ଖେଳ

ସ୍ମୃତି, ହରମନପ୍ରୀତଙ୍କ ଦମ୍‌ଦାର ଶତକ

ହାମିଲଟନ,୧୨।୩: ହାମିଲଟନସ୍ଥିତ ସେଡନ୍‌ ପାର୍କ ପଡ଼ିଆରେ ଶନିବାର ଖେଳାଯାଇଥିବା ମହିଳା ବିଶ୍ୱକପରେ ଭାରତ ଇତିହାସ ସୃଷ୍ଟି କରିଛି । ୱେଷ୍ଟ୍‌ଇଣ୍ଡିଜ ବିପକ୍ଷରେ ଭାରତର ଦୁଇ ବ୍ୟାଟର ଶତକ ହାସଲ କରିଛନ୍ତି । ସ୍ମୃତି ମାନ୍ଧାନାଙ୍କ ସହ ହରମନପ୍ରୀତ କୌର ଦମ୍‌ଦାର ବ୍ୟାଟିଂ…

ଆଇପିଏଲ୍‌ ୨୦୨୨କୁ ଫେରିଲେ ମାଲିଙ୍ଗା; ଖାଲି ବଦଳିଲା…

ନୂଆଦିଲ୍ଲୀ,୧୧।୩: ପୁଣି ଆଇପିଏଲ୍‌କୁ ଫେରିଛନ୍ତି ୟର୍କର କିଙ୍ଗ୍‌ ଭାବେ ଜଣାଶୁଣା ଲାସିଥ ମାଲିଙ୍ଗା। ରାଜସ୍ଥାନ ରୟାଲ୍ସ ଆଇପିଏଲ୍‌-୨୦୨୨ ଆରମ୍ଭ ହେବା ପୂର୍ବରୁ ଏହି ଷ୍ଟାର ଖେଳାଳିଙ୍କୁ ଦଳରେ ସାମିଲ କରାଇଛି। ତାଙ୍କୁ ଫ୍ରାଞ୍ଚାଇଜ ଫାଷ୍ଟ ବୋଲିଂ କୋଚ ଭାବେ ନିଯୁକ୍ତ କରିଛି।…

ଜାଡେଜାଙ୍କ ଅପେକ୍ଷାରେ ମାଇଲଷ୍ଟୋନ

ବାଙ୍ଗାଲୋର,୧୧।୩: ଶନିବାର ଠାରୁ ଶ୍ରୀଲଙ୍କା ବିପକ୍ଷରେ ଆରମ୍ଭ ହେବାକୁ ଥିବା ଦ୍ୱିତୀୟ ତଥା ଦିବା-ରାତ୍ର ଟେଷ୍ଟରେ ଭାରତୀୟ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଏକ ବଡ଼ ବ୍ୟକ୍ତିଗତ ମାଇଲଷ୍ଟୋନ ହାସଲ କରିପାରିନ୍ତି। ଭାରତ ପାଇଁ ୫୯ତମ ଟେଷ୍ଟ ଖେଳିବାକୁ ଯାଉଥିବା ଜାଡେଜାଙ୍କୁ ୨୫୦…

ରୋହିତଙ୍କୁ ତାଙ୍କ ପ୍ରିୟ ସଟ ନ ଖେଳିବାକୁ ପରାମର୍ଶ ଦେଲେ ଗାଭାସ୍କର

ବେଙ୍ଗାଲୁରୁ,୧୧।୩: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଦୁଇ ଟେଷ୍ଟ ସିରିଜର ଶେଷ ମ୍ୟାଚ ମାର୍ଚ୍ଚ ୧୨ରୁ ବେଙ୍ଗାଲୁରୁର ଏମ୍‌ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯିବ। ଅଧିନାୟକ ଭାବେ ରୋହିତ ଶର୍ମା ବିଜୟ ସହ ଟେଷ୍ଟ ସିରିଜ୍‌ ଆରମ୍ଭ କରିଛନ୍ତି। ଦିନିକିଆ ଭଳି…

ଧୋନୀଙ୍କ ଟିପ୍ସ ପରେ ଷ୍ଟେପ୍‌ ଆଉଟ୍‌ କରି ଛକା ଲଗାଇଲେ

ଚେନ୍ନାଇ,୧୧।୩: ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ଚାମ୍ପିୟନ ଭାରତୀୟ ଦଳର ସଦସ୍ୟ ରାଜବର୍ଦ୍ଧନ ହାଙ୍ଗାରଗେକର ସୁରଟଠାରେ ଚାଲିଥିବା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ର ଟ୍ରେନିଂରେ ଯୋଗ ଦେଇଛନ୍ତି। ଟ୍ରେନିଂ ବେଳେ ଯୁବ ଅଲରାଉଣ୍ଡରଙ୍କୁ କିଛି ବ୍ୟାଟିଂ ଟିପ୍ସ ଦେଇଥିଲେ ମହେନ୍ଦ୍ର ସିଂ…

ପିଙ୍କ୍‌ ବଲ ଟେଷ୍ଟରେ ଯୋଗ ଦେବେ ଶତ ପ୍ରତିଶତ ଦର୍ଶକ

ବେଙ୍ଗାଲୁରୁ,୧୧।୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ପିଙ୍କ୍‌ ବଲ ଭିତ୍ତିରେ ଖେଳାଯିବାକୁ ଥିବା ଦ୍ୱିତୀୟ ଟେଷ୍ଟ ଶନିବାର ଠାରୁ ଆରମ୍ଭ ହେବାକୁ ଯାଉଛି। ଏହି ମ୍ୟାଚ୍‌ ପାଇଁ ଷ୍ଟାଡିୟମରେ ଶତ ପ୍ରତିଶତ ଦର୍ଶକଙ୍କୁ ଅନୁମତି ଦେଇଛି କର୍ନାଟକ ରାଜ୍ୟ କ୍ରିକେଟ ଆସୋସିଏଶନ…

ନ୍ୟୁଜିଲାଣ୍ଡଠାରୁ ହାରିଗଲା ଭାରତ

ଖ୍ରୀଷ୍ଟଚର୍ଚ୍ଚ,୧୦।୨:ଆଇସିସି ମହିଳା ବିଶ୍ୱକପ ୨୦୨୨ର ଦ୍ୱିତୀୟ ମ୍ୟାଚରେ ଆୟୋଜକ ନ୍ୟୁଜିଲାଣ୍ଡ ହାତରୁ ଭାରତ ୬୨ ରନର ପରାଜୟର ସମ୍ମୁଖୀନ ହୋଇଛି। ଅଧିନାୟିକା ମିତାଲି ରାଜ ଟସ ଜିତି ଆୟୋଜକ ନ୍ୟୁଜିଲାଣ୍ଡକୁ ପ୍ରଥମେ ବ୍ୟାଟିଂ କରିବାକୁ ଆମନ୍ତ୍ରଣ କରିଥିଲେ। ପ୍ରଥମେ ବ୍ୟାଟିଂ କରି…

ମହିଳା ବିଶ୍ୱକପ୍‌ ଇତିହାସରେ ଝୁଲଣ ଗୋସ୍ବାମୀ

ହାମିଲଟନ,୧୦।୩: ଭେଟେରାନ ଭାରତୀୟ ପେସର ଝୁଲଣ ଗୋସ୍ବାମୀ ଗୁରୁବାର ଆଇସିସି ମହିଳା ଦିନିକିଆ ବିଶ୍ୱକପ୍‌ ଇତିହାସରେ ସର୍ବାଧିକ ଉଇକେଟ ନେଇଥିବା ବୋଲରଙ୍କ ସହ ସମକକ୍ଷ ହୋଇଛନ୍ତି। ପୂର୍ବରୁ ଏହି ରେକର୍ଡ ଅଷ୍ଟ୍ରେଲିଆନ ସ୍ପିନର ଲିନ ଫୁଲସଟନ(୩୯ ଉଇକେଟ)ଙ୍କ ନାମରେ ଥିଲା। କ୍ୟାରିୟରର…

ଆଇପିଏଲ୍‌ ପୂର୍ବରୁ ହାତକୁ ଦି’ ହାତ ହେଲେ ରାହୁଲ

ପାଣାଜୀ,୧୦।୩:ଭାରତୀୟ କ୍ରିକେଟର ରାହୁଲ ଚହର ତାଙ୍କ ପ୍ରେମିକା ଇଶାନି ଜୋହରଙ୍କୁ ବିବାହ କରିଛନ୍ତି। ଲେଗ ସ୍ପିନର ରାହୁଲ ଗୋଆରେ ଏକ ନୂତନ ଇନିଂସ ଆରମ୍ଭ କରିଛନ୍ତି। ଆଗ୍ରା ନିବାସୀ ରାହୁଲ ଚହର ଡିସେମ୍ବର ୨୦୧୯ରେ ଜୟପୁରର ବେଙ୍ଗାଲୁରୁର ଇଶାନି ଜୋହରଙ୍କ ସହ…

ଭାରତକୁ ୨୬୧ ରନ୍‌ର ବିଜୟ ଲକ୍ଷ୍ୟ

ଖ୍ରୀଷ୍ଟଚର୍ଚ୍ଚ,୧୦।୩: ଆଇସିସି ମହିଳା ବିଶ୍ୱକପ ୨୦୨୨ର ଏକ ମ୍ୟାଚ୍‌ରେ ଗୁରୁବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଛି। ଭାରତୀୟ ଅଧିନାୟିକା ମିତାଲି ରାଜ ଟସ ଜିତି ଆୟୋଜକ ନ୍ୟୁଜିଲାଣ୍ଡକୁ ପ୍ରଥମେ ବ୍ୟାଟିଂ କରିବାକୁ ଆମନ୍ତ୍ରଣ କରିଥିଲେ। ନ୍ୟୁଜିଲାଣ୍ଡ ଭାରତକୁ ୨୬୧ ରନ୍‌ର…

ସନ୍ନ୍ୟାସ ଘୋଷଣା କଲେ ଶ୍ରୀସାନ୍ଥ

ନୂଆଦିଲ୍ଲୀ,୯।୩: ୨୦୧୧ ବିଶ୍ୱକପ୍‌ ଚାମ୍ପିୟନ ଭାରତୀୟ ଦଳର ସଦସ୍ୟ ଏସ୍‌. ଶ୍ରୀସାନ୍ଥ ବୁଧବାର ଘରୋଇ କ୍ରିକେଟରୁ ସନ୍ନ୍ୟାସ ଘୋଷଣା କରିଛନ୍ତି। ଏହି ଘୋଷଣା ପାଇଁ କେରଳ ପେସର ସହାୟତା ନେଇଛନ୍ତି ଟୁଇଟରର। ଦେଶ ପାଇଁ ୨୭ ଟେଷ୍ଟ, ୫୩ ଦିନିକିଆ ଏବଂ…

ଆଜି ପ୍ରେମିକାଙ୍କ ହାତ ଧରିବେ ଚହର

ନୂଆଦିଲ୍ଲୀ,୯।୩: ଆଜି ବିବାହ ବନ୍ଧନରେ ଆବଦ୍ଧ ହେବେ ଯୁବ ଭାରତୀୟ କ୍ରିକେଟର ରାହୁଲ ଚହର। ଗୋଆରେ ପ୍ରେମିକା ତଥା ଫ୍ୟାଶନ ଡିଜାଇନର୍‌ ଈଶାନିଙ୍କ ହାତ ଧରିବେ ସେ। ବିବାହ ପୂର୍ବରୁ ରାହୁଲଙ୍କ ହଳଦୀ ଉତ୍ସବର ଫଟୋ ଭାଇରାଲ ହେବାରେ ଲାଗିଛି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?