ଖେଳ

ଶକ୍ତି ପ୍ରଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ,୨୭।୮: ପଞ୍ଜାବ କଂଗ୍ରେସରେ କନ୍ଦଳ ଭିତରେ ଏବେ ଶକ୍ତି ପ୍ରଦର୍ଶନ ସମୟ ଆସିଛି। ପଞ୍ଜାବ କଂଗ୍ରେସ ସଭାପତି ନବଜୋତ ସିଂ ସିଦ୍ଧୁଙ୍କ ପରେ ଏବେ କ୍ୟାପଟେନ ଅମରିନ୍ଦର ସିଂ ଏବଂ ତାଙ୍କ ସମର୍ଥକମାନେ ଶକ୍ତି ପ୍ରଦର୍ଶନ କରିଛନ୍ତି। ଗୁରୁବାର ପଞ୍ଜାବ...

ଏହି ୩ କଥା ରୁଟ୍‌ଙ୍କଠାରୁ ଶିଖନ୍ତୁ କୋହଲି

ଲିଡ୍ସ,୨୭।୮: ଇଂଲଣ୍ଡ ଅଧିନାୟକ ଜୋ ରୁଟ ଲିଡସ ଟେଷ୍ଟରେ ନିଜର ସର୍ବଶ୍ରେଷ୍ଠ ଫର୍ମ ଜାରି ରଖିଛନ୍ତି। ଜୋ ରୁଟ ଲିଡ୍ସ ଟେଷ୍ଟରେ ୧୨୧ ରନ ସଂଗ୍ରହ କରି ଟେଷ୍ଟ ସିରିଜରେ କ୍ରମାଗତ ତୃତୀୟ ଶତକ ହାସଲ କରିଥିଲେ। ଶତକ ହାସଲ...

ଦିନକରେ ୩୦୯ ରନ୍‌ କରି ଚକିତ କରିଥିଲେ ଏହି ବ୍ୟାଟ୍ସମ୍ୟାନ୍‌: ୯୧ ବର୍ଷ ହେଲାଣି ଭାଙ୍ଗିନି ରେକର୍ଡ

ବ୍ରିସ୍‌ବେନ୍‌,୨୭।୮: ଭାରତୀୟ କ୍ରିକେଟ ଟିମ୍‌ ବିପକ୍ଷରେ ଅଷ୍ଟ୍ରେଲିୟ ଦଳ ସଂଘର୍ଷ କରିବା ଭଳି ଘଟଣା ବହୁତ୍‌ କମ୍‌ ଦେଖିବାକୁ ମିଳିଛି। ଉଭୟ ଦଳର ମ୍ୟାଚ୍‌ ଭିତରେ ଅନେକ ରେକର୍ଡ କରି ଚର୍ଚ୍ଚାକୁ ଆସିଛନ୍ତି। ସେଭଳି ଜଣେ ହେଲେ ସାର୍‌ ଡନ୍‌...

ଭାରତୀୟ ଖେଳାଳିଙ୍କ ବେଳେବେଳେ ମସ୍ତିଷ୍କ କାମ କରୁନାହିଁ: କାହିଁକି ଏମିତି କହିଲେ ପାକିସ୍ତାନୀ କ୍ରିକେଟର୍‌

ଇସଲମାବାଦ,୨୭।୮: ଭାରତ ଏବଂ ଇଂଲଣ୍ଡ ତୃତୀୟ ଟେଷ୍ଟ ମ୍ୟାଚ ଖେଳାଯାଉଛି। ଏହି ଟେଷ୍ଟରେ ଆୟୋଜକ ଇଂଲଣ୍ଡ ଏହି ମ୍ୟାଚରେ ସମ୍ପୂର୍ଣ୍ଣ ପ୍ରାଧାନ୍ୟ ବିସ୍ତାର କରିଛି। ପ୍ରଥମେ ଟସ ଜିତି ବ୍ୟାଟିଂ କରି ଟିମ ଇଣ୍ଡିଆ ପ୍ରଥମ ଇନିଂସରେ ୭୮ ରନରେ...

୩୦୫୮ ଖେଳାଳିଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କରିପାରନ୍ତି ଏହି କ୍ରିକେଟର୍‌

ଲିଡ୍ସ,୨୭।୮: ଇଂଲଣ୍ଡର ଟେଷ୍ଟ ଅଧିନାୟକ ଜୋ ରୁଟ ଏବେ ତାଙ୍କ କ୍ୟାରିୟରର ସର୍ବଶ୍ରେଷ୍ଠ ଫର୍ମରେ ଅଛନ୍ତି। ୨୦୨୧ରେ ସେ ଏପର୍ଯ୍ୟନ୍ତ ୧୩୯ରୁ ଅଧିକ ଟେଷ୍ଟ ରନ କରିସାରିଲେଣି। ଦୁନିଆର ଅନ୍ୟ କୌଣସି ବ୍ୟାଟ୍ସମ୍ୟାନ ୭୫୦ ରନ ମାର୍କକୁ ଛୁଇଁ ପାରି...

କଟା ଘା’ରେ ଚୂନ ଲଗାଇଲେ ଇଂଲଣ୍ଡ କ୍ରିକେଟର୍‌

ଲିଡ୍ସ,୨୭।୮: ଲିଡ୍ସ ଟେଷ୍ଟରେ ଟିମ ଇଣ୍ଡିଆର ପ୍ରଥମ ଇନିଂସ ମାତ୍ର ୭୮ ରନ ସଂଗ୍ରହ କରିଥିଲା। ଏଭଳି ଖରାପ ପ୍ରଦର୍ଶନ ପରେ ନିଶ୍ଚିତ ଭାବେ ପ୍ରଶ୍ନ ଉଠିବା ସ୍ବାଭାବିକ। ଇଂଲଣ୍ଡର ପୂର୍ବତନ ଅଧିନାୟକ ମାଇକେଲ ଭନ ଭାରତୀୟ ଦଳର କଟା...

କ୍ରିକେଟ୍‌ର ଭଗବାନଙ୍କୁ ପଛରେ ଛାଡ଼ିଲେ ରୁଟ୍‌

ଲିଡ୍ସ ,୨୭।୮: ଭାରତ ବିପକ୍ଷ ତୃତୀୟ ତଥା ଲିଡ୍ସ ଟେଷ୍ଟରେ ୧୨୧ ରନ୍‌ର ଶତକୀୟ ପାଳି ଖେଳିଛନ୍ତି ଇଂଲଣ୍ଡ ଅଧିନାୟକ ଜୋ ରୁଟ୍‌। ଏହା ତାଙ୍କ ଟେଷ୍ଟ କ୍ୟାରିୟରର ୨୩ ତମ ଶତକ। ଏଥି ସହିତ ଭାରତ ଓ ଇଂଲଣ୍ଡ...

୧୨ ବର୍ଷ ବୟସରେ ପ୍ରଥମ ଶତକ ହାସଲ ମାରିଥିଲେ କ୍ରିକେଟର୍‌ ଯାଦୁଗର

ସାର୍‌ ଡନ୍‌ ବ୍ରାଡ୍‌ମ୍ୟାନ୍‌ କ୍ରିକେଟର ଏକ ପରିଚିତ ନାମ। ୧୯୦୮, ଅଗଷ୍ଟ ୨୭ରେ ଅଷ୍ଟ୍ରେଲିଆରେ ଜନ୍ମିତ ଏହି ମହାନ୍‌ କ୍ରିକେଟର ୧୯୨୮ରେ ବ୍ରିସ୍‌ବେନ୍‌ରେ ଇଂଲଣ୍ଡ ବିପକ୍ଷରେ ଅନ୍ତର୍ଜାତୀୟ କ୍ରିକେଟ ଖେଳିବା ଆରମ୍ଭ କରିଥିଲେ। ୨୦ ବର୍ଷ ଲମ୍ବା କ୍ରିକେଟ କ୍ୟାରିୟରେ...

କିଛି ଚମତ୍କାର ହିଁ ଟିମ୍‌ ଇଣ୍ଡିଆକୁ ବଞ୍ଚାଇ ପାରିବ

ଲିଡ୍ସ,୨୬।୮: ମ୍ୟାଚ୍‌ରେ ଆହୁରି ୩ ଦିନ ବାକି ଅଛି। ଟିମ୍‌ ଇଣ୍ଡିଆ ଏବେ ୩୪୫ ରନ୍‌ରେ ପଛୁଆ। ଇଂଲଣ୍ଡ ହାତରେ ଆହୁରି ୨ ଉଇକେଟ ଅଛି। ଏଭଳି ଗମ୍ଭୀର ସ୍ଥିତିରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଦଳକୁ କୌଣସି ଚମତ୍କାର ହିଁ...

ପଡ଼ିଲା ରୁଟ୍‌ଙ୍କ ଉଇକେଟ

ଲିଡ୍ସ,୨୬।୮: ଶେଷରେ ପ୍ୟାଭିଲିୟନ ଫେରିଛନ୍ତି ଇଂଲଣ୍ଡ ଅଧିନାୟକ ଜୋ ରୁଟ୍‌। ଆଉଟ୍‌ ହେବା ପୂର୍ବରୁ ସେ ୧୨୧ ରନ୍‌ର ଶତକୀୟ ପାଳି ଖେଳିଥିଲେ। ମୋଟ ୧୬୫ ବଲ ଖେଳିଥିବା ରୁଟ୍‌ଙ୍କ ଇନିଂସରେ ଥିଲା ୧୪ଟି ଦର୍ଶନୀୟ ଚୌକା। କ୍ୟାରିୟରର ଶ୍ରେଷ୍ଠ...

କେକେଆର୍‌ରେ କମିନ୍ସଙ୍କ ସ୍ଥାନ ନେବେ ଷ୍ଟାର ବିଦେଶୀ ଖେଳାଳି

ନୂଆଦିଲ୍ଲୀ,୨୬।୮: ୟୁଏଇରେ ଆସନ୍ତା ମାସରୁ ଆରମ୍ଭ ହେବାକୁ ଥିବା ଆଇପିଏଲ ସିଜନର ବଳକା ୩୧ ମ୍ୟାଚ୍‌ ପାଇଁ ଦୁଇ ଥର ଚାମ୍ପିୟନ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ନ୍ୟୁଜିଲାଣ୍ଡର ଷ୍ଟାର ପେସର ଟିମ୍‌ ସୌଦିଙ୍କ ସହ ଚୁକ୍ତି କରିଛି। ଏ...

କ୍ରିକେଟ୍‌ ଜଗତ ପାଇଁ ଦୁଃଖଦ ଖବର: ଚାଲିଗଲେ ଏହି ମହାନ ବ୍ୟାଟ୍ସମ୍ୟାନ୍‌

ଲଣ୍ଡନ,୨୬।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ତଥା ମହାନ ବ୍ୟାଟ୍ସମ୍ୟାନ୍‌ ଟେଡ ଡେକ୍ସଟରଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ହୋଇଥିଲା। ସେ ଆକ୍ରମକ ମିଡିଲ ଅର୍ଡର ବ୍ୟାଟ୍ସମ୍ୟାନ୍‌ ଏବଂ ଜଣେ ମିଡିୟମ୍‌ ପେସ୍‌ ବୋଲର ଥିଲେ। ଡେକ୍ସଟରଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri