ଖେଳ

କ୍ଲିନ୍‌ ବୋଲ୍ଡ ହେଲେ କୋହଲି, ଏଭଳି ପ୍ରତିକ୍ରିୟା ଦେଲେ ଅଧିନାୟକ

ମୋହାଲି,୪।୩: ଶ୍ରୀଲଙ୍କା ବିପକ୍ଷରେ ଖେଳାଯାଉଥିବା ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍‌ରେ ଇତିହାସ ରଚିଛନ୍ତି ପୂର୍ବତନ ଅଧିନାୟକ ବିରାଟ କୋହଲି। ଏହି ମ୍ୟାଚ୍‌ ବିରାଟଙ୍କ କ୍ୟାରିୟରର ୧୦୦ତମ ଟେଷ୍ଟ ଥିଲା। ଦେଢ଼ ବର୍ଷ ଧରି ତାଙ୍କ ପ୍ରଶଂସକ ଶତକ ଅପେକ୍ଷାରେ ରହିଥିବା ବେଳେ…

ଆଉ ନାହାନ୍ତି କ୍ରିକେଟ କିମ୍ବଦନ୍ତୀ ଶେନ୍‌ ଓ୍ବର୍ନ

ନୂଆଦିଲ୍ଲୀ,୪।୩: ଅଷ୍ଟ୍ରେଲିଆର କ୍ରିକେଟ୍‌ କିମ୍ବଦନ୍ତୀ ତଥା ପୂର୍ବତନ ମହାନ ଲେଗ୍‌ ସ୍ପିନର ଶେନ୍‌ ଓ୍ବର୍ନଙ୍କର ୫୨ ବର୍ଷରେ ପରଲୋକ ଘଟିଛି। ହୃଦଘାତରେ ଓ୍ବର୍ନଙ୍କର ମୃତ୍ୟୁ ଘଟିଥିବା ନେଇ ତାଙ୍କ ପରିଚାଳନା କମ୍ପାନୀ ପକ୍ଷରୁ ଶୁକ୍ରବାର ସଂକ୍ଷିପ୍ତ ବିବୃତ୍ତି ଜାରି କରି ସୂଚନା…

ପ୍ରଥମ ଦିନରେ ଭାରତ ୩୫୭/୬

ମୋହାଲି,୪।୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଏଠାରେ ଆରମ୍ଭ ହୋଇଥିବା ପ୍ରଥମ ଟେଷ୍ଟର ପ୍ରଥମ ଦିବସରେ ୱିକେଟ କିପର- ବ୍ୟାଟ୍ସମ୍ୟାନ୍‌ ଋଷଭ ପନ୍ତଙ୍କ ଧୂଆଁଧାର ବ୍ୟାଟିଂ ଦେଖିବାକୁ ମିଳିଛି। ପନ୍ତଙ୍କ ଲଢ଼ୁଆ ବ୍ୟାଟିଂ ବଳରେ ଟିମ ଇଣ୍ଡିଆ ୬ ଉଇକେଟ ହରାଇ…

ଶତକୀୟ ମ୍ୟାଚ୍‌ରେ ମାଇଲଷ୍ଟୋନ ଛୁଇଁଲେ କୋହଲି

ମୋହାଲି,୪।୩: ପୂର୍ବତନ ଭାରତୀୟ ଅଧିନାୟକ ବିରାଟ କୋହଲି ଶୁକ୍ରବାର କ୍ୟାରିୟରର ୧୦୦ତମ ଟେଷ୍ଟରେ ଏକ ମାଇଲଷ୍ଟୋନ ହାସଲ କରିଛନ୍ତି। ୩୩ ବର୍ଷୀୟ ବ୍ୟାଟର ପ୍ରଥମ ଇନିଂସରେ ୪୫ ରନ୍‌ର ପାଳି ଖେଳି କ୍ରିକେଟର ଲମ୍ବା ଫର୍ମାଟରେ ପୂରଣ କରିଛନ୍ତି ୮ ହଜାର…

୧୦୦ତମ ଟେଷ୍ଟରେ ଅର୍ଦ୍ଧଶତକ ଛୁଇଁପାରିଲେ ନାହିଁ

ମୋହାଲି,୪।୩: ପୂର୍ବତନ ଭାରତୀୟ ଅଧିନାୟକ ବିରାଟ କୋହଲି କ୍ୟାରିୟର ୧୦୦ତମ ଟେଷ୍ଟରେ ବଡ଼ ଇନିଂସ ଖେଳିବାରେ ବିଫଳ ହୋଇଛନ୍ତି। ସ୍ଥାନୀୟ ଆଇଏସ୍‌ ବିନ୍ଦ୍ରା ଷ୍ଟାଡିୟମରେ ଶୁକ୍ରବାରଠାରୁ ଆରମ୍ଭ ହୋଇଥିବା ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ୪୫ ରନ୍‌ କରି ଆଉଟ୍‌…

ଅର୍ଦ୍ଧଶତକ ହାସଲ କଲେ କ୍ରୀଡା ମନ୍ତ୍ରୀ

କଟକ,୪।୩: ଚଣ୍ଡିଗଡ ଏବଂ ବଙ୍ଗଳା ମଧ୍ୟରେ କଟକ ବାରବାଟୀ ଷ୍ଟାଡିୟମରେ ଖେଳାଯାଉଥିବା ରଣଜୀ ଟ୍ରଫି ମ୍ୟାଚ୍‌ରେ ଅର୍ଦ୍ଧଶତକ ହାସଲ କରିଛନ୍ତି ପଶ୍ଚିମବଙ୍ଗ କ୍ରୀଡା ମନ୍ତ୍ରୀ ମନୋଜ ତିଓ୍ବାରୀ। ମନୋଜ ୯୯ ବଲରେ ୫୩ ରନର ଏକ ଇନିଂସ ଖେଳିଥିଲେ। ଏହି ସମୟ…

ସବୁ ରାଗ ଭୁଲି କୋହଲିଙ୍କୁ ନେଇ ଏମିତି କହିଲେ ଗାଙ୍ଗୁଲି

ମୋହାଲି,୪।୩: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଶୁକ୍ରବାର ଠାରୁ ମୋହାଲିରେ ପ୍ରଥମ ଟେଷ୍ଟ ଆରମ୍ଭ ହୋଇଛି। ବିରାଟ କୋହଲିଙ୍କ ପାଇଁ ସ୍ବତନ୍ତ୍ର ହେବ। ଏହା ତାଙ୍କ କ୍ୟାରିୟରର ୧୦୦ ତମ ଟେଷ୍ଟ ହେବ। ବହୁ ପୂର୍ବତନ ଭେଟେରାନ ଖେଳାଳି କୋହଲିଙ୍କୁ ଅଭିନନ୍ଦନ…

ବିରାଟଙ୍କୁ ଖାସ୍‌ ଉପହାର ଦେଲେ ଦ୍ରାବିଡ

ମୋହାଲି,୪।୩:ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ମୋହାଲିରେ ଖେଳାଯାଉଛି। ଏହା ହେଉଛି ପୂର୍ବତନ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ୧୦୦ ତମ ମ୍ୟାଚ। ଏହି ସଫଳତା ହାସଲ କରିବାରେ ସେ ହେଉଛନ୍ତି ଦ୍ୱାଦଶ ଭାରତୀୟ ଖେଳାଳି। ବିରାଟଙ୍କ…

ପ୍ରସିଦ୍ଧ କ୍ରିକେଟର୍‌ଙ୍କ ପରଲୋକ

ସିଡନୀ,୪।୩: ଅଷ୍ଟ୍ରେଲିଆର କିମ୍ବଦନ୍ତୀ ଉଇକେଟ କିପର ରୋଡ ମାର୍ଶଙ୍କ ପରଲୋକ ଘଟିଛି। ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା। ନିକଟରେ ହୃଦଘାତ ଯୋଗୁ ସେ କୋମାରେ ଥିଲେ। ମାର୍ଶ ୩୫୫ ଉଇକେଟ୍‌ ନେଇଛନ୍ତି, ଯାହା ତାଙ୍କ ଅବସର ପର୍ଯ୍ୟନ୍ତ ଏକ ବିଶ୍ୱ…

ଟସ୍‌ ଜିତିଲା ଭାରତ

ମୋହାଲି,୪।୩: ଶ୍ରୀଲଙ୍କା ବିପକ୍ଷ ୨ ମ୍ୟାଚ ବିଶିଷ୍ଟ ସିରିଜର ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଭାରତୀୟ ଖେଳୁଥିବା ଏକାଦଶରେ ଶ୍ରେୟସ ଆୟର ଏବଂ ହନୁମା ବିହାରୀଙ୍କୁ ଅନ୍ତର୍ଭୁକ୍ତ କରାଯାଇଛି।…

‘ବଡ଼ ସଫଳତା ପାଇଁ କୋହଲିଙ୍କ ପାଖରେ ସମୟ ଅଛି’

ନୂଆଦିଲ୍ଲୀ,୩।୩: ପୂର୍ବତନ ଭାରତୀୟ ଅଧିନାୟକ ବିରାଟ କୋହଲି ଶୁକ୍ରବାର କ୍ୟାରିୟରର ୧୦୦ତମ ଟେଷ୍ଟ ମ୍ୟାଚ୍‌ ଖେଳିବାକୁ ଯାଉଛନ୍ତି। କୋହଲିଙ୍କ ମାଇଲଷ୍ଟୋନ ମ୍ୟାଚ୍‌ ପୂର୍ବରୁ ତାଙ୍କ ପାଇଁ ଏକ ସ୍ବତନ୍ତ୍ର ମେସେଜ ଦେଇଛନ୍ତି ବିସିସିଆଇ ମୁଖ୍ୟ ସୌରଭ ଗାଙ୍ଗୁଲି। “ଭାରତୀୟ କ୍ରିକେଟରେ ୧୦୦…

ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ଟି୨୦ ମ୍ୟାଚ୍‌

କଟକ,୩।୩: ଆଇପିଏଲ-୧୫ର ତୁରନ୍ତ ପରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଏକ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ ଖେଳାଯିବ। ସିରିଜ୍‌ର ଗୋଟିଏ ମ୍ୟାଚ୍‌ ଅନୁଷ୍ଠିତ ହେବ କଟକର ଐତିହାସିକ ବାରବାଟୀ ଷ୍ଟାଡିୟମରେ। ତେବେ ସିରିଜ୍‌ କେଉଁ ମ୍ୟାଚ୍‌ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?