଚାଲିଥିବା ୨ ମ୍ୟାଚ ସିରିଜର ଦ୍ୱିତୀୟ ତଥା ଶେଷ ଟେଷ୍ଟ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ଦୃଢ ସ୍ଥିତିରେ ଅଛି। ଭ୍ରମଣକାରୀ ଶ୍ରୀଲଙ୍କା ସମ୍ମୁଖରେ ଟିମ ଇଣ୍ଡିଆ ୪୪୭ ରନର ଏକ ବଡ଼ ଲକ୍ଷ୍ୟ…

୪୪୬ ରନ୍‌ର ଅଗ୍ରଣୀ ପରେ ପାଳି ଘୋଷଣା କଲା ଟିମ୍‌ ଇଣ୍ଡିଆ

ବେଙ୍ଗାଲୁରୁ,୧୩।୩: ଏମ୍‌ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଟିମ୍‌ ଇଣ୍ଡିଆ ୪୪୬ ରନ୍‌ରେ ଆଗୁଆ ରହିବା ପରେ ବ୍ୟାଟିଂ ସମାପ୍ତି ଘୋଷଣା କରିଛି। ପ୍ରଥମ ଇନିଂସରେ ଭାରତ ୨୫୨ ରନ୍‌ କରିଥିବା ବେଳେ ମାତ୍ର ୧୦୯ ରନ୍‌ରେ…

୫ ବର୍ଷ ମଧ୍ୟରେ ପ୍ରଥମଥର କୋହଲି ସହ ଘଟିଲା ଏମିତି

ବେଙ୍ଗାଲୁରୁ,୧୩।୩: ବେଙ୍ଗାଲୁରୁରେ ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଇଥିବା ପିଙ୍କ୍‌ ବଲ ଟେଷ୍ଟରେ ପ୍ରଶଂସକମାନେ ବିରାଟ କୋହଲିଙ୍କ ୭୧ ତମ ଶତକକୁ ଅପେକ୍ଷା କରିଥିଲେ। କିନ୍ତୁ ଏହି ଟେଷ୍ଟର ପ୍ରଥମ ଇନିଂସରେ ସେ ୨୩ ରନ କରି ଆଉଟ ହୋଇଥିଲେ ଏବଂ…

ରେକର୍ଡ ଅର୍ଦ୍ଧଶତକ ପରେ ଆଉଟ୍‌ ହେଲେ ପନ୍ତ

ବାଙ୍ଗାଲୋର,୧୩।୩: ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ରିଷଭ ପନ୍ତ ଟେଷ୍ଟ ଫର୍ମାଟରେ ଦ୍ରୁତତମ ଭାରତୀୟ ଭାବେ ଅର୍ଦ୍ଧଶତକ ହାସଲ କରିଛନ୍ତି। ଉଇକେଟକିପର ବ୍ୟାଟର ଦ୍ୱିତୀୟ ଇନିଂସରେ ୨୮ ବଲରେ ୫୦ ରନ୍‌ ପୂରଣ କରିଥିଲେ। ତାଙ୍କର ଏହି ବିସ୍ଫୋରକ ଇନିଂସରେ ସାମିଲ…

‘ଧୋନୀଙ୍କ କ୍ୟାପଟେନଶିପ୍‌ ଷ୍ଟାଇଲ ଏବଂ ମୋ ଶୈଳୀରେ ସମାନତା ଅଛି’

ବେଙ୍ଗାଲୁରୁ,୧୩।୩: ପ୍ରଥମ ଥର ପାଇଁ ଆଇପିଏଲରେ ନେତୃତ୍ୱ ନେବାକୁ ଯାଉଛନ୍ତି ଫାଫ ଡୁ’ପ୍ଲେସିସ। ତାଙ୍କ ନେତୃତ୍ୱ ଶୈଳୀ ‘କ୍ୟାପଟେନ କୁଲ’ ଭାବେ ପରିଚିତ ମହେନ୍ଦ୍ର ସିଂ ଧୋନୀଙ୍କ ସହ ପ୍ରାୟତଃ ସମାନ ଥିବା ୩୭ ବର୍ଷୀୟ ଡୁ’ ପ୍ଲେସିସ କହିଛନ୍ତି। ୨୦୧୨ଠାରୁ…

ଛକା ମାରି ନାକ ଭାଙ୍ଗିଦେଲେ

ବେଙ୍ଗାଲୁରୁ,୧୩।୩: ଏମ୍‌ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟରେ ଶନିବାର ଭାରତୀୟ ଅଧିନାୟକ ରୋହିତ ଶର୍ମାଙ୍କ ଛକାରେ ଜଣେ ଦର୍ଶକ ଆହତ ହୋଇଛନ୍ତି। ଟିମ୍‌ ଇଣ୍ଡିଆର ପ୍ରଥମ ଇନିଂସରେ ଏହି ଘଟଣା ଘଟିଥିଲା। ଶ୍ରୀଲଙ୍କା ପେସର ବିଶ୍ୱା ଫର୍ନାଣ୍ଡୋଙ୍କ…

ଇଶାନ୍ତ, ଜାହିରଙ୍କୁ ପଛରେ ଛାଡ଼ିଲେ ବୁମରା

ବେଙ୍ଗାଲୁରୁ,୧୩।୩: ଏମ୍‌ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟର ପ୍ରଥମ ଇନିଂସରେ ୫ ଉଇକେଟ ସଫଳତା ହାସଲ କରିଛନ୍ତି ଭାରତୀୟ ପେସର ଯଶପ୍ରୀତ ବୁମରା। କେବଳ ଏତିକି ନୁହେଁ, ସେ ଏହି ଇନିଂସରେ ଶ୍ରୀଲଙ୍କା ବିପକ୍ଷରେ ଶ୍ରେଷ୍ଠ ପ୍ରଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?