ପୁଷ୍ପା ଅବତାରରେ ୟୁଜବେନ୍ଦ୍ର ଚହଲ: କହିଲେ ଫାୟାର ହୁଁ ମେଁ…
ଲକ୍ଷ୍ନୌ,୨୨।୨: ଶ୍ରୀଲଙ୍କା ବିପକ୍ଷ ଟି-୨୦ ସିରିଜ୍ ଆରମ୍ଭ ହେବା ପୂର୍ବରୁ ଭାରତୀୟ ଟିମ୍ ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌରେ ପହଞ୍ଚିଛି। ଏଠାରେ ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ପ୍ରଥମ ଟି-୨୦ ମ୍ୟାଚ୍ ଖେଳାଯିବ। ତେବେ ଭାରତୀୟ ଟିମ୍ ଅଭ୍ୟାସ କରିବା ପୂର୍ବରୁ ଖେଳାଳିଙ୍କ…
‘କାହା କ୍ୟାରିୟରକୁ କ୍ଷତି ପହଞ୍ଚାଇବା ମୋ ଉଦ୍ଦେଶ୍ୟ ନୁହେଁ’
ମୁମ୍ବାଇ,୨୨।୨: ଶ୍ରୀଲଙ୍କା ବିପକ୍ଷ ଦୁଇ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ୍ ଲାଗି ଘୋଷିତ ଭାରତୀୟ ଦଳରୁ ବାଦ୍ ପଡ଼ିବା ପରେ ଉଇକେଟକିପର ରିଦ୍ଧିମାନ ଶାହାଙ୍କୁ ସାକ୍ଷାତ୍କାର ଦେବା ପାଇଁ ଧମକାଇ ଥିଲେ ଜଣେ ଜର୍ନାଲିଷ୍ଟ। ଖବରଦାତାଙ୍କ ଧମକପୂର୍ଣ୍ଣ ହ୍ବାଟ୍ସଆପ୍ ମେସେଜର ସ୍କ୍ରିନଶଟ୍କୁ…
ତଦନ୍ତ ପାଇଁ ଏଜେନ୍ସି ନିଯୁକ୍ତ କରିପାରେ ବିସିସିଆଇ
ନୂଆଦିଲ୍ଲୀ,୨୨।୨: ସାକ୍ଷାତ୍କାର ପାଇଁ ଜଣେ ଜର୍ନାଲିଷ୍ଟ ଧମକ ଦେଉଥିବା ହ୍ବାଟ୍ସଆପ୍ ଚାଟ୍ ସ୍କ୍ରିନଶଟ୍କୁ ଶେୟାର କରିବା ପରେ ରିଦ୍ଧିମାନ ଶାହାଙ୍କୁ ବିଭିନ୍ନ ମହଲରୁ ସମର୍ଥନ ମିଳୁଛି। ତାଙ୍କ ଅଭିଯୋଗର ତଦନ୍ତ କରିବା ପାଇଁ ଏକ ବେସରକାରୀ ଏଜେନ୍ସିକୁ ନିଯୁକ୍ତ କରିବାକୁ ଯୋଜନା…
ବୋଲିଂ କୋଚ୍ ଭାବେ ଅଗରକରଙ୍କୁ ଚାହୁଁଛନ୍ତି ସିନିୟର ଖେଳାଳି
ମୁମ୍ବାଇ,୨୨।୨: ଭାରତୀୟ ଦଳର ବୋଲିଂ କୋଚ୍ ଭାବେ ପୂର୍ବତନ ଭାରତୀୟ ପେସର ଅଜିତ୍ ଅଗରକରଙ୍କୁ ନିଯୁକ୍ତ କରାଯାଉ ବୋଲି ସିନିୟର ଖେଳାଳି ଚାହୁଁଛନ୍ତି। ଏବେ ଟିମ୍ ଇଣ୍ଡିଆର ବୋଲିଂ କୋଚ୍ ଦାୟିତ୍ୱରେ ଅଛନ୍ତି ପୂର୍ବତନ ଭାରତୀୟ ପେସର ପାରସ ମାମବ୍ରେ। ୧୯୯୮ରେ…
କ୍ୟାଚ୍ ଛାଡ଼ିବାରୁ ସାଥି ଖେଳାଳିଙ୍କୁ ଚାପୁଡା ମାରିଲେ
କରାଚୀ,୨୨।୨: ବିଭିନ୍ନ କାରଣ ଯୋଗୁ ଚଳିତ ପାକିସ୍ତାନ ସୁପର ଲିଗ୍ (ଆଇଏସ୍ଏଲ୍) ବିବାଦରେ ଘେରି ହୋଇ ରହିଛି। ବ୍ୟକ୍ତିଗତ କାରଣ ଯୋଗୁ ବିଦେଶୀ ଖେଳାଳି ଆଲେକ୍ସ ହେଲ୍ସ ଓ ପଲ ଷ୍ଟ୍ରିଲିଙ୍ଗ୍ ଲିଗ୍ରୁ ଓହରିବା ପରେ ଅଷ୍ଟ୍ରେଲିଆନ ଅଲରାଉଣ୍ଡର ଜେମ୍ସ ଫକନର…
‘ହାର୍ଦ୍ଦିକଙ୍କ ଠାରୁ ଆଗରେ ଅଛନ୍ତି ଭେଙ୍କଟଶ’
ନୂଆଦିଲ୍ଲୀ,୨୨।୨: ନିକଟରେ ଶେଷ ହୋଇଥିବା ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଟି୨୦ ସିରିଜ୍ରେ ଭେଙ୍କଟଶ ଆୟାରଙ୍କ ଅଲରାଉଣ୍ଡ ପ୍ରଦର୍ଶନରେ ପ୍ରଭାବିତ ହୋଇଛନ୍ତି ପୂର୍ବତନ ଭାରତୀୟ ଓପନର ଓ୍ବାସିମ ଜାଫର। ଏପରିକି କୋଲକାତା ନାଇଟ୍ ରାଇଡର୍ସ (କେକେଆର୍) ଅଲରାଉଣ୍ଡର ହାର୍ଦ୍ଦିକଙ୍କ ଠାରୁ ଆଗରେ ଥିବା ସେ…
୧୦୦ ଯୁବକଙ୍କ ସହ ଡେଟ୍ରେ ଗଲେଣି ଯୁବତୀ, କିନ୍ତୁ…
ସାଧାରଣତଃ ନିଜ ମତମୁତାବକ ସାଥୀ ପାଇବା ପାଇଁ ପ୍ରଥମେ ଡେଟ୍ରେ ଯିବାକୁ ପସନ୍ଦ କରନ୍ତି ପ୍ରେମିକା-ପ୍ରେମିକ। କିନ୍ତୁ ପୂର୍ବ ମିସ୍ ଗ୍ରେଟ୍ ବ୍ରିଟେନ୍ ରହିଥିବା ଏପ୍ରିଲ୍ ବନ୍ବରୀ ଏ ପର୍ଯ୍ୟନ୍ତ ୧୦୦ରୁ ଅଧିକ ଯୁବକଙ୍କ ସହ ଡେଟ୍ରେ ଗଲେଣି କିନ୍ତୁ ତାଙ୍କୁ…
ପାକିସ୍ତାନରେ କୋହଲିଙ୍କ ପୋଷ୍ଟର୍, ପ୍ରଶଂସକ କହିଲେ ଆମେ ଚାହୁଁଛୁ…
ଇସଲାମାବାଦ୍,୨୧।୧:ନିକଟରେ ପାକିସ୍ତାନର ଷ୍ଟାଡିୟମରେ ପ୍ରଶଂସକମାନେ ପୂର୍ବତନ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ପୋଷ୍ଟର ନେଇ ପହଞ୍ଚିଥିଲେ। ପାକିସ୍ତାନ ସୁପର ଲିଗରେ କୋହଲିଙ୍କ ପୋଷ୍ଟର ଧରି କିଛି ପ୍ରଶଂସକ ଷ୍ଟାଡିୟମରେ ନଜର ଆସିଥିଲେ। ପାକିସ୍ତାନୀ ପ୍ରଶଂସକମାନେ ଚାହୁଁଛନ୍ତି ଯେ କୋହଲି ପାକିସ୍ତାନ ସୁପର…
ଗାଙ୍ଗୁଲିଙ୍କ ହସ୍ତକ୍ଷେପ ଲୋଡ଼ିଲେ ଶାସ୍ତ୍ରୀ
ନୂଆଦିଲ୍ଲୀ,୨୧।୨: ଜର୍ନାଲିଷ୍ଟଙ୍କ ମେସେଜର ସ୍କ୍ରିନଶଟ୍ ଶେୟାର କରିବା ପରେ ରିଦ୍ଧିମାନ ଶାହାଙ୍କୁ ବିଭିନ୍ନ ମହଲରୁ ସମର୍ଥନ ମିଳିଛି। ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍ ଲାଗି ଘୋଷିତ ଭାରତୀୟ ଦଳରୁ ବାଦ୍ ପଡ଼ିବା ପରେ ଶାହାଙ୍କ ସହ ଜଣେ ଜର୍ନାଲିଷ୍ଟଙ୍କ ସହ ମେସେଜରେ…
ରିଦ୍ଧିମାନଙ୍କୁ ଅବସର ନେବାକୁ ପରାମର୍ଶ ଦେବା ପଛର କାରଣ
କୋଲକାତା,୨୧।୨: ଦକ୍ଷିଣ ଆଫ୍ରିକା ସିରିଜ୍ ପରେ ବ୍ୟକ୍ତିଗତ ଭାବେ ଭାରତୀୟ ଦଳର ମୁଖ୍ୟ କୋଚ୍ ରାହୁଲ ଡ୍ରାଭିଡ୍ ମୋତେ ସନ୍ନ୍ୟାସ ସମ୍ପର୍କରେ ଚିନ୍ତା କରିବାକୁ ପରାମର୍ଶ ଦେଇଥିଲେ। ଭେଟେରାନ ଉଇକେଟକିପର ରିଦ୍ଧିମାନ ଶାହାଙ୍କ ଏଭଳି ବୟାନ ପରେ କୋଚ୍ ଡ୍ରାଭିଡ୍ ସୋମବାର…
ଅନ୍ଲାଇନ ଚେସ୍ରେ ବିଶ୍ୱର ନମ୍ବର ଓ୍ବାନ କାର୍ଲସେନଙ୍କୁ ହରାଇ ଦେଲେ
ଚେନ୍ନାଇ,୨୧।୨: ଯୁବ ଭାରତୀୟ ଗ୍ରାଣ୍ଡମାଷ୍ଟର ଆର. ପ୍ରାଗନାନନ୍ଧା ବିଶ୍ୱର ନମ୍ବର ଓ୍ବାନ ଚେସ୍ ଖେଳାଳି ମାଗନସ କାର୍ଲସେନଙ୍କୁ ହରାଇ ଦେଇଛନ୍ତି। ଅନଲାଇନ ରାପିଡ୍ ଚେସ୍ ଟୁର୍ନାମେଣ୍ଟ ଏୟାରଥିଙ୍ଗ୍ସ ମାଷ୍ଟର୍ସର ୮ମ ରାଉଣ୍ଡରେ ଏତିହାସିକ ସଫଳତା ହାତେଇଛନ୍ତି ପ୍ରାଗନାନନ୍ଧା। କଳା ଗୋଟିରେ ଖେଳୁଥିବା…
ସୂର୍ଯ୍ୟକୁମାରଙ୍କ ‘ନମସ୍କାର’ ସେଲିବ୍ରେଶନ୍କୁ ନେଇ ଚର୍ଚ୍ଚା: ଦେଖନ୍ତୁ ଭିଡିଓ
କୋଲକତା,୨୦।୨: ୱେଷ୍ଟଇଣ୍ଡିଜ ବିପକ୍ଷ ସିରିଜର ତୃତୀୟ ତଥା ଅନ୍ତିମ ଟି -୨୦ ମ୍ୟାଚରେ ଭାରତୀୟ କ୍ରିକେଟ ଦଳର ଚମତ୍କାର ବିଜୟରେ ସୂର୍ଯ୍ୟକୁମାର ଯାଦବ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ମଧ୍ୟମ କ୍ରମରେ ସୂର୍ଯ୍ୟକୁମାର ଏକ ଚମତ୍କାର ଇନିଂସ ଖେଳିଥିଲେ। ଫଳରେ…

