ନ୍ୟୁଜିଲାଣ୍ଡ ସିରିଜ୍ ଖେଳିବା ଆଶାରେ ଶ୍ରେୟସ
ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି। ମିଳିଥିବା ସୂଚନା ମୁତାବକ, ଶ୍ରେୟସ ବିନା କୌଣସି ଅସୁବିଧାରେ ଏକ ଘଣ୍ଟା ଧରି ବ୍ୟାଟିଂ…
ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ବଡ଼ ପୁରସ୍କାର: ରାଷ୍ଟ୍ରପତି ଦେଲେ….
ନୂଆଦିଲ୍ଲୀ,୨୬।୧୨: ଭାରତର ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ ପ୍ରତ୍ୟେକ ଦିନ ନୂଆ ନୂଆ ସଫଳତା ହାସଲ କରୁଛନ୍ତି। ମାତ୍ର ୧୪ ବର୍ଷ ବୟସରେ ବୈଭବ କ୍ରିକେଟ ଜଗତରେ ଝଡ଼ ସୃଷ୍ଟି କରିସାରିଛନ୍ତି ଏବଂ ଅନେକ ରେକର୍ଡ ସ୍ଥାପନ କରିଛନ୍ତି। ପିଚ୍ରେ ତାଙ୍କର…
୨୯ ବଲରେ ଅର୍ଦ୍ଧଶତକ କରି ପ୍ରଶଂସକଙ୍କ ମନ ଜିଣିଲେ ବିରାଟ
ନୂଆଦିଲ୍ଲୀ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ୨୦୨୫-୨୬ ବିଜୟ ହଜାରେ ଟ୍ରଫିରେ ଆଉ ଏକ ଚମତ୍କାର ଇନିଂସ ଖେଳି ତାଙ୍କର ପ୍ରଭାବଶାଳୀ ଫର୍ମ ଜାରି ରଖିଛନ୍ତି। ଦିଲ୍ଲୀ ଏବଂ ଗୁଜରାଟ ମଧ୍ୟରେ ଏଲିଟ ରାଉଣ୍ଡ ମ୍ୟାଚରେ ବିରାଟ ମାତ୍ର…
ଗତ ୭ ବର୍ଷ ହେବ BCCI ବଢାଇନାହିଁ ଅମ୍ପାୟର୍ସଙ୍କ ଦରମା, ଜାଣନ୍ତୁ ଗୋଟିଏ ମ୍ୟାଚ ପାଇଁ କେତେ ମିଳେ
ନୂଆଦିଲ୍ଲୀ,୨୬।୧୨: ଗତ କିଛି ବର୍ଷ ମଧ୍ୟରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆନ୍ତର୍ଜାତୀୟ ଏବଂ ଘରୋଇ, ପୁରୁଷ ଏବଂ ମହିଳା ଉଭୟ ଖେଳାଳିଙ୍କ ଦରମାରେ ଉଲ୍ଲେଖନୀୟ ବୃଦ୍ଧି କରିଛି। BCCI ନିରନ୍ତର ଖେଳାଳିଙ୍କ ରୋଜଗାର ବୃଦ୍ଧି କରିଛି, ଯାହା ଅନ୍ୟ…
ଅଶାଳୀନ ମନ୍ତବ୍ୟ ଦେଲେ ଫ୍ୟାନ୍: ସମସ୍ତଙ୍କୁ ଚକିତ କଲା ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପ୍ରତିକ୍ରିୟା
ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ୍ ଅଲ୍-ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହ ଜଣେ ଫ୍ୟାନ୍ଙ୍କ ଅଶାଳୀନ ଆଚରଣର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଖ୍ରୀଷ୍ଟମାସ ଇଭ୍ରେ ହାର୍ଦ୍ଦିକ ତାଙ୍କ ଗର୍ଲଫ୍ରେଣ୍ଡ ମାହିକା ଶର୍ମାଙ୍କ ସହ ଏକ ରେଷ୍ଟୁରାଣ୍ଟ ବାହାରେ ନଜର…
ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ
ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ ଜଣ ମନୋନୀତ ହୋଇଛନ୍ତି। ସେଥିରୁ ଗଞ୍ଜାମ ବ୍ଲକର ଶିବପ୍ରସାଦ ଜେନା କବାଡ଼ି ପ୍ରତିଯୋଗିତାରେ ଭାଗ…
VHT 2025: ବିଜୟ ହଜାରେ ଟ୍ରଫିରୁ ବାଦ ପଡ଼ିଲେ ବୈଭବ ସୂର୍ଯ୍ୟବଂଶୀ, କାରଣ…
ନୂଆଦିଲ୍ଲୀ,୨୫।୧୨: ବୈଭବ ସୂର୍ଯ୍ୟବଂଶୀଙ୍କ ଫ୍ୟାନ୍ସଙ୍କୁ ଝଟକା । ଅଣ୍ଡର-୧୯ ଏସିଆ କପରେ ଏକ ଚମତ୍କାର ଇନିଂସ ଖେଳିବା ପରେ, ବୈଭବ ବିଜୟ ହଜାରେ ଟ୍ରଫିରେ ମଧ୍ୟ ଏକ ଦୃଢ଼ ଆରମ୍ଭ କରିଥିଲେ। କିନ୍ତୁ ବର୍ତ୍ତମାନ ମାତ୍ର ଗୋଟିଏ ମ୍ୟାଚ୍ ପରେ, ସେ…
ସସପେନ୍ସ ଶେଷ! ୨୦୨୭ ବିଶ୍ୱକପ ଖେଳିବେ କି ବିରାଟ କୋହଲି, କୋଚ କରିଦେଲେ ବଡ଼ ଖୁଲାସା
ନୂଆଦିଲ୍ଲୀ,୨୫।୧୨: ଭାରତୀୟ ଷ୍ଟାର କ୍ରିକେଟର୍ ବିରାଟ କୋହଲି ବିଜୟ ହଜାରେ ଟ୍ରଫିରେ ଏକ ଚମିତ୍କାର ପ୍ରତ୍ୟାବର୍ତ୍ତନ କରିଛନ୍ତି। ସେ ଆନ୍ଧ୍ର ବିପକ୍ଷରେ ୧୩୧ ରନର ଏକ ମ୍ୟାଚ ବିଜୟୀ ଇନିଂସ ଖେଳିଥିଲେ। ଏହି ମ୍ୟାଚରେ ଦିଲ୍ଲୀ ମାତ୍ର ୩୮ତମ ଓଭରରେ ୨୯୯…
‘ସେ ତେନ୍ଦୁଲକର ଥିଲେ…’ Vaibhav Suryavanshiଙ୍କୁ ଭାରତୀୟ ଟିମରେ ସ୍ଥାନ ଦିଆଯାଉ, BCCI ନିକଟରେ ବଡ଼ ଦାବି କଲେ ଥରୁର
ନୂଆଦିଲ୍ଲୀ,୨୫।୧୨: କଂଗ୍ରେସ ଏମପି ଶଶି ଥରୁର ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରତିଭାକୁ କିମ୍ବଦନ୍ତୀ ବ୍ୟାଟସମ୍ୟାନ ସଚିନ ତେନ୍ଦୁଲକରଙ୍କ ସହ ତୁଳନା କରିଛନ୍ତି। ଥରୁର BCCIକୁ ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କୁ ଜାତୀୟ ଦଳରେ ସାମିଲ କରିବାକୁ ଅନୁରୋଧ କରିଛନ୍ତି। ଶଶି ଥରୁର ତାଙ୍କ…
RCB ଖେଳାଳିଙ୍କ ବିରୋଧରେ ବୟସ ଜାଲିଆତି ଅଭିଯୋଗ, ସୂଚନା ପାଇଲା ବିସିସିଆଇ ଦୁର୍ନୀତି ନିବାରଣ ୟୁନିଟ
ନୂଆଦିଲ୍ଲୀ,୨୫।୧୨: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପ୍ରଥମ ଥର ପାଇଁ IPL ୨୦୨୫ରେ ଚାମ୍ପିଅନ ହୋଇଥିଲା। ଏବେ, ଫ୍ରାଞ୍ଚାଇଜ IPL ୨୦୨୬ପାଇଁ ପ୍ରସ୍ତୁତ ହେଉଛି। ଡିସେମ୍ବର ୧୬ରେ ଅନୁଷ୍ଠିତ ନିଲାମରେ ସେମାନେ ଭେଙ୍କଟେଶ ଆୟରଙ୍କୁ ଦଳରେ ସାମିଲ କରି ସେମାନଙ୍କର ଦଳକୁ ଆହୁରି…
IPL 2026 ପ୍ଲେଅଫରେ ପହଞ୍ଚିବ କେଉଁ ୪ଟି ଟିମ୍? ବଡ଼ ଭବିଷ୍ୟବାଣୀ କଲେ ପୂର୍ବତନ କ୍ରିକେଟର!
ନୂଆଦିଲ୍ଲୀ,୨୫।୧୨: IPL 2026 ଖେଳାଳିଙ୍କ ମିନି-ନିଲାମ ନିକଟରେ ଶେଷ ହୋଇଛି। ଡିସେମ୍ବର ୧୬ରେ ଆବୁଧାବିରେ IPL ମିନି-ନିଲାମ ହୋଇଥିଲା, ଯେଉଁଥିରେ ୨୯ ବିଦେଶୀ ଖେଳାଳିଙ୍କ ସମେତ ୭୭ ଜଣ ଖେଳାଳି ବିକ୍ରି ହୋଇଥିଲେ। ୧୦ଟି ଫ୍ରାଞ୍ଚାଇଜ ମିଳିତ ଭାବରେ ଏହି ୭୭…
IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍? ୫ କୋଟିରେ ରିଟେନ କରିଛି…
ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ ଯଶଙ୍କ ଆଗୁଆ ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି। ତାଙ୍କ ବିରୋଧରେ ଜଣେ ନାବାଳିକାଙ୍କୁ ଯୌନ…
Archives


