ଖେଳ

ଆଇପିଏଲ୍‌ ପରେ ଦକ୍ଷିଣ ଆଫ୍ରିକା ସହ ଟି୨୦ ସିରିଜ୍‌

ନୂଆଦିଲ୍ଲୀ,୩।୩: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଆଗାମୀ ସଂସ୍କରଣ ଶେଷ ହେବାର ତୁରନ୍ତ ପରେ ଦକ୍ଷିଣ ଆଫ୍ରିକା ସହ ଏକ ଦ୍ୱିପାକ୍ଷିକ ଟି୨୦ ସିରିଜ୍‌ ଖେଳିବ। ଏହି ୫ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ ଜୁନରେ ଖେଳାଯିବ। ୧୦ ଦିନିଆ ସିରିଜ୍‌ ପରେ…

କ୍ରିକେଟ୍‌ ଇତିହାସରେ ସବୁଠୁ ଲମ୍ବା ମ୍ୟାଚ୍‌

୮୩ ବର୍ଷ ପୂର୍ବେ କ୍ରିକେଟ ଇତିହାସରେ ଖେଳାଯାଇଥିଲା ଦୀର୍ଘତମ କ୍ରିକେଟ ମ୍ୟାଚ। ମ୍ୟାଚର ଫଳାଫଳ ଘୋଷଣା ନ ହେବା ପର୍ଯ୍ୟନ୍ତ ଏହି ମ୍ୟାଚ ଖେଳାଯାଇଥିଲା। ୧୧ ଦିନ ଧରି, ଦୁଇଟି ଦଳ ବିଜେତା ହେବା ପାଇଁ ସଂଘର୍ଷ କରିଥିଲେ। ଯେତେବେଳେ ଗୋଟିଏ…

ଏ’ରୁ ବି’ ଗ୍ରେଡ୍‌କୁ ଖସିଲେ ରାହାନେ, ପୂଜାରା

ମୁମ୍ବାଇ,୨।୩: ଭେଟେରାନ ବ୍ୟାଟର ଚେତେଶ୍ୱର ପୂଜାରା ଓ ପୂର୍ବତନ ଉପ ଅଧିନାୟକ ଅଜିଙ୍କ୍ୟ ରାହାନେଙ୍କ ଗ୍ରେଡ୍‌ ସଦ୍ୟ ପ୍ରକାଶିତ ବିସିସିଆଇର କେନ୍ଦ୍ରୀୟ ଚୁକ୍ତିରେ ତଳକୁ ଖସିଛି। ବିସିସିଆଇର କେନ୍ଦ୍ରୀୟ ଚୁକ୍ତିରେ ୪ଟି ଗ୍ରେଡ୍‌ ରହିଛି। ଏ’ ପ୍ଲସ ଗ୍ରେଡ୍‌ରେ ସାମିଲ ଥିବା…

ସର୍ବସମ୍ମୁଖରେ ସଚିନଙ୍କୁ ବୁଢ଼ା ବୋଲି କହୁଥିଲେ ଏହି ଖେଳାଳି, ଏଭଳି ଜବାବ ଦେଇଥିଲେ ସେହ୍ବାଗ

ନୂଆଦିଲ୍ଲୀ,୨।୩: ଭାରତର ମହାନ କ୍ରିକେଟର ସଚିନ ତେନ୍ଦୁଲକରଙ୍କୁ କ୍ରିକେଟର ଭଗବାନ ବୋଲି କୁହାଯାଏ। ସେ ତାଙ୍କ କ୍ରିକେଟ କ୍ୟାରିୟରରେ କେବେ ବି ବିନା କାରଣରେ ବିରୋଧି ଖେଳାଳିଙ୍କ ସହ ମତାନ୍ତର କରୁ ନ ଥିଲେ। ହେଲେ ଅନେକ ଖେଳାଳି ତାଙ୍କ ବିରୋଧରେ…

ରାଜପ୍ରସାଦଠାରୁ କମ୍‌ ନୁହେଁ ଏହି କ୍ରିକେଟରଙ୍କ ବଙ୍ଗଳା

ନୂଆଦିଲ୍ଲୀ,୨।୩: ଟିମ୍‌ ଇଣ୍ଡିଆର ତାରକା କ୍ରିକେଟର ରବିନ୍ଦ୍ର ଜାଡେଜା ଭାରତର ଅନ୍ୟତମ ଶ୍ରେଷ୍ଠ ଅଲରାଉଣ୍ଡର ମଧ୍ୟରୁ ଜଣେ। ଗତ କିଛି ବର୍ଷ ମଧ୍ୟରେ ସେ ଭାରତୀୟ ଦଳ ଲାଗି ମ୍ୟାଚ୍‌ ବିଜେତା ଭାବେ ଉଭା ହୋଇଛନ୍ତି ବୋଲି କହିବା ଭୁଲ ହେବ…

ଏଯାଏ ଦିନିକିଆ କି ଟି-୨୦ରେ ଛକାଟିଏ ମାରି ନାହାନ୍ତି ଏହି ୩ ଭାରତୀୟ ଖେଳାଳି

ନୂଆଦିଲ୍ଲୀ,୨।୩: ଭାରତୀୟ କ୍ରିକେଟ ଦଳରେ ଅନେକ ମହାନ ଖେଳାଳି ଅଛନ୍ତି ଯେଉଁମାନେ ଚୌକା-ଛକା ମାରିବାରେ ସିଦ୍ଧହସ୍ତ। ହେଲେ ଏହି ଦଳରେ ୩ ଜଣ ଏଭଳି ଖେଳାଳି ଅଛନ୍ତି, ଯେଉଁମାନେ ଆଜିଯାଏ ଦିନିକିଆ ଏବଂ ଟି-୨୦ କ୍ରିକେଟରେ ଗୋଟିଏ ବି ଛକା ମାରି…

ଆଇପିଏଲ ପୂର୍ବରୁ ସିଏସ୍‌କେକୁ ବଡ଼ ଝଟକା

ନୂଆଦିଲ୍ଲୀ,୨।୩: ଅଲରାଉଣ୍ଡର ଦୀପକ ଚହର ଆହତ ସମସ୍ୟା କାରଣରୁ ଚଳିତ ମାସ ଶେଷ ସପ୍ତାହରୁ ଆରମ୍ଭ ହେଉଥିବା ଆଇପିଏଲ ସିଜନର ପ୍ରାୟତଃ ମ୍ୟାଚ୍‌ରେ ଖେଳିବେ ନାହିଁ। ଏ ନେଇ ଇଏସ୍‌ପିଏନ୍‌କ୍ରିକ୍‌ଇନ୍‌ଫୋରେ ଏକ ରିପୋର୍ଟ ପ୍ରକାଶ ପାଇଛି। ଏହା ଡିଫେଣ୍ଡିଂ ଚାମ୍ପିୟନ ଚେନ୍ନାଇ…

ଏପ୍ରିଲ ୧୫ ପର୍ଯ୍ୟନ୍ତ ଆଇପିଏଲରେ ୨୫% ଦର୍ଶକଙ୍କୁ ମିଳିବ ଅନୁମତି

ମୁମ୍ବାଇ,୨।୩: ଆଗାମୀ ଆଇପିଏଲ ପୂର୍ବରୁ ବିସିସିଆଇ ଓ ମହାରାଷ୍ଟ୍ର ସରକାରଙ୍କ ମଧ୍ୟରେ ବୁଧବାର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା। ଏଥିରେ ଆଇପିଏଲ-୧୫ ପ୍ରଥମ ପର୍ଯ୍ୟାୟ ଅର୍ଥାତ ମାର୍ଚ୍ଚ ୨୬ରୁ ଏପ୍ରିଲ ୧୫ ପର୍ଯ୍ୟନ୍ତ ୨୫ ପ୍ରତିଶତ ଦର୍ଶକଙ୍କୁ ଅନୁମତି ଦେବାକୁ ନିଷ୍ପତ୍ତି ନିଆଯାଇଛି।…

ବଡ଼ ଡିଆଁ ମାରିଲେ ଶ୍ରେୟାସ

ଦୁବାଇ,୨।୩: ଚମତ୍କାର ଫର୍ମରେ ଥିବା ଭାରତୀୟ ବ୍ୟାଟର ଶ୍ରେୟାସ ଆୟାର ଆଇସିସି ଟି୨୦ ର଼୍ୟାଙ୍କିଙ୍ଗ୍‌ରେ ବଡ଼ ଡିଆଁ ମାରିଛନ୍ତି। ଶ୍ରଲଙ୍କା ବିପକ୍ଷ ସିରିଜ୍‌ ପୂର୍ବରୁ ୪୫ତମ ସ୍ଥାନରେ ଥିଲେ ଶ୍ରେୟାସ। ହ୍ୟାଟ୍ରିକ ଅର୍ଦ୍ଧଶତକ ପରେ ତାଙ୍କ ର଼୍ୟାଙ୍କିଙ୍ଗ୍‌ ୨୭ଟି ସ୍ଥାନ ଉପରକୁ…

କୋହଲିଙ୍କୁ ବଡ଼ ଉପହାର ଦେଲା ବିସିସିଆଇ

ନୂଆଦିଲ୍ଲୀ,୧।୩: ଭାରତ-ଶ୍ରୀଲଙ୍କା ମଧ୍ୟରେ ଦୁଇ ଟେଷ୍ଟ ମ୍ୟାଚ୍‌ ବିଶିଷ୍ଟ ସିରିଜର ପ୍ରଥମ ମ୍ୟାଚ୍‌ ମୋହାଲିରେ ଖେଳାଯିବ। ଏହି ମ୍ୟାଚ୍‌ରେ ରୋହିତ ଶର୍ମା ପ୍ରଥମ ଥର ପାଇଁ ଟେଷ୍ଟ ଅଧିନାୟକ ପଦ ନିର୍ବାହ କରିବେ। ସେହିଭଳି ପୂର୍ବତନ ଅଧିନାୟକ ବିରାଟ କୋହଲିଙ୍କ ଏହା…

୧୦୦ତମ ଟେଷ୍ଟରେ ଶତକ ମାରନ୍ତୁ ବୋଲି ପ୍ରାର୍ଥନା

ନୂଆଦିଲ୍ଲୀ,୧।୩: ଶ୍ରୀଲଙ୍କା ବିପକ୍ଷରେ ମୋହାଲିରେ ମାର୍ଚ୍ଚ ୪ରୁ ପ୍ରଥମ ଟେଷ୍ଟ ମ୍ୟାଚ୍‌ ଖେଳିବ ଭାରତ। ଏହା ପୂର୍ବତନ ଅଧିନାୟକ ବିରାଟ କୋହଲିଙ୍କ ଲାଗି ବେଶ ଗୁରୁତ୍ୱପୂର୍ଣ୍ଣ। କାରଣ ଏହା ତାଙ୍କ କ୍ୟାରିୟରର ୧୦୦ତମ ଟେଷ୍ଟ ମ୍ୟାଚ୍‌। ବିରାଟଙ୍କ ବ୍ୟତିତ ତାଙ୍କ ପ୍ରଶଂସକମାନେ…

ଦୁଃଖ ବଖାଣି ଭାବବିହ୍ବଳ ହେଲେ ଶ୍ରେୟାସ; ଦିଲ୍ଲୀର ଅଧିନାୟକ ପଦରୁ ହଟାଇବାକୁ ନେଇ କହିଲେ…

ନୂଆଦିଲ୍ଲୀ,୧।୩: ଭାବବିହ୍ବଳ ହେଲେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ ଶ୍ରେୟାସ ଆୟର। ଆଇପିଏଲ୍‌ ୨୦୨୧ରେ ଦିଲ୍ଲୀ କ୍ୟାପିଟାଲ୍ସର ଅଂଶ ଥିବା ଆୟର ଆଗାମୀ ସିଜନରେ କୋଲକାତା ନାଇଟ ରାଇଡର୍ସ(କେକେଆର୍‌)ର ନେତୃତ୍ୱ ନେଉଥିବା ଦେଖିବାକୁ ମିଳିବ। ଆଇପିଏଲ୍‌ ୨୦୨୦ରେ ଦିଲ୍ଲୀ ଟିମ୍‌କୁ ଫାଇନାଲକୁ ପଠାଇଥିଲେ ଆୟାର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?