୧୦୯ ରନ୍ରେ ଅଲଆଉଟ୍ ଶ୍ରୀଲଙ୍କା
ବେଙ୍ଗାଲୁରୁ,୧୩।୩: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଶେଷ ମ୍ୟାଚ ବେଙ୍ଗାଲୁରୁରେ ଖେଳାଯାଉଛି। ଦିନିକିଆ ଟେଷ୍ଟରେ ପ୍ରଥମେ ବ୍ୟାଟିଂ କରି ଭାରତ ୨୫୨ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ଶ୍ରୀଲଙ୍କା ୧୦୯ ରନ୍ରେ…
ଶ୍ରୀଲଙ୍କା ସିରିଜ ପରେ ସନ୍ୟାସ ନେଇପାରନ୍ତି ଏହି ଅଲରାଉଣ୍ଡର, ଏଭଳି ହେଉଛି ଚର୍ଚ୍ଚା
ନୂଆଦିଲ୍ଲୀ,୧୩।୩: ଜାତୀୟ ଦଳ ଭାରତ ପକ୍ଷରୁ ଖେଳିବାର ସ୍ବପ୍ନ ପ୍ରତିଟି କ୍ରିକେଟର ଦେଖିଥାନ୍ତି। ହେଲେ ବହୁତ କମ୍ ଖେଳାଳିଙ୍କୁ ଏହାର ସୁଯୋଗ ମିଳିଥାଏ। ନିକଟରେ ଅଧିନାୟକ ରୋହିତ ଶର୍ମା ଜଣେ ଅଲରାଉଣ୍ଡରଙ୍କୁ ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରୁ ବାଦ ଦେଇଛନ୍ତି। ଏବେ…
ଉନ୍ମୋଚିତ ହେଲା ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ଜର୍ସି
ନୂଆଦିଲ୍ଲୀ, ୧୨ା୩- ମାର୍ଚ୍ଚ ୨୬ରୁ ଆରମ୍ଭ ହେବାକୁ ଥିବା ଆଇପିଏଲ୍ର ଆଗାମୀ ସଂସ୍କରଣ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ଶନିବାର ଏହାର ନୂଆ ଜର୍ସି ଉନ୍ମୋଚନ କରିଛି। ମାର୍ଚ୍ଚ ୨୭ରେ ବ୍ରାବୋର୍ନ ଷ୍ଟାଡିୟମରେ ଦିଲ୍ଲୀ କ୍ୟାପିଟାଲ୍ସ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଖେଳି ଏହାର…
ଆରମ୍ଭରୁ ବିପର୍ଯ୍ୟୟର ସମ୍ମୁଖୀନ ଶ୍ରୀଲଙ୍କା, ୫୦ ରନ୍ରେ ୫ ଓ୍ବିକେଟ…
ବେଙ୍ଗାଲୁରୁ,୧୨।୩ : ଭାରତ ଶ୍ରୀଲଙ୍କା ମଧ୍ୟରେ ବେଙ୍ଗଲୁରୁର ଚିନ୍ନାସ୍ବାମୀ ଷ୍ଟାଡ଼ିୟମ୍ରେ ଚାଲିଥିବା ଦିବାରାତ୍ର ଟେଷ୍ଟ୍ କ୍ରିକେଟ୍ ମ୍ୟାଚ୍ର ପ୍ରଥମ ଇନିଂସ୍ରେ ଭାରତ ଅଲଆଉଟ୍ ହେବା ସହିତ ୨୫୨ ରନ୍ କରିଥିବାବେଳେ ଶ୍ରୀଲଙ୍କା ବ୍ୟାଟିଂ ଆରମ୍ଭ କରି ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଶ୍ରୀଲଙ୍କା…
ଆର୍ସିବିର ନୂଆ ଅଧିନାୟକ ହେଲେ ଡୁ’ ପ୍ଲେସି
ବେଙ୍ଗାଲୁରୁ, ୧୨ା୩-ଆସନ୍ତା ଆଇପିଏଲ୍ ସଂସ୍କରଣ ପାଇଁ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍ସିବି) ଶନିବାର ଦକ୍ଷିଣ ଆଫ୍ରିକାର ପୂର୍ବତନ ଅଧିନାୟକ ଫାଫ୍ ଡୁ’ପ୍ଲେସିଙ୍କୁ ସେମାନଙ୍କ ନୂଆ ଅଧିନାୟକ ଭାବେ ନିଯୁକ୍ତି ଦେଇଛି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ)ରେ ଡୁ’ପ୍ଲେସି ଜଣେ ସ୍ଥିର ପ୍ରଦର୍ଶନକାରୀ…
‘ଟେବୁଲ୍ ଟପ୍ପର’ ହେବା ପରେ ଏପରି କହିଲେ ମିଥାଲି
ହାମିଲଟନ,୧୨।୩: ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଦମ୍ଦାର ପ୍ରଦର୍ଶନକୁ ଯୋଗୁ ଆଇସିସି ମହିଳା ବିଶ୍ୱକପ୍ର ଦ୍ୱିତୀୟ ମୁକାବିଲାରେ ବିଜେତା ହୋଇଛି ଭାରତ। ନିର୍ଧାରିତ ୫୦ ଓଭରରେ ୮ ଉଇକେଟ ହରାଇ ୩୧୭ ରନ୍ କରିଥିଲା ଦଳ। ଜବାବରେ ଓ୍ବେଷ୍ଟଇଣ୍ଡିଜ ୧୬୨ ରନ୍ରେ ଅଲଆଉଟ୍ ହୋଇଯାଇଥିଲା।…
ହୃଦୟ ଜିତିଲେ ସ୍ମୃତି ମନ୍ଧାନା
ହାମିଲଟନ,୧୨।୩: ଦ୍ୱିତୀୟ ମହିଳା ବିଶ୍ୱକପ୍ ମ୍ୟାଚ୍ରେ ଓ୍ବେଷ୍ଟଇଣ୍ଡିଜକୁ ହରାଇଛି ଭାରତୀୟ ମହିଳା କ୍ରିକେଟ ଟିମ୍। ମ୍ୟାଚ୍ ପରେ ୧୨୩ ରନ୍ କରିଥିବା ସ୍ମୃତି ମନ୍ଧାନାଙ୍କୁ ‘ପ୍ଲେୟାର ଅଫ୍ ଦ ମ୍ୟାଚ୍’ ଭାବେ ବିବେଚିତ କରାଯାଇଥିଲା। ହେଲେ ସେ ଏହି ପୁରସ୍କାରକୁ ହରମନପ୍ରିତଙ୍କ…
ଟସ୍ ଜିତି ବ୍ୟାଟିଂ କରୁଛି ଭାରତ, ଦଳକୁ ଫେରିଛନ୍ତି ଅକ୍ଷର ପଟେଲ
ବେଙ୍ଗାଲୁରୁ,୧୨।୩: ଶ୍ରୀଲଙ୍କା ବିପକ୍ଷରେ ଶନିବାର ଖେଳାଯାଉଥିବା ଦିବାରାତ୍ର ଟେଷ୍ଟରେ ଟସ୍ ଜିତିଛି ଭାରତ। ଏହାପରେ ଅଧିନାୟକ ରୋହିତ ଶର୍ମା ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଖବର ଲେଖାଯିବା ସୁଦ୍ଧା ଭାରତ ୧୮.୨ ଓଭରରେ ୨ ଉଇକେଟ ହରାଇ ୬୩ ରନ୍…
ମହିଳା ବିଶ୍ୱକପ୍: ଭାରତର ବୃହତ୍ ବିଜୟ
ହାମିଲ୍ଟନ,୧୨ା୩: ହାମିଲ୍ଟନରେ ଶନିବାର ଖେଳାଯାଇଥିବା ମହିଳା ବିଶ୍ୱକପ୍ର ତୃତୀୟ ମ୍ୟାଚରେ ଟିମ୍ ଇଣ୍ଡିଆ ୱେଷ୍ଟଇଣ୍ଡିଜ୍କୁ ୧୫୫ ରନ୍ରେ ହରାଇ ଦେଇଛି। ଟିମ୍ ଇଣ୍ଡିଆ ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ସ୍ମୃତି ମାନ୍ଧାନାଙ୍କ ସହ ଉପଅଧିନାୟକ ହରମନପ୍ରୀତ କୌର ଦମ୍ଦାର ବ୍ୟାଟିଂ…
ଆଇପିଏଲ୍ ଖେଳିବାକୁ ମନା କରିଦେଲେ ଏହି କ୍ରିକେଟର, ବଦଳରେ ଫିଞ୍ଚଙ୍କୁ ଆଣିଲା…
ନୂଆଦିଲ୍ଲୀ,୧୨।୩: ଆଇପିଏଲ ଖେଳିବେ ନାହିଁ ବୋଲି ମନା କଲେ ଆଉ ଜଣେ ଜଣେ ଇଂଲଣ୍ଡ ଖେଳାଳି। ଇଂଲଣ୍ଡ ବ୍ୟାଟ୍ସମ୍ୟାନ ଆଲେକ୍ସ ହେଲ୍ସ କରୋନା ଜନିତ ବାୟୋ ବବଲ୍ସ କାରଣରୁ ଆଇପିଏଲ୍ ଖେଳିବାକୁ ମନା କରିଦେଇଛନ୍ତି। ତାଙ୍କୁ କେକେଆର୍ ଚଳିତ ବର୍ଷ କିଣିଥିଲା।…
କୋହଲିଙ୍କ ଉପରେ ଖେଳପ୍ରେମୀଙ୍କ ନଜର
ବେଙ୍ଗାଲୁରୁ,୧୨।୩: ସ୍ଥାନୀୟ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଶନିବାରଠାରୁ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍ ଆରମ୍ଭ ହେବ। ଏହି ଦିବାରାତ୍ର ମ୍ୟାଚ୍ ଫ୍ଲଡଲାଇଟ୍ରେ ଖେଳାଯିବ। ତେବେ ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟେଷ୍ଟକୁ ମାତ୍ର ୩ ଦିନରେ ଜିତିନେଇଥିବା ଟିମ୍ ଇଣ୍ଡିଆ…
ଜେଲ୍ରେ ତାଲିମ ଦେଉଛନ୍ତି ରେସଲର୍ ସୁଶୀଲ
ନୂଆଦିଲ୍ଲୀ,୧୨।୩: ହତ୍ୟା ଅଭିଯୋଗରେ ତିହାର ଜେଲ୍ରେ ବନ୍ଦୀ ଥିବା ଅଲମ୍ପିଆନ ସୁଶୀଲ କୁମାର କଏଦୀଙ୍କୁ ଫିଟ୍ନେସ ଓ ରେସଲିଂ ତାଲିମ ଦେଉଛନ୍ତି। ଏଥିପାଇଁ ଜେଲ୍ କର୍ତ୍ତୃପକ୍ଷ ତାଙ୍କୁ ଅନୁମତି ଦେଇଥିବା ଜଣାପଡ଼ିଛି। ଅଧିକାରୀଙ୍କ ଅନୁଯାୟୀ, ବର୍ତ୍ତମାନ ୬ରୁ ୭ଜଣ କଏଦୀ ସୁଶୀଲଙ୍କଠାରୁ…

