ପରାଜୟ ପରେ ଇଂଲଣ୍ଡ ଦଳରେ ବଡ଼ ପରିବର୍ତ୍ତନ
ମାଞ୍ଚେଷ୍ଟର,୭।୯: ଓଭାଲ ଟେଷ୍ଟରେ ପରାଜୟ ପରେ ଓଲ୍ଡ ଟ୍ରାଫର୍ଡଠାରେ ଖେଳାଯିବାକୁ ଥିବା ୫ମ ତଥା ଅନ୍ତିମ ଟେଷ୍ଟ ଲାଗି ଇଂଲଣ୍ଡ ଦଳ ଦଳରେ ବଡ଼ ପରିବର୍ତ୍ତନ କରିଛି। ୧୬ ଜଣିଆ ଦଳକୁ ଫେରିଛନ୍ତି ଜୋସ ବଟଲର ଓ ଜ୍ୟାକ ଲିଚ୍।...
ରୋହିତଙ୍କ ଆଣ୍ଠୁରେ ଲାଗିଛି ଆଘାତ? କେତେ ଗମ୍ଭୀର ସେ ନେଇ ହିଟ୍ମ୍ୟାନ୍ କହିଲେ…
ନୂଆଦିଲ୍ଲୀ,୭।୯: ଇଂଲଣ୍ଡ ବିପକ୍ଷ ଚତୁର୍ଥ ଟେଷ୍ଟର ପଞ୍ଚମ ଦିନରେ ଟିମ୍ ଇଣ୍ଡିଆ ଓପନର୍ ରୋହିତ ଶର୍ମା ଫିଲ୍ଡିଂ କରି ନ ଥିଲେ। କାରଣ ବ୍ୟାଟିଂ କରୁଥିବା ସମୟରେ ତାଙ୍କ ଆଣ୍ଠୁରେ ଆଘାତ ଲାଗିଥିଲା। ବାମ ଆଣ୍ଠୁରେ ଯନ୍ତ୍ରଣା ଯୋଗୁ ସେ...
କୋହଲିଙ୍କ ଉପରେ ରାଗିଲା ବିସିସିଆଇ
ଓଭାଲ,୭।୯: ଟିମ ଇଣ୍ଡିଆର ଅଧିନାୟକ ବିରାଟ କୋହଲି ଏବଂ ରବି ଶାସ୍ତ୍ରୀଙ୍କ ଉପରେ ବିସିସିଆଇ ରାଗିଛି। ନିକଟରେ କୋହଲି ଶାସ୍ତ୍ରୀଙ୍କ ପୁସ୍ତକ ଉନ୍ମୋଚନ କାର୍ଯ୍ୟକ୍ରମକୁ ମଧ୍ୟ ଯାଇଥିଲେ। ଏଥିପାଇଁ ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ଇସିବି)ରୁ ଅନୁମତି ନିଆଯାଇ...
ହକିକୁ ଜାତୀୟ ଖେଳ ଘୋଷଣା ପ୍ରସଙ୍ଗରେ ଶୁଣାଣି କରିବାକୁ ମନା କଲେ ଏସ୍ସି…
ନୂଆଦିଲ୍ଲୀ,୭।୯: ହକିକୁ ଜାତୀୟ ଖେଳର ମାନ୍ୟତା ଦେବା ପ୍ରସଙ୍ଗରେ ସୁପ୍ରିମ୍କୋର୍ଟ(ଏସ୍ସି) ଶୁଣାଣି କରିବାକୁ ମନା କରିଛନ୍ତି। ବର୍ତ୍ତମାନ ସୁଦ୍ଧା ହକିକୁ ଅଧିକାରିକ ଭାବେ ଜାତୀୟ ଖେଳର ମାନ୍ୟତା ମିଳି ନାହିଁ। ଦେଶର ଲୋକଙ୍କ ମଧ୍ୟରେ ପ୍ରଚଳିତ ଧାରଣା ରହିଛି ଯେ,...
ପୂଜାରାଙ୍କୁ ଆଖି ଦେଖାଉଥିବା ବୋଲର୍ଙ୍କୁ କନ୍ଦାଇଲେ ଯାଦବ
ଓଭାଲ୍,୭।୯: ଓଭାଲ ଟେଷ୍ଟରେ ଭାରତ ଇଂଲଣ୍ଡକୁ ୧୫୭ ରନ୍ରେ ପରାସ୍ତ କରିଛି। ଖେଳର ପଞ୍ଚମ ଦିନରେ ଭାରତୀୟ ବୋଲରମାନେ ଓଭାଲ ପିଚରେ ଚମତ୍କାର ବୋଲିଂ କରି ଜୋ ରୁଟଙ୍କ ଦଳକୁ ମାତ୍ର ୨୧୦ ରନରେ ରୋକିବାରେ ସମର୍ଥ ହୋଇଥିଲା। ଏକ...
କୋହଲିଙ୍କ ନୂଆ ସେଲିବ୍ରେସନ୍ ଷ୍ଟାଇଲ୍: ପ୍ରଶଂସକଙ୍କୁ ଆସୁଛି ପସନ୍ଦ
ଓଭାଲ୍,୭।୯:ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ଇଂଲଣ୍ଡକୁ ୧୫୭ ରନ୍ରେ ପରାସ୍ତ କରି ୫ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ୍କୁ ୨-୧ରେ ଆଗୁଆ ରହିଛି। ଏହି ବିଜୟ ଅଧିନାୟକ ବିରାଟ କୋହଲି ସେଲିବ୍ରେସନ କରୁଥିବାର ଫଟୋ ସୋସିଆଲ ମିଡିଆରେ ଭାଇରାଲ...
ପ୍ରଧାନମନ୍ତ୍ରୀ ମୋଦିଙ୍କ ଫଟୋ ଶେୟାର କରି ଇଂଲଣ୍ଡକୁ ସମାଲୋଚନା କଲେ ସେହ୍ବାଗ: ଭାଇରାଲ ହେଉଛି ପୋଷ୍ଟ
ଓଭାଲ୍,୭।୯: ଲିଡ୍ସ ଟେଷ୍ଟ ହାରିବା ପରେ ଓଭାଲରେ ଭାରତ ଏକ ଚମତ୍କାର ପ୍ରତ୍ୟାବର୍ତ୍ତନ କରିଛି। ପ୍ରଥମ ଇନିଂସରେ ୯୯ ରନ ପଛରେ ରହିବା ସତ୍ତ୍ୱେ ଭାରତ ୧୫୭ ରନରେ ଓଭାଲ ଟେଷ୍ଟକୁ କବଜା କରିଛି। ଖେଳର ଶେଷ ଦିନରେ ଭାରତକୁ...
୨୪୩୩ ଟେଷ୍ଟ ମ୍ୟାଚ୍ ପରେ ପ୍ରଥମଥର ପାଇଁ କ୍ରିକେଟ୍ ପଡିଆରେ ଘଟିଲା ଏମିତି
ଓଭାଲ୍,୭।୯: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୫ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜର ଚତୁର୍ଥ ମ୍ୟାଚରେ ଭାରତ ଇଂଲଣ୍ଡକୁ ୧୫୭ ରନରେ ପରାସ୍ତ କରିଛି। ମ୍ୟାଚ ଜିତିବା ପାଇଁ ଇଂଲଣ୍ଡକୁ ୩୬୮ ରନର ଟାର୍ଗେଟ ଥିବାବେଳେ ଦଳ ମାତ୍ର ୨୧୦...
‘ମ୍ୟାନ୍ ଅଫ୍ ଦ ମ୍ୟାଚ୍’ ପୁରସ୍କାର ପାଇବାକୁ ନେଇ ଖୁସି ନାହାନ୍ତି ରୋହିତ ଶର୍ମା: କାରଣ ଜାଣିଲେ କହିବେ ବାଃ ବାଃ
ଓଭାଲ୍,୭।୯: ଇଂଲଣ୍ଡ ବିପକ୍ଷ ଓଭାଲ ଟେଷ୍ଟରେ ଶତକ ହାସଲ କରି ଭାରତର ଐତିହାସିକ ବିଜୟର ମୂଳଦୁଆ ପକାଇଥିବା ଓପନର୍ ରୋହିତ ଶର୍ମା ମ୍ୟାନ ଅଫ ଦି ମ୍ୟାଚ ହୋଇଥିଲେ। ବିଜୟ ପରେ ରୋହିତ କହିଛନ୍ତି ଯେ, ତାଙ୍କ ଠାରୁ ଅଧିକ...
ପାକିସ୍ତାନକୁ ପଛରେ ପକାଇ ଭାରତ ନମ୍ବର ୧
ଓଭାଲ୍,୭।୯: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ର ଦ୍ୱିତୀୟ ସିଜନରେ ଭାରତ ପାକିସ୍ତାନକୁ ପଛରେ ପକାଇ ଭାରତ ନମ୍ବର ୧ ସ୍ଥାନକୁ ଉନ୍ନୀତ ହୋଇଛି। ଇଂଲଣ୍ଡ ବିପକ୍ଷରେ ଓଭାଲ ଟେଷ୍ଟ ଜିତି ଭାରତ ଏହି ସ୍ଥାନ ହାସଲ କରିଛି। ଭାରତ ୫ ମ୍ୟାଚ୍...
ଏହି ବ୍ୟାଟ୍ସମ୍ୟାନଙ୍କ ଉଇକେଟ ନେଇ ଶାର୍ଦ୍ଦୁଳ ଦେଇଥିଲେ ବ୍ରେକ୍ ଥ୍ରୁ
ଲଣ୍ଡନ,୬।୯: ଓଭାଲ ଟେଷ୍ଟର ପଞ୍ଚମ ଦିନରେ ଆସମାପ୍ତ ଦ୍ୱିତୀୟ ଇନିଂସ ସ୍କୋର ୭୭/୦ରୁ ଇଂଲଣ୍ଡ ଖେଳ ଆରମ୍ଭ କରିଥିଲା। ଦୁଇ ଓପନର ରୋରି ବନର୍ସ ଓ ହାସିମ ହମିଦ ଦମ୍ଦାର ପ୍ରଦର୍ଶନ କରି ଦଳକୁ ଭଲ ଆରମ୍ଭ ପ୍ରଦାନ କରିଥିଲେ।...
ଓଭାଲ ଟେଷ୍ଟ: ଇଂଲଣ୍ଡକୁ ହରାଇଲା ଟିମ୍ ଇଣ୍ଡିଆ
ଲଣ୍ଡନ,୬।୯: ପ୍ରଥମ ଇନିଂସରେ ୯୯ ରନ୍ରେ ପଛୁଆ ଥିବା ଟିମ୍ ଇଣ୍ଡିଆ ଶେଷରେ ବାଜିମାତ୍ କରିଛି। ଓଭାଲ ଟେଷ୍ଟର ପଞ୍ଚମ ଦିନରେ ୧୫୭ ରନ୍ରେ ଇଂଲଣ୍ଡକୁ ହରାଇ ଦେଇଛି। ଏଥିସହ ସିରିଜରେ ୨-୧ରେ ଆଗୁଆ ହୋଇଛି ଟିମ୍ ଇଣ୍ଡିଆ। ପଞ୍ଚମ...
Archives


