ବଦଳିଲା ଆଇପିଏଲ୍ ଫର୍ମାଟ୍: ପ୍ରଥମ ଥର ପାଇଁ ଏଭଳି ଖେଳାଯିବ ମ୍ୟାଚ୍
ନୂଆଦିଲ୍ଲୀ,୨୫।୨: ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ)ର ୧୫ଶ ସଂସ୍କରଣ ସମ୍ପୂର୍ଣ୍ଣ ଅଲଗା ହେବ। କାରଣ ଏହା ନୂଆ ଫର୍ମାଟରେ ଖେଳାଯିବ। ଏହି ଆଇପିଏଲ୍ରେ ୧୦ଟି ଟିମ ଭାଗ ନେବାକୁ ଥିବା ବେଳେ ସେଗୁଡ଼ିକୁ ଦୁଇ ଗ୍ରୁପ୍ରେ ଭାଗ କରାଯାଇଛି। ଏହାସତ୍ତ୍ୱେ ପ୍ରତ୍ୟେକ ଟିମ୍…
୮ ବର୍ଷ ପରେ ଘରୋଇ ହିଂସା ମାମଲାରେ ଲିଆଣ୍ଡର ପେସ୍ଙ୍କୁ ଝଟ୍କା, ପୂର୍ବ ପାର୍ଟନରଙ୍କ ସପକ୍ଷରେ ରାୟ
ନୂଆଦିଲ୍ଲୀ,୨୫।୨: କିମ୍ବଦନ୍ତୀ ଟେନିସ ଷ୍ଟାର୍ ଲିଆଣ୍ଡର୍ ପେସଙ୍କୁ ଲାଗିଛି ଝଟ୍କା। ୨୦୧୪ରେ ତାଙ୍କ ବିରୋଧରେ ପୂର୍ବତନ ପାର୍ଟନର୍ ତଥା ଅଭିନେତ୍ରୀ ରିୟା ପିଲ୍ଲାଇ ଘରୋଇ ହିଂସା ଅଭିଯୋଗ ଆଣିଥିଲେ। ଏହି ମାମଲାରେ କୋର୍ଟଙ୍କ ରାୟ ରିୟାଙ୍କ ସପକ୍ଷରେ ଯାଇଥିବା ବେଳେ ପେସଙ୍କ…
ମୁଁ ଚାହେଁ ଜାଡେଜା ଉପରେ ବ୍ୟାଟିଂ କରନ୍ତୁ: ରୋହିତ
ଲକ୍ଷ୍ନୌ,୨୫।୨: ଶ୍ରୀଲଙ୍କା ବିପକ୍ଷରେ ଖେଳାଯାଇଥିବା ପ୍ରଥମ ଟି୨୦ ମ୍ୟାଚ୍ରେ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଉପର କ୍ରମରେ ବ୍ୟାଟିଂ କରିବାକୁ ଆସିଥିଲେ। ଦୀର୍ଘ ଦିନ ପରେ ଦଳକୁ ଫେରିଥିବା ଜାଡେଜାଙ୍କୁ ଚତୁର୍ଥ କ୍ରମରେ ବ୍ୟାଟିଂ କରିବାକୁ ପଠା ଯାଇଥିଲା। ତେବେ ତାଙ୍କୁ ଅଧିକ…
ଡ୍ରାଭିଡ୍, ଗାଙ୍ଗୁଲିଙ୍କ ଉପରେ କମେଣ୍ଟ ଶାହାଙ୍କୁ ମହଙ୍ଗା ପଡ଼ିପାରେ
ନୂଆଦିଲ୍ଲୀ,୨୫।୨: ଭାରତୀୟ ଦଳରୁ ବାଦ୍ ପଡ଼ିବା ପରେ ଉଇକେଟକିପର ରିଦ୍ଧିମାନ ଶାହା ମୁଖ୍ୟ କୋଚ୍ ରାହୁଲ ଡ୍ରାଭିଡ୍ ଓ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲିଙ୍କ ଉପରେ କମେଣ୍ଟ କରିଥିଲେ। ଏଭଳି କରି ସେ ବିସିସିଆଇ ସହ କରିଥିବା ଚୁକ୍ତି ଭଙ୍ଗ କରିଛନ୍ତି।…
ମୁଣ୍ଡରେ ହାତ ପିଟିଲେ ରାହୁଲ ଦ୍ରାବିଡ୍
ଲକ୍ଷ୍ନୌ,୨୫।୨: ପ୍ରଥମ ଟି -୨୦ ମ୍ୟାଚରେ ଭାରତ ଶ୍ରୀଲଙ୍କାକୁ ୬୨ ରନରେ ପରାସ୍ତ କରିଛି। ଏହି ମ୍ୟାଚ୍ରେ ଭାରତର ବ୍ୟାଟ୍ସମ୍ୟାନ ଏବଂ ବୋଲରମାନେ ଚମତ୍କାର ଖେଳ ପ୍ରଦର୍ଶନ କରିଥିଲେ। ଏଥିସହ ଭାରତ ତିନିମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ ୧-୦ର ଅଗ୍ରଣୀ ହାସଲ…
ଟି୨୦ରେ ରୋହିତଙ୍କ ରେକର୍ଡ
ଲକ୍ଷ୍ନୌ,୨୫।୨: ଭାରତୀୟ ଅଧିନାୟକ ରୋହିତ ଶର୍ମା ଗୁରୁବାର ଟି୨୦ ଅନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ରନ୍ କରିବାର ରେକର୍ଡ ନିଜ ନାମରେ କରିଛନ୍ତି। ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟି୨୦ ମ୍ୟାଚ୍ରେ ୪୪ ରନ୍ର ଇନିଂସ ଖେଳିବା ଅବସରରେ ଏହି ସଫଳତା ପାଇଛନ୍ତି ୩୪…
ଶ୍ରୀଲଙ୍କାକୁ ହରାଇଲା ଟିମ୍ ଇଣ୍ଡିଆ
ଲକ୍ଷ୍ନୌ,୨୪।୨: ସ୍ଥାନୀୟ ଅଟଳ ବିହାରୀ ବାଜପେୟୀ ଏକାନା କ୍ରିକେଟ ଷ୍ଟାଡିୟମରେ ଗୁରୁବାର ଚାଲିଥିବା ଭାରତ-ଶ୍ରୀଲଙ୍କା ପ୍ରଥମ ଟି-୨୦ ମ୍ୟାଚରେ ଭାରତ ଶ୍ରୀଲଙ୍କାକୁ ୬୨ ରନ୍ରେ ପରାସ୍ତ କରିଛି । ୨୦୦ ରନ୍ର ଜବାବରେ ଶ୍ରୀଲଙ୍କା ୨୦ ଓଭରରେ ୬ ଉଇକେଟ ହରାଇ…
ମାର୍ଚ୍ଚ ୨୬ରୁ ଆଇପିଏଲ୍
ନୂଆଦିଲ୍ଲୀ, ୨୪ା୨: ୧୦ଟି ଦଳକୁ ନେଇ ଇଣ୍ଡିଆନ ପ୍ରିମିୟର ଲିଗ୍-୧୫ (ଆଇପିଏଲ୍) ଆସନ୍ତା ମାର୍ଚ୍ଚ ୨୬ ଶନିବାର ମୁମ୍ବାଇଠାରେ ଆରମ୍ଭ ହେବ ଏବଂ ମେ ୨୯ରେ ଶେଷ ହେବ। ଟୁର୍ନାମେଣ୍ଟ ଆରମ୍ଭରେ ୪୦ ପ୍ରତିଶତ ଦର୍ଶକଙ୍କୁ ଅନୁମତି ରହିବ। ଗୁରୁବାର ଗଭର୍ନିଂ…
ଶ୍ରୀଲଙ୍କାକୁ ୨୦୦ ରନ୍ର ଟାର୍ଗେଟ୍
ଲକ୍ଷ୍ନୌ,୨୪।୨: ଅଟଳ ବିହାରୀ ବାଜପେୟୀକ୍ରିକେଟ ଷ୍ଟାଡିୟମରେ ଗୁରୁବାର ଭାରତ-ଶ୍ରୀଲଙ୍କା ଟି-୨୦ ସିରିଜର ପ୍ରଥମ ମ୍ୟାଚରେ ଭାରତ ନିର୍ଦ୍ଧାରିତ ୨୦ ଓଭରରେ ୨ ଉଇକେଟ ହରାଇ ୧୯୯ ରନ୍ କରିଛି। ଏନେଇ ଶ୍ରୀଲଙ୍କା ଆଗରେ ୨୦୦ ରନ୍ର ବିଜୟ ଲକ୍ଷ୍ୟ ରଖିଛି ଭାରତ।…
ଟସ୍ ଜିତି ବୋଲିଂ କରିବ ଶ୍ରୀଲଙ୍କା
ଲକ୍ଷ୍ନୌ,୨୪।୨: ଅଟଳ ବିହାରୀ ବାଜପେୟୀ ଏକାନା କ୍ରିକେଟ ଷ୍ଟାଡିୟମରେ ଭାରତ-ଶ୍ରୀଲଙ୍କା ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଗୁରୁବାର ଆରମ୍ଭ ହୋଇଯାଇଛି। ଶ୍ରୀଲଙ୍କା ଟସ୍ ଜତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଆହତ କାରଣରୁ ପ୍ରଥମ ଟି-୨୦ରେ ଦଳରୁ ବାଦ ପଡିଛନ୍ତି…
ଶାହାଙ୍କୁ ଡ୍ରାଭିଡ୍ କିଛି ଭୁଲ କହି ନାହାନ୍ତି
ନୂଆଦିଲ୍ଲୀ,୨୪।୨: ଟେଷ୍ଟ ଫର୍ମାଟରୁ ସନ୍ନ୍ୟାସ କଥା ଚିନ୍ତା କରିବାକୁ ଉଇକେଟକିପର ରିଦ୍ଧିମାନ ଶାହାଙ୍କୁ ପରାମର୍ଶ ଦେଇଥିଲେ ମୁଖ୍ୟକୋଚ୍ ରାହୁଲ ଡ୍ରାଭିଡ୍। ଏହି ଘଟଣାରେ ମୁଖ୍ୟ କୋଚ୍ ଡ୍ରାଭିଡ୍ଙ୍କ ପ୍ରତି ସମର୍ଥନ ଜାହିର କରିଛନ୍ତି ପୂର୍ବତନ ଉତ୍ତର ଜୋନ ଚୟନକର୍ତ୍ତା ତଥା ପୂର୍ବତନ…
ଓ୍ବାଙ୍ଖଡେ ଷ୍ଟାଡିୟମରେ ମୁମ୍ବାଇ ଇଣ୍ଡିଆନ୍ସ ଖେଳିବା ଉପରେ ଉଠିଲା ପ୍ରଶ୍ନ
ନୂଆଦିଲ୍ଲୀ,୨୪।୨: ଆଗାମୀ ଆଇପିଏଲ ଲାଗି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) କାର୍ଯ୍ୟସୂଚୀ ପ୍ରସ୍ତୁତି ଚୂଡ଼ାନ୍ତ କରିବାରେ ଲାଗିଛି। ପୂରା ଆଇପିଏଲ ମହାରାଷ୍ଟ୍ରରେ ଖେଳାଯିବାକୁ ଥିବା ବେଳେ ୫ ଥର ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ କାହିଁକି ତା’ର ଘରୋଇ ଭେନ୍ୟୁ ଓ୍ବାଙ୍ଖଡେ ଷ୍ଟାଡିୟମରେ…

